ଟପ୍ କ୍ୟାଡର ମାଓବାଦୀ ନେତା ପାପା ରାଓଙ୍କ ମୃତ୍ୟୁ ନେଇ ଚର୍ଚ୍ଚା
ମାଲକାନଗିରି, ୨୩ା୧(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ସୁକମା ଅଞ୍ଚଳରେ ସର୍ବଦା ନିଜ ଆଧିପତ୍ୟା ଜାହିର ରଖିଥିବା ମୋଷ୍ଟ ଓ୍ବାଣ୍ଟେଡ ତଥା ଟପ କ୍ୟାଡର ମାଓବାଦୀ ନେତା ପାପା ରାଓଙ୍କ ମୃତ୍ୟୁ ହୋଇଥିବା ଚର୍ଚ୍ଚା ହେଉଛି। ଗତ କିଛିଦିନ ଧରି...
ଖୁବ୍ଶୀଘ୍ର ୧୨ ନୂଆ ବିମାନ ସେବା
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଓଡ଼ିଶାବାସୀ ଗତ ୨୦ ତାରିଖରେ ୨ ନୂଆ ବିମାନ ସେବା ପାଇଛନ୍ତି। ଖୁବ୍ଶୀଘ୍ର ଆଉ ୧୨ ନୂଆ ବିମାନ ସେବା ପାଇବେ। ଏନେଇ ରାଜ୍ୟ ସରକାର ଯୋଜନା କରିଛନ୍ତି। ନୂଆ ରୁଟ୍ଗୁଡ଼ିକ ହେଲା କୋଲକାତା-ଝାରସୁଗୁଡ଼ା, ଭୁବନେଶ୍ୱର-ବାରାଣସୀ, ବାରାଣସୀ-ଭୁବନେଶ୍ୱର, ଝାରସୁଗୁଡ଼ା-ମୁମ୍ବାଇ,...
ତୋଷାଳି ଛକରେ ଫାଙ୍କା ଗୁଳିଚାଳନା
ପୁରୀ ଅଫିସ,୨୩ା୧: ପୁରୀରେ ପୁଣି ଫୁଟିଛି ଗୁଳି। ପେଣ୍ଠକଟା ମେରାଇନ ଥାନା ଅନ୍ତର୍ଗତ ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ ରୋଡର ହୋଟେଲ ତୋଷାଳି ଛକ ନିକଟରେ ବୁଧବାର ଦୁର୍ବୃତ୍ତମାନେ ୩ ରାଉଣ୍ଡ ଫାଙ୍କା ଗୁଳିଚାଳନା କରିଛନ୍ତି। ଏ ନେଇ ପୋଲିସ ନିଜଆଡ଼ୁ...
ନକଲି ତେଲ କାରଖାନାରେ ଚଢ଼ାଉ ଘଟଣା, ମାଲିକ ଗିରଫ
ଟାଙ୍ଗୀ(କଟକ),୨୩ା୧(ଡି.ଏନ୍.ଏ.): ଟାଙ୍ଗୀ ଥାନା ଅନ୍ତର୍ଗତ ମଙ୍ଗୁଳି ଅଞ୍ଚଳରେ ଗତ ନଭେମ୍ବର ୨୩ ତାରିଖରେ ପୋଲିସ ପକ୍ଷରୁ ଏକ ଖାଇବା ତେଲ କାରଖାନାରେ ଚଢ଼ାଉ କରାଯାଇଥିଲା। ଖାଇବା ତେଲ ଅପମିଶ୍ରଣ ସମ୍ପର୍କରେ ପ୍ରମାଣ ମିଳିବା ପରେ ବୁଧବାର ଟାଙ୍ଗୀ ପୋଲିସ ସମ୍ପୃକ୍ତ...
୬ରୁ ଭଙ୍ଗାହେବ ବେଆଇନ ଘର, ନିର୍ମାଣ
ଭୁବନେଶ୍ୱର, ୨୩ା୧(ବ୍ୟୁରୋ): ବେଆଇନ ନିର୍ମାଣକୁ ନିୟମିତ ତଥା ସ୍ବୀକୃତ କରିବାକୁ ସୁଯୋଗ ଦେଇଛନ୍ତି ରାଜ୍ୟ ସରକାର। ଏଥିପାଇଁ ୨୦୧୮ରୁ କାର୍ଯ୍ୟକାରୀ ହୋଇଛି ‘ସର୍ବକ୍ଷମା’ ଯୋଜନା। ଇତିମଧ୍ୟରେ ୨ଥର ସଂଶୋଧନ କରାଯାଇ ଲୋକଙ୍କୁ ୬ ମାସ ଲେଖାଏ ମହଲତ ଦିଆଯାଇଛି। ଏହାସତ୍ତ୍ୱେ...
ପଲିଥିନ କାରଖାନାରେ ଚଢ଼ାଉ
ଭୁବନେଶ୍ୱର, ୨୩ା୧(ବ୍ୟୁରୋ): କଟକଣା ଓ ନିଷେଧ ସତ୍ତ୍ୱେ ଖୁଲମ୍ଖୁଲା ତିଆରି ଓ ବ୍ୟବହାର ହେଉଛି ୫୦ ମାଇକ୍ରୋନ୍ରୁ କମ୍ ଓଜନର ପଲିଥିନ। ଏପଟେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପଲିଥିନମୁକ୍ତ ଭୁବନେଶ୍ୱର ଅଭିଯାନ ଜାରି ରଖିଛି। ଏହି ଅଭିଯାନର ଆଉ...
ସାଧାରଣତନ୍ତ୍ର ଦିବସ ପାଇଁ ଟ୍ରାଫିକ କଟକଣା
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର ଟ୍ରାଫିକ୍ କଟକଣା ଜାରି କରାଯାଇଛି। ମହାତ୍ମାଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ଼ ଅନୁଷ୍ଠିତ ହେବ। ତେଣୁ ଆସନ୍ତା ୨୬ ତାରିଖ ସକାଳ ୬ରୁ ପରେଡ଼ ଶେଷ ହେବା ପର୍ଯ୍ୟନ୍ତ...
ରାତି ୯ଟା ଯାଏ ଖୋଲା ରହିଲା ରାଜାରାଣୀ ମନ୍ଦିର
ପୁରୁଣା ଭୁବନେଶ୍ୱର, ୨୩ା୧(ଡି.ଏନ.ଏ.): ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ରାଜାରାଣୀ ମନ୍ଦିର ବୁଧବାରଠାରୁ ସକାଳୁ ରାତି ୯ଟା ଯାଏ ଖୋଲା ରହିଛି। ପୂର୍ବରୁ ଟିକେଟ ହେବା ପରଠାରୁ ସୂର୍ଯ୍ୟ ଉଦୟଠାରୁ ସ୍ବର୍ଯ୍ୟାସ୍ତ ପର୍ଯ୍ୟନ୍ତ ମନ୍ଦିର ପରିସରକୁ ଯିବା ଲାଗି ଖୋଲା...
ଦ୍ୱୈତନଗରୀରୁ ୫ ବ୍ରାଉନସୁଗାର ବେପାରୀ ଗିରଫ
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ରାଜ୍ୟରେ ବ୍ରାଉନସୁଗାର ର଼୍ୟାକେଟକୁ ଧରିବାରେ କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍କୁ ସଫଳତା ମିଳିବା ପରେ କମିଶନରେଟ ପୋଲିସ ସ୍ପେଶାଲ ଡ୍ରାଇଭ୍ ଆରମ୍ଭ କରିଛି। କଟକ ଓ ଭୁବନେଶ୍ୱର ଦୈତନଗରୀର ୩ ଥାନାଞ୍ଚଳରେ ବୁଧବାର ପୋଲିସ ଓ କ୍ୟୁଏଟି ମିଳିତ ଚଢ଼ାଉ କରି...
ବନ୍ଧୁକ ଲଗାଇ ୪. ୭୦ ଲକ୍ଷ ଟଙ୍କା ଲୁଟ୍
ଗୋପ,୨୩ା୧(ଡିଏନ୍ଏ): ଗୋପ-ଚାରିଛକ ରାସ୍ତାର ଚମ୍ପାଳ କାଦୁଆ ନଦୀ ପୋଲ ପାଖରେ ବୁଧବାର ରାତି ପ୍ରାୟ ୯ଟାବେଳେ ଏକ ଟ୍ରକ୍ରୁ ୫ଜଣ ଦୁର୍ବୃତ୍ତ ୪ଲକ୍ଷ ୭୦ହଜାର ଟଙ୍କା ଲୁଟିନେଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, କୋଣାର୍କର ବଡ଼ ବ୍ୟବସାୟୀ କୈଳାସ ସାହୁଙ୍କ...
ମଠରୁ ପୁଅବେଶଧାରୀ ନାବାଳିକା ଉଦ୍ଧାର
ପୁରୀ ଅଫିସ, ୨୩ା୧: ଘରୁ ବିମୁଖ ହୋଇ ଭୁବନେଶ୍ୱରର ଉଚ୍ଚଶିକ୍ଷିତ ଯୁବକ ଗିରିଜା ଶଙ୍କର ମିଶ୍ର ଗତ କିଛି ବର୍ଷ ଧରି ଶ୍ରୀକ୍ଷେତ୍ରକୁ ଚାଲିଆସି ଭିକ୍ଷାବୃତ୍ତି କରିବା ଘଟଣାର ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଏଭଳି ଏକ...
‘କୃଷି କ୍ଷେତ୍ରକୁ ବ୍ୟାଙ୍କଗୁଡ଼ିକ ଅଧିକ ଋଣ ଯୋଗାନ୍ତୁ’
ଭୁବନେଶ୍ୱର, ୨୩ା୧(ବ୍ୟୁରୋ): ଓଡ଼ିଶାରେ ୮୦ ପ୍ରତିଶତରୁ ଉର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ହୋଇଥିବାରୁ ଚାଷକାର୍ଯ୍ୟ ନିମନ୍ତେ ଋଣର ଜରୁରୀ ଆବଶ୍ୟକତା ରହିଛି। ସମ୍ପ୍ରତି ଚାଷ କାର୍ଯ୍ୟରେ ନୂତନ ଜ୍ଞାନକୌଶଳ ଓ ପଦ୍ଧତି ଅନୁସରଣ କରାଯାଉଥିବା ବେଳେ ଏଥି ନିମନ୍ତେ...
Archives


