ରାଜ୍ୟ

୭ ଦିନର ଶିଶୁ କନ୍ୟା ଉଦ୍ଧାର

ଜଗତ୍‌ସିଂହପୁର ଅଫିସ୍‌, ୧୮ା୧: ଶୁକ୍ରବାର ଜଗତ୍‌ସିଂହପୁର ଜିଲା ପଳାଶୋଳ ଗ୍ରାମରୁ ଚାଇଲ୍ଡ ଲାଇନ୍‌ ଓ ଜିଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଏକ ୭ ଦିନର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ପଳାଶୋଳର କବିତା ସାହୁ ଓ ତାଙ୍କ ସ୍ବାମୀ ନିତ୍ୟାନନ୍ଦ...

ଜାତୀୟ ଷ୍ଟ୍ରିଟ୍‌ ଫୁଡ୍‌ ଫେଷ୍ଟିଭାଲରେ ବାବୁଲା ଦହିବରା ପୁରସ୍କୃତ

କଟକ ଅଫିସ,୧୮ା୧: ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ୧୧ତମ ଜାତୀୟ ଷ୍ଟ୍ରିଟ୍‌ ଫୁଡ୍‌ ଫେଷ୍ଟିଭାଲ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଟକ ଦେଉଳସାହିର ପ୍ରଦୀପ୍ତ କୁମାର ସାହୁ ଓରଫ ବାବୁଲାଙ୍କ ଦହିବରା ଷ୍ଟଲ୍‌ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ମଧ୍ୟରେ ପ୍ରଥମ ସ୍ଥାନ ହାସଲ...

ଆଧୁନିକୀକରଣ ଯୋଗୁ ପ୍ରଭାବିତ ହେବ ୩ ଟ୍ରେନ୍‌

ଭୁବନେଶ୍ୱର, ୧୮ା୧ (ବ୍ୟୁରୋ): ରେଳଧାରଣାର ଆଧୁନିକୀକରଣ ତଥା ଦୋହରୀକରଣ କାର୍ଯ୍ୟ ପାଇଁ ପୂର୍ବତଟ ରେଳପଥରେ ୩ଟି ଗୁରୁତ୍ୱପୂର୍ଣ୍ଣ ଟ୍ରେନ୍‌ର ଚଳାଚଳରେ ପରିବର୍ତ୍ତନ କରାଯିବ। ଦକ୍ଷିଣ କେନ୍ଦ୍ରୀୟ ରେଳପଥ ଅନ୍ତର୍ଗତ ଗୁଁଟୁର ଓ ଗୁଁଟକାଲ ରେଳ ସେକ୍ସନ ମଧ୍ୟରେ ରେଳ ଲାଇନର...

ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଉଛନ୍ତି ଅଧିକାଂଶ ଯୁବପିଢ଼ି

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ଦେଶରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାର କ୍ରମଶଃ ବଢ଼ିବାରେ ଲାଗିଛି, ଯେଉଁମାନଙ୍କ ମଧ୍ୟରେ ସର୍ବାଧିକ ୧୮ ରୁ ୩୫ ବର୍ଷର ବୟସ୍କ ବ୍ୟକ୍ତି ରହୁଛନ୍ତି। ଏହାକୁ ନେଇ ବିଶେଷଜ୍ଞମାନେ ଏବେ ଚିନ୍ତାପ୍ରକଟ କରୁଥିବାବେଳେ ବେପରୁଆ ଗାଡ଼ିଚାଳନା, ଖରାପ ରାସ୍ତା ଏବଂ...

ସମୂହ ଆତ୍ମାହୁତି ପାଇଁ ଆଶାୟୀ ଶିକ୍ଷକ ସଂଘର ଚେତାବନୀ

ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ହାଇସ୍କୁଲରେ କ୍ରୀଡ଼ା, ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ହେଉନାହାନ୍ତି। ୨୦୧୯ ସୁଦ୍ଧା ପ୍ରାୟ ୧୫ ହଜାର କ୍ରୀଡ଼ା, ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ପଦବୀ ଖାଲି ଥିଲେ ମଧ୍ୟ ଗଣଶିକ୍ଷା ବିଭାଗ କୌଣସି ପଦକ୍ଷେପ ନେଉନାହିଁ...

୨୦ରୁ ‘କୃଷି ଓଡ଼ିଶା-୨୦୨୦’

ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ରାଜ୍ୟର କୃଷକମାନଙ୍କୁ କୃଷିକ୍ଷେତ୍ରରେ ପ୍ରୟୋଗ ହେଉଥିବା ନୂତନ ଜ୍ଞାନକୌଶଳ ସହିତ ପରିଚିତ କରାଇବା ଲକ୍ଷ୍ୟ ନେଇ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆସନ୍ତା ୨୦ରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି...

ନିୟମ ଉଲ୍ଲଂଘନ ଦେଶର ବିକାଶରେ ବାଧା ସୃଷ୍ଟି କରେ

ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ଭାରତ ବ୍ୟତୀତ ଅନ୍ୟ ଦେଶଗୁଡ଼ିକରେ ଟ୍ରାଫିକ୍‌ ଲାଇଟ୍‌ ମାଧ୍ୟମରେ ଟ୍ରାଫିକ୍‌ ନିୟନ୍ତ୍ରିତ ହୋଇଥାଏ। କିନ୍ତୁ ଭାରତରେ ଟ୍ରାଫିକ୍‌ ନିୟନ୍ତ୍ରଣ ଲାଗି ପୋଲିସ ନିୟୋଜିତ ହୋଇଥିଲେ ମଧ୍ୟ ଲୋକେ ଟ୍ରାଫିକ୍‌ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି। ତେଣୁ ମାନସିକତାରେ...

୮ ଟନ୍‌ ଚୋରି ହାର୍ଡ-କୋକ୍‌ ଜବତ

ଚୌଦ୍ୱାର,୧୮ା୧(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ଚାନ୍ଦୋଳ ଅଞ୍ଚଳରୁ ଚୋରି ହୋଇଥିବା ଏକ ହାର୍ଡ-କୋକ୍‌ ଟ୍ରକ୍‌କୁ ଚୌଦ୍ୱାର ପୋଲିସ ୫୫ନମ୍ବର ଜାତୀୟ ରାଜପଥର କଜଳଖଣା ନିକଟସ୍ଥ ଏକ ଢାବା ସମ୍ମୁଖରୁ ଶୁକ୍ରବାର ଉଦ୍ଧାର କରିଛି। ଏହାସହ ଉକ୍ତ ଟ୍ରକ୍‌ରୁ...

ଗଞ୍ଜେଇ ବିକି ସେଲୁନ୍‌ ଦୋକାନୀ ଗିରଫ

ବାରଙ୍ଗ,୧୮ା୧(ଡି.ଏନ.ଏ): ସେଲୁନ୍‌ ଦୋକାନରେ ଗଞ୍ଜେଇ ବିକିବାବେଳେ ଶୁକ୍ରବାର ପୋଲିସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି ଦୋକାନ ମାଲିକ। ସେ ହେଲେ ନନ୍ଦନକାନନ ଥାନା ଅନ୍ତର୍ଗତ ପଦା ସାହି ଗ୍ରାମର ଅମୂଲ୍ୟ ବାରିକ। ଏ ନେଇ ପୋଲିସ ଅମୂଲ୍ୟଙ୍କଠାରୁ ୧କେଜି ୧୪୭ଗ୍ରାମ...

ନିଯୁକ୍ତି ଦାବିରେ କାରଖାନା ଆଗରେ ଧାରଣା

ଖୁଣ୍ଟୁଣୀ,୧୮ା୧( ଡି.ଏନ.ଏ .): ଖୁଣ୍ଟୁଣୀ ଥାନା ଅଧୀନ ରାଧାଶ୍ୟାମପୁରଠାରେ ପ୍ରତିଷ୍ଠିତ ଏକ ସିମେଣ୍ଟ କାରଖାନାକୁ ଜମି ଦେଇ ନିଯୁକ୍ତି ଓ ଅନ୍ୟାନ୍ୟ ସୁବିଧା ପାଇ ନ ଥିବା ୪୦ରୁ ଊର୍ଦ୍ଧ୍ୱ ପରିବାର ଶୁକ୍ରବାର କାରଖାନାର ମୁଖ୍ୟ ଫାଟକ ଆଗରେ ଧାରଣା...

ବ୍ରହ୍ମଗିରିରେ ସେସୁର ବିଦ୍ୟୁତ୍‌ କାଟ୍‌ ଆରମ୍ଭ: ୧୦ଜଣଙ୍କ ଲାଇନ୍‌ କଟିଲା

ବ୍ରହ୍ମଗିରି,୧୮ା୧(ଡି.ଏନ.ଏ): ବ୍ରହ୍ମଗିରି ଅଞ୍ଚଳରେ ବକେୟା ବିଦ୍ୟୁତ ବିଲ୍‌ ପୈଠ କରି ନ ଥିବା ଗ୍ରାହକଙ୍କର ବିଦ୍ୟୁତ୍‌ କାଟ୍‌ ଶୁକ୍ରବାରଠାରୁ ଆରମ୍ଭ କରିଛି ସେସୁ। ପ୍ରଥମେ ବ୍ୟବସାୟିକ ଅନୁଷ୍ଠାନଗୁଡିକର ବିଦ୍ୟୁତ୍‌ କାଟ୍‌ କରାଯାଉଥିବାବେଳେ ଦୁଇଦିନ ପରେ ଘରୋଇ ଗ୍ରାହକଙ୍କ ବିଦ୍ୟୁତ କାଟ୍‌...

ଖୁଣ୍ଟୁଣୀ କଲେଜରେ ସଡ଼କ ସୁରକ୍ଷା ସପ୍ତାହ

ଖୁଣ୍ଟୁଣୀ,୧୮ା୧( ଡି.ଏନ.ଏ.): ଖୁଣ୍ଟୁଣୀ କଲେଜ ପରିସରରେ ଶୁକ୍ରବାର ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ରମାନେ ଏକ ସଚେତନତା ଶୋଭାଯାତ୍ରାରେ ବାହାରିଥିଲେ। କଟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ଖୁଣ୍ଟୁଣୀ ଟ୍ରକ୍‌ ମାଲିକ ସଂଘ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri