ରାଜ୍ୟ

ଶେଷରେ କପିଳାସ ଗଲା ନରହନ୍ତା ହାତୀ

ବନ୍ତଳା/ତାଳଚେର,୨୨।୧(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ରେଞ୍ଜ ଅଞ୍ଚଳରେ ଦୀର୍ଘଦିନ ଧରି ଉପଦ୍ରବ ଚଳାଇଥିବା ନରହନ୍ତା ଦନ୍ତା ହାତୀକୁ ଶେଷରେ କପିଳାସ ପଠାଯାଇଛି। ସୋମବାର ବନ ବିଭାଗ ଟ୍ରାଙ୍କୁଲାଇଜ କରିବାରେ ସଫଳ ହୋଇଥିଲେ ବି ରାତିରେ ସ୍ଥାନାନ୍ତର କରିବାରେ ବିଫଳ ହୋଇଛି।...

କଟକରେ ୫ଟି ସଚିବ: ବିଭିନ୍ନ ପ୍ରକଳ୍ପର କଲେ ଅନୁଧ୍ୟାନ

କଟକ ଅଫିସ,୨୨।୧: କଟକରେ ପହଞ୍ଚିଛନ୍ତି ୫ଟି ସଚିବ ଭି.ପାଣ୍ଡିଆନ। ବୁଧବାର ସକାଳ ୫ଟାରେ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ମୁଖ୍ୟତଃ ହାଡ଼ିଆପଡାଠାରେ ପ୍ରସ୍ତାବିତ ବରଫି ପ୍ରକଳ୍ପ କାର୍ଯ୍ୟ ଉପରେ ପାଣ୍ଡିଆନ ସମୀକ୍ଷା କରିବା ସହିତ...

ଶିକାଗୋ ବିଶ୍ୱବିଦ୍ୟାଳୟ ସହଭାଗିତାରେ ପ୍ରତିଷ୍ଠା ହେବ ଡିପିଆଇସି

ଭୁବନେଶ୍ୱର,୨୨ା୧(ବ୍ୟୁରୋ):ରାଜ୍ୟ ପ୍ରଶାସନକୁ ପୂର୍ବାପେକ୍ଷା ଅଧିକ ଲୋକାଭିମୁଖୀ କରିବା ପାଇଁ ଚେଷ୍ଟା କରାଯାଉଛି। ଗତବର୍ଷଠାରୁ ଆରମ୍ଭ ହୋଇଥିବା ‘ମୋ ସରକାର’ ଏବଂ ୫-ଟି କାର୍ଯ୍ୟକ୍ରମ ଏହି ଚେଷ୍ଟାକୁ ସଫଳ କରୁଥିବାର ଲକ୍ଷ୍ୟ କରାଯାଉଛି। ପ୍ରାଥମିକ ଭାବେ ସ୍ବାସ୍ଥ୍ୟସେବା, ପର୍ଯ୍ୟଟନ ଭିତ୍ତିଭୂମି ଉନ୍ନୟନ...

ବାଉନ୍ସର ଆସିବା ଘଟଣାରେ ହେଲାନି ଆଲୋଚନା: ପ୍ରଦୀପ

ଭୁବନେଶ୍ୱର,୨୨ା୧(ବ୍ୟୁରୋ):କଂଗ୍ରେସ କାର୍ଯ୍ୟାଳୟକୁ ବାଉନ୍ସର ଆସିବା ଘଟଣା ନୂଆ ମୋଡ଼ ନେଇଛି। ଏହାକୁ ନେଇ ବିବାଦ ତେଜିଥିବା ବେଳେ ବାଉନ୍ସର କୌଣସି ଦଳୀୟ ନେତା ନୁହେଁ, ବରଂ ବିରୋଧୀ ପଠାଇଥିବା କଂଗ୍ରେସ ନେତାଙ୍କ ମୁହଁରୁ ଶୁଣିବାକୁ ମିଳିଛି। ଅନ୍ୟପଟେ ଏହି ଘଟଣା...

୨୩ରେ ଇକୋ ରିଟ୍ରିଟ୍‌ରେ ଦୁଇଦିନିଆ ପର୍ଯ୍ୟଟନ ମନ୍ତ୍ରୀ ସମ୍ମିଳନୀ

ଭୁବନେଶ୍ୱର,୨୨ା୧(ବ୍ୟୁରୋ):କୋଣାର୍କ ନିକଟରେ ଚାଲିଥିବା ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ ଉତ୍ସବସ୍ଥଳରେ ଦୁଇଦିନିଆ ପର୍ଯ୍ୟଟନ ମନ୍ତ୍ରୀ ଓ ସଚିବ ସମ୍ମିଳନୀ ଅନୁଷ୍ଠିତ ହେବ। ଜାନୁୟାରୀ ୨୩ ଓ ୨୪ରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ସମ୍ମିଳନୀରେ...

ସମଲେଇ ମନ୍ଦିର, ହୀରାକୁଦର ବିକାଶ ହେବ

ସମ୍ବଲପୁର,୨୨ା୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମା’ସମଲେଇଙ୍କ ଦର୍ଶନ କରିଛନ୍ତି। ନବବର୍ଷ ଉପଲକ୍ଷେ ସେ ମା’ଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହି ଅବସରରେ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ସମଲେଇ ମନ୍ଦିରର ଆବଶ୍ୟକ ଅନୁସାରେ ବିକାଶ କରାଯିବ।...

ଗଣିତ ପ୍ରଫେସର ଅଭାବ:ରାଜ୍ୟରୁ ପୂରଣ ହୋଇପାରିଲାନି ଆଇଏମ୍‌ଏ ନିର୍ଦ୍ଦେଶକ ପଦ

ଭୁବନେଶ୍ୱର,୨୨ା୧(ବ୍ୟୁରୋ):ରାଜ୍ୟରେ ଡିଗ୍ରୀ କଲେଜଗୁଡ଼ିକରେ ଗଣିତ ପ୍ରଫେସର ପାହ୍ୟାର ଶିକ୍ଷକଙ୍କ ଅଭାବ ପରିଲଖିତ ହୋଇଛି। ନିକଟରେ ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାଥମେଟିକ୍ସ ଏଣ୍ଡ ଆପ୍ଲିକେଶନ୍ସ(ଆଇଏମ୍‌ଏ)ରେ ନିର୍ଦ୍ଦେଶକ ନିଯୁକ୍ତି ପ୍ରକ୍ରିୟାରୁ ଏହା ଜଣାପଡିଛି। କାରଣ ଆଇଏମ୍‌ଏ ନିର୍ଦ୍ଦେଶକ ପଦବୀ ପାଇଁ ଓଡ଼ିଶାରୁ କୌଣସି...

ଜାତୀୟ ଚାମ୍ପିୟନ୍‌ଶିପ୍‌ରେ ଭାଗନେବ ହକି ଓଡ଼ିଶା: ହାଇକୋର୍ଟ

କଟକ ଅଫିସ,୨୨ା୧:ଜାତୀୟ ହକି ଚାମ୍ପିୟନ୍‌ଶିପ୍‌ରେ ହକି ଓଡ଼ିଶା ଭାଗ ନେବ। ହାଇକୋର୍ଟ ଦେଇଛନ୍ତି ଏହି ଆଦେଶ। ହକି ଇଣ୍ଡିଆ ପକ୍ଷରୁ ଆସନ୍ତା ୨୩ରୁ ଫେବୃୟାରୀ ୨ ତାରିଖ ପର୍ଯ୍ୟନ୍ତ ଉତ୍ତରପ୍ରଦେଶର ଝାନ୍‌ସିଠାରେ ଜାତୀୟ ହକି ଚାମ୍ପିୟନଶିପ ଅନୁଷ୍ଠିତ ହେବ। ଉଭୟ...

ରାତି ଅଧରେ ରୋଗୀ ପାଇବେ ମାଗଣା ଔଷଧ

କଟକ ଅଫିସ,୨୨ା୧:ଏଣିକି ରାତି ଅଧରେ ଏସ୍‌ସିବି ମେଡିକାଲକୁ ଆସୁଥିବା ରୋଗୀଙ୍କୁ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦିଆଯିବ। ରୋଗୀଙ୍କୁ ୨୪ ଘଣ୍ଟିଆ ସହାୟତା ଯୋଗାଇବା ପାଇଁ ଦିନରାତି ଖୋଲା ରହିବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ର କାଉଣ୍ଟର।...

୩ ଓଡ଼ିଆ ପାଇବେ ସାହସିକତା ପୁରସ୍କାର

ଭୁବନେଶ୍ୱର, ୨୨ା୧(ବ୍ୟୁରୋ):ଭାରତୀୟ ଶିଶୁ କଲ୍ୟାଣ ପରିଷଦ ବା ଇଣ୍ଡିଆନ କାଉନ୍‌ସିଲ ଫର୍‌ ଚାଇଲ୍ଡ ଓ୍ବେଲ୍‌ଫେୟାର(ଆଇସିସିଡବ୍ଲ୍ୟୁ) ପକ୍ଷରୁ ୬୩ତମ ଜାତୀୟ ସାହସିକତା ପୁରସ୍କାର ନେଇ ସାହସୀ ପିଲାଙ୍କ ନାମ ଘୋଷଣା ହୋଇଛି। ଚଳିତବର୍ଷ ଏହି ପୁରସ୍କାର ପାଇବା ପାଇଁ ସାରା ଦେଶରୁ...

କଂଗ୍ରେସର ମିଡିଆ ସେଲ୍‌ ତାଲିକା ଭାଇରାଲକୁ ନେଇ ଅଡୁଆ: ସତ୍ୟ ପ୍ରକାଶ ଦଳ ଛାଡିବା ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧।୧(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ନୂଆ ମିଡିଆ ସେଲ୍‌ କମିଟି ଗଠନ କରିବା ଲାଗି ଯୋଜନା ଆରମ୍ଭ କରିଛନ୍ତି। ମିଡିଆ ସେଲ୍‌ରେ ୨୭ଜଣ ନେତାଙ୍କୁ ଥଇଥାନ କରିବାର ଲକ୍ଷ୍ୟ ରଖାଯାଇଛି। ଏ ସମ୍ପର୍କିତ ପୁରା ତାଲିକା...

ସୁରଟ ‘ଓଡ଼ିଶା ମହୋତ୍ସବ’ରେ ଯୋଗଦେବେ ବାଚସ୍ପତି ଡ. ପାତ୍ର

ଭୁବନେଶ୍ୱର,୨୧ା୧(ବ୍ୟୁରୋ)- ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଚଳିତ ଜାନୁୟାରୀ ୨୨ରେ ସୁରଟ ଯାତ୍ରା କରିବେ । ସେଠାରେ ସେ ଓଡ଼ିଶା ମହୋତ୍ସବ କମିଟି, ସୁରଟ ଆନୁକୂଲ୍ୟରେ ଆୟୋଜିତ ‘ଓଡ଼ିଶା ମହୋତ୍ସବ’ରେ ଉଦ୍‌ଘାଟକ ଭାବେ ଯୋଗଦେବେ । ସୁରଟର ଆମ୍ରୋଲିସ୍ଥିତ ରାଜୱାଡ଼ି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri