ରାଜ୍ୟ

୧୪ ଜିଲାରୁ ୧୭୩ କରୋନା ପଜିଟିଭ ଚିହ୍ନଟ: ଗଞ୍ଜାମରୁ ସର୍ବାଧିକ ୬୪ ଜଣ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରୁ ଶନିବାର ଚିହ୍ନଟ ୧୭୩ କରୋନା ଆକ୍ରାନ୍ତ ୧୪ଟି ଜିଲାର। ଏମାନଙ୍କ ମଧ୍ୟରୁ ସର୍ବଧିକ ଗଞ୍ଜାମ ଜିଲାରୁ ୬୪ ଜଣ ରହିଛନ୍ତି। ସେହିପରି ଯାଜପୁରରୁ ୧୯, କଟକ ଓ ମୟୂରଭଞ୍ଜରୁ ୧୩, ବଲାଙ୍ଗୀର, ବାଲେଶ୍ୱରରୁ ୧୧, ଗଜପତି ୧୦, ନୂଆପଡ଼ା…

CORONAVIRUS UPDATE: ରାଜ୍ୟରେ ପୁଣି ୧୭୩ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଲା

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି। ତେବେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରରୁ ୧୫୦ଜଣ ଚିହ୍ନଟ ହୋଇଥିବା ବେଳେ ୨୩…

ଶ୍ରୀମନ୍ଦିର ଅଣସର ଘରେ ପଟିଦିଅଁ ପୂଜା ଆରମ୍ଭ

ପୁରୀ ଅଫିସ, ୬।୫: ସ୍ନାନ ମଣ୍ଡପରେ ୧୦୮ଗଡୁ ଜଳରେ ସ୍ନାନ ଯୋଗୁ ଦାରୁବ୍ରହ୍ମ। ଅସୁସ୍ଥ ହୋଇପଡିଛନ୍ତି। ଶ୍ରୀମନ୍ଦିର ଅଣସର ଘରେ ପ୍ରଭୁଙ୍କ ଗୁପ୍ତସେବା ଆରମ୍ଭ ହୋଇଛି। ଅନ୍ୟପକ୍ଷରେ ଶନିବାରଠାରୁ ପଟିଦିଅଁଙ୍କ ପୂଜା ମଧ୍ୟ ଆରମ୍ଭ ହୋଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ନାରାୟଣ…

ଖାଁ ଖାଁ ଅଲାରନାଥ ପୀଠ, ଶୁଭୁନି ଭକ୍ତଙ୍କ ଗହଳି

ବ୍ରହ୍ମଗିରି, ୬।୬(ଡି.ଏନ୍‌.ଏ): ସ୍ନାନ ପୂର୍ଣ୍ଣିମାରେ କାଳିଆ ସାନ୍ତ ଭାଇ ଭଉଣୀଙ୍କ ସହିତ ମହାସ୍ନାନ କରି ଜ୍ବରରେ ପଡି ଅଣସର ପିଣ୍ଡିରେ ଗୁପ୍ତ ସେବା ପାଉଛନ୍ତି। ଏହି ସମୟରେ ଆଉ ଏକ ଲୀଳା କ୍ଷେତ୍ର ପାଲଟିଛି ବ୍ରହ୍ମଗିରିର ଅଲାରନାଥ ପୀଠ। ୧୪ ଦିନ…

ଡିଜିଟାଲ ପ୍ଲାଟଫର୍ମରେ ଯୋଡ଼ି ହେବେ ପାଞ୍ଚ ହଜାର କାର୍ଯ୍ୟକର୍ତ୍ତା

କେନ୍ଦୁଝର,୬।୬(ସ୍ବ.ପ୍ର.): କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୋଦି ସରକାରଙ୍କ ଦିତୀୟ ପାଳିର ଏକ ବର୍ଷ ପୂର୍ତ୍ତି ଶାସନର ସଫଳତା ଓ ଯୋଜନା ସମ୍ପର୍କରେ ଆସନ୍ତା ୮ ତାରିଖ ୩ଟା ୩୦ ମିନିଟ ସମୟରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେବେ। ଏହି ବିଶାଳ ଡିଜିଟାଲ…

ଗଞ୍ଜାମ ସହରରେ ଶଟ୍‌ଡାଉନ୍‌ ପ୍ରଭାବ

ଗଞ୍ଜାମ,୬।୬(ଡି.ଏନ୍‌.ଏ.): ଦେଶ ଓ ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ସଂକ୍ରମିତଙ୍କ ସଂଖ୍ୟା କମିବାର ନା ଧରୁନି। ପ୍ରାୟ ୩ମାସରୁ ଊର୍ଦ୍ଧ୍ୱ ହେବ ସାରା ବିଶ୍ୱ ଏଥିରେ ଘାଣ୍ଟି ହୋଇଗଲାଣି। ବିଶେଷ କରି ଗଞ୍ଜାମ ଜିଲାରେ ଏହାର…

ଭିସା ଷ୍ଟିଲ୍‌କୁ ସୁରକ୍ଷା ଦେଉଛି ଏସ୍‌ପିସିବି

ଯାଜପୁର ଅଫିସ୍‌/ଯାଜପୁର ଟାଉନ (ଡି.ଏନ୍‌.ଏ), ୬।୬: କଳିଙ୍ଗନଗର ଭିସା ଷ୍ଟିଲ୍‌ କାରଖାନା ବର୍ଜ୍ୟଜଳରେ ସାଇନାଇଡ, ଫେନଲ, ହେକ୍ସାଭାଲେଣ୍ଟ କ୍ରୋମିୟମ ଆବଶ୍ୟକତାଠାରୁ ଅଧିକ ରହିଛି ବୋଲି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ଲାବୋରେଟୋରି ରିପୋର୍ଟରୁ ପ୍ରମାଣିତ ହୋଇସାରିଛି। ହେଲେ ଏସ୍‌ପିସିବି କର୍ତ୍ତୃପକ୍ଷ ମୋଟା…

ବିମାନବନ୍ଦର ରି-କାର୍ପେଟିଂ ସ୍ଥିତି ସଂକ୍ରାନ୍ତ ରିପୋର୍ଟ ଦେବାକୁ ଚିଠି

ଭୁବନେଶ୍ୱର, ୬ା୬(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରି-କାର୍ପେଟିଂ ବିଳମ୍ବ ହୋଇଛି। ତେଣୁ ବିଳମ୍ବର କାରଣ ଓ ବର୍ତ୍ତମାନ ସ୍ଥିିତି କ’ଣ ରହିଛି ସେ ନେଇ ରିପୋର୍ଟ ଦେବା ପାଇଁ ବିମାନବନ୍ଦର ନିର୍ଦ୍ଦେଶକଙ୍କୁ ରାଜ୍ୟ ସରକାର କହିଛନ୍ତି। ଏନେଇ ଶୁକ୍ରବାର ବାଣିଜ୍ୟ…

ଆଜିଠୁ ପୂଜା ପାଇବେ ପଟିଦିଅଁ

ଖୋର୍ଦ୍ଧା ଅଫିସ,୬ା୬: ଖୋର୍ଦ୍ଧା ଉପକଣ୍ଠ ଜାଗୁଲାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମଙ୍କ ମନ୍ଦିରରେ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଭୋର ୪ଟାରେ ଦ୍ୱାରଫିଟା, ୫ଟାରେ ମଙ୍ଗଳ ଆଳତି, ପରେ ୭ଟାରେ ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ସକାଳ ୯ଟାରୁ ୯ଟା ୩୦ ପର୍ଯ୍ୟନ୍ତ…

ପିପିଇ କିଟ୍‌ ଠକେଇର ଶିକାର ଅଶ୍ୱିନୀ ହସ୍ପିଟାଲ

ଭୁବନେଶ୍ୱର,୬ା୬ (ବ୍ୟୁରୋ): ସଂକ୍ରମଣ ରୋକିବା କ୍ଷେତ୍ରରେ ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ୍‌ (ପିପିଇ)ର ଜରୁରୀ ଆବଶ୍ୟକତା ରହିଛି। କରୋନା ମହାମାରୀ ପାଇଁ ଏବେ ଏସବୁ କିଟ୍‌ର ଚାହିଦା ବଢ଼ିଯାଇଛି। ଏପରିସ୍ଥଳେ କୋଭିଡ୍‌ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ଅନୁମୋଦିତ ଅଶ୍ୱିନୀ ହସ୍ପିଟାଲ ପିପିଇ…

୩୦ଲକ୍ଷରୁ ଊର୍ଦ୍ଧ୍ୱ ଆୟବହିର୍ଭୂତ ସମ୍ପତ୍ତି ଜବତ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ବାଲିଅନ୍ତା ତହସିଲଦାର ରଶ୍ମିରେଖା ପ୍ରଧାନ ବିପୁଳ ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିଥିଲେ। ଭିଜିଲାନ୍ସର ଅଧିକାରୀମାନେ ତାଙ୍କ ଘରେ ଚଢ଼ାଉ କରି ଯାଞ୍ଚ ପରେ ୩୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଜବତ…

‘ଅମ୍ଫନ୍‌’କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୬ା୬(ବ୍ୟୁରୋ)/ଚାନ୍ଦବାଲି/ଭଦ୍ରକ ଅଫିସ, (ଡି.ଏନ୍‌.ଏ.)/ଜଗତ୍‌ସିଂହପୁର ଅଫିସ/ଏରସମା(ସ୍ବ.ପ୍ର.): ବାତ୍ୟା ‘ଅମ୍ଫନ୍‌’ର କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶା ଗସ୍ତରେ ଆସିଥିବା ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ୪ଟି ଜିଲା ପରିଦର୍ଶନ ଶେଷ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ ଆସିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri