ରାଜ୍ୟ

ଦଳିତ ପରିବାରଙ୍କୁ ଆକ୍ରମଣ ଘଟଣା: ପ୍ରଶାସନକୁ ହାଇକୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ପୁରୀ ଅଫିସ, ୨୨ା୧: ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅଧୀନ ନୂଆଗଁ। ଏବଂ କଣାସ ବ୍ଲକ ଅନ୍ତର୍ଗତ ବୀରକେଶରପୁର ଗ୍ରାମର ୬ଟି ଦଳିତ ପରିବାରଙ୍କୁୁ ଆକ୍ରମଣ, ବାସଗୃହ ଭାଙ୍ଗିଦେବା ଘଟଣାରେ ଓଡ଼ିଶା ଗୋତିମୁକ୍ତ ଅଭିଯାନ ପକ୍ଷରୁ ହାଇକୋର୍ଟରେ ଏକ ପିଟିଶନ...

ସଫା ଆଳରେ ସୁନାଗହଣା ଲୁଟ୍‌

ଧାମନଗର,୨୨।୧(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ପଳିକିରି ମେଳଣଡିହି ଗ୍ରାମର ଆରତି ଦାସ ନାମ୍ନୀ ଜଣେ ମହିଳାଙ୍କଠାରୁ ସଫା ଆଳରେ ସୁନାଗହଣା ଲୁଟ୍‌ ହୋଇଥିବା ଧାମନଗର ଥାନାରେ ଅଭିଯୋଗ କରାଯାଇଛି। ଅଭିଯୋଗ ଅନୁସାରେ, ବୁଧବାର ଦୁଇଜଣ ଅଚିହ୍ନା ଯୁବକ ସୁନା...

ଏସ୍‌ସିବିକୁ ବିଶ୍ୱସ୍ତରୀୟ ଚିକିତ୍ସାଳୟ କରିବା ଲାଗି ପ୍ରକ୍ରିୟା ଆରମ୍ଭ, ଗୁରୁବାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୧(ବ୍ୟୁରୋ): କଟକ ସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ସମୀକ୍ଷା କରିବା ପରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହେବ। ମାର୍ଚ୍ଚ ପହିଲାରୁ...

ଖାଇବା ଭଲ ହୋଇ ନ ଥିବା କହି ଗାଳିଗୁଲଜ ସହ ମାରପିଟ: ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

କୋରୁକୋଣ୍ଡା,୨୨।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ଅଧୀନ ଆପନମାଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ ନେଇ ସ୍ତ୍ରୀଙ୍କ ଛୁରାମାଡ଼ରେ ସ୍ବାମୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ତୁରୁ ମୁଦୁଲି(୪୦)। ଘଟଣାରେ ପୋଲିସ ଅଭିଯୁକ୍ତ ସ୍ତ୍ରୀଙ୍କୁ ପୋଲିସ...

ପୁଞ୍ଜିଲାଲଙ୍କୁ ୪ ଦିନିଆ ଅନ୍ତରୀଣ ଜାମିନ ଦେଲେ ହାଇକୋର୍ଟ

କଟକ ଅଫିସ,୨୨।୧: ବଲାଙ୍ଗୀର ଜିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ବୁଧବାର ଅନ୍ତରୀଣ ଜାମିନ ମିଳିଛି। ମା’ଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ଲାଗି ହାଇକୋର୍ଟ ତାଙ୍କୁ ୪ ଦିନ ଜାମିନ...

ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା, ସ୍ବାମୀ ଗିରଫ

ରାସୋଳ,୨୨।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ରାସୋଳ ଥାନା କଲୋନୀ ସାହିରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ମହିଳା ହେଲେ ଆରତୀ ସାହୁ(୧୭)। ରାସୋଳ ଥାନା ପୋଲିସ କାଟଖୁମ୍ପା ଗ୍ରାମର ଟିକିରା ପାହାଡ଼ ତଳୁ ବୁଧବାର...

କଟକରେ ବ୍ୟବସାୟୀଙ୍କଠାରୁ ଜାଲନୋଟ ଜବତ, ଜମା ପାଇଁ ବ୍ୟାଙ୍କ ନେଇଥିବା ବେଳେ ଧରାପଡ଼ିଲେ

କଟକ ଅଫିସ,୨୨।୧: ମର୍କତନଗର ଥାନା ପୋଲିସ ବୁଧବାର ଜଣେ ବ୍ୟବସାୟୀଙ୍କଠାରୁ ଜାଲ ନୋଟ ଜବତ କରିଛି। ବ୍ୟବସାୟୀ ଜଣକ ସେକ୍ଟର -୯ରେ ଥିବା ଏସ୍‌ବିଆଇ ଶାଖାରେ ୧ ଲକ୍ଷ ୬୦ହଜାର ଜମା ରଖିବା ଲାଗି ଆଣିଥିଲେ। ଏହି ସମୟରେ ବ୍ୟାଙ୍କ...

୧୩ ନୂଆ ବିମାନ ଚଳାଚଳ ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଓଡ଼ିଶାରୁ ବିଭିନ୍ନ ସ୍ଥାନକୁ ୧୩ ନୂଆ ବିମାନ ଚଳାଚଳ ପାଇଁ ପ୍ରସ୍ତାବ ଦିଆଯାଇଛି। ଭୁବନେଶ୍ୱରରୁ ବାଙ୍ଗାଲୋର ଓ ସୁରଟକୁ ଗତ ୨୦ ତାରିଖରୁ ବିମାନ ଚଳାଚଳ ଆରମ୍ଭ ହୋଇଛି। ଆସନ୍ତା ୨୪ରୁ ଝାରସୁଗୁଡ଼ାରୁ କୋଲକାତା ଏବଂ ୩୧ରୁ ଭୁବନେଶ୍ୱର-ବାରାଣସୀ...

ଘରୋଇ ବିମାନ ଉଡ଼ାଣ ପାଇଁ ଯୋଗାଇ ଦିଆଯିବ ୧% ଭାଟ୍‌ରେ ଇନ୍ଧନ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଭୁବନେଶ୍ୱର ଏୟାରଲାଇନ୍ସ ସିଇଓଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ସୂଚନା ଦେଇ କହିଛନ୍ତି, ସିଙ୍ଗାପୁର, ବ୍ୟାଙ୍କକ୍‌, ଆବୁଧାବି କିମ୍ବା ଦୁବାଇକୁ ବିମାନ ଚଳାଚଳ...

ଭାରସାମ୍ୟ ହରାଇ ମହିଳା ଶ୍ରମିକଙ୍କ ଉପରେ ମାଡ଼ିଗଲା କାର୍‌, ୫ ମୃତ

ସୁନ୍ଦରଗଡ଼,୨୨।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରମାବାହାଲ ବସଷ୍ଟାଣ୍ଡ ନିକଟ ବିଜୁ ଏକ୍ସପ୍ରେସ୍‌ ଓ୍ବେରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାଜଗାଙ୍ଗପୁରରୁ ରାଉରକେଲା ପଟକୁ ଯାଉଥିବା ଏକ କାର କୌଣସି କାରଣରୁ ଭାରସାମ୍ୟ ହରାଇ ଡିଭାଇଡର ଟପି ରାସ୍ତାର ଅପରପାର୍ଶ୍ୱରେ...

ଭିଜିଲାନ୍ସ ଜାଲରେ ଶ୍ରମ ବିଭାଗ କାର୍ଯ୍ୟାଳୟର ୨ କର୍ମଚାରୀ

ବାଲେଶ୍ୱର ଅଫିସ,୨୨।୧: ବାଲେଶ୍ୱର ଜିଲା ଶ୍ରମ ବିଭାଗ କାର୍ଯ୍ୟାଳୟର ୨ କର୍ମଚାରୀ ଲାଞ୍ଚନେଉଥିବା ବେଳେ ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୩ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କିରାଣି ସତ୍ୟବ୍ରତ ବେହେରା ଓ ଅସ୍ଥାୟୀ ଡାଟା ଏଣ୍ଟ୍ରି କର୍ମଚାରୀ ମିନାକ୍ଷି...

ଗାଈକୁ ବଞ୍ଚାଇବାକୁ ଯାଇ ସୁବର୍ଣ୍ଣପୁର ଏସ୍‌ପିଙ୍କ ଗାଡ଼ି ଦୁର୍ଘଟଣାଗସ୍ତ, ୨୦ ଫୁଟ ତଳକୁ ଖସିଲା

ସୋନପୁର,୨୨।୧(ନି.ପ୍ର): ସୁବର୍ଣ୍ଣପୁର ଏସ୍‌ପି ଦେବୀପ୍ରସାଦ ଦାଶଙ୍କ ଗାଡ଼ି ବୁଧବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏସ୍‌ପି ସମ୍ବଲପୁର ଆର୍‌ଡିସିଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ସଦାଚାର କମିଟି ବୈଠକରେ ଯୋଗ ଦେବାକୁ ଯାଉଥିଲେ। ସିଂଢ଼ୋଲ ନିକଟରେ ଏକ ଗାଈକୁ ବଞ୍ଚାଇବାକୁ ଯାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri