ରାଜ୍ୟ

ଦୋକାନ ସମ୍ମୁଖରେ ମଦ କଳାବଜାର

ଅନୁଗୋଳ ଅଫିସ, ୨୬।୫ ଅନ୍‌ଲାଇନ୍‌ରେ ମଦ ବିକ୍ରି ପାଇଁ ରାଜ୍ୟ ସରକାର ଅନୁମତି ଦେଇଥିଲେ ହେଁ ଅନୁଗୋଳରେ ତାହାର ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ସହରର ଜଣେ ମଦ ବ୍ୟବସାୟୀ ଅନ୍‌ଲାଇନ୍‌ରେ ମଦ ବିକିବା ପରିବର୍ତ୍ତେ ସିଧାସଳଖ ଟୋକନ କାଟି ଦୋକାନରୁ…

ମହିଳାଙ୍କୁ ହତ୍ୟା ପରେ ଆତ୍ମହତ୍ୟା ଉଦ୍ୟମ

କଣିହଁ।,୨୬ା୫(ଡି.ଏନ.ଏ.) କାମ କରିବାକୁ ଯାଉଥିବା ଜଣେ ମହିଳାଙ୍କୁ ସୋମବାର ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଅଭିଯୁକ୍ତ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିବା ଅନୁଗୋଳ ଜିଲା କଣିହଁ। ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଉଦ୍ଧାର କରି…

ଶାଳ ଚାଲୁନି, ପେଟ ପୂରୁନି

ଭୁବନ, ୨୬ା୫ ରାତି ନ ପାହୁଣୁ ଶାଳ ଘରୁ ତାଲା ଖୋଲାଯାଉଥିଲା। ବରାଦ ଅନୁସାରେ ବାସନ ଗଢ଼ାଯାଉଥିଲା। ସେଥିରେ ପୁଣି ଭଳି କି ଭଳି କାରିଗରି। କେଉଁଥିରେ ଫୁଲ ହେବ ତ ଆଉ କେଉଁଥିରେ ମନ୍ଦିରର ମୁଖଶାଳା। ବିବାହ ଋତୁରେ ତ…

ରୌଦ୍ରତାପରେ ଜଳୁଛି ଟିଟିଲାଗଡ଼, ବଲାଙ୍ଗୀର

  ବଲାଙ୍ଗୀର ଅଫିସ, ୨୬ା୫ ବଲାଙ୍ଗୀର ଜିଲାରେ ଗତ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ଜାରି ରହିଛି ା ରାଜ୍ୟର ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ରେକର୍ଡ କରାଯାଇଛି ା ଟିଟିଲାଗଡ଼ରେ ରବିବାର ୪୫.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୋମବାର…

କୋଇଲା ବୋଝେଇ ବଗିରେ ନିଆଁ

ସଇଁତଳା, ୨୬ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ସଇଁତଳା ରେଳଷ୍ଟେଶନରେ ସୋମବାର ଅପରାହ୍ନରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଏକ କୋଇଲା ବୋଝେଇ ରେଳଗାଡ଼ି ବଲାଙ୍ଗୀର ପଟରୁ ସଇଁତଳା ଆଡକୁ ସୋମବାର…

ଟ୍ରେନ୍‌ ଚେନ୍‌ ଟାଣି ଓହ୍ଲାଇଲେ ୩୫୦ପ୍ରବାସୀ:କଣ୍ଟାବାଞ୍ଜି ରେଳ ଷ୍ଟେଶନରୁ ଚମ୍ପଟ୍‌ ମାରିଲେ ୪୫

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି, ୨୬ା୫ (ଡି.ଏନ୍‌.ଏ.) ଗୁଜରାଟର ଗାନ୍ଧୀଧାମରୁ କଟକର ନିର୍ଗୁଣ୍ଡି ଅଭିମୁଖେ ଯାଉଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ର ଚେନ୍‌ ଟାଣି ୩୫୦ ପ୍ରବାସୀ ସୋମବାର ବଲାଙ୍ଗୀର ଜିଲାର କଣ୍ଟାବାଞ୍ଜି ରେଳଷ୍ଟେଶନ୍‌ରେ ଓହ୍ଲାଇ ପଡିଥିଲେ। ସେମାନଙ୍କ ଭିତରୁ ୩୦୫ଜଣଙ୍କୁ ଚିହ୍ନଟ କରାଯାଇଥିବାବେଳେ ୪୫ଜଣ…

୧୦୯୮ ଶ୍ରମିକଙ୍କୁ ନେଇ ବିହାର ଗଲା ଟ୍ରେନ୍‌

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଓଡ଼ିଶାରେ ବିଭିନ୍ନ ଜିଲାରେ ଅଟକି ରହିଥିବା ବିହାରର ୧୦୯୮ଜଣ ଶ୍ରମିକଙ୍କୁ ନେଇ ଭୁବନେଶ୍ୱର-ଦାନାପୁର ଶ୍ରମିକ ସ୍ପେଶାଲ ଟ୍ରେନ୍‌ ବିହାର ଅଭିମୁଖେ ସୋମବାର ଯାତ୍ରା କରିଛି। ଅପରାହ୍ନ ୪ଟାରେ ଅତିରିକ୍ତ ଜିଲାପାଳ ପ୍ରଫୁଲ୍ଲ କୁମାର ସ୍ବାଇଁ ଭୁବନେଶ୍ୱର ନୂଆ ରେଳଷ୍ଟେଶନରେ ଉପସ୍ଥିତ…

ତତଲା ତାଓ୍ବାରେ ଓଡିଶା: ଆହୁରି ତତେଇବ, ୧୧ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ବାତ୍ୟା ପରେ ପ୍ରଚଣ୍ଡ ଗ୍ରୀଷ୍ମ ଓ ଗଳୁଗୁଳି ସମଗ୍ର ରାଜ୍ୟକୁ ଅସ୍ତବ୍ୟସ୍ତ କରିଛି। ଉପକୂଳ ଠାରୁ ଆରମ୍ଭ କରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶା ତାତିରେ ଛଟପଟ ହେଉଛି। ଆହୁରି ୫ ଦିନ ଯାଏ ତାରିରୁ ନିସ୍ତାର ନାହିଁ। ଆଭ୍ୟନ୍ତରୀଣ…

ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀକୁ ମିଳିଲା ଅନୁମତି: ବିନା ଶୋଭାଯାତ୍ରାରେ ହେବ ଶିବ ବିବାହ

ଭୁବନେଶ୍ୱର,୨୫।୫(ବ୍ୟୁରୋ)-ପ୍ରଭୁ ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଲାଗି ସୋମବାର ଅନୁମତି ମିଳିଛି। ଏ ନେଇ ବିଏମସି କମିଶନରଙ୍କ ପକ୍ଷରୁ କେତେକ ସର୍ତ୍ତମୂଳକ ଅନୁମତି ଦିଆଯାଇଛି। ନିର୍ଦ୍ଦିଷ୍ଟ କଟକଣା ସହ ଶିବ ବିବାହ ନୀତି ପାଳନ ହେବ। ବିନା ଶୋଭାଯାତ୍ରା ଓ ସାଜ ସଜ୍ଜାରେ…

କାଲିଠାରୁ କଟକ- ଭୁବନେଶ୍ୱରରେ ଗଡିବ ମୋ ବସ୍‌

ଭୁବନେଶ୍ୱର,୨୫।୫(ବ୍ୟୁରୋ)-ଆସନ୍ତା କାଲିଠାରୁ ଭୁବନେଶ୍ୱର ଓ କଟକରେ ଗଡ଼ିବ ମୋ ବସ। ପ୍ରଥମ ପର୍ଯ୍ୟାୟରେ ୭ଟି ରୁଟରେ ଅଣ ଶୀତତାପ ନିୟନ୍ତ୍ରିତ ବସ ଚଳାଚଳ କରିବ। ସକାଳ ୭ଟାରୁ ସା ୭ଟା ଯାଏ ବସ ଚଳାଚଳ କରିବ ବୋଲି ନିଷ୍ପତି ନିଆଯାଇଛି। ଏୟାରପୋର୍ଟ-ସିଡିଏ,…

ଆଜିଠୁ ଘରୋଇ ସେବା ଦେବ ମୋବସ୍‌

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କ୍ୟାପିଟାଲ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ଦ୍ୱାରା ପରିଚାଳିତ ମୋବସ ସେବା ମଙ୍ଗଳବାରଠାରୁ ଘରୋଇ ସେବା ଯୋଗାଇବ। ସକାଳ ୭ରୁ ସନ୍ଧ୍ୟା ୭ଟା ଯାଏଁ ବିନା ଶୀତତାପ ନିୟନ୍ତ୍ରିତ ମୋବସ ସେବା ୭ଟି…

ଝାରସୁଗୁଡା ବିମାନବନ୍ଦରରୁ ଉଡିଲା ବିମାନ

ଝାରସୁଗୁଡା ଅଫିସ,୨୫ା୫-ଝାରସୁଗୁଡାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ବିମାନ ଚଳାଚଳ ଆରମ୍ଭ ହୋଇଛି। ସୋମବାର ଏହି ବିମାନବନ୍ଦରରୁ ନୂଆଦିଲ୍ଲୀ ଓ ହାଇଦ୍ରାବାଦକୁ ବିମାନ ଚଳାଚଳ କରିଛି। ତେବେ କୋଲକତାକୁ ଯିବାକୁ ଥିବା ବିମାନ ବାତିଲ ହୋଇଥିବା ବିମାନବନ୍ଦର କର୍ତୃପକ୍ଷ ସୂଚନା ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri