ରାଜ୍ୟ

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି । ଏନେଇ ବିଧିବଦ୍ଧ ଭାବେ ପ୍ରକାଶିତ ହେବାପରେ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେଇଛନ୍ତି ସଂଯୁକ୍ତା…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨: ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ ଦୁଇଦିନ ତଳେ ମସ୍ତିଷ୍କାଘାତ ଯୋଗୁ ସେ ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କୁ ଆଇସିୟୁରେ ରଖି…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ ମାଝୀ ବୋଲି ଜଣାପଡିଛି । ବଳି ମାଝୀ ଏଥି ପୂର୍ବରୁ ନକ୍ସଲ ମାମଲାରେ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର ଖୋଲିବାରେ ଲାଗିଛି । କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଜଳକଳଙ୍ଗ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର ସଫଳତା ମିଳିଛି । ରବିବାର ସକାଳୁ ପୋଲିସ ଚଢ଼ାଉ କରି ଚୋରା ବାଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ ବେହେରା। ଏମିତି ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି ଅନୁଗୁଳ ଜିଲ୍ଲା ଖମାର ଥାନା…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି): ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି । ସମୁଦ୍ରରେ ସ୍ନାନ କରୁଥିବା ବେଳେ ରିପ୍ କରେଣ୍ଟରେ ବୁଡ଼ିଯାଇଥିଲେ ପାଞ୍ଚଜଣ ପର୍ଯ୍ୟଟକ। ତେବେ…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ ଆଳତି ଓ ପରେ କନିକା ରାଜାଙ୍କ ଦ୍ବାରା ପହିଲି ଘର୍ଷଣ ଲାଗି କରା…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା ଯୋଜନାରେ ବିଛା ଯାଇଥିବା ପାଣି ପାଇପ୍‌ ଫାଟି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର ମିହିର ପ୍ରଧାନ । ସେ ଶିକ୍ଷାକେନ୍ଦ୍ରର ହଷ୍ଟେଲରେ ରହି ପଢ଼ୁଥିବା ବେଳେ ଆଉ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି କୋଟି ଟଙ୍କାର ସମ୍ପତି ନଷ୍ଟ ହୋଇଯାଇଛି । ନିଆଁକୁ ଆୟତ୍ତ କରିବା ପାଇଁ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା ସାମ୍ନାକୁ ଆସିଛି। ଜୀବିତ ଥାଇ ମଧ୍ୟ ସରକାରୀ କାଗଜପତ୍ରରେ ‘ମୃତ’ ସାଜିଥିବା ସାବିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?