ରାଜା ବାହାଦୁର ନିଷ୍ଠାପର ଜନସେବକ ଥିଲେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୪-୧(ବ୍ୟୁରୋ):ଖଲ୍ଲିକୋଟର ରାଜା ବାହାଦୁର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ ଜଣେ ସଫଳ ବ୍ୟକ୍ତିତ୍ୱ ଥିଲେ। ଉଭୟ ରାଜତନ୍ତ୍ର ଏବଂ ଗଣତନ୍ତ୍ରରେ ସେ ସଫଳତାର ସହ ଦାୟିତ୍ୱ ନିର୍ବାହ କରି ଜନସାଧାରଣଙ୍କ ଶ୍ରଦ୍ଧା ଓ ଆଦର ଲାଭ କରିପାରିଥିଲେ। ସ୍ବତନ୍ତ୍ର ଉତ୍କଳ...
କଡ଼ାକଡ଼ି ହେବ ପ୍ରଥମବର୍ଷ ଯୁକ୍ତ୨ ପରୀକ୍ଷା
ଭୁବନେଶ୍ୱର,୧୪-୧(ବ୍ୟୁରୋ):ଶିକ୍ଷା କ୍ଷେତ୍ରରେ ସଂସ୍କାର ଆଣିବା ଲାଗି ରାଜ୍ୟ ଉଚ୍ଚଶିକ୍ଷା ଓ ଗଣଶିକ୍ଷା ବିଭାଗ ପ୍ରୟାସ ଚଳାଇଛନ୍ତି। ଏହି କ୍ରମରେ ଯୁକ୍ତ ୨ର ପ୍ରଥମ ବର୍ଷ ଛାତ୍ରୀଛାତ୍ରମାନଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବେ ଏକ ନୂଆ...
ଦାନା ଯୋଗାଉଛି ଖଲିପତ୍ର
ଯୋଡ଼ା, ୧୪।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ସାଧାରଣତଃ ଖଣିଖାଦାନ ତଥା ଜଙ୍ଗଲଭରା ଅଞ୍ଚଳ। ଏଠାକାର ଅଧିବାସୀ ପୂର୍ବେ ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରି, ବିକି ନିଜର ଜୀବିକା ନିର୍ବାହ କରୁଥିଲେ। ଖଣି ଅଞ୍ଚଳ ହୋଇଥିବାରୁ ଲୋକଙ୍କ ପାଖରେ କୃଷିକାର୍ଯ୍ୟ...
ମକର ସଂକ୍ରାନ୍ତି ପାଇଁ ସରକାରୀ ଛୁଟି
ଭୁବନେଶ୍ୱର, ୧୪-୧(ବ୍ୟୁରୋ):ଆସନ୍ତା ୧୫ ତାରିଖ ମକର ସଂକ୍ରାନ୍ତି ସରକାରୀ ଛୁଟି। ଉକ୍ତଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଘୋଷଣା କରିଛନ୍ତି।
ଅଦ୍ୱିତୀୟ ସ୍ରଷ୍ଟା ଫକୀରମୋହନ ଥିଲେ ପ୍ରଚଣ୍ଡ ସ୍ବାଭିମାନୀ
ବାଲେଶ୍ୱର ଅଫିସ, ୧୪।୧-ବାଲେଶ୍ୱର ଜିଲା ନୂଆପାଢ଼ୀସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ବ୍ୟାସକବି ଫକୀରମୋହନଙ୍କର ୧୭୭ତମ ଜୟନ୍ତୀ ସମାରୋହ ସୋମବାର ଅନୁଷ୍ଠିତ ହୋଇଛି। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ମଧୁମିତା ଦାସ ସଭାପତିତ୍ୱ କରି ଜୟନ୍ତୀ ପାଳନର ପ୍ରାସଙ୍ଗିକତା ସମ୍ପର୍କରେ ମତ ଦେଇଥିଲେ।...
ଧାନମଣ୍ଡି ନିକଟରେ ଭାଙ୍ଗି ପଡିଲା ଗଛ: ଚାଷୀ ଗୁରୁତର
ଔପଦା, ୧୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ବଡ଼ପୋଖରୀ ସେବା ସମବାୟ ସମିତି ପକ୍ଷରୁ କିଣାଯାଉଥିବା ଧାନମଣ୍ଡି ନିକଟରେ ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଏକ ବିରାଟ ଶୁଖିଲା ତେନ୍ତୁଳି ଗଛ ହଠାତ୍ ଭାଙ୍ଗି ପଡ଼ିଥିଲା। ସେଠାରେ ଥିବା ବଡପୋଖରୀ ଗ୍ରାମର ଚାଷୀ...
ନିଜ ବିକାଶ ନିଷ୍ପତ୍ତି ନେବେ ଆଦିବାସୀ
ଭୁବନେଶ୍ୱର,୧୪-୧(ବ୍ୟୁରୋ):ଆଦିବାସୀ ଗ୍ରାମକୁ ମିଳିବ କ୍ଷମତା। ସେମାନଙ୍କ ସାମାଜିକ, ସାଂସ୍କୃତିକ, ଅର୍ଥନୈତିକ କ୍ଷେତ୍ର ଅକ୍ଷୁଣ୍ଣ ରହିବ। ସବୁକିଛି ନିଷ୍ପତ୍ତି ନେବ ଗ୍ରାମ ପରିଷଦ(କାଉନ୍ସିଲ)। ସେମାନଙ୍କ ଜୀବନଜୀବିକା, ପରମ୍ପରା ଓ କୌଳିକ ବୃତ୍ତିରେ ସରକାର କିମ୍ବା ସ୍ଥାନୀୟ ପ୍ରଶାସନ ହସ୍ତକ୍ଷେପ କରିବେ ନାହିଁ।...
‘ଭୂମିହୀନଙ୍କୁ ଜମି ଯୋଗାଇ ଦିଆଯାଉ’
ବାଲେଶ୍ୱର ଅଫିସ,୧୪।୧-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଶ୍ରୀକୋଣା, ହିଡ଼ିଗାଁ ପଞ୍ଚାୟତ ଅଞ୍ଚଳର ଭୂମିହୀନ ଆଦିବାସୀ ଓ ଦଳିତମାନେ ଦୀର୍ଘଦିନ ଧରି ରହିଆସୁଥିବାରୁ ସେମାନଙ୍କୁ ସରକାରଙ୍କ ପକ୍ଷରୁ ଜମି ଯୋଗାଇଦେବା ପ୍ରତିବାଦରେ ସୋମବାର ଭାରତୀୟ କ୍ଷେତ ମଜଦୁର ୟୁନିଅନ ଜିଲା କମିଟି ପକ୍ଷରୁ...
କାର୍ଯ୍ୟରେ ଅବହେଳା: ବଦଳିଲେ ଫାଣ୍ଡି ଅଧିକାରୀ
କାର୍ଯ୍ୟରେ ଅବହେଳା ଅଭିଯୋଗରେ ବଦଳିଛନ୍ତି ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧିକାରୀ ବିନୟ କୁମାର ସାହୁ। ଏସ୍ପି ଅନୁପମା ଜେମ୍ସଙ୍କ ନିର୍ଦ୍ଦେଶରେ ତାଙ୍କୁ ପରଜଙ୍ଗ ଥାନାକୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ପରଜଙ୍ଗ ଥାନା ଏସ୍ଆଇ ପଦ୍ମନାଭ ଲେଙ୍କାଙ୍କୁ ଦାୟିତ୍ୱ...
ମିତା ସାହୁ ହତ୍ୟା ମାମଲା: ଅଭିଯୁକ୍ତ ସ୍ବାମୀ କୋର୍ଟ ଚାଲାଣ
ପରଜଙ୍ଗ, ୧୪।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ପଙ୍ଗାତୀରା ଗ୍ରାମରେ ଗତ ୬ ତାରିଖ ବିଳମ୍ବିତ ରାତିରେ ସଂଘଠିତ ଜଘନ୍ୟ ହତ୍ୟାକାଣ୍ଡ ଉପରୁ ପରଦା ଉଠାଇଛି ପୋଲିସ। ଯୌତୁକ ଲୋଭ ଏବଂ ଚରିତ୍ର ସନ୍ଦେହରୁ ଗର୍ଭବତୀ...
୭ରୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା
ଢେଙ୍କାନାଳ ଅଫିସ, ୧୪।୧ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ଫେବୃୟାରୀ ୭ରୁ ୯ ଯାଏ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ସୋମବାର ଅପରାହ୍ନ ୩ଟାରେ ଯୋରନ୍ଦା ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଶାସନିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା...
ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ:ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ
ବନ୍ତଳା, ୧୪।୧(ଡି.ଏନ.ଏ.) ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦାବିରେ ଅନୁଗୋଳ ଜିଲା ବନ୍ତଳା ଥାନା ଗଡ଼ତରାସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ତାଲା ପକାଇ ଆନ୍ଦୋଳନ କରାଯାଇଛି। ସରପଞ୍ଚ ପୁଷ୍ପାଞ୍ଜଳି ମାଝି, ସମିତି ସଭ୍ୟା କାମିନୀ ସାମଲ, ଗ୍ରାମ ସଭାପତି ସାବର୍ଣ୍ଣି...
Archives


