ରାଜ୍ୟ

କରୋନା ଆକ୍ରାନ୍ତ ଶିଶୁଙ୍କୁ ଭଲ କରିବ ମା’ କ୍ଷୀର

ଭୁବନେଶ୍ୱର,୨୨।୯(ବ୍ୟୁରୋ): କରୋନା ଆକ୍ରାନ୍ତ ଶିଶୁ ମା’ କ୍ଷୀର ଖାଇପାରିବେ। ମା’ କ୍ଷୀର ହିଁ ଶିଶୁଙ୍କୁ ଶୀଘ୍ର ଭଲ କରିଦେବ ବୋଲି ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡା. ଅରବିନ୍ଦ ମହାନ୍ତି କହିଛନ୍ତି। ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଡା.…

୧୬ ପଇସା କମିଲା ଡିଜେଲ

ଭୁବନେଶ୍ୱର, ୨୨।୯: ଲଗାତର ୫ ଦିନ ଲାଗି ଡିଜେଲ ଦର ହ୍ରାସ ପାଇଛି। ଫଳରେ ସୋମବାର ଭୁବନେଶ୍ୱରରେ ଡିଜେଲ ୧୬ ପଇସା କମି ୭୭.୭୨ ଟଙ୍କା ରହିଛି। ଏଠାରେ ପେଟ୍ରୋଲ ଦରରେ କୌଣସି ପରିବର୍ତ୍ତନ ଆସିନାହିଁ। ପେଟ୍ରୋଲ ଲିଟର ପିଛା ୮୧.୬୯…

ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ଉପକୂଳ ଓଡ଼ିଶା ଉପରେ କେନ୍ଦ୍ରୀଭୂତ ହୋଇଛି। ସୋମବାର ଏହା ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ…

ଓଡିଆ କରୋନା ଯୋଦ୍ଧାଙ୍କ ନାଁ ଜର୍ସିରେ ଲେଖିଲେ ଏହି କ୍ରିକେଟର୍‌

ଆଇପିଏଲର ୨୦୨୦ ତୃତୀୟ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ ଏକ କାସ୍‌ ମ୍ୟାଚ୍‌ ଥିଲା। କାରଣ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳର ଖେଳାଳିମାନେ ନିଜ ଜର୍ସିରେ କୋଭିଡ ଯୋଦ୍ଧାଙ୍କ ନାଁ ଲେଖି…

ଛେଳି ପାଇଁ ମଝି ନଈରେ ଫସିଲେ ୨ଭାଇ : ଭରା ନଈ ପହଁରି ସୁରକ୍ଷିତ ଫେରିଲେ

ବାଙ୍ଗିରିପୋଷି,୨୨।୯(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଅଞ୍ଚଳରେ ୨ ଭାଇ ନଦୀ ମଝିରେ ଛେଳି ଉଦ୍ଧାର କରିବାକୁ ଯାଇ ଦୀର୍ଘ ସମୟ ବନ୍ୟା ପାଣି ଘେରରେ ରହିବା ପରେ ସୁରକ୍ଷିତ ଫେରିଛନ୍ତି। ପାଣି କମିବା ପରେ ସ୍ଥାନୀୟ ଲୋକେ ଛେଳି ମାନଙ୍କୁ ଉଦ୍ଧାର କରି…

ରାତିଦିନ ଚାଲିଛି ମାଙ୍କଡା ପଥର ଉତ୍ତୋଳନ

ଖଇରା,୨୨।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ କୁପାରୀ ରାଜସ୍ବ କ୍ଷେତ୍ର ଅଧୀନ ବରପଦା, ହରିପୁର, ବାରାଯୋଡି ତଥା କୁପାରୀ କଲେଜ ପଛପଟ ଗୋଚର ଜମିରେ ବେଆଇନ ଭାବେ ଚାଲିଥିବା ଅନ୍ୟୁନ ୩୫ ଖଣିରୁ ମାଙ୍କଡା ପଥର ଉତ୍ତୋଳନ କରାଯାଉଛି ା ରାତିଦିନ ମେଶିନ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୭୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୧।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୭୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୯୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୨୦, ପୁରୀରୁ ୨୫୬, ଝାରସୁଗୁଡାରୁ ୧୫୧, କେନ୍ଦ୍ରାପଡାର ୧୪୭, ବଲାଙ୍ଗୀରରୁ ୧୩୬, ସୁନ୍ଦରଗଡରୁ ୧୩୬, ବରଗଡରୁ ୧୩୨, ମୟୂରଭଞ୍ଜରୁ…

କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

କଟକ ଅଫିସ,୨୧।୯-କଟକ ଜଗତପୁରସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ। ଅଗ୍ନିଶମ ଓ ବିଦ୍ୟୁତ୍‌ ବିଭାଗ ମିଳିତ ଭାବେ ତଦନ୍ତ କରି ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ…

ଭୁବନେଶ୍ୱରରୁ ଆଜି ୩୦୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୧।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ସବୁ ରୋଗୀ ସୁରକ୍ଷିତ ଉଦ୍ଧାର

କଟକ ଅଫିସ,୨୧।୯: କଟକ ଜଗତପୁରରେ ଥିବା ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲରେ ଥିବା ସମସ୍ତ ୧୨୭ ଜଣ ରୋଗୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଗୁରୁତର ରୋଗୀଙ୍କୁ ୧୫ଟି ଆମ୍ବୁଲାନ୍ସ ଯୋଗେ ଅଶ୍ୱିନ ହସ୍ପିଟାଲ ଏବଂ ଭେଣ୍ଟିଲେଟର ଥିବା ହସ୍ପିଟାଲକୁ…

ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲରେ ନିଆଁ, କାରଣ ଅସ୍ପଷ୍ଟ

କଟକ ଅଫିସ,୨୧ା୯: କଟକ ଜଗତପୁରସ୍ଥିତ ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲରେ ସୋମବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାର କାରଣ ଏବେ ବି ଅସ୍ପଷ୍ଟ ରହିଛି। ତେବେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଛନ୍ତି। ଚିଫ୍‌ ଫାୟାର ଅଫିସର ଓ କଟକ…

ସୋସିଆଲ ମିଡିଆରେ ମା’ ଦୁର୍ଗାଙ୍କୁ ଅଶ୍ଳୀଳ ମନ୍ତବ୍ୟ: ଶହୀଦନଗର ଥାନାରେ ଅଭିଯୋଗ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ମା’ଦୁର୍ଗା ଏବଂ ଲକ୍ଷ୍ମୀଙ୍କ ନାମରେ ଅଶ୍ଳୀଳ ମନ୍ତବ୍ୟ ଥିବା ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ନେଇ ଏବେ ସାରା ରାଜ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ଏହି ମାମଲାକୁ ନେଇ କଟକରେ ମଧ୍ୟ ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?