ରାଜ୍ୟ

ପୁରୀରେ ଉଚ୍ଛେଦ ବେଳେ ଦୁର୍ଘଟଣା: ଭଙ୍ଗା ଅଂଶ ଛିଟିକି ଜେସିବି ଚାଳକ ଆହତ

ପୁରୀ ଅଫିସ, ୧୯ା୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଚାଲିଛି ଉଚ୍ଛେଦ ଅଭିଯାନ। ଯେଉଁମାନେ ଜମି ବିକ୍ରି କରିସାରିଛନ୍ତି ସେମାନଙ୍କ ଘର ଭଙ୍ଗାଯାଉଛି। ଶନିବାର କାକୁଡ଼ିଖାଇ ଛକରେ ଉଚ୍ଛେଦ କରାଯାଉଥିବା ବେଳେ ଦୁର୍ଘଟଣା ଘଟିଛି। ଏଥିରେ ଆହତ ହୋଇଛନ୍ତି ଉଚ୍ଛେଦ କାର୍ଯ୍ୟରେ...

ସିଦ୍ଧ ମହାବୀର ରେଲଓ୍ବେ ଓଭରବ୍ରିଜ୍‌ ପାଇଁ ଅଧିଗ୍ରହଣ ହେବ ୨.୬୬ ଏକର ଜମି: ମାପଚୁପ ଆରମ୍ଭ, ପୁରୀବାସୀ ଉତ୍ସାହିତ

ପୁରୀ ଅଫିସ,୧୯ା୧: ପୁରୀକୁ ବିଶ୍ୱସ୍ତରୀୟ ସହର କରିବା ଲାଗି ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରି ଦେଇଛନ୍ତି। ଗତ ୧୬ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭ଟି ମେଗା ପ୍ରକଳ୍ପର ଶିଳାନ୍ୟାସ କରିଥିବାବେଳେ ଦୀର୍ଘବର୍ଷ ଧରି ସହରବାସୀଙ୍କ ଆଉ ଏକ ଦାବି...

ସ୍ତ୍ରୀଙ୍କୁ ହତ୍ୟା କରି ପୋତି ଦେଇଥିଲେ: ୧୮ ଦିନ ପରେ ମୃତଦେହ ଉଦ୍ଧାର, ଅଭିଯୁକ୍ତ ସ୍ବାମୀଙ୍କ ସହ ୫ ଅଟକ

ସମ୍ବଲପୁର,୧୮।୧ (ବ୍ୟୁରୋ)- ସମ୍ବଲପୁର ଜିଲା ଧନୁପାଲି ଥାନା ବାହାଲପଡାରେ ଜଣେ ମହିଳାଙ୍କୁ ହତ୍ୟା କରିବା ପରେ ସ୍ବାମୀ ପୋତି ଦେଇଥିଲେ। ଶନିବାର ପୋଲିସ ମାଟି ତଳୁ ତାଙ୍କ ମୃତଦେହକୁ ଉଦ୍ଧାର କରି ଅଭିଯୁକ୍ତ ସ୍ବାମୀ କୁନାଲ ସିଂଙ୍କ ସହ ୫ଜଣଙ୍କୁ...

ପିକ୍‌ନିକ୍‌ ହେଲା କାଳ: ଜଳପ୍ରପାତରେ ଗାଧୋଇବା ବେଳେ ଚାଲିଗଲା ୨ ଛାତ୍ରଙ୍କ ଜୀବନ

ସମ୍ବଲପୁର,୧୮।୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରାଠାରେ ଥିବା ଦେବଝରଣ ପର୍ଯ୍ୟଟନସ୍ଥଳୀକୁ ଶନିବାର ଭିସୁଟ୍‌ ଇଞ୍ଜିନିୟରିଂ ଛାତ୍ର ପିକ୍‌ନିକ୍‌ କରିବାକୁ ଯାଇଥିଲେ। ଜଳପ୍ରପାତରେ ଗାଧୋଉଥିବା ସମୟରେ ବୁଡ଼ିଯିବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୁର୍ଲା ଭିସୁଟ୍‌ କମ୍ପ୍ୟୁଟର ସାଇନ୍ସ ତୃତୀୟ ବର୍ଷ...

ଲୋକମାନ୍ୟ ତିଳକ ଏକ୍ସପ୍ରେସ ଦୁର୍ଘଟଣାର ବିସ୍ତୃତ ତଦନ୍ତ ହେବ

ଭୁବନେଶ୍ୱର,୧୮।୧(ବ୍ୟୁରୋ): କଟକ ନିର୍ଗୁଣ୍ଡି ପାଖରେ ଲୋକମାନ୍ୟ ତିଳକ ଏକ୍ସପ୍ରେସ ଦୁର୍ଘଟଣାର ବିସ୍ତୃତ ତଦନ୍ତ କରାଯିବ ବୋଲି ରେଲଓ୍ବେ ସେଫ୍‌ଟି କମିଶନର ଏ.କେ. ରାୟ ଶନିବାର କହିଛନ୍ତି। ଘଟଣା ସମ୍ପର୍କରେ ଜାଣିବା ଲାଗି ଶୁକ୍ରବାର ସକାଳେ ଘଟଣାସ୍ଥଳକୁ ଯାଇଥିଲୁ। ଦୁର୍ଘଟଣାଦିନ ଯେପରି...

ଆମକୁ କ’ଣ ବାଉନ୍ସର ବଳିଯିବେ, ଡାକିଲେ ୫ହଜାର ଲୋକ ଆସିବେ: ସୁର

ଭୁବନେଶ୍ୱର,୧୮।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ଜଗିବାକୁ ତୀବ୍ର ବିରୋଧ କରିଛନ୍ତି ବିଧାୟକ ସୁର ରାଉତରାୟ। ଶନିବାର ଏ ନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ଦଳୀୟ କାର୍ଯ୍ୟାଳୟକୁ ସେମାନଙ୍କୁ ଆଣିବା ଠିକ୍‌ ହୋଇନାହିଁ। ରାଜନୀତିରେ ଏମିତି ଉଚିତ୍‌ ନୁହେଁ, ଗୁଣ୍ଡା...

ଅସ୍ତ୍ରୋପଚାର ସମୟରେ ପ୍ରସୂତି ମୃତ, ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର

ବରଗଡ଼ ଅଫିସ, ୧୮।୧- ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଶନିବାର କନ୍ୟା ସନ୍ତାନ ଜନ୍ମ ଦେବା ପରେ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଛି। ମୃତା ମହିଳା ଜଣକ ହେଲେ ବରଗଡ଼ ସଦର ଥାନା ଅନ୍ତର୍ଗତ ବେହେରା ଗ୍ରାମର ଉମାକାନ୍ତ ବନଛୋରଙ୍କ...

ହଜିଗଲା ମାନବିକତା: କୁଷ୍ଠ ରୋଗୀ ବୋଲି ମିଳିଲାନି କାନ୍ଧ, ସାଇକେଲରେ ବୁହା ହେଲା ମୃତଦେହ

ପର୍ଲା,(ଡି.ଏନ୍‌.ଏ.),୧୮।୧- ଆଜିର ଅତ୍ୟାଧୁନିକ ସମାଜରେ ମଧ୍ୟ ଅନେକେ ଅନ୍ଧବିଶ୍ୱାସ ଭଳି ସାମାଜିକ ବ୍ୟାଧିଗ୍ରସ୍ତ। ଏପରିକି ସମାଜରେ ମାନବିକତା ଧୀରେ ଧୀରେ ହଜିବାକୁ ବସୁଛି। ଏଭଳି ଅଭାବନୀୟ ଘଟଣା କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକ ଦଣ୍ଡପାଟ ଅଞ୍ଚଳ ଛଞ୍ଚାଣବାହାଳି ପଞ୍ଚାୟତ ବେହେରାଗୁଡାରେ...

ଏଣିକି ବାଇକ୍‌ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲ୍‌ମେଟ ବାଧ୍ୟତାମୂଳକ: ମନ୍ତ୍ରୀ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଟ୍ରାଫିକ୍‌ ନିୟମ କଡ଼ାକଡ଼ି ପାଇଁ ପୁଣି ଥରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଚେତାବନୀ ଦେଇଛନ୍ତି। ଦିଲ୍ଲୀରେ ଅନୁଷ୍ଠିତ ସଡ଼କ ସୁରକ୍ଷା ବୈଠକରୁ ଫେରିବା ପରେ ମନ୍ତ୍ରୀ କହିଛନ୍ତି, ଏଣିକି ବାଇକ୍‌ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲମେଟ...

ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌଠାରେ ଆୟୋଜିତ ସପ୍ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ (ଭାରତ ଅଞ୍ଚଳ) ସମ୍ମିଳନୀରେ ଯୋଗଦେଇଛନ୍ତି ା ଲକ୍ଷ୍ନୌ ବିଧାନଭବନରେ ଆୟୋଜିତ ଏହି ସମ୍ମିଳନୀରେ ଲୋକ ସଭା ଓ ରାଜ୍ୟ ବିଧାନସଭାର ଉପଯୁକ୍ତ...

‘ଡିଜିଟାଲ ମାଧ୍ୟମ ଗଣତନ୍ତ୍ରରେ ସହଭାଗିତା ବୃଦ୍ଧି କରିବ’

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟି ମନ୍ତ୍ର ମଧ୍ୟରେ ଟେକ୍ନୋଲୋଜି(ବୈଷୟିକ ବିଦ୍ୟା) ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଡିଜିଟାଲ ମାଧ୍ୟମ ଦ୍ୱାରା ଲୋକମାନେ ଗଣତନ୍ତ୍ରରେ ସିଧାସଳଖ ଭାଗ ନେଇପାରିବେ। ତେଣୁ ଗଣତନ୍ତ୍ରରେ ଡିଜିଟାଲ ଗୁରୁତ୍ୱ ଅନୁଭବ କରି ରାଜ୍ୟ ସରକାର ସମସ୍ତ ପଦକ୍ଷେପ...

ବାରବାଟୀ-କଟକ ନିର୍ବାଚନୀ ମାମଲାରେ ମୋକିମଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ

କଟକ ଅଫିସ,୧୮ା୧: ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମାମଲାକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ବରିଷ୍ଠ ଆଡଭୋକେଟ ବିଦ୍ୟାଧର ମିଶ୍ର ଶୁକ୍ରବାର ଯୁକ୍ତି ଉପସ୍ଥାପନ କରିଥିଲେ। ଶୁକ୍ରବାର ଶୁଣାଣି ଅଧାରେ ରହିଥିଲା। ମାମଲାର ପରବର୍ତ୍ତୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri