ସଡ଼କ ଦୁର୍ଘଟଣାରେ ଜଣେ ମୃତ
ଚମ୍ପୁଆ,୧୫ା୧(ଡି.ଏନ.ଏ): ଚମ୍ପୁଆ ଏନଏସି ଅନ୍ତର୍ଗତ ବସାସାହିର ଅନତି ଦୂରରେ ଗତ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ମୟୂରଭଞ୍ଜ ଜିଲା ଘାଗରବେଡା ଥାନା ଶଙ୍କରପୁର ଅଞ୍ଚଳର ବୋଲି ଜଣାପଡିଛି। ସୂଚନା ଅନୁସାରେ ଗତ...
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଓବିସି, ଏସ୍ଇବିସିଙ୍କୁ ଅଧିକ ସଂରକ୍ଷଣ ଦେବାକୁ ଦାବି
ଭୁବନେଶ୍ୱର,୧୫।୧(ବ୍ୟୁରୋ): ଓବିସି ଓ ଏସ୍ଇବିସିଙ୍କୁ ସ୍ଥାନ ସଂରକ୍ଷଣ ନେଇ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଉକ୍ତ ଚିଠିରେ ଧର୍ମେନ୍ଦ୍ର ନିଯୁକ୍ତି କ୍ଷେତ୍ରରେ ଓବିସି ଓ ଶିକ୍ଷା...
ଲାଞ୍ଚ ମାଗି ନିଲମ୍ବିତ ହେଲେ ବେଗୁନିଆ ଥାନା ଏସ୍ଆଇ
ଖୋର୍ଦ୍ଧା ଅଫିସ,୧୫।୧: ଜଣେ ଅଭିଯୁକ୍ତଙ୍କ ମା’ଙ୍କୁ ଲାଞ୍ଚ ମାଗି ଫସିଛନ୍ତି ବେଗୁନିଆ ଥାନା ଏସ୍ଆଇ ସୁଜାତା ପଲେଇ। ଏହାର ଏକ ଅଡିଓ ଭାଇରାଲ ହେବା ପରେ ଖୋର୍ଦ୍ଧା ଏସ୍ପି ବୁଧବାର ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସୂଚନାନୁଯାୟୀ, ଉକ୍ତ ଥାନା...
ଗଞ୍ଜାମରେ ଅଷ୍ଟମଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାର ପର୍ଦ୍ଦାଫାଶ: ୨ ଛାତ୍ର ଗିରଫ
ବ୍ରହ୍ମପୁର ଅଫିସ ,୧୫।୧ – ଗଞ୍ଜାମ ଜିଲାରେ ଜଣେ ଅଷ୍ଟମଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ଗଣବଳାତ୍କାର ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି । ଏଥିରେ ସାମିଲ ଥିବା ୨ ଜଣ ଯୁକ୍ତ ୩ ଛାତ୍ରଙ୍କୁ ମଙ୍ଗଳବାର ଗିରଫ କରାଯାଇଛି। ଅଭିଯୁକ୍ତ...
ପାଞ୍ଚକାହାଣିଆ ନିକଟରେ ବାଇକକୁ ପିଟିଲା ଟ୍ରକ୍, ୨ଜଣଙ୍କ ଜୀବନ ଗଲା
ଢେଙ୍କାନାଳ ଅଫିସ,୧୫।୧: ଢେଙ୍କାନାଳ ସହର ନିକଟସ୍ଥ ୫୫ନଂ ଜାତୀୟ ରାଜପଥର ପାଞ୍ଚକାହାଣିଆ ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଧକ୍କା ଦେବାରୁ ବାଇକ୍ରେ ଯାଉଥିବା ଯୁବତୀଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ରାଜପଥରେ ଗାଡ଼ି...
ବାଲୁକାକଳାରେ ସୁଦର୍ଶନଙ୍କ ଶୁଭେଚ୍ଛା
ଭୁବନେଶ୍ୱର,୧୫।୧(ବ୍ୟୁରୋ): ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପୁରୀ ବେଳାଭୂମୀରେ ସେ ଏକ ବାଲୁକାକଳାରେ ଦେଶବାସୀଙ୍କୁ ଲୋହରି, ପୋଙ୍ଗଲ, ଉତ୍ତରାୟଣ, ବିହୁ ଆଦି ପାଇଁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି। ଏହି ଉତ୍ସବ ସମସ୍ତଙ୍କ...
ମକର ସଂକ୍ରାନ୍ତି: ମା’ ତାରା ତାରିଣୀ ପୀଠରେ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ
ପୁରୁଷୋତ୍ତମପୁର,୧୫।୧(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ପୀଠରେ ବୁଧବାର ମକର ସଂକ୍ରାନ୍ତି ଅବସରେ ମା’ଙ୍କ ଦର୍ଶନ ଲାଗି ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ବିଧି ଅନୁଯାୟୀ, ଭୋର ୫ଟା ୩୦...
ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ଭୁବନେଶ୍ୱର,୧୫।୧(ବ୍ୟୁରୋ): ବୁଧବାର ପବିତ୍ର ମକର ସଂକ୍ରାନ୍ତି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ମକର ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଆନନ୍ଦ ଉଲ୍ଲାସର...
୫ଟି ସଚିବଙ୍କୁ କଂଗ୍ରେସର କଟାକ୍ଷ
ଭୁବନେଶ୍ୱର,୧୫।୧(ବ୍ୟୁରୋ): ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ପ୍ରଶାସକ ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପ୍ରସଙ୍ଗରେ ୫ଟି ସଚିବଙ୍କୁ କଂଗ୍ରେସ ନେତା ସତ୍ୟପ୍ରକାଶ ନାୟକ କଟାକ୍ଷ କରିଛନ୍ତି। ପାଣ୍ଡିଆନ ନବୀନଙ୍କ ମନକଥା ବୁଝିପାରୁଛନ୍ତି ହେଲେ କୋର୍ଟଙ୍କ ନିର୍ଦ୍ଦେଶ ପଢ଼ିପାରୁନାହାନ୍ତି। ରାଜ୍ୟ ସରକାର ନିଜ ସ୍ବାର୍ଥ ପାଇଁ...
ପ୍ରବାସୀ ଶ୍ରମିକଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୧(ବ୍ୟୁରୋ): ପ୍ରବାସୀ ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲା ପାଇଁ ମନରେଗାରେ ବ୍ୟବସ୍ଥା କରାଯାଇଛି। ଏହି ୪ ଜିଲାରେ ୧୦୦ ଦିନ ବଦଳରେ ଶ୍ରମିକଙ୍କୁ ୨ଶହ...
ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ପ୍ରବଳ ଭିଡ
ପୁରୀ ଅଫିସ, ୧୫।୧: ବୁଧବାର ପବିତ୍ର ମକର ସଂକ୍ରାନ୍ତି। ଶ୍ରୀ ମନ୍ଦିରରେ ପାଳିତ ହେଉଛି ମହାପ୍ରଭୁଙ୍କ ମକର ନୀତି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ମହାପ୍ରଭୁଙ୍କ ମକର ବେଶ ପାଇଁ ବଡ ଓଡିଆ ମଠ...
ମକର ସଂକ୍ରାନ୍ତି: ଗଙ୍ଗାସାଗରରେ ବୁଡ଼ ପକାଇଲେ ଶଙ୍କରାଚାର୍ଯ୍ୟ
ଭୋଗରାଇ,୧୫।୧(ଡି.ଏନ୍.ଏ.): ପଶ୍ଚିମବଙ୍ଗ ସାଗରଦ୍ୱୀପର ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ମକର ସଂକ୍ରାନ୍ତି ଅବସରରେ ବୁଧବାର ସକାଳେ ପୁରୀ ଗୋବର୍ଦ୍ଧନ ପୀଠର ମଠାଧୀଶ ଜଗଦ୍ଗୁରୁ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ଗଙ୍ଗାସାଗରରେ ବୁଡ଼ ପକାଇଛନ୍ତି। ସେ ବୈଦିକରୀତିରେ ଗଙ୍ଗାମାତାଙ୍କୁ ପୂଜାର୍ଚ୍ଚନା କରିଥିଲେ। ପରେ...
Archives


