ରାଜ୍ୟ

ଶରଣକୂଳ କଙ୍ଗାରୁ କୋର୍ଟ ପ୍ରସଙ୍ଗ: ଗୃହରେ ଭୁଲ୍‌ ତଥ୍ୟ ଦେଇଥିବାରୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ନୟାଗଡ଼ ଜିଲା ଶରଣକୂଳ ଥାନା ଖଲିପାଟଣା ଗ୍ରାମର ପ୍ରାୟ ୧୫ ପରିବାର ୨୦୦୭ ମସିହାରୁ କଙ୍ଗାରୁ କୋର୍ଟର ଶିକାର ହୋଇ ଗ୍ରାମ ବାହାରେ ରହୁଛନ୍ତି। ଏହି ଘଟଣାକୁ ନେଇ ରଣପୁର ବିଧାୟକ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ପ୍ରଶ୍ନ...

ସ୍କୁଟି ଚାଳକଙ୍କୁ ୨୬ହଜାର ଜରିମାନା

ବାରଙ୍ଗ,୧୪।୧(ଡି.ଏନ୍‌.ଏ.): ବାରଙ୍ଗ ଥାନା ସମ୍ମୁଖରେ କଟକ ଆର୍‌ଟିଓଙ୍କ ଦ୍ୱାରା ମଙ୍ଗଳବାର ଗାଡ଼ି ଯାଞ୍ଚ କରାଯାଉଥିବା ବେଳେ ଜଣେ ବାଇକ୍‌ ଚାଳକଙ୍କୁ ୨୬ହଜାର ଜରିମାନା କରାଯାଇଛି। ଚାଳକଜଣକ ନାବାଳକ ହୋଇଥିବା ବେଳେ ହେଲ୍‌ମେଟ୍‌ ପିନ୍ଧି ନ ଥିଲେ। ଏଥିସହ ତାଙ୍କର ଡିଏଲ୍‌...

ମନେପକାଇଲା ସେସୁ, ଦୁଇ ଦିନ ମଧ୍ୟରେ ବକେୟା ବିଲ୍‌ ନ ଦେଲେ କଟିବ ଲାଇନ୍‌

ଭୁବନେଶ୍ୱର,୧୪।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ଉପଭୋକ୍ତାମାନଙ୍କୁ ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ ନ କଲେ ବିଦ୍ୟୁତ୍‌ କାଟ୍‌ ହେବ ବୋଲି କହିଛି। ଆସନ୍ତା ୧୬ ତାରିଖରୁ ହିଁ ବିଦ୍ୟୁତ୍‌ ବିଚ୍ଛିନ୍ନ କରାଯିବ ବୋଲି ସେସୁ ସିନିୟର ଜେନେରାଲ ମ୍ୟାନେଜର...

ଏଣିକି ଯୁକ୍ତ୨ ପ୍ରଥମ ବର୍ଷରେ ପାସ୍‌ ହେବା ଜରୁରୀ, ନଚେତ ଛାତ୍ରୀଛାତ୍ରଙ୍କୁ ଦ୍ୱିତୀୟ ବର୍ଷ ମନା: ମନ୍ତ୍ରୀ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଯୁକ୍ତ୨ ଛାତ୍ରୀଛାତ୍ରଙ୍କ ପାଇଁ ପରୀକ୍ଷା ନିୟମକୁ କଡ଼ାକଡ଼ି କରାଯାଇଛି। ଏଣିକି ପ୍ରଥମ ବର୍ଷ ପରୀକ୍ଷାରେ ପାସ ନ କଲେ ପିଲାମାନେ ଦ୍ୱିତୀୟ ବର୍ଷକୁ ଯାଇପାରିବେ ନାହିଁ। ଦ୍ୱିତୀୟ ବର୍ଷକୁ ଯିବା ଲାଗି ଛାତ୍ରୀଛାତ୍ରଙ୍କୁ ପ୍ରଥମ ବର୍ଷରେ ୩୩% ମାର୍କ...

ଲୋକାର୍ପିତ ହେଲା ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରର ୱାଚ୍‌ ଟାୱାର

ପାଟଣା,୧୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଡୁମୁରିଆ ରାଜସ୍ବ ନିରୀକ୍ଷକ ଅଧୀନ ଘାଟ ବାଲିଯୋଡ଼ି ରାଜସ୍ବ ମୌଜା ଅନ୍ତର୍ଗତ ପୌରାଣିକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ଜଳ ପ୍ରପାତରେ ନିର୍ମିତ ୱାଚ୍‌ ଟାୱାର ମଙ୍ଗଳବାର ଲୋକାର୍ପିତ ହୋଇଛି। ଏହି ଅବସରରେ ହଜାର ହଜାର...

ଅଧ୍ୟାପିକାଙ୍କୁ ବଳାତ୍କାର, ଅପହରଣ ମାମଲା: ଥାନା ଆଗରେ ଧାରଣା ଦେଲେ ଗିରଫ ବ୍ୟାଙ୍କ୍‌ ମ୍ୟାନେଜରଙ୍କ ମା’

ଭୁବନେଶ୍ୱର, ୧୪।୧(ବ୍ୟୁରୋ): ଅଧ୍ୟାପିକାଙ୍କୁ ବଳାତ୍କାର ଓ ବ୍ୟାଙ୍କ୍‌ ମ୍ୟାନେଜରଙ୍କୁ ଅପହରଣ କରି ଟଙ୍କା ଲୁଟିବା ଘଟଣାରେ ପୋଲିସ ବ୍ୟାଙ୍କ୍‌ ମ୍ୟାନେଜର ସମେତ ୪ଜଣଙ୍କୁ ଗିରଫ କରିଛି। ବ୍ୟାଙ୍କ୍‌ ମ୍ୟାନେଜର ସୁନୀଲଙ୍କ ବିରୋଧରେ ପୋଲିସ କେସ୍‌ ନଂ.୨୧/୨୦ରେ ବଳାତ୍କାର, ବ୍ଲାକ୍‌ମେଲିଂ ଦଫା...

ପଞ୍ଚଭୂତରେ ଲୀନ ହେଲେ ମନମୋହନ ମହାପାତ୍ର

ପୁରୀ ଅଫିସ୍‌, ୧୪।୧: ବିଶିଷ୍ଟ ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ପୁରୀ ସ୍ବର୍ଗଦ୍ୱାରଠାରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ବଡପୁଅ ଆଶୁତୋଷ ମହାପାତ୍ର ମୁଖାଗ୍ନି ଦେଇଥିଲେ। ମନମୋହନଙ୍କୁ ଶେଷଦର୍ଶନ କରିବା ପାଇଁ...

କଟକ ଆକାଶେ ପବ୍‌ଜି, ପୋକେମନ୍‌

କଟକ ଅଫିସ,୧୪ା୧:ବୁଧବାର ମକରସଂକ୍ରାନ୍ତି। ଏହା ହେଉଛି ଗୁଡ଼ି ଉଡାର ପ୍ରମୁଖ ପର୍ବ। ପୂର୍ବଦିନ ଅପେକ୍ଷା ମକରସଂକ୍ରାନ୍ତିରେ କଟକ ସହରର ଆକାଶରେ ବେଶି ମାତ୍ରାରେ ଗୁଡି ଉଡିବା ଦେଖିବାକୁ ମିଳିଥାଏ। ହେଲେ ଚଳିତବର୍ଷ ଗୁଡ଼ି ଉଡାଇବା ପାଇଁ ବ୍ୟବହୃତ ମାଞ୍ଜାସୂତା ଉପରେ...

ଟ୍ରି-ମ୍ୟାନ ପ୍ରଭାସଙ୍କ ଘରେ ଅଷ୍ଟ୍ରେଲୀୟ ଛାତ୍ରୀଛାତ୍ର

କଟକ ଅଫିସ,୧୪ା୧:ପ୍ରେମରେ ବନ୍ଧା ହୋଇଛି ସମଗ୍ର ବିଶ୍ୱ। ଖୁବ୍‌ କମ୍‌ ଲୋକ ଥାଆନ୍ତି, ଯେଉଁମାନେ ପ୍ରକୃତି ପ୍ରେମରେ ବାନ୍ଧି ହୋଇ ରୁହନ୍ତି। ଫୁଲନଖରା ସାଶୋଳ ଗ୍ରାମର ପ୍ରଭାସ ମଙ୍ଗରାଜ(୪୮)। ସକାଳୁ ଉଠିଲେ ଗଛକୁ ଧରି ବସନ୍ତି। ଗଛ ପ୍ରତି ତାଙ୍କର...

ସିଏଏ ସପକ୍ଷରେ ଭାଜପା ଯୁବମୋର୍ଚ୍ଚାର ମାନବ ଶୃଙ୍ଖଳ

ଭୁବନେଶ୍ୱର,୧୪ା୧(ବ୍ୟୁରୋ):ନାଗରିକତା ସଂଶୋଧନ ବିଧେୟକ (ସିଏଏ)କୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ। ଦେଶ ବିଭାଜନ ସମୟରେ ତତ୍କାଳୀନ ନେତୃତ୍ୱ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ ହିଁ ଏହି ଆଇନ ଦ୍ୱାରା ପୂରଣ କରାଯାଇ ପାରିଛି। ଭାରତର ଜଣେ ହେଲେ...

ଆଜି ସରିବ ପହିଲି ଭୋଗ ନୀତି

ପୁରୀ ଅଫିସ, ୧୪-୧: ପବିତ୍ର ଧନୁସଂକ୍ରାନ୍ତିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିଲା ପହିଲି ଭୋଗ ନୀତି। ଏହା ମକରସଂକ୍ରାନ୍ତି ପୂର୍ବ ମାସାନ୍ତ ପର୍ଯ୍ୟନ୍ତ ଚାଲିବାର ବିଧି ରହିଛି। ତେଣୁ ମଙ୍ଗଳବାର ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି ଶେଷ ହେବ। ଏହିଦିନ ମହାପ୍ରଭୁଙ୍କ...

ଡ୍ରୋନ୍‌ ପଞ୍ଜୀକରଣ ପାଇଁ ଶେଷ ସୁଯୋଗ:୩୧ ପରଠାରୁ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୪-୧(ବ୍ୟୁରୋ):ଏଣିକି ମନଇଚ୍ଛା ଆଉ ଉଡ଼ିପାରିବନି ଡ୍ରୋନ୍‌।ଏପରି କି ବିନା ପଞ୍ଜୀକରଣରେ ବେଆଇନ ଭାବେ ଡ୍ରୋନ୍‌ ପାଖରେ ରଖିଲେ ଓ ବିନାନୁମତିରେ ଉଡ଼ାଣ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଏଥିପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଦେଶରେ ରହିଥିବା ଘରୋଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri