ପୁଞ୍ଜିଲାଲଙ୍କ ଅଡୁଆ ବଢ଼ିଲା
କଟକ ଅଫିସ,୧୮ା୧: ବଲାଙ୍ଗୀର ଜିଲା ପାଟଣାଗଡ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପାଇଁ ଅଡୁଆ ବଢିଛି। ପୁଞ୍ଜିଲାଲଙ୍କ ଜାମିନ ପାଇଁ ତାଙ୍କ ଓକିଲ ହାଇକୋର୍ଟ ଆସିଛନ୍ତି। ବିଚାରପତି ଜଷ୍ଟିସ ଅକ୍ଷୟ କୁମାର ମିଶ୍ର ଏହି ଜାମିନ...
ଧିମେଇଯାଇଛି ଏକାମ୍ର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ
ପୁରୁଣା ଭୁବନେଶ୍ୱର,୧୮ା୧(ଡିଏନ୍ଏ): ଏକାମ୍ର ଶ୍ରୀ ଲିଙ୍ଗରାଜ କ୍ଷେତ୍ରର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ହଠାତ୍ ଧିମେଇ ଯାଇଛି। ମିଳିତ ଉଚ୍ଛେଦ ଟିମ୍ ଶ୍ରୀ ଲିଙ୍ଗରାଜ ମନ୍ଦିର ଓ ଦେବୀ ପାଦହରା ନିକଟରୁ ସରକାରୀ ଅବୈଧ ନିର୍ମାଣ ଉଚ୍ଛେଦ କରିବା ସହ...
ମଦ ପାଇଁ ୮୫ ବର୍ଷର ମା’, ଭଉଣୀଙ୍କୁ ହାଣିଲେ
ଭୁବନେଶ୍ୱର,୧୮ା୧(ବ୍ୟୁରୋ): ମଦ ପାଇଁ ଅନ୍ଧ ପାଲଟିଲେ ନିର୍ଦ୍ଦୟ ପୁଅ। ୮୫ ବର୍ଷର ବୃଦ୍ଧ ମା’ ଓ ୬୮ ବର୍ଷର ଭଉଣୀଙ୍କୁ ଗୋଡାଇ ଗୋଡାଇ ହାଣିଲେ। ଯନ୍ତ୍ରଣାରେ ଛଟପଟ ହେଉଥିଲେ ମଧ୍ୟ ସେମାନଙ୍କୁ ଡାକ୍ତରଖାନାକୁ ନେବାକୁ କେହି ନ ଥିଲେ। ଏୟାରଫିଲ୍ଡ...
ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାରେ ୨୦ ଆହତ
ବାଲେଶ୍ୱର ଅଫିସ,୧୮।୧: ଜାତୀୟ ରାଜପଥ ଖନ୍ତାପଡା ଥାନା ମେଘନା ପେଟ୍ରୋଲ ପମ୍ପ ନିକଟରେ ଶନିବାର ବସ୍ ସହିତ ଟ୍ରକ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨୦ଯାତ୍ରୀ ଆହତ ହୋଇଛନ୍ତି। ସେଥିମଧ୍ୟରୁ ୧୦ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କଲିକତାରୁ...
୭ ଦିନର ଶିଶୁ କନ୍ୟା ଉଦ୍ଧାର
ଜଗତ୍ସିଂହପୁର ଅଫିସ୍, ୧୮ା୧: ଶୁକ୍ରବାର ଜଗତ୍ସିଂହପୁର ଜିଲା ପଳାଶୋଳ ଗ୍ରାମରୁ ଚାଇଲ୍ଡ ଲାଇନ୍ ଓ ଜିଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଏକ ୭ ଦିନର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ପଳାଶୋଳର କବିତା ସାହୁ ଓ ତାଙ୍କ ସ୍ବାମୀ ନିତ୍ୟାନନ୍ଦ...
ଜାତୀୟ ଷ୍ଟ୍ରିଟ୍ ଫୁଡ୍ ଫେଷ୍ଟିଭାଲରେ ବାବୁଲା ଦହିବରା ପୁରସ୍କୃତ
କଟକ ଅଫିସ,୧୮ା୧: ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ୧୧ତମ ଜାତୀୟ ଷ୍ଟ୍ରିଟ୍ ଫୁଡ୍ ଫେଷ୍ଟିଭାଲ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଟକ ଦେଉଳସାହିର ପ୍ରଦୀପ୍ତ କୁମାର ସାହୁ ଓରଫ ବାବୁଲାଙ୍କ ଦହିବରା ଷ୍ଟଲ୍ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ମଧ୍ୟରେ ପ୍ରଥମ ସ୍ଥାନ ହାସଲ...
ଆଧୁନିକୀକରଣ ଯୋଗୁ ପ୍ରଭାବିତ ହେବ ୩ ଟ୍ରେନ୍
ଭୁବନେଶ୍ୱର, ୧୮ା୧ (ବ୍ୟୁରୋ): ରେଳଧାରଣାର ଆଧୁନିକୀକରଣ ତଥା ଦୋହରୀକରଣ କାର୍ଯ୍ୟ ପାଇଁ ପୂର୍ବତଟ ରେଳପଥରେ ୩ଟି ଗୁରୁତ୍ୱପୂର୍ଣ୍ଣ ଟ୍ରେନ୍ର ଚଳାଚଳରେ ପରିବର୍ତ୍ତନ କରାଯିବ। ଦକ୍ଷିଣ କେନ୍ଦ୍ରୀୟ ରେଳପଥ ଅନ୍ତର୍ଗତ ଗୁଁଟୁର ଓ ଗୁଁଟକାଲ ରେଳ ସେକ୍ସନ ମଧ୍ୟରେ ରେଳ ଲାଇନର...
ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଉଛନ୍ତି ଅଧିକାଂଶ ଯୁବପିଢ଼ି
ଭୁବନେଶ୍ୱର,୧୮ା୧(ବ୍ୟୁରୋ): ଦେଶରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାର କ୍ରମଶଃ ବଢ଼ିବାରେ ଲାଗିଛି, ଯେଉଁମାନଙ୍କ ମଧ୍ୟରେ ସର୍ବାଧିକ ୧୮ ରୁ ୩୫ ବର୍ଷର ବୟସ୍କ ବ୍ୟକ୍ତି ରହୁଛନ୍ତି। ଏହାକୁ ନେଇ ବିଶେଷଜ୍ଞମାନେ ଏବେ ଚିନ୍ତାପ୍ରକଟ କରୁଥିବାବେଳେ ବେପରୁଆ ଗାଡ଼ିଚାଳନା, ଖରାପ ରାସ୍ତା ଏବଂ...
ସମୂହ ଆତ୍ମାହୁତି ପାଇଁ ଆଶାୟୀ ଶିକ୍ଷକ ସଂଘର ଚେତାବନୀ
ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ହାଇସ୍କୁଲରେ କ୍ରୀଡ଼ା, ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ହେଉନାହାନ୍ତି। ୨୦୧୯ ସୁଦ୍ଧା ପ୍ରାୟ ୧୫ ହଜାର କ୍ରୀଡ଼ା, ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ପଦବୀ ଖାଲି ଥିଲେ ମଧ୍ୟ ଗଣଶିକ୍ଷା ବିଭାଗ କୌଣସି ପଦକ୍ଷେପ ନେଉନାହିଁ...
୨୦ରୁ ‘କୃଷି ଓଡ଼ିଶା-୨୦୨୦’
ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ରାଜ୍ୟର କୃଷକମାନଙ୍କୁ କୃଷିକ୍ଷେତ୍ରରେ ପ୍ରୟୋଗ ହେଉଥିବା ନୂତନ ଜ୍ଞାନକୌଶଳ ସହିତ ପରିଚିତ କରାଇବା ଲକ୍ଷ୍ୟ ନେଇ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆସନ୍ତା ୨୦ରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି...
ନିୟମ ଉଲ୍ଲଂଘନ ଦେଶର ବିକାଶରେ ବାଧା ସୃଷ୍ଟି କରେ
ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ଭାରତ ବ୍ୟତୀତ ଅନ୍ୟ ଦେଶଗୁଡ଼ିକରେ ଟ୍ରାଫିକ୍ ଲାଇଟ୍ ମାଧ୍ୟମରେ ଟ୍ରାଫିକ୍ ନିୟନ୍ତ୍ରିତ ହୋଇଥାଏ। କିନ୍ତୁ ଭାରତରେ ଟ୍ରାଫିକ୍ ନିୟନ୍ତ୍ରଣ ଲାଗି ପୋଲିସ ନିୟୋଜିତ ହୋଇଥିଲେ ମଧ୍ୟ ଲୋକେ ଟ୍ରାଫିକ୍ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି। ତେଣୁ ମାନସିକତାରେ...
୮ ଟନ୍ ଚୋରି ହାର୍ଡ-କୋକ୍ ଜବତ
ଚୌଦ୍ୱାର,୧୮ା୧(ଡି.ଏନ୍.ଏ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ଚାନ୍ଦୋଳ ଅଞ୍ଚଳରୁ ଚୋରି ହୋଇଥିବା ଏକ ହାର୍ଡ-କୋକ୍ ଟ୍ରକ୍କୁ ଚୌଦ୍ୱାର ପୋଲିସ ୫୫ନମ୍ବର ଜାତୀୟ ରାଜପଥର କଜଳଖଣା ନିକଟସ୍ଥ ଏକ ଢାବା ସମ୍ମୁଖରୁ ଶୁକ୍ରବାର ଉଦ୍ଧାର କରିଛି। ଏହାସହ ଉକ୍ତ ଟ୍ରକ୍ରୁ...
Archives


