ରାଜ୍ୟ

ବାଲିଯାତ୍ରା ପଡ଼ିଆରେ ସମାଜର ସାଂସ୍କୃତିକ ସମାରୋହ

କଟକ ଅଫିସ, ୨୩ା୧: ‘ସମାଜ’ର ସାଂସ୍କୃତିକ ସମାରୋହ ଦ୍ୱିତୀୟ ସନ୍ଧ୍ୟା ବୁଧବାର ଉପର ବାଲିଯାତ୍ରା ପଡ଼ିିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗଦେଇ କହିଥିଲେ, ସମାଜ ବିଗତ ଶହେ ବର୍ଷ...

ରାସ୍ତାରୁ ପାଇଥିବା ପର୍ସ ଫେରାଇଲେ ଜୋତା ଦୋକାନୀ

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ବୃତ୍ତିରେ ଜୋତା ଦୋକାନୀ। ଅଭାବ କେବେ ପିଛା ଛାଡ଼େନା। ସୀମିତ ରୋଜଗାରରେ ଘର ଚଳେ। ଅଭାବ ସତ୍ତ୍ୱେ ଟଙ୍କା ଲୋଭ ତାଙ୍କୁ କବଳିତ କରିପାରି ନାହିଁ। ଟଙ୍କା ଭର୍ତ୍ତି ପର୍ସ ରାସ୍ତାକଡ଼ରୁ ମିଳିଥିଲା। ନିଜ ଖର୍ଚ୍ଚରେ ପର୍ସ ମାଲିକଙ୍କ...

ପୂରା ହେଲା ଆକାଶରେ ଉଡ଼ିବାର ସ୍ବପ୍ନ: ବିମାନଯାତ୍ରାର ମଜା ନେଲେ ୪୮ ଦିବ୍ୟାଙ୍ଗ ଶିଶୁ, କିଶୋର

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ସ୍ବପ୍ନ ବାସ୍ତବ ରୂପ ନେଲା। ଆକାଶରେ ଉଡ଼ିବାର ଇଚ୍ଛା ପୂରଣ ହେଲା। ସମସ୍ତଙ୍କ ଆଖିରେ ଥିଲା ଚମକ, ମୁହଁରେ ଖୁସି, ଓଠରେ ହସ ଓ ମନରେ ପରିତୃପ୍ତି। ପ୍ରଥମଥର ପାଇଁ ୪୮ ଦିବ୍ୟାଙ୍ଗ ଶିଶୁ ଓ କିଶୋର ବିମାନଯାତ୍ରାର...

ରସୁଲପୁର ପଞ୍ଚାୟତ ସମିତିର ୬ଷ୍ଠ ସାଧାରଣ ବୈଠକ: ଯୋଗଦେଲେନି ବିଧାୟକ, ଏମ୍‌ପି

ରସୁଲପୁର,୨୩ା୧(ଡି.ଏନ୍‌.ଏ.): ବିଧାୟକ ଓ ମନ୍ତ୍ରୀମାନେ ଗାଁକୁ ଯିବେ। ଲୋକଙ୍କ ସମସ୍ୟା ବୁଝିବେ। ଗାଁରେ ରାତି କାଟିବେ। ସରକାରୀ ଯୋଜନା ଠିକ୍‌ ଭାବେ କାର୍ଯ୍ୟ ହେଉଛି କି ନାହିଁ ସେଥିପ୍ରତି ଧ୍ୟାନ ଦେବେ। ସରକାରଙ୍କ ନୂଆ ଯୋଜନା ୫-ଟି ଓ ମୋ...

ଦିଶା ବୈଠକ: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଗୁରୁତ୍ୱ

ନୟାଗଡ଼ ଅଫିସ/ଗଣିଆ (ଡି.ଏନ୍‌.ଏ.),୨୩ା୧: ନୟାଗଡ଼ ଜିଲା ଗଣିଆ ବ୍ଲକ ଛାମୁଣ୍ଡିଆ ଡାକବଙ୍ଗଳାଠାରେ ବୁଧବାର ଡିଷ୍ଟ୍ରିକ୍ଟ ଡେଭଲପ୍‌ମେଣ୍ଟ କୋ ଅର୍ଡ଼ିନେସନ୍‌ ଆଣ୍ଡ ମନିଟରିଂ କମିଟି (ଦିଶା) ବୈଠକ ଅନୁଷ୍ଠିତ ହୋଇଯାଇଛି। ବର୍ଷ ଆରମ୍ଭରୁ ଏହି ବୈଠକ ହୋଇଥିବାରୁ ଜିଲା ଗ୍ରାମ୍ୟ ଉନ୍ନୟନ...

ପରୀକ୍ଷା ସରିବାର ୧୦ଦିନ ପରେ ମିଳିଲା ଆଡମିଟ କାର୍ଡ

ଲୋଇସିଂହା,୨୨।୧(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପରଧିଆପାଲି ପୋଷ୍ଟମାଷ୍ଟର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ପ୍ରତି ଖେଳ ଖେଳୁଥିବା ଅଭିଯୋଗ ହୋଇଛି। ପୋଷ୍ଟ ଅଫିସ ଅଧୀନ ପଣ୍ଡକିଟାଲ ଗାଁର ଶଶିକାନ୍ତ ପଧାନ ଏପରି ଅଭିଯୋଗ ଆଣିଛନ୍ତି। ଏକ ପରୀକ୍ଷାର ସରିବା ୧୦ ଦିନ...

ସିଂହଳା ଗ୍ରାମରେ ହାତୀପଲଙ୍କ ଉପଦ୍ରବ: ନଷ୍ଟ କଲେ ଧାନ, କଦଳୀ ଓ ପନିପରିବା

ଗୋପାଳପୁର,୨୨ା୧: ଗୋଳନ୍ଥରା ଥାନା ଅଞ୍ଚଳର ଗୋବିନ୍ଦ ନଗର, କୃଷ୍ଣନଗର, ଏରେଣ୍ଡା, ଭାଲିଆଗଡ଼, ଗୋବିନ୍ଦନଗର, ରାଧାମୋହନପୁର, ଝିଙ୍କିପଦର ଆଦି ଗ୍ରାମରେ ଗତ ୧୫ ଦିନ ହେଲା ହାତୀପଲ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ବନ ବିଭାଗ ହାତୀ ଘଉଡ଼ାଇବାକୁ ଉଦ୍ୟମ କରି ନାକେଦମ...

ଶିମିଳିପାଳରୁ ଉଚ୍ଛେଦକୁ ନେଇ ଖେଜୁରୀ ଗ୍ରାମବାସୀଙ୍କ ବିକ୍ଷୋଭ

ଯଶିପୁର,୨୨ା୧(ଡ଼ି.ଏନ୍‌.ଏ.): ଶିମିଳିପାଳ ମଧ୍ୟରେ ଥିବା ଗୁଡଗୁଡିଆ ପଞ୍ଚାୟତ ଅଧୀନ ଖେଜୁରୀ ଗ୍ରାମର ବାସିନ୍ଦାଙ୍କୁ ଉଚ୍ଛେଦ ଉଦ୍ୟମକୁ ବିରୋଧକରି ବୁଧବାର ଯଶିପୁର ବ୍ଲକ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶତାଧିକ ଗ୍ରାମବାସୀ ରରୁଆଁ ଛକଠାରୁ ଏକ ଶୋଭାଯାତ୍ରାରେ ଯାଇ...

ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ୍ୟୁକୁ ନେଇ ପ୍ରଧାନ ଶିକ୍ଷକ ନିଲମ୍ବିତ

ଜଳେଶ୍ୱର, ୨୨।୧(ଡି.ଏନ.ଏ./ସ୍ବ.ପ୍ର.): ଜଳେଶ୍ୱର ନୋଡ଼ାଲ ଟାଉନ ହାଇସ୍କୁଲର ବାର୍ଷିକ ଉତ୍ସବ ପାଇଁ ନିମନ୍ତ୍ରଣପତ୍ର ବାଣ୍ଟିବାକୁ ଯାଇଥିବା ଜଣେ ଛାତ୍ରଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଦାୟୀ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କର୍ତ୍ତବ୍ୟରେ...

କିନ୍ନରଙ୍କ ଅଧିକାର ସମ୍ପର୍କିତ ଆଇନ ସଚେତନତା ଶିବିର

ମାଲକାନଗିରି ,୨୨ା୧(ସ୍ବ.ପ୍ର.): ମାଲକାନଗିରି ଜିଲା ଆଇନସେବା ପ୍ରାଧିକରଣ ମାଲକାନଗିରି ଆନୁକୂଲ୍ୟରେ ବୁଧବାର ବାଲିମେଳାସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ କିନ୍ନରଙ୍କ ଅଧିକାର ସମ୍ପର୍କିତ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମାଲକାନଗିରି ଆଇନସେବା ପ୍ରାଧିକରଣର ସଚିବ ଅମରେଶ ନାୟକ, ଚିତ୍ରକୋଣ୍ଡାର...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ସଂଯୋଗ ହେଲା ବିଦ୍ୟୁତ୍‌

କୋରକେଣ୍ଡା,୨୨ା୧(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ସଦର ପଞ୍ଚାୟତବୁଦୁଗୁଡା ଗ୍ରାମରେ ପ୍ରାୟ ୬ମାସ ହେବ ବିଦ୍ୟୁତ୍‌ କାଟ୍‌ ହୋଇଥିଲା। ଫଳରେ ଲୋକେ ସନ୍ଧ୍ୟା ହେଲେ ଡିବି, ଲଣ୍ଠନ ଜାଳି ଚଳୁଥିଲେ। ଗ୍ରାମବାସୀଙ୍କ ଉପରେ ସେସୁର ବିଦ୍ୟୁତ୍‌ ବିଲ୍‌ ବକେୟା ଥିବାରୁ ବିଭାଗ...

ନାଗରିକତ୍ୱ ସଂଶୋଧନ ଆଇନରେ କାହାର ନାଗରିକତା ଯିବନାହିଁ: ଏମ୍‌ପି ରୂପା ଗାଙ୍ଗୁଲି

ମାଲକାନଗିରି,୨୨ା୧(ଡି.ଏନ.ଏ.): ନାଗରିକତ୍ୱ ସଂଶୋଧନ ଆଇନ ପ୍ରଥମେ କଂଗ୍ରେସ ସରକାର ସମୟରେ ଆରମ୍ଭ ହୋଇ ଏକ କାର୍ଡ ଦେବାର ବ୍ୟବସ୍ଥା ଥିଲା। ମାତ୍ର ତାହା ସେମାନେ କରିପାରିଲେ ନାହିଁ। ବର୍ତ୍ତମାନ ମୋଦି ସରକାର କରିଥିବା ନାଗରିକତ୍ୱ ସଂଶୋଧନ ବିଲ୍‌କୁ ସେମାନେ ବିରୋଧ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri