ରାଜ୍ୟ

ଫୁଟପାତ ଉପରେ ଚଢ଼ିଗଲା ଟ୍ରକ: ୪ ମୃତ, ୩ ଆହତ

ସମ୍ବଲପୁର, ୨୧।୧(ବ୍ୟୁରୋ)- ସମ୍ବଲପୁର ଜିଲା ଶାସନ ଥାନା ପରମାଣପୁରରେ ମଙ୍ଗଳବାର ଭୋରୁ ଏକ ଅଭାବନୀୟ ଘଟଣା ଘଟିଛି। ଧନୁଯାତ୍ରା ପାଇଁ ଖୋଲିଥିବା ଫୁଟପାତରେ ଏକ କୋଇଲା ବୋଝେଇ ଟ୍ରକ ଚଢ଼ିଯିବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ...

୪ ଦିନରେ ୨୫ କୋଟିି ବକେୟା ଆଦାୟ କଲା ସେସୁ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ଗତ ୧୬ ତାରିଖରୁ ଆରମ୍ଭ କରିଥିବା ସ୍ବତନ୍ତ୍ର ବିଦ୍ୟୁତ କାଟ ଡ୍ରାଇଭ ଯୋଗୁ ରାଜସ୍ବ ଆଦାୟ ବୃଦ୍ଧିପାଇଛି। ଗତ ୪ଦିନ ମଧ୍ୟରେ ସେସୁ ୨୫ କୋଟି ଟଙ୍କା ବକେୟା ବିଦ୍ୟୁତ ବିଲ୍‌ ଆଦାୟ...

କମିଲା ଶୀତ: ୨୨ରେ ଘନ କୁହୁଡ଼ି, ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଶୀତର ପ୍ରକୋପ ହ୍ରାସ ପାଇ ଯାଇଛି। ସର୍ବନିମ୍ନ ତାପମାତ୍ରା ୧୨ରୁ ୧୮ ଡିଗ୍ରୀ ସେଲସିୟସକୁ ଟପିଗଲାଣି। ଜାନୁୟାରୀ ଶେଷ ନ ହେଉଣୁ ଗରମର ଆଭାସ ମିଳିଲାଣି। ଫେବୃୟାରୀ ମାସରୁ ପ୍ରବଳ ଖରା ହନ୍ତସନ୍ତ କରିବ ବୋଲି ପାଣିପାଗ ବିଭାଗ...

୨ ଓଡ଼ିଶା କ୍ୟାଡର ଆଇଏଏସ୍‌ଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ଦୁଇ ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ନୂଆ ଦାୟିତ୍ୱ ମିଳିଛି। ଏହି ଅଧିକାରୀମାନେ ହେଉଛନ୍ତି-୧୯୯୨ ବ୍ୟାଚ୍‌ର ଚନ୍ଦ୍ରଶେଖର କୁମାର ଏବଂ ୧୯୯୮ ବ୍ୟାଚ୍‌ର ବିଶାଲ ଗଗନ। କ୍ୟାବିନେଟ୍‌ ସେକ୍ରେଟାରିଏଟ୍‌ରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିବା...

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ତେଲି ସମାଜ, କଂସାରୀଗୁଡ଼ାବାସୀ

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ଜାତିଭିତ୍ତିକ ଜନଗଣନା ପାଇଁ ରାଜ୍ୟ କ୍ୟାବିନେଟ୍‌ରେ ସଂକଳ୍ପ ପ୍ରସ୍ତାବ ଗୃହୀତ ହୋଇଛି। ଏହି ପଦକ୍ଷେପ ଲାଗି ବିଭିନ୍ନ ବର୍ଗରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରାଯାଉଛି। ସୋମବାର ତେଲି ସମାଜ ପକ୍ଷରୁ ମଧ୍ୟ ସ୍ବାଗତ କରାଯାଇଛି।...

ସାର୍ବଜନୀନ ହେଉନି ଜଷ୍ଟିସ୍‌ ସି.ଆର. ପାଲ୍‌ କମିଶନ ରିପୋର୍ଟ: ହାଇକୋର୍ଟରେ ମାମଲା, ସରକାରଙ୍କୁ ନୋଟିସ

କଟକ ଅଫିସ,୨୧।୧ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନିମନ୍ତେ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଆନ୍ଦୋଳନ ହୋଇଥିଲା। ଉପରୋକ୍ତ ଅଞ୍ଚଳରେ ବେଞ୍ଚ ପ୍ରତିଷ୍ଠା ସ୍ଥିତି ସମ୍ପର୍କରେ ଅନୁଧ୍ୟାନ ପାଇଁ ଜଷ୍ଟିସ୍‌ ସି.ଆର. ପାଲ୍‌ଙ୍କ ଅଧ୍ୟକ୍ଷତାରେ ୨୦୦୮ ମାର୍ଚ୍ଚ ୧୧ ତାରିଖରେ ଏକ...

ମହୋତ୍ସବରେ ସ୍ଥାନୀୟ କଳାକାରଙ୍କୁ ମିଳିବ ଅଗ୍ରାଧିକାର

ଭୁବନେଶ୍ୱର,୨୧।୧(ବ୍ୟୁରୋ): ସାରା ଓଡ଼ିଶାର କଳାକାର ଓ ଶିଳ୍ପୀଙ୍କୁ ନେଇ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ କାମ କରିବ। ଏକାଡେମୀ ପକ୍ଷରୁ ଆୟୋଜିତ କୌଣସି କାର୍ଯ୍ୟକ୍ରମ ବନ୍ଦ ହେବନି। ରାଜ୍ୟର କୋଣ ଅନୁକୋଣରେ ଆୟୋଜିତ ହୋଇ ଆସୁଥିବା ଉତ୍ସବ, ମହୋତ୍ସବଗୁଡ଼ିକରେ ସ୍ଥାନୀୟ...

ବିଜୁ ସେତୁ ଯୋଜନା: ଧିମା ପଡ଼ିଛି ଧାର୍ଯ୍ୟ ଲକ୍ଷ୍ୟ ହାସଲ

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ଗ୍ରାମବହୁଳ ରାଜ୍ୟ ଓଡ଼ିଶାରେ ଗମନାଗମନ ଭିତ୍ତିଭୂମି ସୁଦୃଢ ହେବା ନିହାତି ଆବଶ୍ୟକ। ସେଥିଲାଗି ସଡ଼କ ଏବଂ ସେତୁ ନିର୍ମାଣର ଆବଶ୍ୟକତା ରହିଛି। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ଏହି କାର୍ଯ୍ୟ କରୁଛି। ପ୍ରତି...

ବିମାନ ବନ୍ଦରରୁ ୪୮ ଖଣ୍ଡ ସୁନା ଜବତ

ଭୁବନେଶ୍ୱର, ୨୧। ୧(ବ୍ୟୁରୋ): କିଛି ଦିନ ବ୍ୟବଧାନରେ ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ୨୧୫. ୬୦୦ ଗ୍ରାମ ଓଜନର ୪୮ ଖଣ୍ଡ ସୁନା ଜବତ କରାଯାଇଛି। ଏହି ସୁନାର ମୂଲ୍ୟ ୮ ଲକ୍ଷ ୯୧ ହଜାର ୫୦୬ ଟଙ୍କା ବୋଲି କଷ୍ଟମ...

ଭୁବନେଶ୍ୱରରୁ ସୁରଟ ଉଡ଼ିଲା ବିମାନ

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ଭୁବନେଶ୍ୱରରୁ ସୁରଟକୁ ସୋମବାର ସିଧାସଳଖ ବିମାନସେବା ଆରମ୍ଭ ହୋଇଛି। ପ୍ରଥମ ଦିନରେ ୮୧ ଯାତ୍ରୀଙ୍କୁ ନେଇ ସକାଳ ୮ଟା ୪୦ ମିନିଟ୍‌ରେ ସୁରଟ ଅଭିମୁଖେ ଉଡ଼ାଣ କରିଥିଲା ଏୟାର ଇଣ୍ଡିଆର ଏ୩୨୧ ବିମାନ। ଭୁବନେଶ୍ୱର ଏମ୍‌ପି ଅପରାଜିତା...

ଏକାଦଶ ପରୀକ୍ଷା କଡ଼ାକଡ଼ି ନିଷ୍ପତ୍ତିକୁ ବିରୋଧ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଚଳିତ ବର୍ଷ ଯୁକ୍ତ୨ ପ୍ରଥମ ବର୍ଷ (ଏକାଦଶ) ପରୀକ୍ଷା କଡାକଡି କରାଯିବା ଲାଗି ରାଜ୍ୟ ସରକାର ଗତ ୧୪ତାରିଖରେ ନିଷ୍ପତ୍ତି ନେଇଥିଲେ। ତେବେ ଏହାକୁ ବିଭିନ୍ନ କଲେଜର ଛାତ୍ରୀଛାତ୍ରମାନେ ବିରୋଧ କରି ରାସ୍ତାକୁ ଓହ୍ଲାଇଛନ୍ତି। ପୁରୀ, ଭୁବନେଶ୍ୱର ଏବଂ...

ଫେବୃୟାରୀ ୨୯ରୁ ଭୁବନେଶ୍ୱରରୁ ବାରାଣସୀକୁ ବିମାନ ସେବା

ଭୁବନେଶ୍ୱର,୨୧।୧(ବ୍ୟୁରୋ): ବିମାନଯାତ୍ରୀଙ୍କ ପାଇଁ ଖୁସି ଖବର। ସୋମବାର ଭୁବନେଶ୍ୱରରୁ ସୁରଟ୍‌କୁ ବିମାନ ସେବା ଆରମ୍ଭ ହେବା ପରେ ଆସନ୍ତା ଫେବୃୟାରୀ ୨୯ରୁ ଭୁବନେଶ୍ୱରରୁ ବାରାଣସୀକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହେବ। ଇଣ୍ଡିଗୋ ପକ୍ଷରୁ ଏହି ସେବା ପ୍ରଦାନ କରାଯିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri