ରାଜ୍ୟ

ନନ୍ଦନକାନନ ଖୋଲିବା ନେଇ ଅନିଶ୍ଚିତତା

ନରାଜ, ୨୮।୫ (ଡି.ଏନ୍‌.ଏ.): କରୋନା ଓ ଲକ୍‌ଡାଉନ୍‌ ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପ୍ରଭାବିତ ହୋଇଛି। ୧୯୯୯ ମହାବାତ୍ୟା, ୨୦୧୯ ଫନୀ ପରେ ଏବେ ଏସିଆ ମହାଦେଶର ଏହି ସର୍ବବୃହତ୍‌ ଚିଡ଼ିଆଖାନା ଉପରେ କରୋନା ମାଡ଼ ପଡ଼ିଛି। ମାର୍ଚ୍ଚ ୧୫ରୁ ନନ୍ଦନକାନନରେ…

ଆଇସିୟୁରେ ବିଜୟ ମହାନ୍ତି

ଭୁବନେଶ୍ୱର,୨୭ା୫(ବ୍ୟୁରୋ)- ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଗୁରୁତର ଅସୁସ୍ଥ ହୋଇ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେ ଆଇସିୟୁରେ ଥିବାବେଳେ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଗତ କିଛିବର୍ଷ ହେଲା ନିଜ ପରିବାର ସହ…

ଗଞ୍ଜାମରେ ୨ ହୋମଗାର୍ଡ କରୋନା ପଜିଟିଭ୍‌

ଛତ୍ରପୁର,୨୭l୫(ଡି.ଏନ.ଏ)-ଗଞ୍ଜାମ ପୋଲିସ ଜିଲା ପୋଲସରା ଥାନାର ୨ ଜଣ ହୋମଗାର୍ଡ କରୋନା ସଂକ୍ରମିତ ହୋଇଥିବା ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ପଜିଟିଭ ଚିହ୍ନଟ ହୋଇଥିବା ଏହି କର୍ମଚାରୀଙ୍କ ମଧ୍ୟରୁ ଜଣେ ଜଗନ୍ନାଥପୁର ଷ୍ଟେଶନ ଓ ଅନ୍ୟ…

ଡିଜିଟାଲ ପ୍ଲାଟଫର୍ମରେ ହେବ ସଂସ୍କୃତି ବିଭାଗ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୭ା୫(ବ୍ୟୁରୋ)- ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ନୃତ୍ୟ, ସଙ୍ଗୀତ ଓ ସାରସ୍ବତ କାର୍ଯ୍ୟକ୍ରମର ଡିଜିଟାଲ ପ୍ରସାରଣ ପାଇଁ ନିଷ୍ପତ୍ତି ନିଆଯାଇଛି। କରୋନା ଲକ୍‌ଡାଉନ୍‌ ପାଇଁ ସମସ୍ତ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ହୋଇଯାଇଥିବାରୁ ଏହାର…

କୋଭିଡ୍‌ କେନ୍ଦ୍ରରେ ଶିକ୍ଷକଙ୍କୁ ଦୁର୍ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୭।୫(ବ୍ୟୁରୋ)- କୋଭିଡ୍‌ କେନ୍ଦ୍ରଗୁଡ଼ିକରେ କର୍ତ୍ତବ୍ୟରତ ଶିକ୍ଷକମାନଙ୍କୁ ଦୁର୍ବ୍ୟବହାର ଆଦୌ ବରଦାସ୍ତ କରାଯିବ ନାହିଁ। ଏପରି ଅସାମାଜିକ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ…

ସଙ୍ଗରୋଧ କେନ୍ଦ୍ରରେ ଭୀଷଣ ଅବ୍ୟବସ୍ଥା: ଭାଜପାର ଦାବିପତ୍ର

କଟକ ଅଫିସ,୨୭ା୫: କଟକ ଜିଲାରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ରର ସ୍ଥିତି ସାଂଘାତିକ। ସେଠାରେ ନାନା ଅବ୍ୟବସ୍ଥା ଥିବା ଅଭିଯୋଗ କରି ଭାଜପା ପକ୍ଷରୁ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କୁ ବୁଧବାର ଦାବିପତ୍ର ଦିଆଯାଇଛି। ଦଳର ଅଭିଯୋଗ ହେଉଛି, ଜିଲାରେ ୬୧୨ଟି ଅସ୍ଥାୟୀ…

ଜୁଲାଇ ୨୪ ସୁଦ୍ଧା ସରିବ ସବୁ ପରୀକ୍ଷା

କଟକ ଅଫିସ,୨୭ା୫: ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସମସ୍ତ ପରୀକ୍ଷା ଜୁଲାଇ ୨୪ ସୁଦ୍ଧା ସରିବ। ଜୁନ୍‌ ୧୭ ପରେ ବିଶ୍ୱବିଦ୍ୟାଳୟ ଖୋଲିଲେ ବାକି ଥିବା ସମସ୍ତ ପରୀକ୍ଷା ସାରିବା ପାଇଁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ଲକ୍‌ଡାଉନ୍‌ ପୂର୍ବରୁ କିଛି ବିଭାଗରେ ଇଣ୍ଟରନାଲ…

କୁଖ୍ୟାତ ଲୁଟେରା ସୟିଦ, ସଦାମ ଗିରଫ

କଟକ ଅଫିସ,୨୭ା୫: ସହରର ଦୁଇ କୁଖ୍ୟାତ ଲୁଟେରାଙ୍କୁ ବୁଧବାର ଗିରଫ କରିଛି ଲାଲବାଗ ଥାନା ପୋଲିସ। ଏହି ଦୁଇ ଜଣ ହେଲେ ଓଡ଼ିଆ ବଜାରର ସୟିଦ ଖାନ (୩୬) ଓ ଚାନ୍ଦିନୀଚୌକ ଅଞ୍ଚଳର ସୟିଦ ସଦାମ (୨୪)। ଇଦ୍‌ ଅବସରରେ ଅଳଙ୍କାର…

ଭିଜିଲାନ୍ସ ଜାଲରେ ପିପଳପଙ୍କା ବନରକ୍ଷୀ, ରାତ୍ର ଜଗୁଆଳି

ବ୍ରହ୍ମପୁର ଅଫିସ,୨୭।୫-ଗଞ୍ଜାମ ଜିଲା ସୋରଡ଼ା ବନଖଣ୍ଡ ଅଧିନରେ ଥିବା ପିପଳପଙ୍କା ବନରକ୍ଷୀ (ଫରେଷ୍ଟ ଗାର୍ଡ) ବିଷ୍ଣୁପ୍ରିୟା ଦାଶ ଜଣେ ଆଦିବାସୀଙ୍କ ନାମରେ ମାମଲା ରୁଜୁ ନ କରିବା ପାଇଁ ବୁଧବାର ମଧ୍ୟାହ୍ନରେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ…

ବିଭିନ୍ନ ସମସ୍ୟା ନେଇ ସିପିଆଇର ଗଣବିକ୍ଷୋଭ

ଏରସମା,୨୭ା୫(ସ୍ବ.ପ୍ର.): ଏରସମା ବ୍ଲକ ମୁଖ୍ୟାଳୟସ୍ଥିତ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ସିପିଆଇ ରାଜ୍ୟ ପରିଷଦ ଓ କୃଷକ ସଭାର ସର୍ବଭାରତୀୟ ପ୍ରତିବାଦ ଦିବସ ଅବସରରେ ବିଭିନ୍ନ ସମସ୍ୟାନେଇ ଗଣବିକ୍ଷୋଭ ଅନୁଷ୍ଠିତ ହୋଇଛି। ଏରସମା ସିପିଆଇ କାର୍ଯ୍ୟାଳୟରୁ ସାମାଜିକ ଦୂରତା ରକ୍ଷାକରି ଜିଲା…

ବଢିବନି ବସ୍‌ ଭଡା: ଏସଟିଏ

ଭୁବନେଶ୍ୱର,୨୭।୫(ବ୍ୟୁରୋ)-ରାଜ୍ୟରେ ଆସନ୍ତା କାଲିଠାରୁ ଗଡିବ ଘରୋଇ ବସ। ବସ୍‌। ଏ ନେଇ ଘରୋଇ ବସ ମାଲିକ ସଂଘ ସାଧାରଣ ବୈଠକରେ ନିଷ୍ପତି ହୋଇଛି। ହେଲେ ବସ ଭଡା ବଢି ନାହିଁ ବୋଲି ବୁଧବାର ରାଜ୍ୟ ପରିବହନ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ମାର୍ଚ୍ଚ…

କରୋନା ଯାଇନି, ସମସ୍ତେ ସତର୍କ ରହନ୍ତୁ: ପୋଲିସ କମିଶନର

ଭୁବନେଶ୍ୱର,୨୭।୫(ବ୍ୟୁରୋ)-କରୋନା ଯାଇନି। ସମସ୍ତେ ସତର୍କ ରହନ୍ତୁ। ଲକଡାଉନ ନିୟମକୁ ପାଳନ କରନ୍ତୁ। ଲକ୍‌ଡାଉନ କୋହଳର ଅର୍ଥ ନୁହେିଁ କରୋନା ପଳାଇଲା। ସାମାଜିକ ଦୂରତା ପ୍ରତ୍ୟେକ ଲୋକ ରକ୍ଷା କରନ୍ତୁ ବୋଲି ନିବେଦନ କରିଛନ୍ତି ଭୁବନେଶ୍ୱର ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ। ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri