ଥାନା ଭିତରେ ଥାର୍ଡ ଡିଗ୍ରୀ ପଡ଼ିଲା ମହଙ୍ଗା: ପାଟଣା ଥାନା ଆଇଆଇସିଙ୍କୁ ନିଲମ୍ବନ କଲେ ଡିଜି
ଭୁବନେଶ୍ୱର(ବ୍ୟୁରୋ)/ ପାଟଣା(ସ୍ବ.ପ୍ର.),୨୩।୫: କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ନିଲମ୍ବିତ ହୋଇଛନ୍ତି। ଥାନା ଭିତରେ ଜଣେ ଅଭିଯୁକ୍ତଙ୍କୁ ଥାର୍ଡ ଡିଗ୍ରୀ କରୁଥିବାର ଭିଡିଓ ଭାଇରାଲ ହେବା ପରେ ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କୁ ନିଲମ୍ବନ କରାଯାଇଛି। ଏ ନେଇ ଜିଡିପି କାର୍ଯ୍ୟାଳୟ ପକ୍ଷରୁ…
୨୬ ଜିଲାକୁ ମାଡ଼ିଲାଣି କରୋନା: ଗଞ୍ଜାମରେ ୩୪୧ ସଂକ୍ରମିତ ଚିହ୍ନଟ; ଜାଣନ୍ତୁ କେଉଁ ଜିଲାରେ କେତେ
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ଆଉ ୮୦ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି ପାଇଛି। ସେଥିରୁ ୮୨୬ ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୩୬ଜଣ ସୁସ୍ଥ…
ମଧୁ ଆପ୍ରେ ପାଠ ପଢୁଛନ୍ତି ୧ଲକ୍ଷ ୧ହଜାର ସ୍କୁଲ ପିଲା: ଟୁଇଟ୍କରି ସୂଚନା ଦେଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର, ୨୩।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ପିଲାମାନଙ୍କ ପାଠପଢ଼ା ନିମନ୍ତେ ଗତବର୍ଷ ଠାରୁ ମଧୁ ଆପ୍ ଆରମ୍ଭ ହୋଇଛି। ଏହାକୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଥିଲେ। ଗଞ୍ଜାମ ଜିଲାର ହାଇସ୍କୁଲ ଶିକ୍ଷକଙ୍କ ଦ୍ୱାରା…
CORONAVIRUS UPDATE: ନବରଙ୍ଗପୁର, ଗଜପତି ଜିଲାକୁ ଛୁଇଁଲା କରୋନା
ଭୁବନେଶ୍ୱର, ୨୩।୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୮୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ନବରଙ୍ଗପୁର ଜିଲାର ଜଣେ ଓ ଗଜପତି ଜିଲାର ୪ ଆକ୍ରାନ୍ତ ରହିଛନ୍ତି। ଏହା ସହିତ ଉଭୟ ନବରଙ୍ଗପୁର ଓ ଗଜପତି ଜିଲାକୁ ପ୍ରଥମ ଥର…
CORONAVIRUS UPDATE: ୨୬ ଜିଲାକୁ ଛୁଇଁଲା କରୋନା
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୬ ଜିଲାରେ କରୋନା କାୟା ବିସ୍ତାର କରିସାରିଲାଣି। କିଛି ଦିନ ତଳେ ଏହି ତାଲିକାରେ ମାଲକାନଗିରି ଜିଲା ଯୋଡ଼ି ହୋଇଥିଲା। ଶନିବାର ଆଉ ୨ଟି…
ଗଞ୍ଜାମ ଷ୍ଟେସନ ଅଞ୍ଚଳରୁ ଚୋରି, ଥାନାରେ ଏତଲା
ଗଞ୍ଜାମ,୨୩।୫(ଡି.ଏନ୍.ଏ.): ଗଞ୍ଜାମ ଷ୍ଟେସନ ରୋଡରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ଘରୁ ବଡ଼ ଧରଣର ଚୋରି ହୋଇଛିବ। ଏନେଇ ଶନିବାର ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାଇ ଷ୍ଟେସନ ରୋଡ଼ଠାରେ ଦୀର୍ଘ ବର୍ଷ ହେବ ସୁଶାନ୍ତ ସେଠୀ ନାମକ…
କରୋନା ଆକ୍ରାନ୍ତରେ ଅର୍ଦ୍ଧଶତକ ଟପିଲା ପୁରୀ ଜିଲା
ପୁରୀ ଅଫିସ, ୧୩।୫: ପୁରୀ ଜିଲାରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଶନିବାର ପୁଣି ୧୭ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଫଳରେ ଜିଲାରେ…
CORONAVIRUS UPDATE: ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଶନିବାର ସକାଳେ ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି ହୋଇଛି।…
ଝାରସୁଗୁଡାରେ ୨ ନୂଆ କରୋନା ପଜିଟିଭ୍ ଚିହ୍ନଟ: ୫ ବର୍ଷର ଶିଶୁ ସଂସ୍ପର୍ଶରେ ଆସି ବର୍ଷକର ଶିଶୁ କନ୍ୟା ଆକ୍ରାନ୍ତ
ଝାରସୁଗୁଡା ଅଫିସ,୨୩।୫: ଝାରସୁଗୁଡା ଜିଲାରେ ଶନିବାର ୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ବର୍ଷକର ଶିୁଶୁ ହୋଇଥିବା ବେଳେ ଅନ୍ୟ ଜଣକ ୪୦ବର୍ଷୀୟ ବ୍ୟକ୍ତି। ଏନେଇ ଜିଲାପାଳ ସରୋଜ କୁମାର ସାମଲ…
ଟୁଇଟ୍ କରି ସହଯୋଗର ହାତ ବଢ଼ାଇଲେ ୩ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୩ା୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍’ ପ୍ରକୋପରୁ ଓଡ଼ିଶା ବର୍ତ୍ତି ଯାଇଥିବାବେଳେ ପଡ଼ୋଶୀ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବାତ୍ୟା ସମୀକ୍ଷା ଲାଗି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ରାଜ୍ୟ ଗସ୍ତ କରି ଫେରିଛନ୍ତି। ଅନ୍ୟପଟେ ବାତ୍ୟା ପରବର୍ତ୍ତୀ ସମୟରେ ବିଭିନ୍ନ…
ବିମାନ, ରେଳ ଟିକେଟ ବୁକିଂ ଆରମ୍ଭ
ଭୁବନେଶ୍ୱର,୨୩ା୫ (ବ୍ୟୁରୋ): ବିମାନରେ ଘରୋଇ ଉଡ଼ାଣ ସହ ରେଳରେ ଯାତାୟତ କରିବା ପାଇଁ ଟିକେଟ ବୁକିଂ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ପୂର୍ବାହ୍ନ ୮ଟାରୁ ପୂର୍ବତଟ ରେଳପଥ ପକ୍ଷରୁ ଟିକେଟ୍ ବୁକିଂ ଆରମ୍ଭ କରାଯାଇଥିବାବେଳେ ମଧ୍ୟାହ୍ନ ୧୨ଟା ୩୦ରୁ ଏୟାର ଇଣ୍ଡିଆ ପକ୍ଷରୁ…
ବିଦ୍ୟୁତ୍ କର୍ମଚାରୀଙ୍କ ବାତ୍ୟା ମୁକାବିଲାକୁ ମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର, ୨୩ା୫ (ବ୍ୟୁରୋ): ବାତ୍ୟା ‘ଅମ୍ଫନ’ରେ କ୍ଷତିଗ୍ରସ୍ତ ବିଦ୍ୟୁତ୍ ସେବାକୁ ସ୍ବାଭାବିକ କରିବା ପାଇଁ ଯେଉଁ କର୍ମଚାରୀମାନେ ଦିନରାତି ଅବିରତ କାର୍ଯ୍ୟ କରୁଛନ୍ତି ସେମାନଙ୍କୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଭୂୟସୀ ପ୍ରଶଂସା କରିଛନ୍ତି। ଏକ ଭିଡିଓ ବାର୍ତ୍ତାରେ ମନ୍ତ୍ରୀ କହିଛନ୍ତି, ଏଭଳି…
Archives


