କ୍ଷୁଦ୍ର ଜଳବିଦ୍ୟୁତ୍ ପ୍ରକଳ୍ପକୁ ନେଇ ଏନ୍ଜିଟିରେ ମାମଲା: ତଦନ୍ତ ରିପୋର୍ଟ ମାଗିଲେ ଟ୍ରିବ୍ୟୁନାଲ
କଟକ ଅଫିସ,୨୦।୧: କୋରାପୁଟ ଜିଲା ଡୁମୋଜୋରି ନିକଟରେ ନିର୍ମାଣ ଚାଲିଥିବା କ୍ଷୁଦ୍ର ଜଳବିଦ୍ୟୁତ୍ ପ୍ରକଳ୍ପକୁ ନେଇ ଏନ୍ଜିଟିରେ ମାମଲା ରୁଜୁ ହୋଇଛି। ମାମଲାର ଶୁଣାଣି କରି ଏନ୍ଜିଟିଙ୍କ ପକ୍ଷରୁ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟକୁ ୩ ସପ୍ତାହ...
ଶ୍ରୀଲଙ୍କାରେ ଫସିଥିବା ୧୧ ଓଡ଼ିଆ ଶ୍ରମିକ ଉଦ୍ଧାର
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଶ୍ରୀଲଙ୍କାରେ ଫସିଥିବା ୧୧ ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଏହି ଶ୍ରମିକମାନେ କାମ ଆଶାରେ ଠିକା ସଂସ୍ଥା ଦ୍ୱାରା ଶ୍ରୀଲଙ୍କା ଯାଇଥିଲେ। ସେଠାରେ ଦୈନିକ ୧୪ରୁ ୧୫ ଘଣ୍ଟା କାମ କରିବା ସହ ନିମ୍ନମାନର ଖାଦ୍ୟ ଗ୍ରହଣ କରୁଥିଲେ।...
ମୁଣ୍ଡାରୀ ସମ୍ପ୍ରଦାୟର ବୁରୁବଙ୍ଗା ମହୋତ୍ସବ
ବଡ଼ସାହି,୨୦ା୧(ସ୍ବ.ପ୍ର)-ବଡସାହି ପଞ୍ଚାୟତ କେନ୍ଦୁଆସାହି ବିର୍ସା ମଇଦାନରେ ବୁରୁବଙ୍ଗା ସାସାଂକିର୍ କମିଟି ଓ ବୁରୁବଙ୍ଗା ଯୁବକ ସଂଘ ଆନୁକୂଲ୍ୟରେ ମୁଣ୍ଡାରୀ ସମ୍ପ୍ରଦାୟ ତରଫରୁ ୬ଷ୍ଠ ବାର୍ଷିକ ‘ବୁରୁବଙ୍ଗା ମହୋତ୍ସବ’ ଶନିବାର ଆରମ୍ଭ ହୋଇଛି। ପ୍ରାରମ୍ଭରେ ମୁଣ୍ଡାରୀ ସମ୍ପ୍ରଦାୟର ପାହାନ୍ ଗମ୍କେ(ପୁରୋହିତ) ବସନ୍ତ...
ଆରମ୍ଭ ହେଲା ଇ-ଚେକ୍ଗେଟ୍ ବ୍ୟବସ୍ଥା: ବେପରୁଆ ଗାଡ଼ି ଚାଳକଙ୍କୁ ଧରାଇବେ ଲୋକେ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ମୋବାଇଲ୍ ଫୋନ୍ ଆପ୍ଲିକେଶନ (ଆପ୍) ମାଧ୍ୟମରେ ବେପରୁଆ ଗାଡ଼ି ଚାଳକଙ୍କୁ ଧରାଇବେ ସାଧାରଣ ଲୋକେ। ଏଥିପାଇଁ ପ୍ରଚଳନ ହେବ ସିଟିଜେନ ରିପୋର୍ଟିଂ ଆପ୍। ଲୋକେ ବେପରୁଆ ଗାଡ଼ିଚାଳକଙ୍କ ଫଟୋ ଉଠାଇ ଉକ୍ତ ଆପ୍ ଜରିଆରେ ପଠାଇବେ। ଆବଶ୍ୟକ ଯାଞ୍ଚ...
ଭୁବନେଶ୍ୱରରୁ ସୁରଟକୁ ଉଡ଼ିଲା ବିମାନ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ବହୁଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। ସୋମବାର ସକାଳ ୮.୪୦ମିନିଟ୍ରୁ ଏୟାର ଇଣ୍ଡିଆର ଏ୩୨୧ ବିମାନ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୮୧ ଜଣ ଯାତ୍ରୀଙ୍କୁ ନେଇ ସୁରଟକୁ ସିଧାସଳଖ ଉଡ଼ାଣ ଆରମ୍ଭ କରିଛି। ମାତ୍ର ଦୁଇଘଣ୍ଟାରେ...
ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ: ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯।୧(ବ୍ୟୁରୋ): ଲୋକପ୍ରିୟ ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ରବିବାର ପରଲୋକ ଘଟିଛି । ସୁନନ୍ଦାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ଦେହାନ୍ତ ସମ୍ପର୍କରେ ଜାଣି ସେ ଦୁଃଖିତ ଥିବା ଟୁଇଟ୍ କରିଛନ୍ତି।...
ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ
ଭୁବନେଶ୍ୱର,୧୯।୧(ବ୍ୟୁରୋ): ଲୋକପ୍ରିୟ ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ୮୫ ବର୍ଷ ବୟସରେ ରବିବାର ପରଲୋକ ଘଟିଛି । ଅସୁସ୍ଥତା ଯୋଗୁ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିବା ସୁନନ୍ଦା କୋଲକାତାର ଏକ ଘରୋଇ ହସ୍ପିଟାଲରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ପ୍ରଖ୍ୟାତ କବି...
ପୋଲିସ ସମ୍ମୁଖରେ ପଞ୍ଜାବୀ ଯୁବକଙ୍କୁ ଆକ୍ରମଣ ଘଟଣା: ୩୦୭ ଦଫା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେବେ ପରବିନ୍ଦର
ଭୁବନେଶ୍ୱର,୧୯।୧(ବ୍ୟୁରୋ)- ପଞ୍ଜାବୀ ଯୁବକ ପରବିନ୍ଦର ସିଂ ପାଲ୍ଙ୍କୁ ପୋଲିସ ସମ୍ମୁଖରେ ସଂଘବଦ୍ଧ ଆକ୍ରମଣ ଘଟଣାକୁ ନେଇ ସମାଲୋଚନାର ଶିକାର ହୋଇଛି କମିଶନରେଟ ପୋଲିସ। କୋହଳ ଦଫା ଲଗାଯିବାରୁ ଗିରଫ ୩ ଅଭିଯୁକ୍ତ ଦୀପକ ଜେନା, ଶଙ୍କର ରାଉତ ଓ ଦୀପକ...
‘ପରୀକ୍ଷା ପେ ଚର୍ଚ୍ଚା’ରେ ଓଡ଼ିଶାରୁ ୨୮ ପିଲା
ଭୁବନେଶ୍ୱର,୧୯।୧(ବ୍ୟୁରୋ)-ନୂଆଦିଲ୍ଲୀଠାରେ ଆସନ୍ତା ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ସାରା ଦେଶରୁ ୨୨୦୦ଜଣ ଛାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷକ ଅଂଶଗ୍ରହଣ କରିବେ। ଏଥିପାଇଁ ଓଡ଼ିଶାର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ୨୮ଜଣ ଛାତ୍ରୀଛାତ୍ର...
କଲବଲ କରୁଛି କୁହୁଡ଼ି, ୨୨ରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୯।୧(ବ୍ୟୁରୋ)- ସାରା ଓଡ଼ିଶାରେ କଲବଲ କରୁଛି କୁହୁଡ଼ି। ଘନ କୁହୁଡ଼ି ସହ ପ୍ରବଳ ଶୀତ ସାଧାରଣ ଜୀବନ ଯାତ୍ରାକୁ ପ୍ରଭାବିତ କରିଥିବାବେଳେ ଗାଡ଼ିମୋଟର ପାଇଁ କାଳ ସାଜିଛି। ଇତିମଧ୍ୟରେ କୁହୁଡ଼ି ଯୋଗୁ ଦୁର୍ଘଟଣା ଘଟି ବହୁ ଜୀବନ ଯାଇଛି। ତେବେ...
ମୁଖ୍ୟ ଚିକିତ୍ସାଳୟରେ ସୁଧୁରୁନି ସ୍ବାସ୍ଥ୍ୟସେବା: ଫନୀ ପରଠାରୁ ଲିଫ୍ଟ ଅଚଳ, ନିୟମିତ ହେଉନି ସଫେଇ
ପୁରୀ ଅଫିସ,୧୯ା୧: ମୋ ସରକାର ଯୋଜନାରେ ସ୍ବାସ୍ଥ୍ୟସେବାକୁ ପ୍ରାଥମିକତା ଦେଉଛନ୍ତି ରାଜ୍ୟ ସରକାର। ମାତ୍ର ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍ଏଚ୍)ରେ ଏହାର କୌଣସି ପ୍ରଭାବ ପଡୁ ନ ଥିବା ଜଣାପଡ଼ିଛି। ରୋଗୀ ସମସ୍ୟାଠାରୁ ଆରମ୍ଭ କରି ବିଭିନ୍ନ ବିଭାଗରେ...
ଗାନ୍ଧୀ ପାର୍କରେ ଦୁଇଦିନିଆ ପୁଷ୍ପ ପ୍ରଦର୍ଶନୀ ଆରମ୍ଭ, ଆକର୍ଷଣୀୟ ଫୁଲର ସମ୍ଭାର
ପୁରୀ ଅଫିସ, ୧୯ା୧: ଭଳିକି ଭଳି ଫୁଲର ସମ୍ଭାରରେ ବେଶ୍ ଆକର୍ଷଣୀୟ ଲାଗୁଛି ଗାନ୍ଧୀ ପାର୍କ। ପାର୍କକୁ ଯେଉଁମାନେ ବୁଲି ଆସିଥିଲେ ସେମାନେ ରଙ୍ଗ ବେରଙ୍ଗର ଫୁଲ ଦେଖି ଅଟକି ଯାଉଥିଲେ। କେହି କେହି ଫୁଲଗୁଡ଼ିକୁ ନିରିଖେଇ ତା’ର ସୌନ୍ଦର୍ଯ୍ୟକୁ...
Archives


