ମିତା ସାହୁ ହତ୍ୟା ମାମଲା: ଅଭିଯୁକ୍ତ ସ୍ବାମୀ କୋର୍ଟ ଚାଲାଣ
ପରଜଙ୍ଗ, ୧୪।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ପଙ୍ଗାତୀରା ଗ୍ରାମରେ ଗତ ୬ ତାରିଖ ବିଳମ୍ବିତ ରାତିରେ ସଂଘଠିତ ଜଘନ୍ୟ ହତ୍ୟାକାଣ୍ଡ ଉପରୁ ପରଦା ଉଠାଇଛି ପୋଲିସ। ଯୌତୁକ ଲୋଭ ଏବଂ ଚରିତ୍ର ସନ୍ଦେହରୁ ଗର୍ଭବତୀ...
୭ରୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା
ଢେଙ୍କାନାଳ ଅଫିସ, ୧୪।୧ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ଫେବୃୟାରୀ ୭ରୁ ୯ ଯାଏ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ସୋମବାର ଅପରାହ୍ନ ୩ଟାରେ ଯୋରନ୍ଦା ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଶାସନିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା...
ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ:ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ
ବନ୍ତଳା, ୧୪।୧(ଡି.ଏନ.ଏ.) ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦାବିରେ ଅନୁଗୋଳ ଜିଲା ବନ୍ତଳା ଥାନା ଗଡ଼ତରାସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ତାଲା ପକାଇ ଆନ୍ଦୋଳନ କରାଯାଇଛି। ସରପଞ୍ଚ ପୁଷ୍ପାଞ୍ଜଳି ମାଝି, ସମିତି ସଭ୍ୟା କାମିନୀ ସାମଲ, ଗ୍ରାମ ସଭାପତି ସାବର୍ଣ୍ଣି...
ଜିଲା ମୁଖ୍ୟ ଚିକିତ୍ସାଳୟରେ ଲାଗିଲା ଡାକବାଜି ଯନ୍ତ୍ର:ରୋଗୀଙ୍କୁ ଦିଆଯିବ ସ୍ବାସ୍ଥ୍ୟ ସମ୍ପର୍କିତ ସୂଚନା
ଅନୁଗୋଳ ଅଫିସ, ୧୪।୧ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏଣିକି ଡାକବାଜିରେ ରୋଗୀଙ୍କୁ ସ୍ବାସ୍ଥ୍ୟ ସମ୍ପର୍କରେ ସୂଚନା ମିଳିବ। ଏଥିସହ କେଉଁ ବିଭାଗରେ କେତେବେଳେ କେଉଁ ଡାକ୍ତର ରୋଗୀ ଦେଖିବେ ସେ ନେଇ ମଧ୍ୟ ସୂଚନା ପ୍ରଦାନ କରାଯିବ। ଏଥିପାଇଁ...
ନାଧରା ରାମଚଣ୍ଡୀ ମହୋତ୍ସବ:ଆଧ୍ୟାତ୍ମିକତା-ସଂସ୍କୃତିର ଯୁଗଳବନ୍ଦୀ
ଓଡ଼ାପଡ଼ା,୧୪ା୧(ଡି.ଏନ.ଏ.)ଆଧ୍ୟାତ୍ମିକତା ସହ ସଂସ୍କୃତିର ନିଆରା ଯୁଗଳବନ୍ଦୀ ହେଉଛି ରାମଚଣ୍ଡୀ ମହୋତ୍ସବ। ସୁସ୍ଥ ସୁନ୍ଦର ସମାଜ ଗଠନ ଲକ୍ଷ୍ୟ ନେଇ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ୩ୟ ବର୍ଷରେ ପହଞ୍ଚତ୍ଛି। ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନାଧରାର ପ୍ରସିଦ୍ଧ ଶକ୍ତିକ୍ଷେତ୍ର ମା’...
ଗଞ୍ଜେଇ ଚାଷୀଙ୍କୁ ପ୍ରୋତ୍ସାହନ ଦେଉଛନ୍ତି ଆନ୍ଧ୍ର ବ୍ୟବସାୟୀ
ମାଲକାନଗିରି,୧୪।୧(ଡି.ଏନ୍.ଏ.)- ମାଲକାନଗିରି ଜିଲାରେ ଗଞ୍ଜେଇ ଚାଷ କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ଗଞ୍ଜେଇ ଚାଷୀଙ୍କୁ ଆନ୍ଧ୍ରପ୍ରଦେଶର ବ୍ୟବସାୟୀ ପ୍ରୋତ୍ସାହନ ଦେଉଛନ୍ତି। ଆନ୍ଧ୍ରପ୍ରଦେଶର ସିଲେରୁ ସହର ଏହି ବ୍ୟବସାୟୀଙ୍କ ପେଣ୍ଠ ସ୍ଥଳ ପାଲଟିଛି। ସେମାନେ ସ୍ବାଭିମାନ ଅଞ୍ଚଳ ଏବଂ ମାଲକାନଗିରି ଜିଲାର...
ଗ୍ରାମରୁ ବିଦ୍ୟୁତ୍ ସଂଯୋଗ କାଟିଦେଇଛି ସାଉଥ୍କୋ: ସନ୍ଧ୍ୟା ହେଲେ ଖୋଜାପଡୁଛି ଡିବି, ଲଣ୍ଠନ
କୋରୁକୋଣ୍ଡା,୧୪।୧(ଡି.ଏନ୍.ଏ.)-ଗ୍ରାମରେ ବିଦ୍ୟୁତ୍ ସଂଯୋଗ ଥାଇ ମଧ୍ୟ ଗ୍ରାମବାସୀ ସନ୍ଧ୍ୟା ହେଲେ ସବୁଦିନ ହଇରାଣ ହେଉଛନ୍ତି। ଡିବି, ଲଣ୍ଠନ ଲଗାଇ ଚଳୁଛନ୍ତି। ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କଲେ ମଧ୍ୟ କାୈଣସି ସୁଫଳ ମିଳୁନାହିଁ। ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା...
ରାଜ୍ୟପାଳ ପୁରସ୍କାର ପାଇବ ଜାମୁଣ୍ଡା ଏସ୍ଏଚ୍ଜି
ଜୟପୁର,୧୪।୧(ଡି.ଏନ୍.ଏ.) କୋରାପୁଟ ଜିଲା ଜୟପୁର ବ୍ଲକ ଅଧୀନ ଜାମୁଣ୍ଡା ପଞ୍ଚାୟତର ସଦର ମହକୁମାସ୍ଥିତ ମା’ ମୁତ୍ୟାଲୁମା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି) ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କୃତ ହେବ। ଆସନ୍ତା ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରଠାରେ ରାଜ୍ୟପାଳ...
ଅଜନା ରୋଗ୍ରେ ପୀଡ଼ିତ ଗୟାଧର: ସରକାରୀ ଚିକିଛା ସାହାଯ୍ ଆଶ୍ରେ ମା’ବାପ୍
ପର୍ଲା,୧୪।୧(ଡି.ଏନ୍.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁାର ଗୟାଧର ଲୋହାର(୨୫)। ସେ ଅନେକ୍ ଦିନ୍ ହେଲା କେହେନ୍ସି ଗୁଟେ ଅଜନା ରୋଗ୍ରେ ପୀଡ଼ିତ ଅଛନ୍। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରି କରି ଭଗବାନ...
ଜନ୍ମୁ ଦିବ୍ୟାଙ୍ଗ ତିନ୍ ଭାଇ: ଉଚ ଚିକିଛା ଲାଗି ଟଁକା ଅଭାବ
କୋକସରା,୧୪।୧(ଡି.ଏନ୍.ଏ.)- ପୁଓ ହେଉ କି ଝି’ ଜନମ୍ ହେଲେ ଘରେ ଖୁସିର ଲହର ଖେଲିଯାଏସି। ମା’ବାପ୍ର ସପନ୍ ବି ତାକର ସଂଗେ ଯୁଡ଼ି ହେଇଯାଏସି। ହେଲେ ବଏସ୍ ବଢ଼ବାର ସଂଗେ ଯଦି ଜନାପଡ଼ବା ଯେ ଝି’ପୁଓ ଦିବ୍ୟାଙ୍ଗ ଆନ୍।...
କଳାକାର ଭତାରୁ ବଁଚିତ୍ କନିଷ୍ଠ: ଅଦରକାରୀ ପାଲଟିଛେ ମାନ୍ପତର
ଲାଠୋର, ୧୪ା୧ (ଡି.ଏନ୍.ଏ.)- ସରକାର କଳାକାରମାନକୁ ମାସିକ ୧୨ଶହ ଟଁକା ଭତା ଯୁଗେଇ ଦେବାର ବେବସ୍ତା କରିଛନ୍। ହେଲେ ଅନେକ ଗଁାଗଁଡ଼ାରେ କଳାକାରମାନେ ଭତା ପାଏବାରୁ ବଁଚିତ୍ ହେଉଥିବାର ଅଭିଯୋଗ ହେଉଛେ। ସେ ହିସାବେ ବଲାଙ୍ଗୀର ଜିଲା ତୁରେକେଲା...
‘ସାହିତ୍ୟରେ ନାରୀସ୍ବର ଶାଣିତ ରହିଛି’
ବଲାଙ୍ଗୀର ଅଫିସ, ୧୪ା୧ ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ୧୫ତମ ବଲାଙ୍ଗୀର ବହିହାଟର ପଞ୍ଚମ ସନ୍ଧ୍ୟା ସୋମବାର ସାହିତ୍ୟରେ ନାରୀ ସ୍ବର ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା ା ମୁଖ୍ୟଅତିଥି ଭାବେ ଲୋଇସିଂହା ବିଧାୟକ ଡ ମୁକେଶ ମହାଲିଙ୍ଗ...
Archives


