ରାଜ୍ୟ

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ ୮ଟା ୫୦ ମିନିଟ୍‌ରେ ରାସେଶ୍ୱରୀଙ୍କ ପରଲୋକ ଘଟିଥିବା ନେଇ ପରିବାର ଲୋକଙ୍କ ପକ୍ଷରୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ। ଏହା ଦ୍ୱାରା ଦକ୍ଷିଣ ଓଡ଼ିଶାର ଏହି ପ୍ରମୁଖ ରେଳ ଷ୍ଟେସନରେ ଅତ୍ୟାଧୁନିକ ସୁବିଧା…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ ପରିବାର ସର୍ବସ୍ୱ ହରେଇବା ଅଭିଯୋଗ ହେଉଛି । ଉକ୍ତ ଅଞ୍ଚଳରେ ଜଣେ ବ୍ୟବସାୟୀ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା ପ୍ରଧାନ ଅଧ୍ୟକ୍ଷତା କରିଥିଲେ । ଏଥିରେ ଦାରିଙ୍ଗବାଡି ବ୍ଲକର ୧୬ଟି ପଞ୍ଚାୟତର ୧୭୫ଜଣ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ ପଟ୍ଟନାୟକଙ୍କୁ ମୋର କିଛି ପଚାରିବାକୁ ଇଚ୍ଛା ନାହିଁ କି ଆଶା ନାହିଁ ବୋଲି…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ ନିଶ୍ବାସ ପ୍ରଶ୍ବାସ ନେବାରେ ଅସୁବିଧା ହେବାରୁ ବର୍ତ୍ତମାନ ଅମ୍ଳଜାନ ଦିଆଯାଉଛି । ଫୁସଫୁସ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ ଲୋକଙ୍କ ବାଡ଼ିକୁ ପରିବା ଖାଇବାକୁ ଆସିଥିବା ଦୁଇଟି ଜଙ୍ଗଲି ବାରହା ଏକ କୂଅରେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ ୯.୩୦ରେ ବନ୍ଧୁକ ଦେଖାଇ ଲୁଟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଜଣେ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ ପରୀକ୍ଷା । ତେବେ ଏହା ପୂର୍ବରୁ ନିୟମକୁ କଡ଼ାକଡ଼ି କଲା ସିବିଏସସି ।…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର ହୋଇଯାଇଥିଲେ । ଜଣେ ଛାତ୍ରଙ୍କ ଅଭିଭାବକ ସେମାନଙ୍କୁ ଉଦ୍ଧାର କରି ହଷ୍ଟେଲକୁ ଫେରାଇ…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ପ୍ରେମିକ ନିଜ ପ୍ରେମିକାକୁ ପାଇବା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି କପିଳେଶ୍ବର…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ ଆସୁଥିବା ଅଭିଯୋଗ ପୁଣି ବାରମ୍ବାର ସେହି ସମାନ ଅଭିଯୋଗ ଆସୁଥିବା ଓ ଏଥିପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?