ପାଟରପଦା ସରପଞ୍ଚ ବହିଷ୍କୃତ
ପରଜଙ୍ଗ, ୨୧।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତି ଅଭିଯୋଗ ଘଟଣାରେ ବହିଷ୍କୃତ ହୋଇଛନ୍ତି ସରପଞ୍ଚ ଦୁଃଶାସନ ବିଶ୍ୱାଳ। ସରପଞ୍ଚଙ୍କ ବହିଷ୍କାର ସମ୍ପର୍କରେ ଫୋନ୍ ଯୋଗେ ଉଚ୍ଚ କର୍ତ୍ତୃପକ୍ଷଙ୍କ ତରଫରୁ ସୂଚିତ...
ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ୍
ଅନୁଗୋଳ ଅଫିସ, ୨୧।୧ ଅନୁଗୋଳ ଜିଲା ରେଙ୍ଗାଳି ଥାନା ଅଞ୍ଚଳରେ ୨୦୧୩ର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ସୋମବାର ଅନୁଗୋଳ ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍ ପ୍ରଭାକର ଗଣ୍ଠିଆ ଅଭିଯୁକ୍ତ ପ୍ରଶାନ୍ତ...
ଫେବୃୟାରୀ ୨୧ରେ କପିଳାସ ଜାଗରଯାତ୍ରା
ଢେଙ୍କାନାଳ ଅଫିସ, ୨୧।୧ କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ପ୍ରସିଦ୍ଧ ଜାଗରଯାତ୍ରା ଫେବୃୟାରୀ ୨୧ରେ ଅନୁଷ୍ଠିତ ହେବ। ଏହାକୁ ଶୃଙ୍ଖଳିତ କରିବାକୁ ସୋମବାର ଅପରାହ୍ନ ସାଢ଼େ ୩ଟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ...
ପଥର ବ୍ଲାଷ୍ଟିଂକୁ ନେଇ ତେଜିଲା ଅସନ୍ତୋଷ
କାମାକ୍ଷାନଗର, ୨୧।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଝିଲ୍ଲୀ ଗ୍ରାମରେ ପଥର ବ୍ଲାଷ୍ଟିଂକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଗତ ରବିବାର ଅଞ୍ଚଳର ଶତାଧିକ ମହିଳା କ୍ରଶର ଆଗରେ ଧାରଣାରେ ବସିଥିଲେ। ସମସ୍ୟା ସମାଧାନ ଦାବିରେ...
ମୌଳିକ ସୁବିଧା ଅପହଞ୍ଚ
ଛେଣ୍ଡିପଦା,୨୧।୧(ସ୍ବ.ପ୍ର.) ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇଥିବା ଛେଣ୍ଡିପଦା ବ୍ଲକର ବଡ଼ମୂଳ ଗ୍ରାମବାସୀଙ୍କୁ ମୌଳିକ ସୁବିଧା ଏଯାଏ ମିଳିନାହିଁ। ବିଶେଷକରି ଗଁ। କୁ ସଂଯୋଗ କରୁଥିବା ମାଟିରାସ୍ତାକୁ ସବୁଦିନିଆ ରାସ୍ତାରେ ପରିଣତ କରିବା ପାଇଁ ବାରମ୍ବାର ଦାବି କରାଯାଉଥିଲେ...
ସଞ୍ଚୟ ଦିଦିଙ୍କ ଠିକଣା ମହାନଦୀ ପଠା
ଅନୁଗୋଳ ସହର,୨୧।୧ ହାତ ଗଣତି କେତେଜଣଙ୍କୁ ବାଦ୍ ଦେଲେ ବାକି ପ୍ରାୟତଃ ମୂଲିଆ ଶ୍ରେଣୀର ଲୋକ। କେଉଁଠି କିଛି ମୂଲ ଲାଗିଲେ ସେମାନଙ୍କ ହାତକୁ ଆସେ ଦୁଇପଇସା। ସେଥିରୁ ପରିବାରର ପେଟ ପାଇଁ ରଖି ଅଳ୍ପ ସଞ୍ଚୟ କରିବାକୁ ଇଚ୍ଛା...
ନାରୀଙ୍କ ଉଦାହରଣ ସାଜିଛନ୍ତି ସୁମିତ୍ରା
ବ୍ରହ୍ମପୁର ଅଫିସ,୨୧ା୧-ରେଶମନଗରୀ ମହିଳାମାନେ ସର୍ବଦା ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଥାନ୍ତି ା ଅନ୍ୟ ଉପରେ ନିର୍ଭର ନ କରି ନିଜେ ସ୍ବାବଲମ୍ବୀ ହୋଇ ପରିବାର ସମ୍ଭାଳୁଛନ୍ତି ସୁମିତ୍ରା ପାତ୍ର। ବ୍ରହ୍ମପୁର ଗେଟବଜାରସ୍ଥିତ ବିଲସାହିର ସୁମିତ୍ରା ଅନ୍ୟ ନାରୀଙ୍କ ପାଇଁ...
ହୁମ୍ମା ଶୁଖୁଆ ହାଟରେ ମହିଳା ବ୍ୟବସାୟୀଙ୍କୁ ଶୋଷଣ
ଛତ୍ରପୁର,୨୧ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ହୁମ୍ମା ଶୁଖୁଆ ହାଟରେ ବ୍ୟବସାୟୀମାନଙ୍କୁ ପାନୁ ଆଦାୟ ନଁାରେ ଶୋଷଣ କରାଯାଉଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କଲେ ଧମକ ଚମକଠାରୁ ଆରମ୍ଭ କରି ଶୁଖୁଆ କୁଣ୍ଡି ଫିଙ୍ଗି ଦିଆଯାଇଛି ା ଏପରିକି ୧୨ ତାରିଖରେ ଜଣେ...
ଶିକ୍ଷାବିତ୍ ତାରାପ୍ରସାଦ ମହାପାତ୍ରଙ୍କ ପରଲୋକ
ବ୍ରହ୍ମପୁର ଅଫିସ,୨୧।୧: ବରିଷ୍ଠ ଶିକ୍ଷାବିତ୍ ତଥା ସ୍ବର୍ଗତ ପଣ୍ଡିତ ବାଇକୋଳି ମହାପାତ୍ର(ଜ୍ୟୋତିଷ ବିଶାରଦ)ଙ୍କ ପୁତ୍ର ତାରାପ୍ରସାଦ ମହାପାତ୍ରଙ୍କ(୮୫)ର ସୋମବାର ପରଲୋକ ଘଟିଛି। ସ୍ବର୍ଗତ ମହାପାତ୍ର ଖଲ୍ଲିକୋଟର ରାମଚନ୍ଦ୍ର ବିଜ୍ଞାନ ମହାବିଦ୍ୟାଳୟ, ବ୍ରହ୍ମପୁର ସିଟି କଲେଜ, ବୀରମିତ୍ରପୁର ମହାବିଦ୍ୟାଳୟ ଏବଂ ଗୁଣପୁର...
୨୨ରେ ସୁରଟରେ ଓଡ଼ିଶା ମହୋତ୍ସବ: ଛତ୍ରପୁର ବିଧାୟକ ସମ୍ବର୍ଦ୍ଧିତ
ଛତ୍ରପୁର,(ଡି.ଏନ୍.ଏ.)/ବ୍ରହ୍ମପୁର ଅଫିସ,୨୧ା୧- ଗୁଜରାଟ ରାଜ୍ୟ ସୁରଟର ଆମରୋଲିରେ ୨୨ ତାରିଖରେ ଓଡିଶା ମହୋତ୍ସବ ଅନୁଷ୍ଠିତ ହେବ ା ଏହାକୁ ଓଡିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଉଦ୍ଘାଟନ କରିବେ ା ମୁଖ୍ୟ ଅତିଥି ଭାବେ ଜଙ୍ଗଲ ଓ ପରିବେଶ...
୫ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ନିଯୁକ୍ତ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୨୦।୧(ବ୍ୟୁରୋ): ସୋମବାର ରାଜ୍ୟର ୫ଟି ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ଲୋପାମୁଦ୍ରା ମହାନ୍ତି ଓୟୁଏଟି, ଶ୍ୟାମଳୀ ମହାପାତ୍ର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ, ସୀତାରାମ ପଟେଲ ସମ୍ବଲପୁର ବିଶ୍ୱବିଦ୍ୟାଳୟ, ସହଦେବ ସାମଧିଆଙ୍କୁ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ, ବ୍ରହ୍ମାନନ୍ଦ ବେହେରାଙ୍କୁ...
ଜାତିଗତ ଜନଗଣନାକୁ ସ୍ବାଗତ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କଲା ତୈଳିକ ବୈଶ୍ୟ ସମାଜ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଜାତିଗତ ଜନଗଣନା ପାଇଁ ରାଜ୍ୟ କ୍ୟାବିନେଟରେ ସଂକଳ୍ପ ପାରିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି ପଦକ୍ଷେପକୁ ତୈଳିକ ବୈଶ୍ୟ ସମାଜ ପକ୍ଷରୁ ସ୍ବାଗତ କରାଯାଇଛି। ପଛୁଆବର୍ଗର ବିକାଶ ପାଇଁ ସରକାର ଏଭଳି ଦୃଢ ପଦକ୍ଷେପ ନେଇଥିବାରୁ ସୋମବାର...
Archives


