ରାଜ୍ୟ

ଫାଇନାନ୍ସ କର୍ମଚାରୀଙ୍କୁ ଛୁରା ମାଡ଼ କରି ଲୁଟ୍‌ ଅଭିଯୋଗ

ଘସିପୁରା, ୨୮।୧(ଡି.ଏନ.ଏ.)-ଘସିପୁରା ଥାନା ଅନ୍ତର୍ଗତ ନାହାଗୁଣାରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ଛୁରା ମାଡ଼ କରି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଗୁରୁତର ଆହତ ଫାଇନାନ୍ସ କର୍ମଚାରୀ ନିଶାକର ମଲ୍ଲିକଙ୍କୁ ଚିକିତ୍ସା ପାଇଁ ଆନନ୍ଦପୁର...

ଏକାମ୍ର ଯୋଜନା ପାଇଁ ସହାୟତା ପ୍ୟାକେଜ

ଭୁବନେଶ୍ୱର, ୨୮।୧ (ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ବିକାଶ ପରେ ରାଜ୍ୟ ସରକାର ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱର ବିକାଶ ପାଇଁ ହାତ ଖୋଲି ଦେଇଛନ୍ତି। ଏକାଦଶ ଶତାବ୍ଦୀର ଏହି ଅନନ୍ୟ କୀର୍ତ୍ତିର ପାରିପାର୍ଶ୍ୱିକ ଉନ୍ନତି, ସୌନ୍ଦର୍ଯ୍ୟକରଣ ପାଇଁ ଏକାମ୍ର ଯୋଜନା ଆରମ୍ଭ...

ପରେଡରେ ଅଣଛାତ୍ର ହାତେଇ ନେଲେ ଟ୍ରଫି

ବାଲେଶ୍ୱର ଅଫିସ, ୨୮।୧-ବାଲେଶ୍ୱର ପୋଲିସ ଲାଇନ୍‌ ପଡ଼ିଆରେ ଆୟୋଜିତ ଜିଲାସ୍ତରୀୟ ୭୧ତମ ଜନରାଜ୍ୟ ଦିବସରେ ସରକାରୀ, ବେସରକାରୀ ଏମ୍‌ଇ ସ୍କୁଲ, ହାଇସ୍କୁଲ, ମହାବିଦ୍ୟାଳୟ, ବୈଷୟିକ ବିଦ୍ୟାଳୟରୁ ୫୫ଟି ଦଳ ପରେଡ୍‌ରେ ଭାଗ ନେଇଥିଲେ। ବିଭିନ୍ନ ସରକାରୀ ଅନୁଷ୍ଠାନ ଏବଂ ଡିଆର୍‌ଡିଓ...

ଦୁର୍ଦ୍ଦିନରେ ୩୭ ଆବାସ ମିତ୍ର

ଖଇରା, ୨୮।୧(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ୨୦୧୭ ମସିହାରେ ଗ୍ରାମୀଣ ଗୃହ ଯୋଜନାର ସଫଳ ରୂପାୟନ ତଥା ଗୃହ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ନିଯୁକ୍ତି ପାଇଥିବା ଜିଓ ଟ୍ୟାଗ କର୍ମଚାରୀ ବା ଆବାସ ମିତ୍ରମାନେ ୨ବର୍ଷ...

ଚାନ୍ଦିପୁରରେ ଗାନ୍ଧୀଙ୍କୁ ନେଇ ସ୍ବତନ୍ତ୍ର କବିତା ପାଠୋତ୍ସବ

ବାଲେଶ୍ୱର ଅଫିସ, ୨୮।୧-ଚାନ୍ଦିପୁରଠାରେ ଓଡ଼ିଶା ସାହିତ୍ୟ ଏକାଡ଼େମୀ ପକ୍ଷରୁ ମହାମତ୍ା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଦିବସ ବ୍ୟାପୀ ରାଜ୍ୟସ୍ତରୀୟ କବି ସମ୍ମିଳନୀ ଓ କାବ୍ୟ ଚର୍ଚ୍ଚା ଅନୁଷ୍ଠିତ ହୋଇଯାଇଛି। ପାନ୍ଥନିବାସ ସଭାକକ୍ଷରେ ଆୟୋଜିତ ଏହି ଉତ୍ସବରେ କବି...

କପିଳାସ ଆଣିବାକୁ ମସୁଧା

ଢେଙ୍କାନାଳ ଅଫିସ,୨୮ା୧ କିଛି ଦିନ ତଳେ ତାଳଚେରରେ ଉପଦ୍ରବ କରୁଥିବା ନରହନ୍ତା ଦନ୍ତାକୁ କପିଳାସ କପିଳାସ ଚିଡିଆଖାନା ପରିସରରେ ଥିବା ଏଲିଫ୍ୟାଣ୍ଟ ରେସକ୍ୟୁ ସେଣ୍ଟରକୁ ଅଣାଯାଇଥିବାବେଳେ ଏବେ ଆଉ ଏକ ଦନ୍ତାକୁ ସେଠାକୁ ଅଣାଯିବାକୁ ମସୁଧା କରାଯାଉଥିବା ସୂଚନା ମିଳିଛି।...

କପିଳାସରେ ହେବ ରୋପ୍‌ୱେ

ଢେଙ୍କାନାଳ ଅଫିସ,୨୮ା୧ ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସରେ କାର୍ଯ୍ୟକାରୀ ହେବ ରୋପ୍‌ଓ୍ବେ। ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଏହି ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା। କପିଳାସ ସମେତ ରାଜ୍ୟର ୪ଟି...

ଅସ୍ବାସ୍ଥ୍ୟକର ପରିବେଶରେ ଦୈନିକ ବଜାର

କାଶୀନଗର,୨୮ା୧(ଡି.ଏନ.ଏ.) – ଗଜପତି ଜିଲା କାଶୀନଗର ବସଷ୍ଟାଣ୍ଡ ନିକଟ ବଜାର ଆବର୍ଜନାପୂର୍ଣ୍ଣ ଓ ଅସ୍ବାସ୍ଥ୍ୟକର ପରିବେଶରେ ରହିଛି। ବଜାରରେ ପ୍ରତ୍ୟେକ ଦିନ ପନିପରିବା ଏବଂ ଆମିଷ ବିକ୍ରି ହେଉଛି। ହେଲେ ସଫେଇ ପ୍ରତି ଏନ୍‌ଏସି କର୍ତ୍ତୃପକ୍ଷ ଦୃଷ୍ଟି ଦେଉ ନ...

ବୁରୁଧ୍‌ ଦମ୍ପତିର ହାତେ ନାତିର ଭବିଷତ୍‌

  ପର୍ଲା, ୨୮।୧ (ଡି.ଏନ୍‌.ଏ.)- ଦୁଇ ବଛର ଭିତରେ ମା’ବାପ୍‌କୁ ହେରେଇଛନ୍‌। ସାହାଭରସା କହେଲେ ବୁରୁଧ୍‌ ଅଜାଆଈ। ହେଲେ ଅଜାଆଈର ବଏସ୍‌ ବି ଅଧ୍‌କା ହେଲାନ। ଏନ୍‌ତାଥି ସେମାନେ ନାତିର ଭବିଷତ୍‌କେ ନେଇ ଚିନ୍‌ତାରେ ପଡ଼ିଯାଇଛନ୍‌। ଏନ୍‌ତା ଗୁଟେ ଘଟନା...

୨୦ ବଛର ହେଲା ଆବେଦନ କରିଆସୁଛନ୍‌: ଭତାରୁ ବଁଚିତ୍‌ ୯୦ ବଛରିଆ ବୁରୁଧ୍‌

  ଦେଓଗାଁ,୨୮ା୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଦେଓଗଁା ବ୍ଲକ ରାମଚନ୍ଦ୍ରପୁର ପଁଚେତ୍‌ ଲୁହାଖାନା ଗଁାର ୯୦ ବଛ୍‌ରିଆ ବୁରୁଧ୍‌ ମଧୁ ପଟେଲ। ବଏସର ଶେଷ ମୁଡ଼ସାକେ ପୁହୁଁଚି ସାରିଥିଲେ ବି ସେ ଭତାରୁ ବଁଚିତ୍‌ ହେଇ ରହିଛନ୍‌। ଭୋଟ ପରିଚଏପତର ଆର...

ଜିଲାପାଳଙ୍କ ଅଫିସ ଘେରିଲେ ଆଦିବାସୀ

ଛତ୍ରପୁର,୨୮ା୧(ଡି.ଏନ.ଏ)-ଗଞ୍ଜାମ ଜିଲାର ବିଭିନ୍ନ ଆଦିବାସୀ ସଙ୍ଗଠନ ୭ ଦଫା ଦାବି ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଆଦିବାସୀ ଓ ପାରମ୍ପରିକ ବନବାସୀଙ୍କୁ ଜମି ଓ ଜଙ୍ଗଲ ଅଧିକାର, ଆଦିବାସୀ ଅଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟସେବା, ପିଇବା ପାଣି, ଜଳସେଚନ,...

ବସ୍ତାନି ବୋଝ: ଗଣଶିକ୍ଷା ବିଭାଗକୁ ରିପୋର୍ଟ ତଲବ; ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ,୨୭।୧: ଶିଶୁ କାନ୍ଧରେ ବହିବସ୍ତାନି ବୋଝକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ସୋମବାର ଆବେଦନକାରୀ ଆଡଭୋକେଟ କହ୍ନେୟାଲାଲ ଶର୍ମା ସତ୍ୟପାଠ ଦାଖଲ କରିଛନ୍ତି। ସତ୍ୟପାଠରେ ଶର୍ମା ଉଲ୍ଲେଖ କରିଛନ୍ତି ଯେ, ବସ୍ତାନି ବୋଝକୁ ହାଲୁକା କରିବା ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri