ରାଜ୍ୟ

ଶିଶୁଙ୍କ ପାଇଁ କୋଭିଡ଼ ହସ୍ପିଟାଲରେ ସ୍ବତନ୍ତ୍ର ବ୍ୟବସ୍ଥା ଜରୁରୀ

କଟକ ଅଫିସ, ୯ା୪:  ଦେଶରେ ପ୍ରଥମ କରୋନାଜନିତ ଶିଶୁ ମୃତ୍ୟୁ ଖବର ମଙ୍ଗଳବାର ହସ୍ତଗତ ହୋଇଛି। ଗୁଜରାଟର ଜୁନାଗଡରେ ଏକ ୧୪ମାସର ଶିଶୁଠାରେ କରୋନା ଭୂତାଣୁ ଚିହ୍ନଟ ହେବା ପରେ ତାକୁ ଲାଇଭ ସପୋର୍ଟିଂ ସିଷ୍ଟମରେ ରଖି ଚିକିତ୍ସା କରାଯାଇଥିଲା। କିନ୍ତୁ…

ବିନା ମାସ୍କରେ ଘରୁ ବାହାରିଲେ ଜରିମାନା

ଖୋର୍ଦ୍ଧା ଅଫିସ,୯ା୪: ଅତି ଜରୁରୀ ନ ଥିଲେ ଘରୁ ବାହରକୁ ବାହରନ୍ତୁ ନାହିଁ। ଔଷଧ କିଣିବା, ଚିକିତ୍ସାଳୟ ବାହାନାରେ ଏଣିକି ବାଇକ ଧରି ବୁଲିଲେ, କଠୋର ପଦକ୍ଷେପ ଗ୍ରହଣ କରାଯିବ। ଜରରୁୀ କାମରେ ବାହାରିଲେ, ମାସ୍କ, ରୁମାଲ ଗୁଡାଇ ବାହାରନ୍ତୁ। ପନିପରିବା…

ପଟାପୋଲରେ ଚାଲିଛି ସ୍ବାସ୍ଥ୍ୟ ପରୀକ୍ଷା

କଟକ ଅଫିସ୍‌,୯ା୪: ପଟାପୋଲ ଅଞ୍ଚଳକୁ ସିଲ୍‌ କରିବା ପରେ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଉକ୍ତ ଅଞ୍ଚଳକୁ ବିଶୋଧନ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ନିୟମିତ ବିଶୋଧନ ସ୍ପ୍ରେ କରାଯାଉଛି। ସେହି ଅଞ୍ଚଳରେ ବସବାସ କରୁଥିବା ପ୍ରାୟ ୧୦ ହଜାରରୁ ଅଧିକ…

କୁଜଙ୍ଗ ଓକିଲ ସଂଘ କର୍ମକର୍ତ୍ତାଙ୍କୁ ନୋଟିସ୍‌

କଟକ ଅଫିସ୍‌,୯ା୪: ଆଇନ୍‌ଜୀବୀଙ୍କୁ ଆର୍ଥତ୍କ ସହାୟତା ନେଇ ବିଭ୍ରାନ୍ତିକର ତଥ୍ୟ ପ୍ରଦାନ ଅଭିଯୋଗ। ହ୍ବାଟସ୍‌ଆପ୍‌ରେ ଏଭଳି ତଥ୍ୟ ପଠାଇ ଫସିଛନ୍ତି କୁଜଙ୍ଗ ଓକିଲ ସଂଘର ସାଧାରଣ ସମ୍ପାଦକ ସଞ୍ଜୟ କୁମାର ବେହେରା ଏବଂ କାର୍ଯ୍ୟକାରୀ କମିଟି ସଦସ୍ୟ କୈଳାସ ଚନ୍ଦ୍ର ମହାପାତ୍ର।…

ବାଇପାସ୍‌ ରାସ୍ତାରେ ହୋଲ୍‌ସେଲ ପରିବା ମାର୍କେଟ

ପୁରୀ ଅଫିସ,୯ା୪: ପୁରୀ ଜିଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଅଧିକ ସତର୍କ ହୋଇଯାଇଛି ଜିଲା ପ୍ରଶାସନ। ଆଗକୁ ଯେପରି ଏହି ସଂଖ୍ୟା ବୃଦ୍ଧି ନ ଘଟେ ସେଥିଲାଗି ପ୍ରଶାସନିକ ଅଧିକାରୀ ପ୍ରଚେଷ୍ଟା ଜାରି ରଖିଛନ୍ତି। ତେବେ ସାମାଜିକ ଦୂରତାକୁ…

ହଇରାଣ ହେଉଛନ୍ତି ୨ହଜାର ମତ୍ସ୍ୟଜୀବୀ ପରିବାର

ପୁରୀ ଅଫିସ,୯ା୪: ପୁରୀ ପେଣ୍ଠକଟା ଅଞ୍ଚଳରେ ପ୍ରାୟ ୧୦ ହଜାରରୁ ଅଧିକ ମତ୍ସ୍ୟଜୀବୀ ପରିବାର ରହୁଛନ୍ତି । ଯେଉଁମାନଙ୍କର ମୁଖ୍ୟ ବେଉସା ହେଉଛି ମାଛ ମାରିବା । ସମୁଦ୍ରରୁ ମାଛ ମାରି ଏହାକୁ ବିକ୍ରି କଲେ ସେମାନଙ୍କ ପରିବାର ଚଳେ। ହେଲେ…

ରିଲିଫ ପାଣ୍ଠିକୁ ପୁରୀ-ନିମାପଡ଼ା ସମବାୟ ବ୍ୟାଙ୍କ ଦେଲା ୫ ଲକ୍ଷ

ପୁରୀ ଅଫିସ,୯ା୪: ବିଶ୍ୱ ମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯାଇପାରିବ ସେଥିପାଇଁ ସମଗ୍ର ଦେଶରେ ୨୧ଦିନିଆ ଲକ୍‌ଡାଉନ ଚାଲିଛି। ବୁଧବାର ଲକ୍‌ଡାଉନକୁ ୧୫ଦିନ ବିତିଯାଇଛି। ଲକ୍‌ଡାଉନ ଯୋଗୁ ଦେଶର ଅର୍ଥନୀତି ଉପରେ ଏହାର ବିଶେଷ ପ୍ରଭାବ ପଡ଼ିଛି। ତେଣୁ ଏଭଳି…

ପଦଚାଳିତ ହାତସଫା ମେଶିନ୍‌ ରଖିବ ସ୍ବଚ୍ଛ

ଜଟଣୀ,୯ା୪(ଡି.ଏନ.ଏ): କୋଭିଡ-୧୯ ମୁକାବିଲା ଓ ରେଳ କର୍ମଚାରୀଙ୍କୁ ଏହି ଭୂତାଣୁ ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଖୋର୍ଦ୍ଧାରୋଡ଼ ରେଳ ଡିଭିଜନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏହି ଡିଭିଜନ ଅନ୍ତର୍ଗତ ଅନୁଗୋଳ ଲୋକୋଶେଡ୍‌ରେ ନିଜସ୍ବ ସାଧନରେ ପଦଚାଳିତ ହାତସଫା ମେଶିନ୍‌ ଉତ୍ପାଦନ…

ଅଧକୋଟିରୁ ଊର୍ଦ୍ଧ୍ୱ ଟଙ୍କା ହରାଇଲାଣି ଶ୍ରୀମନ୍ଦିର

ପୁରୀ ଅଫିସ,୯ା୪: ବିଶ୍ୱ ମହାମାରୀ କରୋନାକୁ ନେଇ ଏବେ ସବୁଆଡେ ଆତଙ୍କ। ସମଗ୍ର ବିଶ୍ୱ ଏବେ କରୋନା ସହିତ ଲଢ଼େଇ କରୁଛି। ଭାରତ ବି ଏଦିଗରେ ପ୍ରାଣମୂର୍ଚ୍ଛା ଚେଷ୍ଟା ଚଳାଇଛି। ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢୁଥିବାବେଳେ ଏବେ ସାରା…

ମୋ ବସ୍‌ ଷ୍ଟାଣ୍ଡ୍‌ ଏବେ ପରିବା ଦୋକାନ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ସାମାଜିକ ଦୂରତ୍ୱକୁ ବଜାୟ ରଖିବା ସହ ସଂକ୍ରମଣକୁ ଏଡ଼ାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଲୋକଙ୍କ ପାଇଁ ନୂଆ ବ୍ୟବସ୍ଥା କରିଛି। ଭୁବନେଶ୍ୱରର ପ୍ରାୟ ସମସ୍ତ ମୋ ବସ୍‌ ଷ୍ଟାଣ୍ଡ୍‌କୁ ପରିବା ଦୋକାନ ଭାବେ ବ୍ୟବହାର କରାଯାଇଛି।…

ଦିଲ୍ଲୀରେ ଓଡ଼ିଆ ଶ୍ରମିକଙ୍କ ପାଇଁ ଲଢୁଛି ଓଡ଼ିଆ ସମାଜ

ଭୁବନେଶ୍ୱର,୯ା୪(ବ୍ୟୁରୋ): କୋଭିଡ-୧୯ ଏବେ ବିଶ୍ୱ ମହାମାରୀ ରୂପ ନେଇଥିବାବେଳେ ଏହାର କଡ଼ା ମୁକାବିଲା କରିବା ନିମନ୍ତେ ସମଗ୍ର ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ରହିଛି। ରୋଜଗାର ପାଇଁ ଯାଇ ବିଭିନ୍ନ ରାଜ୍ୟରେ କାର୍ଯ୍ୟ କରୁଥିବା ହଜାର ହଜାର ଓଡ଼ିଆ ଲକ୍‌ଡାଉନ୍‌ରେ…

ଆବଦ୍ଧ ଅଞ୍ଚଳର ଦୈନିକ ୫୦ ପ୍ରତିଶତ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହେଉଛି

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଭୁବନେଶ୍ୱରରେ ୩୪ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୂର୍ଯ୍ୟନଗର, ବମିଖାଲ, ସତ୍ୟନଗର, ସୁନ୍ଦରପଦା ଓ ଯଦୁପୁର ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ ଘୋଷଣା ସହ ସିଲ୍‌ କରାଯାଇଛି। ଏଥିସହ କେନ୍ଦ୍ରିୟ ଗୋଇନ୍ଦା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri