୭ଶହ ହେକ୍ଟର ଧାନ ଫସଲ କ୍ଷତିଗ୍ରସ୍ତ
ପୁରୀ ଅଫିସ/ କୋଣାର୍କ (ଡି.ଏନ୍.ଏ),୨୧।୫: ପୁରୀ ଜିଲାରେ ସାମୁଦ୍ରିକ ବାତ୍ୟା ଅମ୍ଫନର ପ୍ରଭାବ ପଡ଼ିଛି। ବଡ଼ଧରଣର କ୍ଷୟକ୍ଷତି ହୋଇ ନ ଥିଲେ ମଧ୍ୟ ଉପକୂଳବର୍ତ୍ତୀ ଅଞ୍ଚଳର ଅନେକ ଜାଗାରେ ଗଛ ଏବଂ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଛି। କେତେକ କଚ୍ଚାଘର ବି କ୍ଷତି…
କଣ୍ଟେନମେଣ୍ଟ ଜୋନ୍ରୁ ହଟିଲା ରେଣୁକା ଗଳି
ପୁରୀ ଅଫିସ,୨୧।୫: ପୁରୀ ସହରସ୍ଥ ରେଣୁକା ଗଳି ଅଞ୍ଚଳରୁ ଗତ ୧୦ ତାରିଖରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗୋଟିଏ ପରିବାର ଦୁଇ ସଦସ୍ୟ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଉକ୍ତ ଅଞ୍ଚଳକୁ ବିଶୋଧନ କରାଯାଇଥିଲା।…
ସ୍ନାନଯାତ୍ରା ପ୍ରସ୍ତୁତି : ଆଜି ୧୦ ନିଯୋଗ ସହ ବୈଠକ
ପୁରୀ ଅଫିସ,୨୧।୫: ଆସନ୍ତା ଜୁନ୍ ୫ତାରିଖରେ ସ୍ନାନଯାତ୍ରା। ସ୍ନାନମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁଦିଅଁ। ତେଣୁ ସ୍ନାନଯାତ୍ରାକୁ କିପରି ଶୃଙ୍ଖଳିତ ଭାବେ ସମ୍ପନ୍ନ କରାଯିବ ସେ ନେଇ ବିଭିନ୍ନ ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର ପ୍ରଶାସନ। ଗତ ୧୨ ତାରିଖରେ…
ରାଜଧାନୀରେ ସାମାନ୍ୟ ପ୍ରଭାବ
ଭୁବନେଶ୍ୱର,୨୧।୫(ବ୍ୟୁରୋ): ଭୁବନେଶ୍ୱରରେ ବାତ୍ୟା ଅମ୍ଫନ୍ର ପ୍ରଭାବ ସାମାନ୍ୟ ଅନୁଭୂତ ହୋଇଛି। ଏହା ପ୍ରଭାବରେ ମଙ୍ଗଳବାରଠାରୁ ଝିପିଝିପି ବର୍ଷା ହୋଇଥିବାବେଳେ ବିଳମ୍ବିତ ରାତିରୁ ବୁଧବାର ମଧ୍ୟାହ୍ନ ଯାଏ ବର୍ଷିଥିଲା। ୪୦ରୁ ୫୦ କି.ମି. ବେଗରେ ପବନ ବହିଥିଲେ ମଧ୍ୟ ରାଜଧାନୀରେ ସେପରି କିଛି…
ପୋଲିସକୁ ଓଏଚ୍ଆର୍ସିଙ୍କ କଡ଼ା ସମାଲୋଚନା
କଟକ ଅଫିସ୍,୨୧।୫: କେନ୍ଦୁଝର ଜିଲା ପାଟଣା ଥାନା ପରିସରରେ ଜଣେ ଯୁବକଙ୍କୁ ଆଇଆଇସି ସନ୍ଧ୍ୟାରାଣୀ ଜେନା ମାଡ଼ ମାରିବାର ଭିଡିଓ ଭାଇରାଲ ଖବର ପ୍ରକାଶ ପରେ ସାମାଜିକ କର୍ମୀ ମନୋଜ ଜେନାଙ୍କ ତରଫରୁ ଓଡ଼ିଶା ମାନବାଧିକାର କମିଶନ୍ (ଓଏଚ୍ଆର୍ସି)ଙ୍କ ନିକଟରେ ଅଭିଯୋଗ…
୨୩.୫ଲକ୍ଷ ଶ୍ରମିକଙ୍କୁ ନିଜ ରାଜ୍ୟରେ ଛାଡ଼ିଛି ୧୭୭୩ ଟ୍ରେନ
ଭୁବନେଶ୍ୱର,୨୧।୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର ଓ ଅସହାୟ ବ୍ୟକ୍ତିଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର ଟ୍ରେନ୍ ସେବାର ବ୍ୟବସ୍ଥା କରିଛି ଭାରତୀୟ ରେଳ ମନ୍ତ୍ରଣାଳୟ। ମେ’ ୧ରୁ ସେବା…
ହାତ ଦେଖାଇଲେ ଆପେ ସ୍ପ୍ରେ ହେବ ସାନିଟାଇଜର
କଟକ ଅଫିସ,୨୧।୫: କରୋନା ମୁକାବିଲା ପାଇଁ ଦେଶର ବିଭିନ୍ନ କ୍ଷେତ୍ରରୁ ପ୍ରୟାସ ଚାଲିଛି। ଏହି କ୍ରମରେ କରୋନା ଲଢ଼େଇରେ ସାମିଲ ହୋଇଛି କଟକସ୍ଥିତ ଖପୁରିଆ ସରକାରୀ ଆଇଟିଆଇ। ପୂର୍ବରୁ ଭ୍ରାମ୍ୟମାଣ କୋଭିଡ୍ ନମୁନା ସଂଗ୍ରହ ମେଶିନ ଓ କୋଭିଡ ହସ୍ପିଟାଲରେ କାର୍ଯ୍ୟ…
କଟକ ପୋଲିସକୁ ଘାରିଲା କରୋନା ଭୟ
କଟକ ଅଫିସ୍,୨୧।୫: ଭୁବନେଶ୍ୱରରେ ଜଣେ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ଏହାକୁ ନେଇ କମିଶନରେଟ୍ ପୋଲିସର ଅଧିକାରୀ ଓ କର୍ମଚାରୀଙ୍କ ଭିତରେ ଛନକା ପଶିଛି। ଉଭୟ ଭୁବନେଶ୍ୱର ଓ କଟକ ସହରରେ ପୋଲିସ କର୍ମଚାରୀ, ଅଧିକାରୀଙ୍କ ନମୁନା…
ଅମ୍ଫନ୍ ପାଇଁ ବନ୍ଦ ରହିଲା ହାଇକୋର୍ଟ
କଟକ ଅଫିସ୍,୨୧।୫: ସାମୁଦ୍ରିକ ବାତ୍ୟା ‘ଅମ୍ଫନ୍’ ଯୋଗୁ ବୁଧବାର ହାଇକୋର୍ଟ ବନ୍ଦ ରହିଛି। ବୁଧବାର ପାଇଁ ଧାର୍ଯ୍ୟ ହୋଇଥିବା ମାମଲାଗୁଡ଼ିକର ଶୁଣାଣି ଗୁରୁବାର କରାଯିବ। ଏନେଇ ହାଇକୋର୍ଟ ରେଜିଷ୍ଟ୍ରାର୍ (ଜୁଡିସିଆଲ) ସୂଚନା ଦେଇଛନ୍ତି। ବାତ୍ୟା ଯୋଗୁ ବିଦ୍ୟୁତ୍ ସଂଯୋଗ ଓ ଇଣ୍ଟରନେଟ୍…
ଘୁଞ୍ଚିଲା ୟୁପିଏସ୍ସି ପରୀକ୍ଷା: ଜୁନ୍ ୫ ବୈଠକରେ ପରବର୍ତ୍ତୀ ନିଷ୍ପତ୍ତି
ଭୁବନେଶ୍ୱର,୨୦ା୫(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍ସି) ଦ୍ୱାରା ହେବାକୁ ଥିବା ସମସ୍ତ ପରୀକ୍ଷା ଓ ସାକ୍ଷାତ୍କାରକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଉଠିବା ପରେ ବୁଧବାର ଆୟୋଗ ପକ୍ଷରୁ ଅନୁଷ୍ଠିତ ସ୍ବତନ୍ତ୍ର ବୈଠକରେ ଏନେଇ ନିଷ୍ପତ୍ତି…
ପାରାଦୀପରେ ତାଣ୍ଡବ ରଚିଲା ଅମ୍ଫନ୍: ୨୪ ଘଣ୍ଟା ବର୍ଷା ପବନରେ ଲୋକେ ଆତଙ୍କିତ
ପାରାଦୀପ,୨୦ା୫(ସ୍ବ.ପ୍ର.): ବଙ୍ଗୋପ ସାଗରରୁ ସୃଷ୍ଟ ବାତ୍ୟା ଅମ୍ଫାନ ପାରାଦୀପରେ ତାଣ୍ଡବ ରଚିଛି। ଏହାଦ୍ୱାରା ଅଞ୍ଚଳରେ ବ୍ୟାପକ କ୍ଷତି ଘଟିଛି। ଘଣ୍ଟାପ୍ରତି ୧୦୬ କି.ମି. ବେଗରେ ପବନ ବହିବା ସହ ବୁଧବାର ଦିନ ୧୦ଟା ସୁଦ୍ଧା ୨୦୮ ମି.ମି. ବର୍ଷା ହୋଇଥିବା ରେକର୍ଡ…
୪ ପଞ୍ଚାୟତରେ କଣ୍ଟେନମେଣ୍ଟ ଅବଧି ୭ ଦିନ ବଢିଲା
ହାଟଡିହୀ,୨୦।୫(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୪ଟି ପଞ୍ଚାୟତରେ କଣ୍ଟେନମେଣ୍ଟ ଅବଧିକୁ ଜିଲାପାଳ ଆଶିଷ ଠାକରେ ୭ ଦିନ ବୃଦ୍ଧି କରିଛନ୍ତି। ଆଦେଶନାମା ନଂ ୧୦୮୬/୧୮।୫।୨୦୨୦ଅନୁସାରେ ଢେଙ୍କା ପଞ୍ଚାୟତର ଢେଙ୍କା ହାଇସ୍କୁଲ ଆଇସୋଲେଶନ କେନ୍ଦ୍ର ଠାରୁ ୧୦୦ ମିଟର ଦୂରତା ଏବଂ…
Archives


