ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ପରାମର୍ଶ: ୩୦ ଯାଏ ଜାରି ରହୁ ଲକ୍ଡାଉନ
ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ନିୟମ ଅନୁପାଳନ ହେବା ଆବଶ୍ୟକ। ଏଥିପାଇଁ ଲକ୍ଡାଉନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ତେଣୁ କରୋନା ଭୂତାଣୁ ସଂକ୍ରମଣ ଓ ଏହାର କୁପ୍ରଭାବକୁ ହ୍ରାସ କରିବା ପାଇଁ ଲକ୍ଡାଉନ ଅବଧି ବୃଦ୍ଧି କରାଯିବାର…
ପୁଣି ୪ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୫୪
ଭୁବନେଶ୍ୱର,୧୨।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୪କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଁଚିଛି।ଶନିବାର ୪ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଷୟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ବିଷୟରେ ସବିଶେଷ ସୂଚନା…
ଏଯାବତ୍ ୧୨ କରୋନା ଆକ୍ରାନ୍ତ ହୋଇଛନ୍ତି ସୁସ୍ଥ, ଆଗାମୀ ଦିନରେ ଅନ୍ୟ ରୋଗୀ ସୁସ୍ଥ ହେବା ଆଶା : ଶାଳିନୀ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଶାଳିନୀ ପଣ୍ଡିତ ଶନିବାର ଜନସାଧାରଣଙ୍କୁ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, ଓଡ଼ିଶା ପାଇଁ ଶୁଭ ସୂଚନା ହେଉଛି, ୧୦ଜଣ କୋଭିଡ୍-୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ…
କରୋନା କବଳରେ ବିଶ୍ୱର ୨୧୦ ଦେଶ : ଲକ୍ଷେ ଟପିଲା ମୃତ୍ୟୁ ସଂଖ୍ୟା, ସଂକ୍ରମିତ ମାମଲାରେ ଭାରତର ସ୍ଥାନ ୨୧
ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍ଚୀ ପ୍ରତିଦିନ ସୂଚନା ପ୍ରଦାନ କରୁଛନ୍ତି। ଶନିବାର ମଧ୍ୟ ଜନସାଧାରଣଙ୍କୁ ଏ ସମ୍ପର୍କରେ ସୂଚନା ପ୍ରଦାନ କରି କହିଛନ୍ତି, ଆଜି ପର୍ଯ୍ୟନ୍ତ ବିଶ୍ୱରେ…
କରୋନା ସହାୟତାରୁ ବଞ୍ଚିତ ୧୧ ହଜାର ଉଠାଦୋକାନୀ
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍ଡାଉନ୍ ପାଇଁ ପ୍ରତ୍ୟେକ ଉଠାଦୋକାନୀଙ୍କୁ ୩ ହଜାର ଟଙ୍କା ଲେଖାଏଁ କରୋନା ସହାୟତା ଦେବା ପାଇଁ ଘୋଷଣା କରିଛନ୍ତି। ଏବେ ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ୧୧ ହଜାରରୁ ଉର୍ଦ୍ଧ୍ୱ ଉଠାଦୋକାନୀଙ୍କୁ ସହାୟତା ବଣ୍ଟନ ହୋଇଥିବା ବେଳେ…
ରାଜ୍ୟର ୪୯, ୫୦ ନଂ ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ସ୍ବାସ୍ଥ୍ୟ ବିଭାଗ, ଅଛନ୍ତି ଜଣେ ମହିଳା
ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ୪୯ ଓ ୫୦ ନମ୍ବର ଆକ୍ରାନ୍ତଙ୍କ ତଥ୍ୟ ଶନିବାର ସ୍ବାସ୍ଥ୍ୟ ବିଭାଗ ଜାରି କରିଛି। ଏହି ଦୁଇଜଣ ୟୁନିଟ୍-୪ ମଧୁସୂଦନ ନଗର ଅଞ୍ଚଳରେ ଥିବା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି। ଏମାନଙ୍କ ମଧ୍ୟରୁ…
ଲକ୍ ଡାଉନ୍ର ସାଥୀ ପାଲଟିଛି ରେଡିଓ
କେନ୍ଦୁଝର୧୧ା୪(ସ୍ବ.ପ୍ର): ଲକ୍ ଡାଉନ୍ ପାଇଁ ଗାଁ ଠାରୁ ଆରମ୍ଭ କରି ସହର ସବୁ ବନ୍ଦ। ଗ୍ରାମାଂଚଳରେ କାଁ ଭାଁ କେତେକ ଗ୍ରୋସରୀ ଦୋକାନ ଛାଡି ଦେଲେ ସବୁ ବନ୍ଦ ରହିଛି। ଏଭଳି ସମୟରେ ଦୋକାନ ଓ ରାସ୍ତାଘାଟ ଖାଁ ଖାଁ ଲାଗୁଛି।…
ଶିକ୍ଷକଙ୍କ ନିଆରା ପ୍ରୟାସ: ଚିତ୍ରକଳାରେ ଦେଲେ କରୋନା ସଚେତନତା ବାର୍ତ୍ତା
ବରଗଡ଼ ଅଫିସ୍,୧୧।୪: କରୋନା(କୋଭିଡ୍-୧୯) ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଛି । ଏହାକୁ ଦମନ କରିବା ପାଇଁ ଠୋସ୍ ଔଷଧ ଏପର୍ଯ୍ୟନ୍ତ ବାହାରି ପାରି ନ ଥିବାବେଳେ ସଚେତନତା, ସତର୍କତା ହିଁ ଏକମାତ୍ର ମାଧ୍ୟମ ହୋଇଛି। ଏଥିପାଇଁ ଦେଶବ୍ୟାପୀ…
ଶିତଳାପଲିରେ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ନେଇ ଗଞ୍ଜାମ ପ୍ରଶାସନକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର, ୧୧।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶିତଳାପଲିଠାରେ ଥିବା ଟାଟା ହସ୍ପିଟାଲକୁ କୋଭିଡ ହସ୍ପିଟାଲରେ ପରିଣତ କରାଯାଇଛି। ଗତ ଶୁକ୍ରବାରଠାରୁ ଏହା କାର୍ଯ୍ୟକ୍ଷମ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟକରି ଗଞ୍ଜାମ ଜିଲା ପ୍ରଶାସନର ପ୍ରଶଂସା କରିଛନ୍ତି। କରୋନା ସଂକ୍ରମିତଙ୍କ…
କରୋନା ମୁକାବିଲା ଚିନ୍ତା: ଦାରିଙ୍ଗବାଡ଼ି ପୋଲିସକୁ ସହଯୋଗ କରିବେ ସ୍ବେଚ୍ଛାସେବୀ
ଦାରିଙ୍ଗବାଡ଼ି,୧୧।୪(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ କରୋନା ଭୁତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଏଥିପାଇଁ ବିଭିନ୍ନ ସ୍ଥାନରେ ପୋଲିସ ସିମା ସିଲ୍ କରିବା ସହ ଦିନରାତି ପାଟ୍ରୋଲିଂ କରୁଛି। ଦାରିଙ୍ଗବାଡ଼ି ଚାରିଛକ ସମେତ…
ଗଞ୍ଜାମ ପ୍ରଶାସନର ଅଭିନବ ପଦକ୍ଷେପ: ‘କରୋନା ଯୋଦ୍ଧା ଆମର ହିରୋ’ ପେଣ୍ଟିଂ ପ୍ରତିଯୋଗିତା, ଭାଗନେଇ ଜିତିପାରିବେ ଆର୍ଥିକ ପୁରସ୍କାର
ଛତ୍ରପୁର, ୧୧।୪(ଡି.ଏନ୍.ଏ.)- କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମରେ ଲକ୍ ଡାଉନ୍ ଓ ଆଂଶିକ ସଟ୍ ଡାଉନ୍ ଜାରି ରହିଛି। ଏହାକୁ ନେଇ ସମସ୍ତ ଜିଲାବାସୀ ଘରେ ରହୁଛନ୍ତି। ଏହି ସମୟର ଉଚିତ ବ୍ୟବହାର ପାଇଁ ତଥା ଛାତ୍ରୀଛାତ୍ରଙ୍କୁ…
‘ମୋ ବସ୍’ର ସାହାରା ନେଲା ବିଏମ୍ସି: ରାଜଧାନୀର ସିଲ୍ ଅଞ୍ଚଳରେ ଯୋଗାଇବ ଅତ୍ୟାବଶ୍ୟକ ସାମଗ୍ରୀ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜଧାନୀର ସିଲ୍ ହୋଇଥିବା ଅଞ୍ଚଳରେ ବିଏମ୍ସି ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ବଣ୍ଟନ କରାଯାଉଛି। ଶନିବାରଠାରୁ ମୋ ବସ୍ରେ ଏହି ସାମଗ୍ରୀ ଅଣାଯିବା ନେଇ ସ୍ଥିର ହୋଇଛି। ପ୍ରତି ସିଲ୍ ଅଞ୍ଚଳକୁ ଦିନକୁ ୨ ଥର ସକାଳେ ଓ ସନ୍ଧ୍ୟାରେ ମୋ…
Archives


