ରାଜ୍ୟ

ବନ୍ଧୁକ ମୁନରେ ଲୁଟିନେଲେ ୨୩ ଲକ୍ଷ

ଖୋର୍ଦ୍ଧା ଅଫିସ,୨୪।୧: ଖୋର୍ଦ୍ଧା ଆଦର୍ଶ ଥାନା ସତ୍ୟସାଇ ମନ୍ଦିର ରାସ୍ତାରେ ଶୁକ୍ରବାର ଲୁଟ ହୋଇଛି। ୨୩ ଲକ୍ଷ ଏଲ୍‌ଆଇସି ବୀମା ଟଙ୍କା ବ୍ୟାଙ୍କରେ ଜମା କରିବା ଲାଗି ଜଣେ କର୍ମଚାରୀ ଯାଉଥିବା ବେଳେ ତାଙ୍କଠାରୁ ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଛନ୍ତି।...

ନନ୍ଦନକାନନକୁ ଆସିବ ଧଳା ଗଣ୍ଡା, ଆଫ୍ରିକୀୟ ସିଂହ

ଭୁବନେଶ୍ୱର, ୨୪।୧(ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିବେ ନୂଆ ଅତିଥି। ସିଙ୍ଗାପୁରରୁ ଧଳା ଗଣ୍ଡା ନନ୍ଦନକାନନ ଆସିବ। ସେହିଭଳି ଶ୍ରୀଲଙ୍କାରୁ ଆଫ୍ରିକୀୟ ସିଂହ ଓ ଅନ୍ୟ ଜନ୍ତୁ ଆଣିବାକୁ ଯୋଜନା କରାଯାଇଛି। ଏଥିସହ ରୋପଓ୍ବେ ପଏଣ୍ଟକୁ ଯିବା ପାଇଁ ଟୟ...

ଏପ୍ରିଲ ୧ରୁ ଘଣ୍ଟାଏରେ ମିଳିବ ଜମିବାଡ଼ି କାଗଜପତ୍ର

ଭୁବନେଶ୍ୱର, ୨୪।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୋଟିଏ ପରେ ଗୋଟିଏ ବିଭାଗ ମୋ ସରକାର ଅଧୀନକୁ ଆସୁଛି। ଏହି କ୍ରମରେ ଫେବୃୟାରୀ ୧୦ରେ ରାଜସ୍ବ ବିଭାଗ ମୋ ସରକାର ଅଧୀନକୁ ଆସିବ। ଏହା ପୂର୍ବରୁ ଯେଉଁ ତହସିଲଦାରଙ୍କ କାମ ବାକି ଅଛି,...

ସୂର୍ଯ୍ୟମନ୍ଦିର ବୁଲି ଦେଖିଲେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ: କହିଲେ ‘ଆଇକନିକ୍‌ ସିଟି ତାଲିକାରେ ସାମିଲ ହେବ ପୁରୀ-କୋଣାର୍କ’

କୋଣାର୍କ,୨୪।୧(ଡି.ଏନ୍‌.ଏ.): କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ଶୁକ୍ରବାର କୋଣାର୍କ ମନ୍ଦିର ପରିଦର୍ଶନ କରିଛନ୍ତି। ଭୁବନେଶ୍ୱରରୁ ସିଧା କୋଣାର୍କ ଯାଇ ମନ୍ତ୍ରୀ ସୂର୍ଯ୍ୟମନ୍ଦିର ଦର୍ଶନ କରିଛନ୍ତି। କୋଣାର୍କରେ ଚାଲିଥିବା ଇକୋ ରିଟ୍ରିଟ୍‌ ବୈଠକରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏହା...

ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ପରଲୋକ

ଧାମନଗର,୨୪।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାହାରବିଲ ଗ୍ରାମର ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କର ୭୮ ବର୍ଷ ବୟସରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ଜଗନ୍ନାଥ ଧାମନଗର ନିର୍ବାଚନ ମଣ୍ଡଳୀରୁ...

ଓମ୍‌ଫେଡ୍‌ ଗୋଖାଦ୍ୟ ଦୁର୍ନୀତି: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୪।୧: ଓମ୍‌ଫେଡ୍‌ ଗୋଖାଦ୍ୟ ଦୁର୍ନୀତିର ସିବିଆଇ ତଦନ୍ତ କରାଯିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୋଗକାରୀଙ୍କ ଅର୍ଜିକୁ ଏତଲା ଭାବେ ଗ୍ରହଣ କରି ତଦନ୍ତ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶଯେ, ଓମ୍‌ଫେଡ୍‌ କଟକ ଜିଲା ଦୁଗ୍ଧ ସଂଘରେ...

କଲେଜ ପରିଚାଳନା କମିଟିରୁ ରାଜନେତା ବାଦ୍‌ ପଡ଼ିବା ପ୍ରସଙ୍ଗ: ସୁଶାନ୍ତ କହିଲେ ‘ବିଧାୟକଙ୍କୁ ସଦସ୍ୟ ଭାବେ ରଖାଯାଉ’

ଭୁବନେଶ୍ୱର,୨୪।୧(ବ୍ୟୁରୋ): କଲେଜ ପରିଚାଳନା କମିଟିରୁ ରାଜନେତାଙ୍କୁ ବାଦ ଦିଆଯିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଥିଲେ। ଶୁକ୍ରବାର ତାଙ୍କ ମନ୍ତବ୍ୟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ ସୁଶାନ୍ତ ସିଂହ। ସେ କହିଛନ୍ତି, ବିଧାୟକମାନେ କମିଟିରେ ରହିବା କଥା। ଯେହେତୁ...

ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ଗୋଳନ୍ଥରାରୁ ଉଦ୍ଧାର: ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରୁ ଶିଶୁପୁତ୍ର ଅପହରଣ ମାମଲାରେ ଖାରବେଳନଗର ଥାନା ପୋଲିସ ଗଞ୍ଜାମ ଜିଲା ଗୋଳନ୍ଥରା ଅଞ୍ଚଳର ମହିଳାଙ୍କୁ ଗିରଫ କରିଛି। ସେ ହେଲେ ଗୋଳନ୍ତରା ଥାନା ଅନ୍ତର୍ଗତ ଦୁମୁଦୁମି ଗ୍ରାମ ଛକ ନିକଟରେ ଏକ କ୍ଲିନିକ୍‌ରେ କାମ...

କିଏ କେଉଁଠି ପତାକା ଉତ୍ତୋଳନ କରିବେ: ଭୁବନେଶ୍ୱରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଆସନ୍ତା ଜାନୁୟାରୀ ୨୬ରେ କିଏ କେଉଁ ସ୍ଥାନରେ ପତାକା ଉତ୍ତୋଳନ କରିବେ ସେ ନେଇ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ ଭୁବନେଶ୍ୱରରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ...

ଫଳ ଭେଣ୍ଡିଂ ଜୋନ୍‌ରେ ଅଗ୍ନିକାଣ୍ଡ: ଜଳିଗଲା ୧୭ ଦୋକାନ

ଭୁବନେଶ୍ବର,୨୪ା୧(ବ୍ୟୁରୋ):କଳ୍ପନା ଛକ ନିକଟ ମା’ ତାରିଣୀ ଭେଣ୍ଡିଂ ଜୋନରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟଛି। ଏଥିରେ ୧୭ରୁ ଊର୍ଦ୍ଧ୍ୱ ଫଳ ଦୋକାନ ପୋଡି ପାଉଁଶ ହୋଇଯାଇଛି। ଦୋକାନରେ ଥିବା ଫଳ ଓ ଅନ୍ୟ ସାମଗ୍ରୀ ଜଳି ଯାଇଛି।...

ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ଜେଲ୍‌ରୁ ବାହାରିଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ,୨୪ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ ପାଇ ଜେଲରୁ ମୁକୁଳିଛନ୍ତି। ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ହାଇକୋର୍ଟ ସର୍ତ୍ତମୂଳକ ଭାବେ ମାତ୍ର...

ବନ୍ଧାପଡ଼ିଛି ଶୈଶବ

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ଶିଶୁକନ୍ୟା ତଥା ଝିଅମାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏକାଧିକ ଯୋଜନା କରୁଛନ୍ତି। କେନ୍ଦ୍ର ସରକାରଙ୍କ ‘ବେଟି ବଚାଓ ବେଟି ପଢ଼ାଓ’ ଅଭିଯାନରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ‘ବିଜୁ କନ୍ୟାରତ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri