ରାଜ୍ୟ

ନୀଳଚକ୍ରରେ ଉଡ଼ିଲା ଧଳାବାନା: ସ୍ବାଭାବିକ ବର୍ଷା, ପବନର ସୂଚକ

ପୁରୀ ଅଫିସ,୮।୬: ଶ୍ରୀମନ୍ଦିର ନୀଳଚକ୍ରରେ ପ୍ରତିଦିନ ଧ୍ୱଜା ବା ବାନା ବନ୍ଧାଯାଏ। ଚୁନରା ସେବକମାନେ ଅପରାହ୍ନରେ ଏହି ବାନା ବାନ୍ଧିଥାନ୍ତି। ନୀଳଚକ୍ର ଅଗ୍ରଭାଗରେ ଗୋଟିଏ ମୁଖ୍ୟ ବାନା ସହିତ ତଳେ ଏକାଧିକ ବାନା ବନ୍ଧାଯାଇଥାଏ। ଗୋଲାପି, ହଳଦିଆ, ନାଲି, ଧଳା ରଙ୍ଗର…

ଆଜି ଲଘୁଚାପ ସମ୍ଭାବନା: ୯ରୁ ପ୍ରବଳ ବର୍ଷା ,୨ରୁ ୪ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ ଦକ୍ଷିଣ-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରି ଧୀରେ ଧୀରେ ଆଗକୁ ଅଗ୍ରସର ହେଉଛି। ଏହି ପ୍ରକ୍ରିୟା ଜାରି ରହିଲେ ଆଉମାତ୍ର ୨ରୁ ୪ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚତ୍ବ ବୋଲି…

ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶରୁ ବିମାନରେ ଫେରିିଲେ ୩୧୦ ପ୍ରବାସୀ  

ଭୁବନେଶ୍ୱର,୭।୬(ବ୍ୟୁରୋ): ଜମ୍ମୁ-କଶ୍ମୀର ଓ ହିମାଚଳ ପ୍ରଦେଶର ଅପହଞ୍ଚ ଇଲାକାରେ ଫସି ରହିଥିବା ଓଡ଼ିଆମାନଙ୍କୁ ରବିବାର ରାଜ୍ୟ ସରକାର ଫେରାଇ ଆଣିଛନ୍ତି। ଏୟାର ଏସିଆର ୩ଟି ବିମାନରେ ୩୧୦ଜଣ ପ୍ରବାସୀ ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ଭୁବନେଶ୍ୱରର ଥିବାବେଳେ ଅନ୍ୟମାନେ ରାଜ୍ୟର…

ସାଇକେଲରେ ତାମିଲନାଡୁରୁ ସୁବର୍ଣ୍ଣପୁର

ସୋନପୁର,୭।୬(ନି.ପ୍ର.)-ତାମିଲନାଡୁର ଶ୍ରବଣପଲିରୁ ସୁବର୍ଣ୍ଣପୁର ଜିଲାର ନାରାୟଣପୁର ଦୀର୍ଘ ୧୭୦୦ କି.ମି. ସାଇକେଲ ଯାତ୍ରା। ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ ନାରାୟଣପୁରର କରୁଣା ଧରୁଆ(୨୭), ଗିରିଗୋବର୍ଦ୍ଧନ ଧରୁଆ(୨୯), କୃଷ୍ଣଚନ୍ଦ୍ର ବଗର୍ତ୍ତି(୨୬), ଭଗବାନ ମାଝି(୩୦) ଓ ତରଭା ବ୍ଲକ କଟାପାଲି ପଞ୍ଚାୟତ ଶତ୍ରୁପାଲି ଗାଁର…

ଏସ୍‌ସିବିରେ ସଫଳ ଅସ୍ତ୍ରୋପଚାର: ଯୋଡ଼ିହେଲା ଦୁଇ ଜଣଙ୍କ କଟା ହାତ

କଟକ ଅଫିସ,୭ା୬-ଦୁଇ ଜଣ ବ୍ୟକ୍ତିଙ୍କ କଟିଯାଇଥିବା ହାତକୁ ଯୋଡ଼ି ସେମାନଙ୍କ ଜୀବନରେ ବଞ୍ଚତ୍ବାର ନୂତନ ଆଶା ସଂଚାର କରିଛି ଏସ୍‌ସିବି ମେଡିକାଲ। ଏହାର ପ୍ଳାଷ୍ଟିକ୍‌ ସର୍ଜରୀ ବିଭାଗ ମୁଖ୍ୟ ତଥା ମେଡିକାଲ ଅଧୀକ୍ଷକ ଡା. ଅନ୍ନଦା ପ୍ରସାଦ ପଟ୍ଟନାୟକ ଓ ପ୍ରଫେସର…

ସୋମବାର ଲଘୁଚାପ ସୃଷ୍ଟି ସମ୍ଭାବନା: ୯ରୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୭।୬(ବ୍ୟୁରୋ)- ବାତ୍ୟ ‘ଅମ୍ଫନ’ ଓ ‘ନିସର୍ଗ’ ପରେ ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ସୋମବାର ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୯ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।…

ମହୁଲି କିଣିବାକୁ ନେଇ ଭରତପୁରରେ ଗୋଷ୍ଠୀ ସଂଘର୍ଷ: ୮ ଆହତ

ଭୁବନେଶ୍ୱର,୭।୬(ବ୍ୟୁରୋ): ମହୁଲି କିଣିବାକୁ ନେଇ ରାଜଧାନୀର ଖଣ୍ଡଗିରି ଥାନା ଭରତପୁର ବସ୍ତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଦୁଇ ଗୋଷ୍ଠୀ ପରସ୍ପର ଟେକା ପଥର ମାଡ କରିଥିଲେ। ଏଥିରେ ଉଭୟ ଗୋଷ୍ଠୀର ୮ ଜଣ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଏମ୍ସ…

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ: ଚିକିତ୍ସାଳୟରେ ଭର୍ତ୍ତି

ଜୟପୁର,୭।୬(ଡି.ଏନ.ଏ): ପଦ୍ମଶ୍ରୀ କମଳା ପୂଜାରୀ ଗତ ଶନିବାର ମଧ୍ୟାହ୍ନରେ ଅସୁସ୍ଥ ଯୋଗୁ ଜୟପୁରସ୍ଥିତ ଜିଲା ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ରବିବାର ତାଙ୍କ ସ୍ବାସ୍ଥ୍ୟ ସ୍ଥିର ରହିଥିବା ସହିତ ଆସନ୍ତା ସୋମବାର ଡିସଚାର୍ଜ କରାଯିବ ବୋଲି ଚିକତ୍ସାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରକାଶ କରାଯାଇଛି…

ଗ୍ୟାସରୁ ନିଆଁ ଲାଗି ଜଳିଗଲା ଆଇରନ ବୋଝେଇ ଟ୍ରକ

ବଇଣ୍ଡା,୭।୬(ଡି.ଏନ.ଏ.)-କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର କିଶୋରନଗର ଥାନା ଶୁଶବଠାରେ ରବିବାର ସକାଳେ ଏକ ଆଇରନ ବୋଝେଇ ଟ୍ରକରେ ନିଆଁ ଲାଗି ଜଳିଯାଇଛି। ଏଥିରେ ଟ୍ରକରେ ବସିଥିବା ଚାଳକ ଓ ହେଲପର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଘଟଣାରୁ ଜଣାପଡ଼ିଛି, ପାରାଦୀପରୁ ସମ୍ବଲପୁର ଅଭିମୁଖେ…

ଜୁନ୍‌ ୩୦ ଯାଏ କୌଣସି ରାଜନୈତିକ କାର୍ଯ୍ୟକ୍ରମ କରିବ ନାହିଁ ବିଜେଡି

ଭୁବନେଶ୍ୱର,୭।୬(ବ୍ୟୁରୋ): ଭାଜପାର ଭର୍ଚୁଆଲ ରାଲି ନେଇ ବିଜେଡି ନେତା ସଞ୍ଜୟ ଦାସବର୍ମା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କିଏ କ’ଣ ରାଲି କଲା ସେଥିରେ ଆମର କୌଣସି ସମ୍ପର୍କ ନାହିଁ। ଜୁନ ୩୦ ଯାଏ ଆମେ କୌଣସି ରାଜନୈତିକ କାର୍ଯ୍ୟକ୍ରମ କରିବୁ…

CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୭୮ କରୋନା ଆକ୍ରାନ୍ତ, ଦିନକରେ ସର୍ବାଧିକ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ ପୁଣି ୧୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧,୮୯୪ରେ ପହଞ୍ଚିଛି। ସୁସ୍ଥ ବ୍ୟକ୍ତିମାନଙ୍କ ମଧ୍ୟରେ ଖୋର୍ଦ୍ଧାର ୩୯, ଗଜପତିର ୨୩, ନୂଆପଡ଼ାର ୨୨, ଭଦ୍ରକର ୧୭, ନୟାଗଡ଼ର ୧୫, ଗଞ୍ଜାମର…

ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ ସମୟରେ ପାଳନ କରାଯିବ ଏସବୁ ନିୟମ

ଭୁବନେଶ୍ୱର,୭ା୬(ବ୍ୟୁରୋ): ରବିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ତେବେ ଏହାକୁ ଗାଇବା ସମୟରେ କେଉଁସବୁ ନିୟମ ପାଳନ କରାଯିବ ସେ ସମ୍ପର୍କରେ ଆସନ୍ତୁ ଜାଣିବା… ୧.…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri