ରାଜ୍ୟ

ନାବାଳିକାଙ୍କୁ ଦନ୍ତା କଚାଡ଼ି ମାରିବା ଘଟଣା: କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ, ତହସିଲଦାରଙ୍କୁ ଅଟକ

ପାଟଣା,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଟେଣ୍ଡେରା ପଞ୍ଚାୟତ ହରିହରପୁର ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା କ୍ରମରେ ଏକ ଗୋଠଛଡା ଦନ୍ତା ଜଣେ ୧୧ବର୍ଷୀୟା ଝିଅକୁ କଚାଡ଼ି ମାରିଦେଇଥିଲା। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ...

ମାଞ୍ଜାସୂତାରେ ଗୁଡ଼ି ଉଡ଼ାଇବା ନିଷେଧ

କଟକ ଅଫିସ, ୧୧ା୧: କଟକରେ ମାଞ୍ଜାଦିଆ ସୂତା ଗୁଡ଼ିଉଡ଼ା ନିଷେଧ। ଗୁଡ଼ିଉଡାକୁ ପ୍ରଶାସନ ପକ୍ଷରୁ ବନ୍ଦ କରା ନ ଯାଇ ଗୁଡ଼ି ଉଡ଼ା ସମୟରେ କେତେକ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ଗୁଡିଉଡା ପାଇଁ ପ୍ରଶାସନ ପକ୍ଷରୁ ୧୦ଟି...

ଶ୍ରୀମନ୍ଦିର ହେରିଟେଜ କରିଡ଼ର: ଦିଅଁଙ୍କ ବାହାର ବିଜେ ପାଇଁ ସ୍ବତନ୍ତ୍ର ପରିକ୍ରମା ମାର୍ଗ

ପୁରୀ ଅଫିସ,୧୧ା୧: ଶ୍ରୀମନ୍ଦିର ପରମ୍ପରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ପୂର୍ବରୁ ଯେଉଁପରି ଭାବେ ସିଂହଦ୍ୱାର ସମ୍ମୁଖରେ ତିନିରଥ ରହୁଥିଲେ ଏବଂ ମହାପ୍ରଭୁ ରଥାରୂଢ଼ ହେବା ପରେ ରଥ ଟଣାଯାଉଥିଲା ତାହା ହିଁ ହେବ। ସିଂହଦ୍ୱାର ସମ୍ମୁଖରୁ ତିନିରଥ ଗୁଣ୍ଡିଚା...

କଂସ ବଧ ସହ ସରିଲା ବରଗଡ଼ ଧନୁଯାତ୍ରା

ମଥୁରାନଗରୀ,୧୧ା୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଉଦଯାପନୀ ଦିବସରେ କଂସବଧ ଦୃଶ୍ୟାଭିନୟ ମୁଖ୍ୟ ଆକର୍ଷଣ ଥିଲା। ଅନୁକୁଳ ପାଗ ଓ କଳାକାରଙ୍କ ନିଖୁଣ ଅଭିନୟ ଯୋଗୁ ମଥୁରାନଗରୀ ଲୋକାରଣ୍ୟ ହୋଇ ପଡ଼ିଥିଲା। ମଥୁରା ପରିଭ୍ରମଣ ସାରି କଂସ...

ଜିଲାସ୍ତରୀୟ ପ୍ରଦର୍ଶନୀରେ ୬୭ ପ୍ରକଳ୍ପ

ଖୋର୍ଦ୍ଧା ଅଫିସ,୧୧ା୧: ଖୋର୍ଦ୍ଧା ବିଜେବି ହାଇସ୍କୁଲରେ ଇନ୍‌ସ୍ପାୟାରମାନଙ୍କ ଦ୍ୱାରା ଜିଲାସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତା-୨୦୨୦ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୭ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବାବେଳେ କମ୍‌ ଦାମରେ ପାନୀୟ ଜଳ ମେଶିନ୍‌ ପ୍ରକଳ୍ପରେ ସ୍ଥାନ ପାଇଥିଲା। ଏହି...

ପୁନରୁଦ୍ଧାର ହେଉନି, କୂଅରେ ଆବର୍ଜନା ଭର୍ତ୍ତି

ଜଟଣୀ,୧୧ା୧(ଡି.ଏନ.ଏ): ଜଟଣୀ ମ୍ୟୁନିସିପାଲିଟି ଅନ୍ତର୍ଗତ ୪ନଂ. ଓ୍ବାର୍ଡ ବିବେକାନନ୍ଦ ସାହିରେ ଥିବା କୂଅ ଏବେ ଆବର୍ଜନାରେ ଭର୍ତ୍ତି ରହିଛି। କୂଅକୁ ପୁନରୁଦ୍ଧାର କରାଯାଉନାହିଁ। ଫଳରେ ପ୍ରାୟ ୪୦ବର୍ଷ ପୁରୁଣା ଏହି କୂଅ ଅଞ୍ଚଳବାସୀଙ୍କ ବ୍ୟବହାରରେ ଲାଗି ପାରୁନାହିଁ। ଏହି କୂଅ...

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଲୋକସେବା ଭବନ ଉଦ୍ୟାନ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଲୋକସେବା ଭବନ ଉଦ୍ୟାନ ଶନିବାରଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲା ହେବ। ଶୀତଦିନିଆ ଫୁଲର ସମ୍ଭାରରେ ଲୋକସେବା ଭବନ ଉଦ୍ୟାନ ଅତ୍ୟନ୍ତ ମନୋରମ ରୂପ ଧାରଣ କରିଛି। ତେଣୁ ଉଦ୍ୟାନର ଶୋଭାକୁ ଯେଭଳି ସାଧାରଣ ଲୋକେ ଉପଭୋଗ କରିପାରିବେ...

ଓଏସ୍‌ଏଚ୍‌ବି ଅଧ୍ୟକ୍ଷ ପ୍ରିୟଦର୍ଶୀଙ୍କ ମାତୃବିୟୋଗ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପୂର୍ବତନ ବିଧାୟକ ତଥା ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା(ଓଏସ୍‌ଏଚ୍‌ବି) ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ରଙ୍କ ମା’ କାଞ୍ଚନବାଳା ମିଶ୍ରଙ୍କର ଗୁରୁବାର ୭୮ବର୍ଷ ବୟସରେ ପରଲୋକ ଘଟିଛି। ବାଲିପାଟଣାର ସ୍ବର୍ଗତ ଜଗନ୍ନାଥ ମିଶ୍ରଙ୍କ ସ୍ତ୍ରୀ କାଞ୍ଚନବାଳା ବାଥ୍‌ରୁମ୍‌ରେ ପଡ଼ିଯିବା ଫଳରେ...

ଫନୀକୁ ୮ମାସ ବିତିଲା: ମରାମତି ହେଉନି ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ

କଟକ ରୋଡ,୧୧ା୧(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ର ୮ମାସ ପରେ ବି ରାଜଧାନୀର କେତେକ ଅଞ୍ଚଳରେ ବିଦ୍ୟୁତ୍‌ ଖୁଣ୍ଟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଯାହା କି ସାଧାରଣ ଲୋକଙ୍କୁ ଚିନ୍ତାରେ ପକାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀ ଅଧୀନରେ...

୪ ସରକାରୀ ଅଧିକାରୀ ବହିଷ୍କୃତ

ଭୁବନେଶ୍ୱର, ୧୧ା୧ (ବ୍ୟୁରୋ): ରାଜ୍ୟ ସରକାର ୪ ଜଣ ସରକାରୀ କର୍ମଚାରୀଙ୍କୁ ସେମାନଙ୍କ ଚାକିରିରୁ ବହିଷ୍କାର କରିଛନ୍ତି। ଏହି ଅଧିକାରୀମାନେ ହେଉଛନ୍ତି-ଯାଜପୁର ଜିଲା ଦଶରଥପୁର ବ୍ଲକରେ ଜଳସମ୍ପଦ ବିଭାଗରେ କାର୍ଯ୍ୟରତ ଏଇଇ ସଞ୍ଜୟ କୁମାର ଚୌଧୁରୀ। ବାଲେଶ୍ୱର ଜିଲାର ଜିଲା...

ମହାନଦୀରେ ଡଙ୍ଗା ବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ

ବଡମ୍ବା,୧୧ା୧(ଡି.ଏନ୍‌.ଏ.): ମହାନଦୀରେ ନୌବିହାର ବେଳେ ଡଙ୍ଗାବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ ହୋଇଯାଇଥିବାବେଳେ ୨ଜଣଙ୍କୁ ସ୍ଥାନୀୟ କେତେଜଣ ଲୋକ ଉଦ୍ଧାର କରିଛନ୍ତି। ବଡମ୍ବା ଥାନା ଅନ୍ତର୍ଗତ ମା’ଭଟ୍ଟାରିକାଙ୍କ ପୀଠ ନିକଟରେ ଶୁକ୍ରବାର ଅପରାହ୍ନରେ ଘଟିଛି ଏହି ଘଟଣା। ଦେଖଣାହାରୀଙ୍କ କହିବା ମୁତାବକ...

ମାର୍କେଟ ବିଲ୍ଡିଂରେ ଆତଙ୍କ: ଯାହାକୁ ଦେଖିଲେ ପିଟିଲେ କଳାମୁଖା ପିନ୍ଧା ଦୁର୍ବୃତ୍ତ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା। ପ୍ରାୟ ୭୦ ଦୁର୍ବୃତ୍ତ ମୁହଁରେ କଳାମୁଖା ପିନ୍ଧି ଖଣ୍ଡା, ଭୁଜାଲି, ଠେଙ୍ଗା ଧରି ପଶିଆସିଥିଲେ ଜନଗହଳିପୂର୍ଣ୍ଣ ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂକୁ। ଦେଖୁ ଦେଖୁ ଖେଳିଯାଇଥିଲା ଆତଙ୍କ। ଦୁର୍ବୃତ୍ତମାନେ କେଶରୀ ମଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri