CORONAVIRUS UPDATE: ଆଖି ବୁଜିଲେ ଆଉ ଜଣେ କରୋନା ଆକ୍ରାନ୍ତ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି
ଭୁବନେଶ୍ୱର,୭।୬(ବ୍ୟୁରୋ): କରୋନା ସଂକ୍ରମିତ ହୋଇ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ମୃତକଜଣଙ୍କ ଗଞ୍ଜାମ ଜିଲାର ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍ସାଇଟ୍ରେ ରବିବାର…
CORONAVIRUS UPDATE: ରାଜ୍ୟରେ ଆଉ ୭୫ ପଜିଟିଭ୍ ଚିହ୍ନଟ; ୨,୮୫୬ରେ ପହଞ୍ଚିଲା ମୋଟ ଆକ୍ରାନ୍ତ ସଂଖ୍ୟା
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ ପୁଣି ୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୨ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରର ଥିବା ବେଳେ ଲୋକାଲ୍ କେସ୍ ୩ ରହିଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୮୫୬ରେ ପହଞ୍ଚିଛି। ଏ ନେଇ ରବିବାର…
ଏସ୍ସିବି ମେଡିକାଲ: ନିରାଶ୍ରୟଙ୍କ ସଂଖ୍ୟା ବଢ଼ାଉଛି ଚିନ୍ତା
କଟକ ଅଫିସ,୭।୬: ସରକାରୀ ଚିକିତ୍ସାଳୟରେ ନିରାଶ୍ରୟ ଲୋକଙ୍କ ସଂଖ୍ୟା ଏବେ ଚିନ୍ତା ବଢ଼ାଇଛି। କଟକର ଏସ୍ସିବି, ଶିଶୁଭବନ ଓ ସିଟି ହସ୍ପିଟାଲରେ ଏହି ସ୍ଥିତି ଗମ୍ଭୀର। କେବଳ ଏସ୍ସିବିରେ ଏବେ ଏମାନଙ୍କ ସଂଖ୍ୟା ୨୦୦ ଟପିଲାଣି। ଅସ୍ଥିଶଲ୍ୟ ବିଭାଗରେ ୨୨ ଓ…
‘ସ୍ବଚ୍ଛ ଭାରତ, ସ୍ବଚ୍ଛ ରେଳ’ ଅଭିଯାନ: ପ୍ଲାଷ୍ଟିକ୍ ବ୍ୟବହାର କମାଇଛି ଭାରତୀୟ ରେଳପଥ
ଭୁବନେଶ୍ୱର,୭।୬(ବ୍ୟୁରୋ): ଯାତ୍ରୀମାନଙ୍କୁ ସ୍ବଚ୍ଛ ବାତାବରଣ ଓ ସୁଗମ ଯାତ୍ରା ସୁବିଧା ଦେବାଲାଗି ଭାରତୀୟ ରେଳ ପକ୍ଷରୁ ‘ସ୍ବଚ୍ଛ ଭାରତ, ସ୍ବଚ୍ଛ ରେଳ’ ଅଭିଯାନରେ ବିଭିନ୍ନ ପଦକ୍ଷେପ ନିଆଯାଇଛି। ବିଶେଷକରି ଷ୍ଟେଶନ ଏବଂ ଟ୍ରେନ୍ଗୁଡ଼ିକରେ ପ୍ଲାଷ୍ଟିକ୍ ବ୍ୟବହାର କମାଇବାକୁ ଗୁରୁତ୍ୱ ଦିଆଯାଇଛି। ରେଳ…
ପୋଲିସ ବିଭାଗରେ ଅଦଳବଦଳ: ବଦଳିଲେ ୨୦ ଇନ୍ସପେକ୍ଟର, ୩୯ ଏସ୍ଆଇ
କଟକ ଅଫିସ,୭।୬: ରାଜ୍ୟ ପୋଲିସରେ ଇନ୍ସପେକ୍ଟର, ସବ୍-ଇନ୍ସପେକ୍ଟର ଓ ଆସିଷ୍ଟାଣ୍ଟ ସବ୍-ଇନ୍ସପେକ୍ଟର ସ୍ତରରେ ଶନିବାର ଅଦଳବଦଳ କରାଯାଇଛି। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟ ବଦଳି ନିର୍ଦ୍ଦେଶ ଜାରି କରିଛି। ବଦଳି ତାଲିକାରେ ରହିଛନ୍ତି ୧୫ ଜଣ ଇନ୍ସପେକ୍ଟର, କେବିକେ ଓ କନ୍ଧମାଳରେ…
ଅତ୍ୟାବଶ୍ୟକ ସାମଗ୍ରୀରୁ ଆଳୁ ବାଦ୍ ପଡ଼ିବା ପରେ ବଢୁଛି ଦର, କଳାବଜାର ଆଶଙ୍କା
କଟକ ଅଫିସ,୭।୬: ବଜାରରେ ଏବେ ଆଳୁ ଦର ବଢ଼ିବାରେ ଲାଗିଛି। ଦୁଇ ଦିନ ଭିତରେ କିଲୋ ପିଛା ୧୦ ଟଙ୍କା ବଢ଼ିଲାଣି। ବାତ୍ୟା ଅମ୍ଫନ ପ୍ରଭାବ ଯୋଗୁ ଦର ବଢ଼ିଥିବା ଛତ୍ରବଜାର ବ୍ୟବସାୟୀମାନେ କହୁଛନ୍ତି। କିନ୍ତୁ କେନ୍ଦ୍ର କ୍ୟାବିନେଟ ଅତ୍ୟାବଶ୍ୟକ ସାମଗ୍ରୀ…
କଡ଼ା ଚେତାବନୀ ଦେଲେ ସରକାର: ବିଦେଶ ଫେରନ୍ତା ଫୋନ୍ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର, ୭।୬(ବ୍ୟୁରୋ): ବିଦେଶ ଫେରନ୍ତାକୁ ରାଜ୍ୟ ସରକାର କଡ଼ା ଚେତାବନୀ ଦେଇଛନ୍ତି। ୧୦୪ କିମ୍ବା ରାଜ୍ୟ କଲ୍ ସେଣ୍ଟରରୁ ଯାଉଥିବା ଫୋନ୍ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ ହେବ। ୧୦୪ ନମ୍ବରରେ ପଞ୍ଜୀକରଣ କରିଥିବା ଫୋନ୍ ନମ୍ବର ସୁଇଚ୍ ଅଫ୍ ଥିଲେ କିମ୍ବା…
କଅଁଳ କାନ୍ଧରେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର: ଅସୁସ୍ଥ ମା’-ବାପାଙ୍କ ପାଇଁ କିଣିହେଉନି ଔଷଧ
କଟକ ଅଫିସ,୭।୬: ତେର ବର୍ଷର ବାଳକ ରାଜରୋଶନ ଠାକୁର। ପଢ଼ାବହି ବଦଳରେ ତାଙ୍କ କାନ୍ଧରେ ଏବେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର। ୨ବର୍ଷ ହେବ ନିଜ ପରିବାର ପାଇଁ ସେ ହିଁ ସାହାରା ପାଲଟିଛନ୍ତି। ବାପା ରମେଶ ଠାକୁର ଦୁଇବର୍ଷ ହେବ…
କୋଭିଡ୍ କିଟ୍ ବିବାଦ ପ୍ରସଙ୍ଗ: ସ୍ବାସ୍ଥ୍ୟମନ୍ତ୍ରୀ କହିଲେ କେନ୍ଦ୍ର ନିର୍ଦ୍ଦେଶରେ ବଦଳିଥିଲା ମାସ୍କ ଦାମ୍
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ପର୍ସନାଲ ପ୍ରୋଟେକ୍ଟିଭ୍ ଇକ୍ୟୁପ୍ମେଣ୍ଟ (ପିପିଇ), ଭେଣ୍ଟିଲେଟର, ମାସ୍କ ଆଦି ବିଭିନ୍ନ କୋଭିଡ୍ କିଟ୍ କିଣାକୁ ନେଇ ବିବାଦ ଉପୁଜିଥିବାବେଳେ ବିରୋଧୀମାନେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ମଗାଇଥିବା କିଟ୍ ନ ରଖିବା ଓ ରାତାରାତି ମାସ୍କ…
ଆସିପାରେ ଆଉ ଏକ ବାତ୍ୟା: ୮ରେ ଲଘୁଚାପ
ଭୁବନେଶ୍ୱର,୭।୬(ବ୍ୟୁରୋ): ବାତ୍ୟା ‘ଅମ୍ଫନ’ର କ୍ଷତ ଭରି ନ ଥିବା ବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ମୁଣ୍ଡ ଟେକିବା ପରିସ୍ଥିତି ଉପୁଜିଲାଣି। କେନ୍ଦ୍ରୀୟ ବଙ୍ଗୋପସାଗର ମ୍ୟାନ୍ମାର ଉପକୂଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ…
ଏସ୍ସିବି ଆଇସୋଲେଶନ୍ ୱାର୍ଡରୁ ୨ କରୋନା ରୋଗୀ ଚିହ୍ନଟ
କଟକ ଅଫିସ,୬ା୬-ଏସ୍ସିବି ଆଇସୋଲେଶନ୍ ୱାର୍ଡରୁ ଶନିବାର ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣ ନିଜଠାରେ କରୋନାର ଲକ୍ଷଣ ସନ୍ଦେହ କରି ତିନି ଦିନ ତଳେ ଏସ୍ସିବିର କରୋନା ଓପିଡିକୁ ଚିକିତ୍ସା ପାଇଁ ଆସିଥିଲେ। ପରେ ଡାକ୍ତର…
ଜୀବନସାଥୀ ଖୋଜି ଯୁବତୀ ହରାଇଲେ ୩ ଲକ୍ଷ
ଭୁବନେଶ୍ୱର,୬ା୬(ବ୍ୟୁରୋ)- କ୍ୟାପିଟାଲ ଥାନା ଅନ୍ତର୍ଗତ ଗଙ୍ଗନଗରର ଜଣେ ଯୁବତୀ ମାଟ୍ରିମୋନିଆଲ ସାଇଟ୍ରେ ଜୀବନସାଥୀ ଖୋଜି ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏ ନେଇ ଯୁବତୀ ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକ୍ରମେ ଦଫା ୪୧୯,୪୨୦,୪୬୮,୪୭୧,୩୪ ଏବଂ…
Archives


