ରାଜ୍ୟ

କୋଭିଡ ସଂଗ୍ରାମରେ ପ୍ରତିଟି ଜୀବନର ସୁରକ୍ଷା ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟବାସୀଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦୁଇ ମାସ ଧରି ସାରା ଦୁନିଆ ଏକ କଠିନ ପରିସ୍ଥିତିର ସାମ୍ନା କରୁଛି। ବଡ଼ ବଡ଼ ଧନୀ ଦେଶ,…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୫ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୮୮୭କୁ ବୃଦ୍ଧି

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୭୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଯାଜପୁରରୁ ସର୍ବାଧିକ ୨୫ଜଣ ଅଛନ୍ତି। ସେହିଭଳି ଗଞ୍ଜାମର ୧୯, କଟକର ୯, ପୁରୀର ୮, ନୟାଗଡ଼-କେନ୍ଦ୍ରାପଡ଼ାର ୩, କନ୍ଧମାଳ-ବଲାଙ୍ଗୀରର ୨, କେନ୍ଦୁଝର-ବୌଦ୍ଧ-ସମ୍ବଲପୁର-ଖୋର୍ଦ୍ଧାର ଜଣେ ଲେଖାଏ ଅଛନ୍ତି।…

ସଂଗରୋଧ କେନ୍ଦ୍ରରୁ ଘରକୁ ଫେରିବାର ୩ ଦିନ ପରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ

ବେତନଟୀ,୨୮।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଏସ୍‌ଏସ୍‌ ନହଣ୍ଡାଶୋଲ ପଞ୍ଚାୟତର ଭାଲୁବସା ଗ୍ରାମର ପରେଶ ଚନ୍ଦ୍ର ମହାନ୍ତ(୫୫)ଙ୍କ ବୁଧବାର ବିଳମ୍ବିତ ରାତ୍ରିରେ ନିଜ ଘରେ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିଲା ବେଳେ ଏହା କରୋନା…

ଗଞ୍ଜାମକୁ ଟପିଲା ଯାଜପୁର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ରାଜ୍ୟର ୨୯ଜିଲା ଏବେ କରୋନା କବଳରେ। ଗୁରୁବାର ସକାଳେ ରାଜ୍ୟରେ ଆଉ ୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

କଂଗ୍ରେସର ‘ସ୍ପିକ୍‌ ଅଫ୍‌ ଇଣ୍ଡିଆ’ କାର୍ଯ୍ୟକ୍ରମ ଆରମ୍ଭ: ନିରଞ୍ଜନ କହିଲେ ‘ଏବେ ଚାଲିଛି ୩-ପି’ ସରକାର’

ଭୁବନେଶ୍ୱର,୨୮।୫(ବ୍ୟୁରୋ): କଂଗ୍ରେସର ‘ସ୍ପିକ୍‌ ଅଫ୍‌ ଇଣ୍ଡିଆ’ କାର୍ଯ୍ୟକ୍ରମ ଗୁରୁବାର ଆରମ୍ଭ ହୋଇଛି। ଏହି ଅବସରରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମନ୍ତବ୍ୟ ରଖି କହିଛନ୍ତି, ଏବେ କେନ୍ଦ୍ର ଏବଂ ରାଜ୍ୟରେ ‘୩-ପି’ ସରକାର ଚାଲିଛି। ପ୍ରତିଶ୍ରୁତି, ପ୍ରଚାର, ପ୍ରତାରଣାର ସରକାର ଚାଲିଛି।…

ଆଜି ଅପରାହ୍ନ ୨ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଗୁରୁବାର ଅପରାହ୍ନ ୨ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ ଜରିଆରେ ସେ ବାର୍ତ୍ତା ଦେବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୁସ୍ଥ ହେଉଛନ୍ତି ବିଜୟ ମହାନ୍ତି

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଧିରେ ଧିରେ ସୁସ୍ଥ ହେଉଛନ୍ତି ଅଭିନେତା ବିଜୟ ମହାନ୍ତି। ଏବେ ଅପେକ୍ଷାକୃତ ଭାବେ ତାଙ୍କ ଅବସ୍ଥାରେ ସୁଧାର ଆସିଥିଲେ ହେଁ ଆଇସିୟୁରେ ଅଛନ୍ତି। ଅକ୍ସିଜେନ୍‌ ଚାଲୁ ରହିଛି। ତାଙ୍କର ନିଶ୍ୱାସ ପ୍ରଶ୍ୱାସ ନେବାରେ ସମସ୍ୟା ରହିଛି।ହେଲେ ସେ ଶୀଘ୍ର ସୁସ୍ଥ…

CORONAVIRUS UPDATE: ୬୭ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଗଞ୍ଜାମରେ ସର୍ବାଧିକ…

କରୋନା ଆକ୍ରାନ୍ତ ସରପଞ୍ଚ, ଆଶା, ଅଙ୍ଗନଓ୍ବାଡି କର୍ମୀଙ୍କ ସହ ଟେଲିଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଥିବା ସରପଞ୍ଚ, ଆଶା ଏବଂ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହ ଗୁରୁବାର ଟେଲିଫୋନ୍‌ରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେମାନଙ୍କର ତ୍ୟାଗ ଏବଂ ଉତ୍ସର୍ଗୀକୃତ ସେବା ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। କରୋନା ରୋଗୀଙ୍କ…

CORONAVIRUS UPDATE: ରାଜ୍ୟରେ ୧୬୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର ସକାଳେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

୬ ଜିଲାରେ ସକାଳୁଆ ମାଟ୍ରିକ ଖାତା ଦେଖା

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ଖାତା ଦେଖା ୨୬ ତାରିଖରୁ ଆରମ୍ଭ ହୋଇଛି। ସକାଳ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖାତା ଦେଖା ପ୍ରକ୍ରିୟା ଚାଲୁଛି। ପ୍ରବଳ ଖରା ଯୋଗୁ ରାଜ୍ୟର ୬ ଜିଲାରେ ସକାଳୁଆ ଖାତା ଦେଖିବାକୁ ରାଜ୍ୟ ସରକାର…

ପ୍ରଚଣ୍ଡ ଗ୍ରୀଷ୍ମ: ୪୦ ଡିଗ୍ରୀ ଉପରେ ୧୪ ସହର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ଆଉଟ ପାଉଟ ହେଉଛି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା। ଦେହ ମୁଣ୍ଡ ଝାଇଁ ଝାଇଁ କରି ଦେଉଛି। ଉପକୂଳରେ ମଧ୍ୟ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ଯଦିଓ ତାତି କମ୍‌ ରହିଛି ତେବେ ଦେହମୁଣ୍ଡରୁ ଗମ୍‌ଗମ୍‌ ହୋଇ ଝାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri