ରାଜ୍ୟ

ନୂଆ ଚିହ୍ନଟ ୧୪୩ ଆକ୍ରାନ୍ତ ମଧ୍ୟରେ ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର ଚିହ୍ନଟ ନୂଆ ୧୪୩ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। କେନ୍ଦ୍ରାପଡ଼ାରୁ ଚିହ୍ନଟ ସମସ୍ତ ୯ କ୍ୱାରାଣ୍ଟାଇନ୍‌ ସେଣ୍ଟରର। ସେଥିରୁ ୫ ଗୁଜରାଟ, ୨ ମହାରାଷ୍ଟ୍ର ଓ ୨ଜଣ ତାମିଲନାଡ଼ୁ ଫେରନ୍ତା। ନୂଆପଡ଼ାର ସମସ୍ତ ୮…

CORONAVIRUS UPDATE: ସୁସ୍ଥ ହେଲେ ଆଉ ୯୧ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧,୪୧୬କୁ ବୃଦ୍ଧି

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୯୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରେ ଦେବଗଡ଼ର ୨୨, ପୁରୀର ୧୬, ନୟାଗଡ଼ର ୧୫, ବଲାଙ୍ଗୀରର ୯, ଅନୁଗୋଳ-ବାଲେଶ୍ୱରର ୫, ଭଦ୍ରକ-ସୁନ୍ଦରଗଡ଼ର ୩, କଟକ-ଗଞ୍ଜାମ-ଖୋର୍ଦ୍ଧା-କଳାହାଣ୍ଡି-ବରଗଡ଼ର ୨, ଢେଙ୍କାନାଳ-ଗଜପତି-ଯାଜପୁରର ଜଣେ ଲେଖାଏଁ…

ନୟାଗଡରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମୋବାଇଲ୍‌ ଟର୍ଚ୍ଚରେ ଆଟେଣ୍ଡାଣ୍ଟ କଲେ ଗୁରୁତର ରୋଗୀଙ୍କ ଷ୍ଟିଚିଂ

ନୟାଗଡ଼ ଅଫିସ,୩।୬: ମୋବାଇଲ ଟର୍ଚ୍ଚ ଆଲୋକରେ କରାଯାଉଛି ଷ୍ଟିଚ୍‌। ତାହା ପୁଣି ଦୁର୍ଘଟଣାର ଶିକାର ହୋଇ ଗୁରୁତର ଥିବା ରୋଗୀଙ୍କୁ। ନୟାଗଡ ଜିଲା ରଣପୁର ବ୍ଲକ ରାଜ ସୁନାଖଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ବୁଧବାର ସୂଚନା ମିଳିଛି।…

ରାୟଗଡ଼ାରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ: କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ରାୟଗଡ଼ା ଅଫିସ,୩।୬: ଓଡ଼ିଶାର ୨୯ଟି ଜିଲାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗ୍ରୀନ୍‌ ଜୋନ୍‌ରେ ରହିଥିଲା ରାୟଗଡ଼ା ଜିଲା ମାତ୍ର ବୁଧବାର ରାୟଗଡ଼ାରୁ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ…

ଓଲଟିଲା ବରଯାତ୍ରୀ ଭ୍ୟାନ୍‌: ୨ ମୃତ; ୪୦ରୁ ଊର୍ଦ୍ଧ୍ୱ ଆହତ

ଜୟପୁର/ବୋରିଗୁମ୍ମା,୩।୬(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ବି.ସିଂହପୁର ଥାନା ବୋଡ଼ିଗାଁରୁ ଗୁରୁମାଇଁଗୁଡ଼ା ଗ୍ରାମକୁ ଏକ ବିବାହ କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ ବୁଧବାର ଏକ ଭ୍ୟାନ୍‌ ଓଲଟି ପଡ଼ିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚଞ୍ଚଳା ଜାନୀ…

ଶେଷରେ ରାୟଗଡ଼ା ଛୁଇଁଲା କରୋନା

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟର ୩୦ ତମ ଜିଲା ଭାବେ ରାୟଗଡ଼ା ଛୁଇଁଲା କରୋନା। ବୁଧବାର ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ରାୟଗଡ଼ାରୁ ଜଣେ ପଜିଟିଭ୍‌ ଅଛନ୍ତି। ଆକ୍ରାନ୍ତଜଣଙ୍କ ଦିଲ୍ଲୀରୁ ଫେରି କ୍ୱାରାଣ୍ଟାଇନ୍‌ରେ ରହିଥିବା ସୂଚନା ମିଳିଛି। ପ୍ରକାଶ ଯେ, ବୁଧବାର ୧୪୩ ଆକ୍ରାନ୍ତ…

ଶ୍ରୀମନ୍ଦିରରେ ପ୍ରବେଶ କଲେ ଦଇତାପତି ସେବକ

ପୁରୀ ଅଫିସ,୩।୬: ଆସନ୍ତା ୫ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ। ଏଥିପାଇଁ ଦାରୁବିଗ୍ରହଙ୍କୁ ପହଣ୍ଡିରେ ସ୍ନାନ ବେଦୀକୁ ଅଣାଯିବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ସେବା ପାଇଁ ବୁଧବାର ଦଇତାପତି ସେବକମାନେ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି।…

CORONAVIRUS UPDATE: ଆଉ ୧୪୩ ନୂଆ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୩୮୮କୁ ବୃଦ୍ଧି

ଭୁବନେଶ୍ୱର, ୩।୬(ବ୍ୟୁରୋ): ରାଜ୍ୟରେ ଆଉ ୧୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୨ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ୧୧ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮କୁ ବୃଦ୍ଧି ପାଇଛି। ଏ…

ଭୁବନେଶ୍ୱରରେ ହେବନି କଣ୍ଟେନମେଣ୍ଟ

ଭୁବନେଶ୍ୱର, ୩।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ କଣ୍ଟେନମେଣ୍ଟ ଜୋନ୍‌ ହେବ ନାହିଁ। ସିଲ କିମ୍ବା କଣ୍ଟେନମେଣ୍ଟ ଜୋନ କରାଯିବ ନାହିଁ । ଆବଶ୍ୟକ ହେଲେ ରାଜ୍ୟ ସରକାରଙ୍କ ଅନୁମତି ଅନୁସାରେ କଣ୍ଟେନମେଣ୍ଟ ଜୋନ୍‌ କରାଯିବ ବୋଲି କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା…

ବଦଳିଲା ପାର୍କ ସମୟ: ଶଟ୍‌ଡାଉନ୍‌ରେ ବନ୍ଦ

ଭୁବନେଶ୍ୱର, ୩।୬(ବ୍ୟୁରୋ): ବିଏମ୍‌ସି ଅଧୀନ ସବୁ ପାର୍କ ସମୟରେ ପରିବର୍ତ୍ତନ କରାଯାଇଛି। ଏଣିକି ସକାଳ ୫ ଟାରୁ ୧୦ଟା ଓ ଅପରାହ୍ନ ୪ରୁ ସନ୍ଧ୍ୟା ୬ଟା ଯାଏ ପାର୍କ ଖୋଲିବ। ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ପାଇଁ ସକାଳ ୫ରୁ ୭ଟା…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ: ଇସ୍ତଫା ପ୍ରତ୍ୟାହାର କରିବେ ଜଗନ୍ନାଥ

ଭୁବନେଶ୍ୱର, ୩।୬(ବ୍ୟୁରୋ): ଇସ୍ତଫାପତ୍ର ପ୍ରତ୍ୟାହାର କରିବେ ଜଗନ୍ନାଥ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ଜଗନ୍ନାଥ ନିଜର ଇସ୍ତଫା ନେଇ ନିଷ୍ପତ୍ତି ବଦଳାଇଥିବା ଜଣାପଡ଼ିଛି। ମଙ୍ଗଳବାର ଜଗନ୍ନାଥ ଭାଜପାରୁ ଇସ୍ତଫା ଦେଇଥିଲେ। ଭୁବନେଶ୍ୱର ସଭାପତି ଚୟନରେ ଅସନ୍ତୁଷ୍ଟ ହୋଇ ଇସ୍ତଫା…

ଶିକ୍ଷାବିତ୍‌ ନିତ୍ୟାନନ୍ଦ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର, ୩।୬(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ, ପ୍ରାବନ୍ଧିକ ତଥା ସମାଲୋଚନ ପ୍ରଫେସର ନିତ୍ୟାନନ୍ଦ ଶତପଥୀ ଆଉ ନାହାନ୍ତି। ବୁଧବାର ସକାଳେ ତାଙ୍କର ପରଲୋକ ଘଟିଛି। ଗତ କିଛି ଦିନ ହେଲା ସେ ଅସୁସ୍ଥ ହୋଇ ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଜକୃତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri