ରାଜ୍ୟ

ବାଲେଶ୍ୱର ଜିଲା ପାଲିସ ଲାଇନ୍‌ ପଡ଼ିଆରେ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ବାଲେଶ୍ୱର ଅଫିସ, ୨୬।୧: ବାଲେଶ୍ୱର ଜିଲାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି । ଜିଲା ପୋଲିସ ଲାଇନ୍‌ ପଡ଼ିଆରେ ଆୟୋଜିତ ଏହି ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା...

ଗଞ୍ଜାମରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ: ମନ୍ତ୍ରୀ କହିଲେ ‘ଗଞ୍ଜାମର ସାଲିସ ବିହୀନ ସଂଗ୍ରାମ ଅବିସ୍ମରଣୀୟ

ଛତ୍ରପୁର, ୨୬।୧(ଡି.ଏନ୍‌.ଏ.)-ଛତ୍ରପୁରସ୍ଥିତ ପୋଲିସ ପଡିଆଠାରେ ରବିବାର ଗଞ୍ଜାମ ଜ଼ିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କୃଷି ମନ୍ତ୍ରୀ ଅରୁଣ ସାହୁ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ।...

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ ଓ ପରେଡ୍‌ ରବିବାର ମହାତ୍ମାଗାନ୍ଧି ମାର୍ଗରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିବାଦନ ଗ୍ରହଣ କରିବା ସହ ପତାକା ଉତ୍ତୋଳନ କରିଛନ୍ତି। ପ୍ରଥମ ଥର ପାଇଁ ଏହି ଉତ୍ସବରେ...

ଧରିତ୍ରୀ ପ୍ରଭାବ: ଆଜି ବ୍ରହ୍ମାନନ୍ଦଙ୍କ ଧାନ କିଣିବେ ସରକାର; ଟୁଇଟ୍‌ ଯୋଗେ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ବାଘମାରୀ ଗାଁର ଚାଷୀ ବ୍ରହ୍ମାନନ୍ଦ ଦାଶଙ୍କ ଧାନ କିଣା ହେଉ ନ ଥିଲା। ଚାଷ କାର୍ଯ୍ୟ ପାଇଁ ସେ ଋଣ କରିବା ସହ ସୁଧ ଗଣୁଥିଲେ। ଏପରି କି ଧାନ...

ଓଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ: ବଦଳିଲେ ୨୧ ବିଡିଓ, ଉପଜିଲାପାଳ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ କରିଛନ୍ତି। ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଏ ନେଇ ଶନିବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ଟିଟିଲାଗଡ଼ ବିଡିଓ ମୋତିଲାଲ ସୁଳିଆଙ୍କୁ ବୀରମହାରାଜପୁର...

ଖଣ୍ଡଗିରି ଉଦୟଗିରି ପାହାଡ଼ରେ ଐତିହ୍ୟ ପଦଯାତ୍ରା: ଯୋଗଦେଲେ ପ୍ରଗତିସାଥୀ, ସ୍ଥାପତ୍ୟ ଛାତ୍ରୀଛାତ୍ର, ବିଦେଶୀ ପର୍ଯ୍ୟଟକ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ଖଣ୍ଡଗିରି-ଉଦୟଗିରି ପାଦଦେଶରେ ୧୦୨ତମ ଐତିହ୍ୟ ପଦଯାତ୍ରା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଭୁବନେଶ୍ୱରର ୬୦ ଜଣ ପ୍ରଗତିସାଥୀଙ୍କ ସହ ୩୦ଜଣ ପର୍ଯ୍ୟଟକ ଯୋଗଦେଇଥିଲେ। ଏହି ପର୍ଯ୍ୟଟକଙ୍କ ମଧ୍ୟରୁ ୨୫ ଜଣ ସ୍ଥାପତ୍ୟ ଛାତ୍ରୀଛାତ୍ର...

୫ ଜିଲାରେ ଶୀତ ଲହରି: ଅନୁଗୋଳରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ଗତ କିଛିଦିନ ରାଜ୍ୟରେ ଥଣ୍ଡା କମିଯାଇଥିବା ବେଳେ ଶନିବାର ପୁଣି ଶୀତ ଆରମ୍ଭ ହୋଇଛି। ପାରଦ ୩ରୁ ୪ଡିଗ୍ରୀ ସେଲସିୟସ ତଳକୁ ଖସିଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୋଳ, ସୋନପୁର, ଝାରସୁଗୁଡା, ଦେବଗଡ ଓ...

‘କରୋନା’ ଭାଇରସ୍‌ ପାଇଁ ଆଡ୍‌ଭାଇଜରି: ୪ ମେଡିକାଲରେ ଖୋଲିବ ସ୍ବତନ୍ତ୍ର ଓ୍ବାର୍ଡ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ)/ କଟକ ଅଫିସ : ‘କରୋନା’ ଭାଇରସ୍‌ ପାଇଁ ଶନିବାର ରାଜ୍ୟ ସରକାର ଆଡ୍‌ଭାଇଜରି ଜାରି କରିଛନ୍ତି। ରାଜ୍ୟର ବିଭିନ୍ନ ପ୍ରମୁଖ ହସ୍ପିଟାଲକୁ ସ୍ବାସ୍ଥ୍ୟ ବିଭାଗ ଚିଠି ଲେଖିଛି। ‘କରୋନା’ ଚିହ୍ନଟ ଓ ମୁକାବିଲା ନେଇ ପ୍ରସ୍ତୁତ...

ମୟୂରଭଞ୍ଜ ଜିଲା ଚିଠି: ପର୍ଯ୍ୟଟନ ଶିଳ୍ପ

ମୟୂରଭଞ୍ଜ ଜିଲାରେ ରହିଛି ବହୁ ପର୍ଯ୍ୟଟନ ସ୍ଥଳ। ପ୍ରସ୍ତାବିତ ଜାତୀୟ ଉଦ୍ୟାନ ଶିମିଳିପାଳ ସହିତ ବହୁ ଜଳପ୍ରପାତ, ମନ୍ଦିର, ଐତିହାସିକ ସ୍ଥାନ ରହିଛି। ହେଲେ ଏହି ସବୁର ରକ୍ଷଣାବେକ୍ଷଣ ତଥା ପ୍ରଚାରପ୍ରସାର ଦିଗରେ ରାଜ୍ୟ ସରକାର କୌଣସି ଆଖିଦୃଶିଆ ପଦକ୍ଷେପ...

ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣା: କଣ୍ଟ୍ରାକ୍ଟର ଦିଲ୍ଲୀପଙ୍କ ସମେତ ୪ ଗିରଫ

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଟର୍ମିନାଲ-୧ରୁ ଟର୍ମିନାଲ-୨କୁ ସଂଯୋଗ କରୁଥିବା ବିଲ୍ଡିଂ ଶୁକ୍ରବାର ରାତିରେ ଭୁଶୁଡିବା ଘଟଣାରେ ଦିଲ୍ଲୀପ କନ୍‌ଷ୍ଟ୍ରକଶନ କଣ୍ଟ୍ରାକ୍ଟର ଦିଲ୍ଲୀପ ଖଟେଇଙ୍କ ସମେତ ୪ ଜଣଙ୍କୁ ଶନିବାର ଗିରଫ କରାଯାଇଛି। ସେମାନେ ହେଲେ ଇଞ୍ଜିନିୟର...

୧୦ ଓଡ଼ିଆଙ୍କୁ ପଦ୍ମ ପୁରସ୍କାର: ମନୋଜ ଦାସଙ୍କୁ ପଦ୍ମଭୂଷଣ, ୯ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମ ପୁରସ୍କାର ପାଇବା ଲାଗି ଚଳିତବର୍ଷ ସର୍ବାଧିକ ୧୦ଜଣ ଓଡ଼ିଆ ମନୋନୀତ ହୋଇଛନ୍ତି। ବିଶିଷ୍ଟ ସାହିତି୍ୟକ ମନୋଜ ଦାସ ଚଳିତବର୍ଷ ଶିକ୍ଷା ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନଜନକ ପଦ୍ମଭୂଷଣ ପାଇବାକୁ...

ଏସ୍‌ସିବି ପୁନର୍ବିନ୍ୟାସ: କ୍ଷତିଗ୍ରସ୍ତଙ୍କ ଥଇଥାନ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ପୁନର୍ବିନ୍ୟାସ କାର୍ଯ୍ୟକ୍ରମରେ କ୍ଷତିଗ୍ରସ୍ତଙ୍କ ପାଇଁ ଥଇଥାନ ଏବଂ ସହାୟତା ପ୍ୟାକେଜକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ପ୍ୟାକେଜରେ ସ୍ଥାୟୀ ବାସଗୃହ, ଅନଧିକୃତ ଭାବେ ନିର୍ମିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri