ଘରେ ବସି ଟିକସ ଦେଇପାରିବେ ଘର ମାଲିକ
ଭୁବନେଶ୍ୱର,୨୧। ୧(ବ୍ୟୁରୋ): ସହରାଞ୍ଚଳରେ ବାସ କରୁଥିବା ଲୋକମାନଙ୍କୁ ସେମାନଙ୍କର ସମ୍ପତ୍ତି (ହୋଲ୍ଡିଂ) ଟିକସ ଦେବାକୁ ଏନ୍ଏସି, ମ୍ୟୁନିସିପାଲିଟି କିମ୍ବା ମହାନଗର ନିଗମ କାର୍ଯ୍ୟାଳୟକୁ ଦୌଡିବାକୁ ପଡିବ ନାହିଁ। ଘରେ ବସି ଅନ୍ଲାଇନ ଜରିଆରେ ଟିକସ ପଇଠ କରିପାରିବେ। ରାଜ୍ୟର ୧୧୪...
୬୩ ଭାରତୀୟଙ୍କ ସମ୍ପତ୍ତି ମୂଲ୍ୟ ଦେଶ ବଜେଟରୁ ଅଧିକ
ଭୁବନେଶ୍ୱର,୨୧।୧(ବ୍ୟୁରୋ): ମାତ୍ର ୬୩ଜଣ ଭାରତୀୟଙ୍କ ସମ୍ପତ୍ତିର ମୂଲ୍ୟ ଦେଶର ୨୦୧୮-୧୯ ଆର୍ଥିକ ବର୍ଷର ବଜେଟ(୨୪ ଲକ୍ଷ ୪୨ ହଜାର ୨୦୦ କୋଟି ଟଙ୍କା) ଠାରୁ ଅଧିକ। ସେହିଭଳି ବିଶ୍ୱର ୨,୧୫୩ ଲୋକଙ୍କ ପାଖରେ ଯେତିକି ସମ୍ପତ୍ତି ଗଚ୍ଛିତ ରହିଛି, ତାହା...
୨୦୨୩ରୁ କାର୍ଯ୍ୟକ୍ଷମ ହେବ ତାଳଚେର ସାର କାରଖାନା
ଭୁବନେଶ୍ୱର, ୨୧।୧(ବ୍ୟୁରୋ): କୃଷକଙ୍କୁ ଯଥା ସମୟରେ ଉପଯୁକ୍ତ ଦରରେ ସାର ଯୋଗାଇଦେବାକୁ କେନ୍ଦ୍ର ସରକାରଙ୍କ ସାର ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ତାଳଚେରରେ ଏକ ସାର କାରଖାନା ଆରମ୍ଭ ହେବାକୁ ଯାଉଛି। ତାଳଚେର ଫର୍ଟିଲାଇଜର...
୫୩ ଛାତ୍ରୀଛାତ୍ରକେ ଝନେ ଶିକ୍ଷକ
ପାଇକମାଲ, ୨୧।୧ (ଡି.ଏନ.ଏ)- ବରଗଡ଼ ଜିଲା ପାଇକମାଲ ବ୍ଲକ ଜାମସେଠ ପଁଚେତ୍ ଖରାମାଲ ପ୍ରାଥମିକ ସ୍କୁଲରେ ୫୩ ଝନ୍ ଛାତ୍ରୀଛାତ୍ରକେ ଝନେ ଶିକ୍ଷକ ଅଛନ୍। ଏନ୍ତାଥି ଛୁଆକର ପାଠ୍ପଢ଼ାରେ ବହୁତ ଖେଲ୍ଢ଼େପ ହେଉଥିବାର ଅଭିଭାବକମାନେ ଅଭିଯୋଗ କରିଛନ୍। ସୂଚନା...
ଆପ୍ନେ ଆରପାରେ: ୩ ଝି’ର ଭବିଷତ୍ ଚିନ୍ତାରେ ପୁଷ୍ପକାନ୍ତି
ଅତାବିରା, ୨୧।୧ (ଡି.ଏନ୍.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍ ବିଶିପାଲି ଗଁାର ନିସାହା ବିଧବା ମହିଲା ପୁଷ୍ପକାନ୍ତି ଝାଙ୍କର(୩୦)। ଆପ୍ନେ ପ୍ରଶାନ୍ତ ଝାଙ୍କରକୁଁ ଦିନାକେତେ ତଲେ ହରେଇଛନ୍। ଏନ୍ତାଥି ପୁଷ୍ପକାନ୍ତି ୩ ଝି’ର ଭବିଷତ୍ ଚିନ୍ତାରେ...
ଭତାରୁ ବଁଚିତ୍ ଅଟେଁନ, ସୁରୁସିଂ
ଲାଠୋର, ୨୧।୧ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଢୋଲମାନ୍ଦଲ ପଁଚେତ୍ ସଦର ଗଁାର ବିଧବା ମହିଲା ଅଟେଁନ ମାଝି ଆର ତୁରେକେଲାର ସୁରୁସିଂ ମଲ୍ଲିକକଁର ବଏସ୍ ହେଇଥିଲେ ବି ଭତା ପାଏବାରୁ ବଁଚିତ୍ ଥିବାର ଅଭିଯୋଗ କରିଛନ୍। ସୂଚନା...
ପ୍ରତିଭା ଦେଇଛି ସ୍ବତନ୍ତ୍ର ପରିଚୟ
ବାସୁଦେବପୁର,୨୧।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ଭୈରବପୁର ଗ୍ରାମର ଶିଳ୍ପୀ ରବୀନ୍ଦ୍ର ମହାରଣା। ନିଜର ପ୍ରତିଭା ବଳରେ ସମଗ୍ର ଜିଲା ଓ ରାଜ୍ୟରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ତାଙ୍କ ଶିଳ୍ପୀ ଜୀବନରେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୩୦ରୁ ଊର୍ଦ୍ଧ୍ୱ...
ଭୀମକୁଣ୍ଡ ସ୍ବତୀ ଘାଟରେ ଦାମୋଦର ମେଳା
ଠାକୁରମୁଣ୍ଡା,୨୧ା୧(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ନିକଟରେ ଥିବା ବୈତରଣୀ ନଦୀର ସ୍ବତୀ ଘାଟରେ ସୋମବାର ସାନ୍ତାଳ ସମ୍ପ୍ରଦାୟର ଦାମୋଦର ମେଳା ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ମେଳାରେ ପ୍ରାୟ ୫୦ହଜାରରୁ ଉର୍ଦ୍ଧ୍ୱ ସାନ୍ତାଳ ସମ୍ପ୍ରଦାୟର ଲୋକେ...
ବାରାପୁର-ଗରସଙ୍ଗ ରାସ୍ତା କାମ ଅସମ୍ପୂର୍ଣ୍ଣ: ଧାରଣାରେ ବସିଲେ ୨ କଲେଜର ଛାତ୍ରୀଛାତ୍ର
ଖଇରା,୨୧।୧(ଡି.ଏନ.ଏ.)- ବାଲେଶ୍ୱର-ଭଦ୍ରକ ୨ ଜିଲାକୁ ସଂଯୋଗ କରୁଥିବା ବାରାପୁର-ଅନ୍ତରା ଆର୍ଡି ରାସ୍ତା ୧ବର୍ଷରୁ ଊର୍ଦ୍ଧ୍ୱ ହେଲା ଅସମ୍ପୂର୍ଣ୍ଣ ହୋଇ ରହିଛି। ଠିକାଦାର ରାସ୍ତାକୁ ମେଟାଲିଂ କରି ବିଲ୍ ନେଇ ପଳାଇବା ପରେ ଏବେ ଏହାର ଦୁର୍ଦ୍ଦଶା ସାଧାରଣ ଯାତ୍ରୀଙ୍କୁ ଭୋଗିବାକୁ...
ରାୟଗଡ଼ାରେ ରାଜସ୍ଥାନ କୁମ୍ଭାରଙ୍କ ବେଶ୍ ଚାହିଦା
ରାୟଗଡ଼ା ଅଫିସ ,୨୧।୧ ରାଜ୍ୟ ବାହାର କୁମ୍ଭାରଙ୍କ ରାୟଗଡ଼ାରେ ବେଶ୍ ଚାହିଦା ା ରାୟଗଡ଼ାରେ ପ୍ରତି ବର୍ଷ ପୂଜା ପାର୍ବଣ ସମୟରେ ସେମାନଙ୍କୁ ଦେଖିବାକୁ ମିଳିଥାଏ ା ସେମାନେ ପୂଜାର କିଛି ମାସ ପୂର୍ବରୁ ଆସି ଏଠାରେ ବ୍ୟବସାୟ କରି...
ବର୍ଷବର୍ଷ ଧରି ବାରଣ୍ଡାରେ ପଢୁଛନ୍ତି ୨ ଶ୍ରେଣୀର ଛାତ୍ରୀଛାତ୍ର
ଝରିଗାଁ, ୨୧।୧(ସ୍ବ.ପ୍ର.) – ଗ୍ରାମାଞ୍ଚଳରେ ଗୁଣାତ୍ମକ ଶିକ୍ଷା ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ଏହାର ସଫଳ ରୂପାୟନ ହୋଇପାରୁନି କେଉଁଠି ପିଲାଙ୍କ ତୁଳନାରେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନାହାନ୍ତି। ସେହିଭଳି ଶ୍ରେଣୀଗୃହ ଅଭାବରୁ...
ପ୍ରଶାସନ ଉଦାସୀନତାର ପ୍ରତିବାଦ:ସୁକୁମାରେ ମିିଶିବାକୁ ଯାଉଥିଲେ ଗ୍ରାମବାସୀ
ମାଲକାନଗିରି,୨୧।୧ (ଡି.ଏନ୍.ଏ.) ମାଲକାନଗିରି ଜିଲା ସଦର ବ୍ଲକ ମାଟାପାକା ପଞ୍ଚାୟତ କତାମାଟେରୁ ଗ୍ରାମର ୧୫୦ ଆଦିବାସୀ ପରିବାର ନିଜ ପୂର୍ବ ନିଷ୍ପତ୍ତି ଅନୁସାରେ ସୋମବାର ସୁକୁମାରେ ମିଶିବା ଲାଗି ସୁକୁମା ଜିଲାପାଳଙ୍କୁ ଭେଟିବାକୁ ଯାଉଥିଲେ। ଗତ ୧୩ରେ ଗ୍ରାମର ବିଭିନ୍ନ...
Archives


