ରାଜ୍ୟ

କରୋନା ଡ୍ୟୁଟିକୁ ମନା କଲେ ଜେଲ

ଛତ୍ରପୁର,୨ା୬(ଡି.ଏନ.ଏ.)-କରୋନା ସଂକ୍ରମଣକୁ ସମ୍ପୂର୍ଣ୍ଣ ପ୍ରତିହତ କରାଯିବ। ଜୁନ ମାସରେ କଟକଣା ବଳବତ୍ତର ରହିବ। ବିନା ମାସ୍କରେ ବାହାରେ ବୁଲିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ । ସବୁ ଦୋକାନୀ ଗ୍ରାହକଙ୍କର ବିବରଣୀ ଲିପିବଦ୍ଧ କରିବେ। ଦୋକାନରେ ସାମାଜିକ ଦୂରତ୍ୱ ରକ୍ଷା ସହ ବାହାରେ ଗୋଲେଇ…

ଏସ୍‌ଏଚ୍‌ଜି ଦ୍ୱାରା ଅଣ୍ଡା ବଣ୍ଟନ ନିଷ୍ପତ୍ତି ପ୍ରତ୍ୟାହାର: ଅଙ୍ଗନୱାଡି କେନ୍ଦ୍ରକୁ ମିଳିଲା ଦାୟିତ୍ୱ

ବ୍ରହ୍ମପୁର ଅଫିସ,୨ା୬-ଗଞ୍ଜାମ ଜିଲା ଅଙ୍ଗନୱାଡି କେନ୍ଦ୍ରକୁ ସ୍ବୟଂସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଦ୍ୱାରା ଅଣ୍ଡା ବଣ୍ଟନ ନିଷ୍ପତ୍ତିକୁ ସୋମବାର ଜିଲାପାଳ ପ୍ରତ୍ୟାହାର କରିଛନ୍ତି ା ଏସ୍‌ଏଚ୍‌ଜିଠାରୁ ଅଣ୍ଡା ବଣ୍ଟନ ଦାୟିତ୍ୱ ପ୍ରତ୍ୟହାର କରାଯାଇ ଅଙ୍ଗନୱାଡିକୁ ଦିଆଯିବାକୁ ଜିଲାପାଳ ନିର୍ଦ୍ଦେଶନାମାରେ ଉଲ୍ଳେଖ କରିଥିବା ଜଣାପଡିଛି ା ସୂଚନାଯୋଗ୍ୟ,…

ନୂଆ ଥାଇ ବି ପୁରୁଣା ସାହା

ଛେଣ୍ଡିପଦା, ୨।୬(ସ୍ବ.ପ୍ର.) – ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ୩ ବର୍ଷ ତଳୁ ନିର୍ମାଣ ସରିଛି ପୋଲ। ହେଲେ ଆପ୍ରୋଚ ରୋଡ୍‌ ସମ୍ପୂର୍ଣ୍ଣ ହୋଇପାରି ନ ଥିବାରୁ ତାହା ବ୍ୟବହାରରେ ଲାଗି ପାରୁନାହିଁ। ଫଳରେ ପୂର୍ବରୁ ଯେଉଁ ପୁରୁଣା ବିପଦସଙ୍କୁଳ…

ମଣ୍ଡିରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ୍‌/ସରଣ୍ଡା,୨।୬ ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଥିବାବେଳେ କେତେକ ମଣ୍ଡିରେ ଚାଷୀଙ୍କୁ ବହୁ ହଇରାଣ ହରକତ ହେବାକୁ ପଡ଼ୁଛି । ମଣ୍ଡିରେ ପଡ଼ି ରହିଥିବା ଧାନକୁ ଦୀର୍ଘଦିନ ଧରି ମିଲର୍ସ ଉଠାଉ ନଥିବା ଯୋଗୁ ଚାଷୀମାନେ ହଟହଟାର…

ରାତ୍ରକାଳୀନ କର୍ଫ୍ୟୁ : ରାତି ୭ରୁ ସକାଳ ୭ନୁହେଁ, ସକାଳ୫

ଭୁବନେଶ୍ୱର,୧।୬(ବ୍ୟୁରୋ)-ରାତ୍ରକାଳୀନ କର୍ଫ୍ୟୁରେ ସମାନ୍ୟ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ଅପରାହ୍ନରେ ପୋଲିସ ଡିଜିପି ଅଭୟ ଘୋଷଣା କରିଥିଲେ ଯେ, ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଯିବ। ମାତ୍ର ଏବେ ଏଥିରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଏଣିକି ରାତି ୭ଟାରୁ…

ଦିନକରେ ସର୍ବାଧିକ: କରୋନା ଆକ୍ରାନ୍ତ, ସୁସ୍ଥ

ଭୁବନେଶ୍ୱର,୧।୬(ବ୍ୟୁରୋ)-ରାଜ୍ୟରେ ସୋମବାର ୧୫୬ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୪୫ ସୁସ୍ଥ ହୋଇଥିବାବେଳେ ୮୫୦ ଜଣ ଚିକିତ୍ସାଧୀନ ଅଛନ୍ତି। ୭ ଜଣଙ୍କ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୯ କରୋନା ଆକ୍ରାନ୍ତ; ଯାଜପୁରରୁ ସର୍ବାଧିକ

ଭୁବନେଶ୍ୱର, ୧।୬(ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ବହୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଆଶ୍ୱସ୍ତି ଆଣିଛି। ରାଜ୍ୟରେ ସୋମବାର ୧୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ମାସ୍କ ନ ପିନ୍ଧିଲେ ଜରିମାନା ସହ ଗିରଫ କରାଯିବ: ଡିଜିପି

ଭୁବନେଶ୍ୱର, ୧।୬(ବ୍ୟୁରୋ): ବାହାରେ ଛେପ ପକାଇଲେ ଓ ମାସ୍କ ନ ପିନ୍ଧିଲେ ଜରିମାନା ଦେବାକୁ ପଡ଼ିବ। ପ୍ରଥମ ଓ ଦ୍ୱିତୀୟ ଥର ନିୟମ ଭାଙ୍ଗି ଧରାପଡ଼ିଲେ ୫ଶହ ଏବଂ ତୃତୀୟ ଥର ନିୟମ ଭାଙ୍ଗିଲେ ୧ ହଜାର ଟଙ୍କା ଦେବାକୁ ପଡ଼ିବ।…

ଜୁନ୍‌ ୩୦ ଯାଏ ମଲ୍‌, ଧର୍ମାନୁଷ୍ଠାନ ବନ୍ଦ

ଭୁବନେଶ୍ୱର,୧।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୁନ୍‌ ୩୦ ଯାଏ ସପିଂ ମଲ୍‌ ଓ ସମସ୍ତ ଧାର୍ମିକ ଅନୁଷ୍ଠାନ ରହିବା ନେଇ ଘୋଷଣା କରିଛନ୍ତି। ଏହି ସମୟରେ ସିନେମା ହଲ, ଜିମ୍‌ ଓ ସୁଇମିଂ ପୁଲ ମଧ୍ୟ ଖୋଲିବ…

୧୧ ଜିଲାରେ ଶନିବାର, ରବିବାର ଶଟ୍‌ଡାଉନ୍‌

ଭୁବନେଶ୍ୱର,୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସପ୍ତାହକୁ ଦୁଇଦିନିଆ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ରାଜ୍ୟର ୧୧ଟି ଜିଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ବଲାଙ୍ଗୀର ଜିଲାରେ ଜୁନ୍‌…

ଜୁଲାଇ ୩୧ ଯାଏ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର,୧।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୁଲାଇ ୩୧ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ଘୋଷଣା କରିଛନ୍ତି। ଅନ୍‌ଲକ୍‌-୧ ଗାଇଡ୍‌ଲାଇନ୍‌ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଜୁନ୍‌…

ରାତ୍ରକାଳୀନ କର୍ଫ୍ୟୁରେ ହେବନି କୋହଳ: ରାଜ୍ୟରେ ସନ୍ଧ୍ୟା ୭ରୁ ସକାଳ ୭ ଯାଏ ବଳବତ୍ତର

ଭୁବନେଶ୍ୱର,୧ା୬(ବ୍ୟୁରୋ): ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ରାଜ୍ୟ ସରକାର ଏହାକୁ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାର ଜୁନ୍‌ ୧(ସୋମବାର)ଠାରୁ ରାତ୍ରକାଳୀନ କର୍ଫ୍ୟୁକୁ କୋହଳ କରି ରାତି ୯ଟାରୁ ସକାଳ ୫ଟା ଯାଏ ଧାର୍ଯ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri