ବିଏମ୍ସି ଅବସରପ୍ରପ୍ତ କର୍ମଚାରୀ ପାଇବେ ପେନସନ
ବ୍ରହ୍ମପୁର ଅଫିସ,୧୮ା୧-ବ୍ରହ୍ମପୁର ମହାନଗର ନିଗମ ଅବସରପ୍ରାପ୍ତ କର୍ମଚାରୀ ସପ୍ତମ ବେତନ କମିଶନ ସୁପାରିସ ଅନୁସାର ପାଇବେ ପେନ୍ସନ। ରାଜ୍ୟ ସରକାରଙ୍କ ମଞ୍ଜୁରୀପତ୍ର ବିଏମ୍ସିରେ ପହଞ୍ଚତ୍ଛି ଓ ଚଳିତ ମାସରୁ ଲାଗୁ ହେବା ଜଣାପଡ଼ିଛି। ଏହାଦ୍ୱାରା ପ୍ରାୟ ୬ ଶହ ପେନ୍ସନଭୋଗୀ...
୬୨୩୮ ଡ୍ରାଇଭିଂ ଲାଇସେନ୍ସ ବାତିଲ, ୧୨୪୪ ଇ-ଚାଲାଣ
ଛତ୍ରପୁର,୧୮ା୧(ଡି.ଏନ.ଏ.)-ଟ୍ରାଫିକ୍ ନିୟମ ଉଲ୍ଲଂଘନ ନେଇ ଗଞ୍ଜାମ ଜିଲାରେ ଗତ ୨ ବର୍ଷ ମଧ୍ୟରେ ୬୨୩୮ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ଆରଟିଓଙ୍କ ପକ୍ଷରୁ ରଦ୍ଦ କରାଗଲାଣି ା ୨୦୧୮ ରେ ୨୮୬୩ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହୋଇଛି ା ୨୦୧୯...
ବକେୟା ପଡ଼ିଲାଣି ୭୦ ଲକ୍ଷ, ମଧ୍ୟାହ୍ନଭୋଜନରେ ଅଣ୍ଡା ବନ୍ଦ
ଜୟପୁର,୧୮।୧(ଡି.ଏନ୍.ଏ.) ଫୌଜଦାରୀ ମାମଲାରେ କୋରାପୁଟ ଜିଲା ଶିକ୍ଷାଧିକାରୀ ଗିରଫ ଓ ନିଲମ୍ବିତ ହେବା ପରେ ମଧ୍ୟାହ୍ନଭୋଜନ ଖର୍ଚ୍ଚ ବାବଦକୁ ଟଙ୍କା ଉଠାଣ ହୋଇପାରୁ ନାହିଁ। ଫଳରେ ପ୍ରଶାସନ ଉପରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କରୁଥିବା କେନ୍ଦ୍ରୀୟ ରୋଷେଇ ପରିଚାଳନା ସଂସ୍ଥାର ୭୦...
ପଦ୍ମ ପଙ୍କରେ ଲୀନ ହେଲା କଣ୍ଟାସାଗର
ରାୟଗଡ଼(ଗଜପତି),୧୮।୧-ଗଜପତି ଜିଲା ରାୟଗଡ଼ସ୍ଥିତ ଶତାୟୁ ‘କଣ୍ଟାସାଗର’ ପୋଖରୀ ଆଉ ଅଞ୍ଚଳବାସୀଙ୍କ କାମରେ ଲାଗୁନି। ଦିନେ ଅଞ୍ଚଳ ପାଇଁ ଆଶୀର୍ବାଦ ପାଲଟିଥିବା ଏହି ପୋଖରୀ ଏବେ ପଦ୍ମ ପଙ୍କରେ ଭର୍ତ୍ତି ହୋଇ ସମ୍ପୂୂର୍ଣ୍ଣ ନଷ୍ଟ ହୋଇଛି। ରାୟଗଡ଼ ଗ୍ରାମର ଉଭୟ ପାର୍ଶ୍ୱର...
ସରକାରୀ ସୁବିଧାରୁ ବଁଚିତ୍ ସିଦ୍ରିଆ ସମାଜ: ଜାତି, ଭେଲିକେ ନେଇ ଗୁପାରେ ପରଶାସନ
ବିନିକା, ୧୮।୧ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂହିଯୁବା ପଁଚେତ୍ ଅଧୀନ ଜାମପାଲି ଗଁାର କେନାଲ ପଡ଼ା, ଟାଙ୍ଗର ପଡ଼ା ଆର ଜଙ୍ଗଲ ପଡ଼ାରେ ଅନେକ ବଛର ହେଲା ରହିଆସୁଛନ୍ ସିଦ୍ରିଆ ସମାଜର ୫୦ ପରିବାରର ପାଖାପାଖି ୩ଶହ...
ସରକାରୀ ଯୋଜନାରୁ ବଁଚିତ୍ ବୁରୁଧ୍ ବାସନ୍ତି
କଲମପୁର, ୧୮।୧ (ଡି.ଏନ୍.ଏ)- କଳାହାଣ୍ଡି ଜିଲା କଲମପୁର ବ୍ଲକ ପଣ୍ଡିଗଁା ପଁଚେତ୍ ଅଧୀନ ପାତ୍ରବସା ଗାଁର ବାସନ୍ତି ପୁଝାରୀ(୬୫)। ଅନେକ ଦିନ୍ ହେଲା ଆପ୍ନେ ଆର ଗୁଟେବଲି ପୁଓକେ ହରେଇ ସେ ଭାଂଗି ପଡ଼ିଛନ୍। ଏନ୍ତା ପରିସ୍ଥିତିରେ ସେ...
ଗୟାଧରକୁଁ ଚିକିତ୍ସା ଲାଗି ପଠାଲା ପର୍ଶାସନ
ପର୍ଲା, ୧୮।୧ (ଡି.ଏନ୍.ଏ)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁାର ଗୟାଧର ଲୋହାର(୨୫)କୁଁ ପରଶାସନ ଶୁକୁରବାର ଉଧାର କରି ଚିକିଛା ଲାଗି ଜିଲା ମୁଖିଆ ଡାକ୍ତରଖାନା ଭବାନୀପାଟଣାକେ ପଠେଇଛେ। ଇ ବାବ୍ଦେ ଲାଗ୍ଲାଗ୍ ଧରିତ୍ରୀରେ ଖବର ବାହାରଲାରୁ ଥାନୀଅ...
ନୂପୁର ନୃତ୍ୟ ସଙ୍ଗୀତ ଉତ୍ସବ ଦ୍ୱିତୀୟ ଦିବସ: କୁଚିପୁଡି, ଢାପ, ଗୋଟିପୁଅ ନୃତ୍ୟ ଆକର୍ଷଣ ସାଜିଲା
ଦେବଗଡ଼, ୧୮।୧(ଡି.ଏନ୍.ଏ.)- ଦେବଗଡ଼ ଜିଲାର ଅଗ୍ରଣୀ ରୁମୁକୁଝୁମା ସାଂସ୍କୃତିକ ଅନୁଷ୍ଠାନ ଓ ଭକ୍ତବନ୍ଧୁ ଟ୍ରଷ୍ଟ ମିଳିତ ଆନୁକୂଲ୍ୟରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ଜିଲାସ୍ତରୀୟ ନୂପୁର ନୃତ୍ୟ ସଙ୍ଗୀତ ଉତ୍ସବ ଶୁକ୍ରବାର ଦ୍ୱିତୀୟ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ହୋଇଥିଲା। ଅନୁଷ୍ଠାନର...
ରୋଗ୍ରେ ପଡ଼ି ଅକରମା ଗଜିନ୍ଦ୍ର: ସରକାରୀ ସାହାଯ୍ ଆଶ୍ରେ ପରିବାର
ଲୋଇସିଂହା,୧୮।୧(ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟା ଗଁାର ଗଜିନ୍ଦ୍ର କୁମ୍ଭାର(୪୭)। ଆଏଜ୍କେ ୫ ବଛର ହେଲା ପେଟ୍ ବେମାରୀରେ ପୀଡ଼ିତ ଅଛନ୍। ଅପରେଶନ ଉତାରୁ ବି ସେ ଠିକ୍ ନାଇଁହେବାର। ସେ ଅକରମା ହେଇ ଘରେ ପଡ଼ିରହିଛନ୍।...
ଦୈତାରୀରେ ଦନ୍ତା ଆତଙ୍କ: ଘର ଭାଙ୍ଗିଲା, ଆକ୍ରମଣରେ ସିଆଇଏସ୍ଏଫ୍ ଯବାନ ଗୁରୁତର
କେନ୍ଦୁଝର,୧୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଦୈତାରୀ ଖଣି ଅଞ୍ଚଳରେ ପ୍ରଥମେ ବାଘ ପରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ହାତୀ ଉପଦ୍ରବରେ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ବେଳେ ଜଣେ ସିଆଇଏସ୍ଏଫ୍ ଯବାନ ଗୁରୁତର ଆହତ ହୋଇଛନ୍ତି। ଯବାନଜଣକ...
ସାଢ଼େ ଚାରି କୋଟି ଓଡ଼ିଆ ମୋ ପରିବାର, ସେମାନଙ୍କୁ ସମସ୍ତ ସୁଖ ସୁବିଧା ମିଳୁ ବୋଲି ମୁଁ ଚାହେଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୧(ବ୍ୟୁରୋ): ସାଢ଼େ ଚାରି କୋଟି ଓଡ଼ିଶାବାସୀ ମୋ ପରିବାର। ସେମାନଙ୍କ ଜୀବନଧାରଣର ମାନରେ ପରିବର୍ତ୍ତନ ଆଣିବା ଲାଗି କାମ କରିବା ଉଚିତ। ଆମ ସରକାର ଉପରେ ଜନସାଧାରଣଙ୍କ ଅତୁଟ ଆଶା ଓ ବିଶ୍ୱାସ ରହିଛି। ସାଧାରଣ ଲୋକଙ୍କ ଇଚ୍ଛା, ବିଶ୍ୱାସକୁ...
କଂଗ୍ରେସ ଭବନରେ ଇତିଶଙ୍କ ଧାରଣା
ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟ କଂଗ୍ରେସ ଭବନରେ ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟିକୁ ନେଇ ଛାତ୍ର କଂଗ୍ରେସର ପୂର୍ବତନ ଆବାହକ ଇତିଶ ପ୍ରଧାନ ଶୁକ୍ରବାର ଧାରଣାରେ ବସିଛନ୍ତି। ସାଧାରଣ ନିର୍ବାଚନ ପରବର୍ତ୍ତୀ ବୈଠକ ବସିଥିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି...
Archives


