ମାର୍କେଟ୍ ବିଲ୍ଡିଂ ଆତଙ୍କ ଘଟଣାରେ ୧୮ ଗିରଫ, କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ: ସିପି
ଭୁବନେଶ୍ୱର,୧୧।୧(ବ୍ୟୁରୋ): ସ୍ଥାନୀୟ ୟୁନିଟ-୨ ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣାରେ ୩୦ରୁ ଊର୍ଦ୍ଧ୍ୱ ସାମିଲ ଥିବା ବେଳେ ୨୧ଜଣ ଚିହ୍ନଟ ହୋଇଛନ୍ତି। ପୋଲିସ ସେମାନଙ୍କ ମଧ୍ୟରୁ ୧୮ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୧୨ ନାବାଳକ ଓ ୬ଜଣ...
ପାଗଳ ପୁଅଙ୍କ ଆକ୍ରମଣରେ ବାପା ମୃତ, ମା’ ଗୁରୁତର
ତୁମୁଡ଼ିବନ୍ଧ,୧୧।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ ଝାଲିପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାଗଳ ପୁଅଙ୍କ ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତକ ହେଲେ ଅଗାଧୁ ନାୟକ(୫୦)। ସେହିଭଳି ଲକ୍ଷ୍ମୀ ନାୟକଙ୍କୁ...
ଆଇଇଏସ୍ ପରୀକ୍ଷାରେ ଓଡ଼ିଆ ପୁଅ ଅଂଶୁମାନ୍ ଟପ୍ପର
ଭୁବନେଶ୍ୱର,୧୧।୧(ବ୍ୟୁରୋ): ଇଣ୍ଡିଆନ୍ ଇକୋନୋମିକ୍ସ ସର୍ଭିସ (ଆଇଇଏସ୍) ପରୀକ୍ଷାରେ ଜଣେ ଓଡ଼ିଆ ଛାତ୍ର ଟପ୍ପର ହୋଇଛନ୍ତି। ସେ ହେଲେ ଅଂଶୁମାନ୍ କାମିଲା। ଆଇଇଏସ୍ ଯୋଗ୍ୟ ବିବେଚିତ ୩୨ ଜଣଙ୍କ ମଧ୍ୟରେ ଅଂଶୁମାନ୍ ପ୍ରଥମ ସ୍ଥାନ ଅଧିକାର କରି ଟପ୍ପର ହୋଇଛନ୍ତି। ସେ...
ଏସ୍ସିବି ଆଇସିୟୁରୁ ହ୍ୟାଣ୍ଡକଫ୍ ଅବସ୍ଥାରେ ଅଭିଯୁକ୍ତ ଚମ୍ପଟ୍
କଟକ ଅଫିସ,୧୧।୧: ଏସ୍ସିବି ଆଇସିୟୁରୁ ହ୍ୟାଣ୍ଡକଫ୍ ଲାଗିଥିବା ଅବସ୍ଥାରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତ ଚମ୍ପଟ୍ ମାରିଛନ୍ତି। ତାଙ୍କ ନାମ ହେଉଛି ଆଲୋକ କୁମାର ସାହୁ। ଆଲୋକଙ୍କୁ ଏକ ଚୋରି ମାମଲାରେ ଜଗତ୍ସିଂହପୁର ଜିଲା ରଘୁନାଥପୁର ଥାନା ପୋଲିସ...
ନାବାଳିକାଙ୍କୁ ଦନ୍ତା କଚାଡ଼ି ମାରିବା ଘଟଣା: କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ, ତହସିଲଦାରଙ୍କୁ ଅଟକ
ପାଟଣା,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଟେଣ୍ଡେରା ପଞ୍ଚାୟତ ହରିହରପୁର ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା କ୍ରମରେ ଏକ ଗୋଠଛଡା ଦନ୍ତା ଜଣେ ୧୧ବର୍ଷୀୟା ଝିଅକୁ କଚାଡ଼ି ମାରିଦେଇଥିଲା। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ...
ମାଞ୍ଜାସୂତାରେ ଗୁଡ଼ି ଉଡ଼ାଇବା ନିଷେଧ
କଟକ ଅଫିସ, ୧୧ା୧: କଟକରେ ମାଞ୍ଜାଦିଆ ସୂତା ଗୁଡ଼ିଉଡ଼ା ନିଷେଧ। ଗୁଡ଼ିଉଡାକୁ ପ୍ରଶାସନ ପକ୍ଷରୁ ବନ୍ଦ କରା ନ ଯାଇ ଗୁଡ଼ି ଉଡ଼ା ସମୟରେ କେତେକ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ଗୁଡିଉଡା ପାଇଁ ପ୍ରଶାସନ ପକ୍ଷରୁ ୧୦ଟି...
ଶ୍ରୀମନ୍ଦିର ହେରିଟେଜ କରିଡ଼ର: ଦିଅଁଙ୍କ ବାହାର ବିଜେ ପାଇଁ ସ୍ବତନ୍ତ୍ର ପରିକ୍ରମା ମାର୍ଗ
ପୁରୀ ଅଫିସ,୧୧ା୧: ଶ୍ରୀମନ୍ଦିର ପରମ୍ପରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ପୂର୍ବରୁ ଯେଉଁପରି ଭାବେ ସିଂହଦ୍ୱାର ସମ୍ମୁଖରେ ତିନିରଥ ରହୁଥିଲେ ଏବଂ ମହାପ୍ରଭୁ ରଥାରୂଢ଼ ହେବା ପରେ ରଥ ଟଣାଯାଉଥିଲା ତାହା ହିଁ ହେବ। ସିଂହଦ୍ୱାର ସମ୍ମୁଖରୁ ତିନିରଥ ଗୁଣ୍ଡିଚା...
କଂସ ବଧ ସହ ସରିଲା ବରଗଡ଼ ଧନୁଯାତ୍ରା
ମଥୁରାନଗରୀ,୧୧ା୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଉଦ୍ଯାପିତ ହୋଇଛି। ଉଦଯାପନୀ ଦିବସରେ କଂସବଧ ଦୃଶ୍ୟାଭିନୟ ମୁଖ୍ୟ ଆକର୍ଷଣ ଥିଲା। ଅନୁକୁଳ ପାଗ ଓ କଳାକାରଙ୍କ ନିଖୁଣ ଅଭିନୟ ଯୋଗୁ ମଥୁରାନଗରୀ ଲୋକାରଣ୍ୟ ହୋଇ ପଡ଼ିଥିଲା। ମଥୁରା ପରିଭ୍ରମଣ ସାରି କଂସ...
ଜିଲାସ୍ତରୀୟ ପ୍ରଦର୍ଶନୀରେ ୬୭ ପ୍ରକଳ୍ପ
ଖୋର୍ଦ୍ଧା ଅଫିସ,୧୧ା୧: ଖୋର୍ଦ୍ଧା ବିଜେବି ହାଇସ୍କୁଲରେ ଇନ୍ସ୍ପାୟାରମାନଙ୍କ ଦ୍ୱାରା ଜିଲାସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତା-୨୦୨୦ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୭ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବାବେଳେ କମ୍ ଦାମରେ ପାନୀୟ ଜଳ ମେଶିନ୍ ପ୍ରକଳ୍ପରେ ସ୍ଥାନ ପାଇଥିଲା। ଏହି...
ପୁନରୁଦ୍ଧାର ହେଉନି, କୂଅରେ ଆବର୍ଜନା ଭର୍ତ୍ତି
ଜଟଣୀ,୧୧ା୧(ଡି.ଏନ.ଏ): ଜଟଣୀ ମ୍ୟୁନିସିପାଲିଟି ଅନ୍ତର୍ଗତ ୪ନଂ. ଓ୍ବାର୍ଡ ବିବେକାନନ୍ଦ ସାହିରେ ଥିବା କୂଅ ଏବେ ଆବର୍ଜନାରେ ଭର୍ତ୍ତି ରହିଛି। କୂଅକୁ ପୁନରୁଦ୍ଧାର କରାଯାଉନାହିଁ। ଫଳରେ ପ୍ରାୟ ୪୦ବର୍ଷ ପୁରୁଣା ଏହି କୂଅ ଅଞ୍ଚଳବାସୀଙ୍କ ବ୍ୟବହାରରେ ଲାଗି ପାରୁନାହିଁ। ଏହି କୂଅ...
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଲୋକସେବା ଭବନ ଉଦ୍ୟାନ
ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଲୋକସେବା ଭବନ ଉଦ୍ୟାନ ଶନିବାରଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲା ହେବ। ଶୀତଦିନିଆ ଫୁଲର ସମ୍ଭାରରେ ଲୋକସେବା ଭବନ ଉଦ୍ୟାନ ଅତ୍ୟନ୍ତ ମନୋରମ ରୂପ ଧାରଣ କରିଛି। ତେଣୁ ଉଦ୍ୟାନର ଶୋଭାକୁ ଯେଭଳି ସାଧାରଣ ଲୋକେ ଉପଭୋଗ କରିପାରିବେ...
ଓଏସ୍ଏଚ୍ବି ଅଧ୍ୟକ୍ଷ ପ୍ରିୟଦର୍ଶୀଙ୍କ ମାତୃବିୟୋଗ
ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପୂର୍ବତନ ବିଧାୟକ ତଥା ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା(ଓଏସ୍ଏଚ୍ବି) ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ରଙ୍କ ମା’ କାଞ୍ଚନବାଳା ମିଶ୍ରଙ୍କର ଗୁରୁବାର ୭୮ବର୍ଷ ବୟସରେ ପରଲୋକ ଘଟିଛି। ବାଲିପାଟଣାର ସ୍ବର୍ଗତ ଜଗନ୍ନାଥ ମିଶ୍ରଙ୍କ ସ୍ତ୍ରୀ କାଞ୍ଚନବାଳା ବାଥ୍ରୁମ୍ରେ ପଡ଼ିଯିବା ଫଳରେ...
Archives


