ରାଜ୍ୟ

ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୨୫।୧: ପୁରୀରେ ରଥଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଆରମ୍ଭ ହୋଇଛି। ଶନିବାର ପ୍ରଥମ ପର୍ଯ୍ୟାୟ ରଥକାଠ ନୟାଗଡ଼ ବନଖଣ୍ଡରୁ ଆସି ପୁରୀରେ ପହଞ୍ଚିଛି। ଦୁଇଟି ଟ୍ରକ୍‌ରେ ସମୁଦାୟ ୫୩ ଖଣ୍ଡ କାଠ ଆସିଥିବା ଜଣାପଡ଼ିଛି। ଏଥିରେ ୨୦ ଫୁଟିଆ...

ଅଞ୍ଜଳି, ଇବ୍ରାହିମ୍‌ଙ୍କୁ ରିମାଣ୍ଡରେ ନେବାକୁ ଏସ୍‌ଟିଏଫ୍‌ର ଆବେଦନ: ରାଜଧାନୀରେ ବହୁ ବାଂଲାଦେଶୀ ଦେହଜୀବୀ

ଭୁବନେଶ୍ୱର,୨୫ା୧(ବ୍ୟୁରୋ) ଗିରଫ ହୋଇ ଝାରପଡ଼ା ଜେଲ୍‌ରେ ଥିବା ରାଜଧାନୀ ସେକ୍ସ ରାକେଟ୍‌ କିଙ୍ଗ୍‌ପିନ୍‌ ଅଞ୍ଜଳି ଦିଦି ଓ ସେକ୍‌ ଇବ୍ରାହିମ୍‌ଙ୍କ ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି। ସେମାନେ ବାଂଲାଦେଶରୁ ଭୁବନେଶ୍ୱରକୁ ଏକାଧିକ ଯୁବତୀଙ୍କୁ ଆଣି ଦେହ ବ୍ୟବସାୟ...

ସ୍ତ୍ରୀଙ୍କୁ ପିଟି ହତ୍ୟା କଲେ ସ୍ବାମୀ

ଟାଙ୍ଗୀ(ଖୋର୍ଦ୍ଧା),୨୫ା୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ସୋରଣର ମାନସିଂହପୁର ଗ୍ରାମ ଗୋପବନ୍ଧୁ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାଗ୍ରସ୍ତ ସ୍ବାମୀ ପିଟି ପିଟି ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ଏ ନେଇ ମୃତା ମହିଳାଙ୍କ...

ଦୁର୍ଘଟଣା: ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ

ଯୋଡ଼ା,୨୫ା୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କରଣସାହିଠାରେ ଗୁରୁବାର ରାତିରେ ଏକ ବୋଲେରୋ ଦୁର୍ଘଟଣାରେ ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ,...

ଘସିପୁରା ଥାନା ମହିଳା ଏସ୍‌ଆଇଙ୍କୁ ଆକ୍ରମଣ

ଆନନ୍ଦପୁର,୨୫।୧(ଡି.ଏନ.ଏ): କେନ୍ଦୁଝର ଜିଲା ଘସିପୁରା ଥାନାର ଜଣେ ମହିଳା ଏସ୍‌ଆଇଙ୍କୁ ପଦନପୁର ଗ୍ରାମରେ ଆକ୍ରମଣ ହୋଇଛି। ଗୁରୁବାର ସନ୍ଧ୍ୟାରେ ପଦନପୁର ଗ୍ରାମକୁ ଏକ ପାରିବାରିକ ବିବାଦ ମାମଲାର ଅନୁସନ୍ଧାନ ପାଇଁ ଯାଇଥିବା ବେଳେ ତାଙ୍କ ଉପରେ ଏଭଳି ଆକ୍ରମଣ ହୋଇଥିଲା।...

ହନୁମତିଆ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ: ତଳମୁଣ୍ଡକୁ ପାଣି ଆସୁନି, ଚାଷୀ ହନ୍ତସନ୍ତ

ତେଲକୋଇ, ୨୫ା୧(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ହନୁମତିଆ କ୍ଷୁଦ୍ର ଜଳ ସେଚନ (ଡିମିରିଆ)ପ୍ରକଳ୍ପରୁ ତଳ ମୁଣ୍ଡକୁ ଜଳ ଯୋଗାଣ ହୋଇପାରୁନାହିଁ । ଏଥିଯୋଗୁ ସୂର୍ଯ୍ୟମୁଖି, ଆକୁଳ ମକା, ଶୋରିସ ଓ ଚିନାବାଦାମ ଚାଷୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।...

ଶିକ୍ଷକ ଅଭାବ ସାଙ୍ଗକୁ ଭିତ୍ତିଭୂମି ଅସଜଡ଼ା

ଭଣ୍ଡାରିପୋଖରୀ,୨୫।୧(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମାଳଦା ପଞ୍ଚାୟତର ମାଳଦା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ। ୨ ଶିକ୍ଷକରେ ଦୁଇଟି ଶ୍ରେଣୀ ଚାଲିଛି। ଆବଶ୍ୟକ ସଂଖ୍ୟକ ଶିକ୍ଷକ ନ ଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ସମସ୍ୟା ସୃଷ୍ଟି ହେଉଛି। ଏଭଳି ସ୍ଥିତିରେ...

କାର୍ଯ୍ୟ ବନ୍ଦ ଡକରା ଦେଲା ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ସଂଘ

ବାରିପଦା ଅଫିସ,୨୫ା୧- ବାରିପଦା ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ମିଳିତ ଭାବେ ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସମ୍ମାନଜନକ ଦରମା ବୃଦ୍ଧି, ୫ ଦିବସ ବ୍ୟାଙ୍କ ସେବା ଏବଂ ଅନ୍ୟାନ୍ୟ ଦାବି...

‘ନେତାଜୀଙ୍କ ଭଳି ସ୍ବାଭିମାନୀ ହୁଅ’

ଖଇରା, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ଅଧୀନ ତିଳଦା ଗ୍ରାମର ନେତାଜୀ ଯୁବକ ସଂଘ ଆନୁକୂଲ୍ୟରେ ରୌପ୍ୟ ଜୟନ୍ତୀ ଉତ୍ସବ ଗୁରୁବାର ପାଳିତ ହୋଇଯାଇଛି ା ସଂଘ ସଭାପତି ଜଗବନ୍ଧୁ ନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ସତ୍ୟସାଇ...

ବନୋଜ ବିଶ୍ୱାଳ ଶ୍ରେଷ୍ଠ ମତ୍ସ୍ୟଜୀବୀ

ସଜନାଗଡ଼,୨୫।୧(ଡି.ଏନ.ଏ.)-କୃଷକ ଆମ ଦେଶର ମେରୁଦଣ୍ଡ ସଦୃଶ। ବର୍ତ୍ତମାନ କୃଷି ଉପରେ ନିର୍ଭର କରୁଥିବା କୃଷିଜୀବୀ ମାନଙ୍କର ଜୀବନଧାରଣ ମାନର ପରିବର୍ତ୍ତନ ନିମନ୍ତେ ଗୁରୁବାର ଭୁବନେଶ୍ୱର ଜନତା ମଇଦାନରେ ରାଜ୍ୟ ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ‘କୃଷି...

ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା

ସଜନାଗଡ଼, ୨୫।୧(ଡି.ଏନ.ଏ.)-ନୀଳଗିରି ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ନୀଳଗିରି ଜେଲ୍‌ରୋଡ଼ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ପ୍ରକଳ୍ପସ୍ତରୀୟ ପରିଚାଳନା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ବୈଠକରେ ସ୍ଥାନୀୟ ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ଆଇଟିଡ଼ିଏର ପ୍ରକଳ୍ପ ପ୍ରଶାସକ ବୀରକିଶୋର ପାଣିଗ୍ରାହୀ,...

ଦନ୍ତାକୁ ନେଇ କମୁନି ଚିନ୍ତା

ଢେଙ୍କାନାଳ ଅଫିସ, ୨୫।୧ ତାଳଚେରରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ କପିଳାସ ଚିଡ଼ିଆଖାନାକୁ ଅଣାଯିବା ପରେ ଅଡୁଆରେ ପଡ଼ିଛି ବନ ବିଭାଗ। ହାତୀ ଆୟତ୍ତ ବାହାରକୁ ଚାଲିଯାଉଛି। କାଳେ ଦନ୍ତା ଲୁହା ଚେନ୍‌ ଛିଣ୍ଡାଇ ଦର୍ଶକଙ୍କ ପାଇଁ ବିପଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri