ରାଜ୍ୟ

ବିନା ମଷ୍ଟର ରୋଲ୍‌ରେ ଡ୍ରେନ୍‌ କାମ

ପରଜଙ୍ଗ, ୨୪।୧(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କେଳେଙ୍କାରୀ ପରେ ଏବେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ଗନ୍ଧ ବାରିହୋଇପଡ଼ିଛି। ଫାଇଲ ଖୋଲିନି, ସୂଚନା ଫଳକ ନାହିଁ। ବିନା ମଷ୍ଟର ରୋଲ୍‌ରେ ହେଉଛି କାମ। ପଥରଖମ୍ବ ପଞ୍ଚାୟତ...

ଗଁ। ଗଁ। ବୁଲି ଖୋଜୁଛନ୍ତି କ୍ରୀଡ଼ା ପ୍ରତିଭା

ଛେଣ୍ଡିପଦା, ୨୪ା୧ ଗ୍ରାମାଞ୍ଚଳରେ କ୍ରୀଡ଼ାର ବିକାଶ ସହ ନୂଆ ନୂଆ ପ୍ରତିଭା ସୃଷ୍ଟି କରିବାର ଆଗ୍ରହ ୭୩ ବର୍ଷ ବୟସରେ ବି ତାଙ୍କୁ ଯୁବକ କରି ରଖିଛି। ଖାସ୍‌ ଏହି କାରଣରୁ ସେ ଦୈନିକ ସାଇକେଲରେ ଘୂରି ବୁଲୁଛନ୍ତି ଏ...

ସାବିତ୍ରୀ ରଥ ହେବେ ଓଡ଼ିଶା ହାଇକୋର୍ଟ ବିଚାରପତି

କଟକ ଅଫିସ,୨୪ା୧:ହାଇକୋର୍ଟ ଆଡଭୋକେଟ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ। ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ସାବିତ୍ରୀଙ୍କ ନାମ ଗତ ବୁଧବାର ସୁପାରିସ କରାଯାଇଥିଲା। କଲେଜିୟମର ସୁପାରିସ ଉପରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ମୋହର ମାରିବା ପରେ ରଥ ନିଯୁକ୍ତି...

ଫେବୃୟାରୀ ୫ରେ ପଶ୍ଚିମ ଓଡ଼ିଶା ବନ୍ଦ

ବଲାଙ୍ଗୀର ଅଫିସ, ୨୪ା୧: ପଶ୍ଚିମ ଓଡ଼ିଶାରେ ବିଭିନ୍ନ ଓକିଲ ସଂଘ ପକ୍ଷରୁ ଦୀର୍ଘବର୍ଷ ଧରି ଚାଲିଥିବା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଆନ୍ଦୋଳନ ଏବେ ଏକ ଭିନ୍ନମୋଡ ନେଇଛି। କିଛି ଦିନ ତଳେ ବାର କାଉନସିଲ ଅଫ୍‌ ଇଣ୍ଡିଆ ଆନ୍ଦୋଳନରତ...

ଫିଲ୍ମଫେୟାର ଦୌଡ଼ରେ ଓଡ଼ିଆ ଫିଲ୍ମମେକର

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରଥମଥର ପାଇଁ ଓଡ଼ିଶାରୁ ଏକ କ୍ଷୁଦ୍ର ଚଳଚ୍ଚିତ୍ର ‘ଫିଲ୍ମଫେୟାର ଶର୍ଟ ଫିଲ୍ମ ଆଓ୍ବାର୍ଡସ-୨୦୨୦’ ପ୍ରତିଯୋଗିତା ଦୌଡ଼ରେ ସାମିଲ ହୋଇଛି। ଓଡ଼ିଶା ଜନ୍ମିତ ବିଜ୍ଞାପନ ଫିଲ୍ମ ନିର୍ମାତା ଦୟାନିଧି ଦହିମାଙ୍କ ଦ୍ୱାରା ନିର୍ମିତ ପ୍ରଥମ କ୍ଷୁଦ୍ର ଚଳଚ୍ଚିତ୍ର ‘ନବାବ’ ଏହି  ସମ୍ମାନଜନକ...

ଜବରଦଖଲ ହାଟ ଜମି ମାପଚୁପ ଆରମ୍ଭ

ଫୁଲବାଣୀ ଅଫିସ, ୨୪ା୧-ଫୁଲବାଣୀ ହାଟପଦାସ୍ଥିତ ହାଟ ଜମି ଜବରଦଖଲରେ ଥିଲା। ଜବରଦଖଲ ଉଚ୍ଛେଦ ପାଇଁ ବହୁଦିନରୁ ଦାବି ହୋଇ ଆସୁଥିବା ବେଳେ ହାଟ ଜମିର ମାପଚୁପ କାର୍ଯ୍ୟ ଗୁରୁବାର ଆରମ୍ଭ ହୋଇଛି ା ତେବେ ପ୍ରାୟ ୩୩ ଜଣ ବ୍ୟକ୍ତି...

୨ ବର୍ଷ ପରେ ବି ମିଳିଲାନି ପାରିଶ୍ରମିକ

ଫିରିଙ୍ଗିଆ, ୨୪ା୧ – ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କାମ କରି ଦୁଇ ବର୍ଷ ହେଲା ଶ୍ରମିକମାନେ ପାରିଶ୍ରମିକ ପାଇ ନାହାନ୍ତି। ସେମାନେ ଏ ନେଇ ଫିରିଙ୍ଗିଆ ବିଡିଓ ରଶ୍ମିରଞ୍ଜନ ମହନ୍ତଙ୍କୁ ଭେଟିଛନ୍ତି। ତୁରନ୍ତ...

ପୂର୍ବତନ ବିଧାୟକ ଅନାମ ନାଏକ ଗିରଫ

କଟକ ଅଫିସ, ୨୪ା୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭବାନୀପାଟଣା ବିଧାନସଭା ଆସନର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ଏ ସମ୍ପର୍କରେ କୋରାପୁଟ ଭିଜିଲାନ୍ସ ଥାନାରେ ଏକ ମାମଲା(ନଂ. ୩/୨୦୨୦) ରୁଜୁ କରାଯାଇଛି।...

ଆବର୍ଜନାରୁ ଇନ୍ଧନ ବାହାର କରିବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ବର୍ଜ୍ୟବସ୍ତୁ ପରିଚାଳନା ଓ ଅପସାରଣ କ୍ଷେତ୍ରରେ ଇତିହାସ ରଚିଛି ପୂର୍ବତଟ ରେଳପଥ। ବର୍ଜ୍ୟବସ୍ତୁରୁ ଶକ୍ତି ଉତ୍ପାଦନ କ୍ଷେତ୍ରରେ ଦେଶର ପ୍ରଥମ ସରକାରୀ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଗୁରୁବାର ପୂର୍ବତଟ ରେଳପଥର ମଞ୍ଚେଶ୍ୱରସ୍ଥିତ ରେଳଡବା ମରାମତି କାରଖାନାଠାରେ ରେଳବୋର୍ଡ ସଦସ୍ୟ (ରୋଲିଂ...

ଭିମ୍‌ସାର: ୪ ବର୍ଷରେ ୩୪୭୨ ଶିଶୁ ମୃତ

ସମ୍ବଲପୁର,୨୪ା୧:ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍‌ସେସ୍‌ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ସ୍ବାସ୍ଥ୍ୟସେବା ଉପରେ ସମଗ୍ର ପଶ୍ଚିମ ଓଡ଼ିଶାବାସୀ ନିର୍ଭର କରନ୍ତି। ସେଥିପାଇଁ ସରକାର ଭିମ୍‌ସାରର ସ୍ବାସ୍ଥ୍ୟସେବା ବିକାଶ ଦିଗରେ ନାନା ପଦକ୍ଷେପ ଗ୍ରହଣ...

କଟକ ପାଇବ ନୂଆ ରୂପ

କଟକ ଅଫିସ, ୨୪।୧ :ନୂଆ ରୂପ ନେବ କଟକ। ଅନେକ ଐତିହାସିକ ସ୍ମୃତି ବହନ କରୁଛି ଏହି ସହର। ତେଣୁ ଏହାର ସମୁଚିତ ବିକାଶ ସମସ୍ତଙ୍କର ମିଳିତ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। କଟକ ସହରର ବିକାଶ ପାଇଁ...

ଭୁବନେଶ୍ୱରରୁ ଶିଶୁପୁତ୍ର ଅପହରଣ ଘଟଣା: ଗୋଳନ୍ଥରାରୁ ମହିଳା ଗିରଫ

ଗୋପାଳପୁର,୨୪ା୧-ଭୁବନେଶ୍ୱର ରେଳ ଷ୍ଟେଶନରୁ ଶିଶୁପୁତ୍ର ଅପହରଣ ମାମଲାରେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପୋଲିସ ଦୁମୁଦୁମି ଗ୍ରାମ ଛକ ନିକଟରେ ଏକ କ୍ଲିନିକ୍‌ରେ ରହୁଥିବା ଜନୈକା ମହିଳାଙ୍କୁ ବୁଧବାର ଗିରଫ କରିଥିଲା। ଖାରବେଳନଗର ଥାନା ପୋଲିସ ଗୁରୁବାର ଗୋଳନ୍ଥରାରେ ପହଞ୍ଚତ୍...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri