ରାଜ୍ୟ

ନୂପୁର ନୃତ୍ୟ ସଙ୍ଗୀତ ଉତ୍ସବ ଦ୍ୱିତୀୟ ଦିବସ: କୁଚିପୁଡି, ଢାପ, ଗୋଟିପୁଅ ନୃତ୍ୟ ଆକର୍ଷଣ ସାଜିଲା

ଦେବଗଡ଼, ୧୮।୧(ଡି.ଏନ୍‌.ଏ.)- ଦେବଗଡ଼ ଜିଲାର ଅଗ୍ରଣୀ ରୁମୁକୁଝୁମା ସାଂସ୍କୃତିକ ଅନୁଷ୍ଠାନ ଓ ଭକ୍ତବନ୍ଧୁ ଟ୍ରଷ୍ଟ ମିଳିତ ଆନୁକୂଲ୍ୟରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ଜିଲାସ୍ତରୀୟ ନୂପୁର ନୃତ୍ୟ ସଙ୍ଗୀତ ଉତ୍ସବ ଶୁକ୍ରବାର ଦ୍ୱିତୀୟ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ହୋଇଥିଲା। ଅନୁଷ୍ଠାନର...

ରୋଗ୍‌ରେ ପଡ଼ି ଅକରମା ଗଜିନ୍ଦ୍ର: ସରକାରୀ ସାହାଯ୍‌ ଆଶ୍‌ରେ ପରିବାର

  ଲୋଇସିଂହା,୧୮।୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟା ଗଁାର ଗଜିନ୍ଦ୍ର କୁମ୍ଭାର(୪୭)। ଆଏଜ୍‌କେ ୫ ବଛର ହେଲା ପେଟ୍‌ ବେମାରୀରେ ପୀଡ଼ିତ ଅଛନ୍‌। ଅପରେଶନ ଉତାରୁ ବି ସେ ଠିକ୍‌ ନାଇଁହେବାର। ସେ ଅକରମା ହେଇ ଘରେ ପଡ଼ିରହିଛନ୍‌।...

ଦୈତାରୀରେ ଦନ୍ତା ଆତଙ୍କ: ଘର ଭାଙ୍ଗିଲା, ଆକ୍ରମଣରେ ସିଆଇଏସ୍‌ଏଫ୍‌ ଯବାନ ଗୁରୁତର

କେନ୍ଦୁଝର,୧୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଦୈତାରୀ ଖଣି ଅଞ୍ଚଳରେ ପ୍ରଥମେ ବାଘ ପରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ହାତୀ ଉପଦ୍ରବରେ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ବେଳେ ଜଣେ ସିଆଇଏସ୍‌ଏଫ୍‌ ଯବାନ ଗୁରୁତର ଆହତ ହୋଇଛନ୍ତି। ଯବାନଜଣକ...

ସାଢ଼େ ଚାରି କୋଟି ଓଡ଼ିଆ ମୋ ପରିବାର, ସେମାନଙ୍କୁ ସମସ୍ତ ସୁଖ ସୁବିଧା ମିଳୁ ବୋଲି ମୁଁ ଚାହେଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ସାଢ଼େ ଚାରି କୋଟି ଓଡ଼ିଶାବାସୀ ମୋ ପରିବାର। ସେମାନଙ୍କ ଜୀବନଧାରଣର ମାନରେ ପରିବର୍ତ୍ତନ ଆଣିବା ଲାଗି କାମ କରିବା ଉଚିତ। ଆମ ସରକାର ଉପରେ ଜନସାଧାରଣଙ୍କ ଅତୁଟ ଆଶା ଓ ବିଶ୍ୱାସ ରହିଛି। ସାଧାରଣ ଲୋକଙ୍କ ଇଚ୍ଛା, ବିଶ୍ୱାସକୁ...

କଂଗ୍ରେସ ଭବନରେ ଇତିଶଙ୍କ ଧାରଣା

ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟ କଂଗ୍ରେସ ଭବନରେ ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟିକୁ ନେଇ ଛାତ୍ର କଂଗ୍ରେସର ପୂର୍ବତନ ଆବାହକ ଇତିଶ ପ୍ରଧାନ ଶୁକ୍ରବାର ଧାରଣାରେ ବସିଛନ୍ତି। ସାଧାରଣ ନିର୍ବାଚନ ପରବର୍ତ୍ତୀ ବୈଠକ ବସିଥିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି...

ଦାୟିତ୍ୱ ଗ୍ରହଣ କଲେ ସମୀର

ଭୁବନେଶ୍ୱର,୧୭।୧(ବ୍ୟୁରୋ): ଭାଜପାର ନବନିର୍ବାଚିତ ରାଜ୍ୟ ସଭାପତି ସମୀର ମହାନ୍ତି ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଦଳର ପ୍ରମୁଖ ନେତାମାନଙ୍କ ଗହଣରେ ସେ ଦାୟିତ୍ୱ ନେଇଛନ୍ତି। ଏହି ଅବସରରେ ରାଜ୍ୟ ପ୍ରଭାରୀ ଅରୁଣ...

ମହାନଦୀ ଜଳରେ ଭାସୁଛି ନବଜାତ ଶିଶୁପୁତ୍ରର ମୃତଦେହ

ଭାପୁର,୧୭।୧(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଫତେଗଡ଼ ଥାନା କରବର ପଞ୍ଚାୟତ ନଣ୍ଡାବର ଗ୍ରାମ ନିକଟ ମହାନଦୀର ଘାଟତୁଠରେ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ରର ମୃତଦେହ ଭାସୁଥିବା ଦେଖାଯାଇଛି। ଏହା ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ଫତେଗଡ଼ ଥାନା ଏସ୍‌ଆଇ ନିରଞ୍ଜନ...

ଭିଜିଲାନ୍ସ ଜାଲରେ ଭବାନୀପାଟଣା ପୂର୍ବତନ ବିଜେଡି ବିଧାୟକ

ଭବାନୀପାଟଣା,୧୭।୧(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ଭବାନୀପାଟଣାର ପୂର୍ବତନ ବିଜେଡି ବିଧାୟକ ଅନାମ ନାୟକ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳେ ଅନାମଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଅନାମଙ୍କ ଭବାନୀପାଟଣା ନକଟିଗୁଡ଼ା ବାସଭବନ, ମଦନପୁର ରାମପୁରରେ ଥିବା ଏକ...

ମଝି ସମୁଦ୍ରରେ ଫସିଲା ଯାତ୍ରୀବାହୀ ଲଞ୍ଚ୍‌

ରାଜନଗର,୧୭।୧(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ତାଳଚୁଆ ଫେରିଘାଟରୁ ଚାନ୍ଦବାଲି ଯାଉଥିବା ଏକ ସରକାରୀ ଯାତ୍ରୀବାହୀ ଲଞ୍ଚ୍‌ ଘନ କୁହୁଡି ଯୋଗୁ ମଝି ସମୁଦ୍ରରେ ଫସିଯାଇଛି। ଉକ୍ତ ଲଞ୍ଚ୍‌ରେ ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଅଛନ୍ତି। ଲଞ୍ଚ୍‌ର ଜିପିଆରଏସ୍‌ ଖରାପ ଥିବାରୁ ଯୋଗାଯୋଗ ହୋଇପାରୁ...

‘ମୋ ସରକାର’ରେ ସାମିଲ ହେଲା ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ବିଭାଗ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଶିଳ୍ପ ବିଭାଗ ଏବଂ ସୂକ୍ଷ୍ମ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ (ଏମ୍‌ଏସ୍‌ଏମ୍‌ଇ) ‘ମୋ ସରକାର’ରେ ସାମିଲ ହେଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ ଏହା ଘୋଷଣା କରିଛନ୍ତି। ଏହି ଅବସରରେ...

ଭୁବନେଶ୍ୱର ପରିଦର୍ଶନରେ ଆସୁଛନ୍ତି ସଂସଦୀୟ ଷ୍ଟାଣ୍ଡିଂ କମିଟି

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସହରାଞ୍ଚଳ ବିକାଶକୁ ନେଇ ଗଢାଯାଇଥିବା ସଂସଦୀୟ ଷ୍ଟାଣ୍ଡିଂ କମିଟିର ୨୦ ଜଣ ସଦସ୍ୟା, ସଦସ୍ୟ ଏବଂ ୫ ଜଣ ସଂସଦୀୟ ବ୍ୟାପାର ଅଧିକାରୀ ଓଡ଼ିଶା ପରିଦର୍ଶନରେ ଆସୁଛନ୍ତି। ଏହି କମିଟି ସିଧାସଳଖ କ୍ଷେତ୍ର ପରିଦର୍ଶନ କରି ୨୦୧୯-୨୦ ମସିହାରେ...

୨୦୨୦ ସୁଦ୍ଧା ସବୁ ଗାଁରେ ପହଞ୍ଚିବ ଇଣ୍ଟରନେଟ୍‌

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଭାରତୀୟ କମ୍ପ୍ୟୁଟର ସୋସାଇଟିର ୫୩ତମ ବାର୍ଷିକ ଅନ୍ତର୍ଜାତୀୟ ସମ୍ମିଳନୀ ସିଏସ୍‌ଆଇ-୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଏପରି ଏକ ସର୍ବବୃହତ ଆଇଟି ସମ୍ମିଳନୀ ଅନୁଷ୍ଠିତ ହେଉଛି ଯେଉଁଠାରେ ସାରାଦେଶର ହଜାରରୁ ଊର୍ଦ୍ଧ୍ୱ କମ୍ପ୍ୟୁଟର ପ୍ରଫେସନାଲ ଓ ଛାତ୍ରୀଛାତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri