ରାଜ୍ୟକୁ ଆସିବା ପୂର୍ବରୁ ସୂଚନା ଦିଅ, ନଚେତ ସରକାରୀ ସୁବିଧା ମିଳି ନ ପାରେ: ଏସ୍ଆର୍ସି
ଭୁବନେଶ୍ୱର,୨୪।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ହେଲେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ସ୍ବତନ୍ତ୍ର ନିୟମ ଅନୁଯାୟୀ ସବୁକିଛି ବ୍ୟବସ୍ଥିତ ଭାବେ ଚାଲିଥିଲା। ଫଳରେ ରାଜ୍ୟରେ କୋଭିଡ-୧୯ ସଂକ୍ରମଣକୁ ଅନେକାଂଶରେ ପ୍ରତିହତ କରାଯାଇପାରିଛି। ହେଲେ ଆଗାମୀ…
ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣାଧୀନ; ସରପଞ୍ଚ-ଏସ୍ଏଚ୍ଜି-ଜନସାଧାରଣଙ୍କ ପାଇଁ ସମ୍ଭବ: ଏସ୍ଆର୍ସି
ଭୁବନେଶ୍ୱର,୨୪।୫(ବ୍ୟୁରୋ): ଦୁଇ ମାସ ଧରି ସରକାର ରାଜ୍ୟବାସୀଙ୍କ ସହ କରୋନା ସହ ଯୁଦ୍ଧ ଲଢ଼ି ଆସୁଛନ୍ତି। ଏବେ ରାଜ୍ୟରେ କରୋନା ସ୍ଥିତି ବହୁମାତ୍ରାରେ ନିୟନ୍ତ୍ରଣରେ ରହିଛି। ଗତ ଦୁଇ ସପ୍ତାହରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ଘଟିଥିଲେ ସୁଦ୍ଧା ଏହା ଚିନ୍ତାଜନକ…
ବଲାଙ୍ଗୀର: ଗୋଟିଏ ଦିନରେ ୭ କରୋନା ପଜିଟିଭ୍ ଚିହ୍ନଟ; ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୬ ଛୁଇଁଲା
ବଲାଙ୍ଗୀର ଅଫିସ, ୨୪ା୫- ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ୭ଟି କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲାର ପଜିଟିିଭ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । ଶନିବାର ରାତି ସୁଦ୍ଧା ଜିଲାରେ ୭ଟି ନୂଆ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଥିଲା…
ବଲାଙ୍ଗୀର ଷ୍ଟେଶନରେ ଟ୍ରେନ୍ରେ ଫେରୁଥିବା ପ୍ରବାସୀ ମହିଳାଙ୍କ ମୃତ୍ୟୁ
ବଲାଙ୍ଗୀର ଅଫିସ, ୨୪ା୫- ବିଶାଖାପାଟଣାରୁ ବଲାଙ୍ଗୀର ପହଞ୍ଚିଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍ରେ ଆସୁଥିବା ଜଣେ ପ୍ରବାସୀ ମହିଳାଙ୍କ ରବିବାର ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ମହିଳା ଜଣକ କୋରାପୁଟ ଜିଲା ବୈପାରୀଗୁଡାର ରାଧା ଖର୍ରା(୨୦)। ତାଙ୍କର ବର୍ଷକର ଶିଶୁସନ୍ତାନ ଅଛି ।…
ନୂଆପଡ଼ା ଜିଲା ଛୁଇଁଲା କରୋନା
ଭୁବନେଶ୍ୱର,୨୪।୫(ବ୍ୟୁରୋ): ପ୍ରଥମ ଥର ପାଇଁ ନୂଆପଡ଼ାକୁ କରୋନା ଛୁଇଁଛି। ରବିବାର ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପ୍ରକାଶ ଯେ, ରାଜ୍ୟରେ ନୂଆ ୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିବା ବେଳେ…
ପୁରୀରୁ ଆଉ ୧୬ ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ଛୁଇଁଲା ୮୧
ପୁରୀ ଅଫିସ,୨୪।୫: ପୁରୀ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଶନିବାର ୧୭ ଆକ୍ରାନ୍ତ ଚିହ୍ନଟ ପରେ ଜିଲାର ମୋଟ ଆକ୍ରାନ୍ତ ସଂଖ୍ୟା ଅର୍ଦ୍ଧଶତକ ପାର କରିଥିଲା। ପୁଣି ରବିବାର ୧୬ଜଣ ନୂଆ ସଂକ୍ରମିତ ଚିହ୍ନଟ…
CORONAVIRUS UPDATE: ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୧୩୩୬କୁ ବୃଦ୍ଧି
ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ଆଉ ୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିବା ବେଳେ ୪ ହୋମ୍ କ୍ୱାରାଣ୍ଟାଇନ୍ରେ ଏବଂ ୩ ଜଣ ସାଧାରଣ ଲୋକ(ଲୋକାଲ୍) ଅଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ…
ସୁନ୍ଦରଗଡ଼ରେ ଆଉ ୪ ପଜିଟିଭ୍ ଚିହ୍ନଟ: ୩୭ରେ ପହଞ୍ଚିଲା ମୋଟ କରୋନା ଆକ୍ରାନ୍ତ ସଂଖ୍ୟା
ସୁନ୍ଦରଗଡ଼,୨୪।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୪ଜଣ କୋଭିଡ-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ପୁରୁଷ ଏବଂ ଜଣେ ମହିଳା ରହିଛନ୍ତି। ସେମାନଙ୍କ ମଧ୍ୟରେ ଦୁଇଜଣ ମହାରାଷ୍ଟ୍ର ଫେରନ୍ତା ଥିବା ବେଳେ ଜଣେ ଚେନ୍ନାଇ ଫେରନ୍ତା ଅଛନ୍ତି। ସେମାନେ ବିଶ୍ରା…
ରାଜଧାନୀରେ ଆଜିଠାରୁ ଖୋଲିଲା ପାର୍କ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜଧାନୀରେ ରବିବାରଠାରୁ ପରୀକ୍ଷାମୂଳକ ଭାବେ କିଛି ପ୍ରମୁଖ ପାର୍କ ଖୋଲିଛି। ଦୀର୍ଘ ୬୪ ଦିନ ପରେ ଆଇଜି, ଫରେଷ୍ଟ ଓ ବୁଦ୍ଧ ପାର୍କକୁ ଆଜିଠାରୁ ଖୋଲାଯାଇଛି। ଏଗୁଡ଼ିକ ସକାଳ ୭ଟାରୁ ଦିନ ୧୦ ଏବଂ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା…
ତେଜିଲା ଟ୍ରକ ସଂଘ ବିବାଦ, ଅଟକିଲା ଶହେରୁ ଅଧିକ ଟ୍ରକ
କେନ୍ଦୁଝର, ୨୩ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାରୁ ପାରଦୀପକୁ ଲୁହାପଥର ପରିବହନକୁ ନେଇ କେନ୍ଦୁଝର ଓ ପାରାଦୀପ ଟ୍ରକ ମାଲିକ ସଂଘ ମଧ୍ୟରେ ବିବାଦ ଗୁରୁତର ରୂପ ଧାରଣ କରିଛି। କେନ୍ଦୁଝର ଜିଲାରୁ ଲୁହାପଥର ନେଇ ଯାଉଥିବା ଟ୍ରକ ଗୁଡିକୁ ପାରାଦୀପ, ଜଗତସିଂହପୁର, କେନ୍ଦ୍ରାପଡା…
ସବୁଠୁ ତତଲା ଟିଟିଲାଗଡ
ଭୁବନେଶ୍ୱର,୨୩।୫(ବ୍ୟୁରୋ)-ରାଜ୍ୟର ୧୨ ସହରର ତାପମାତ୍ର ଶନିବାର ୪୧ ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ବଲଙ୍ଗୀର ଜିଲା ଟିଟିଲାଗଡ଼ରେ ସର୍ବାଧିକ ୪୫.୫ ଡିଗ୍ରୀ ତାପମାତ୍ର ରେକର୍ଡ ହୋଇଛି। ସେହିପରି ତାଳଚେରରେ ୪୩.୮ ଡିଗ୍ରୀ, ଭବାନୀପାଟଣାରେ ୪୪.୨ଡିଗ୍ରୀ, ବଲାଙ୍ଗୀରରେ ୪୩.୫ଡିଗ୍ରୀ, ମାଲକାନଗିରିରେ…
ଉଦ୍ଧାର କାର୍ଯ୍ୟ ଓ ରିଲିଫ ପାଇଁ ପଶ୍ଚିମବଙ୍ଗ ଯିବେ ୩୦୦ ଅଗ୍ନିଶମ କର୍ମଚାରୀ
ଭୁବନେଶ୍ୱର,୨୩।୫(ବ୍ୟୁରୋ)-ବାତ୍ୟା ଅମ୍ଫନରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ପଶ୍ଚିମବଙ୍ଗ। ଉଦ୍ଧାର କାର୍ଯ୍ୟ ଓ ରିଲିଫ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ୩୦୦ ଅଗ୍ନିଶମ କର୍ମଚାରୀ ଓ ୧୦ ଓଡ୍ରାଫ ଟିମ ସହ ୫୦୦ ଜଣ କର୍ମଚାରୀ ଶୁକ୍ରବାର ରାତିରୁ ପଶ୍ଚିମବଙ୍ଗ ଅଭିମୁଖେ ଗ୍ରସ୍ତ…
Archives


