ରାଜ୍ୟ

ହସ୍ତକ୍ଷେପ କଲେ ମୁଖ୍ୟମନ୍ତ୍ରୀ, ଆତ୍ମାହୁତି ଆନ୍ଦୋଳନ ପ୍ରତ୍ୟାହୃତ କଲେ ସୁର

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ବିଭିନ୍ନ ଦାବି ପୂରଣ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଦାବି ପୂରଣ ନ ହେଲେ ସେ ଦାରୁଠେଙ୍ଗ ଏବଂ ଜଟଣୀର ୨୭ଟି ଗ୍ରାମର ବାସିନ୍ଦାଙ୍କ ସହ ନବୀନ...

ପାନ ଦୋକାନୀରୁ ଓଏଏସ୍‌: ନାରାୟଣଙ୍କୁ ପୁରୁଷୋତ୍ତମପୁରରେ ସମ୍ବର୍ଦ୍ଧନା

ପୁରୁଷୋତ୍ତମପୁର, ୧୦।୧(ଡି.ଏନ୍‌.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ନାରାୟଣ ବେହେରା(୨୫) ଓଡିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ୫୧ ନଂ ର଼୍ୟାଙ୍କରେ ରହି ପୁରୁଷୋତ୍ତମପୁର ଲାଗି ଗୌରବ ଅର୍ଜନ କରିଛନ୍ତି। ଏହି ଉପଲକ୍ଷେ ସହରର ବିଭିନ୍ନ ସଂଗଠନ ଓ ଜନସାଧାରଣଙ୍କ ପକ୍ଷରୁ...

କଫସିରପ ମାଷ୍ଟରମାଇଣ୍ଡ ସାନ ନେଗୀ, ଦୁଇ ସହଯୋଗୀ କୋର୍ଟ ଚାଲାଣ

ବଲାଙ୍ଗୀର ଅଫିସ, ୧୦।୧- କଫସିରପ କାରବାରର ମାଷ୍ଟରମାଇଣ୍ଡ ସାନ ନେଗୀ ଓ ତାଙ୍କର ଦୁଇ ସହଯୋଗୀ ଅଜିତ ନନ୍ଦ ଏବଂ ଫାରୁକ ଖାନଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଏହି ତିନି ଅଭିଯୁକ୍ତଙ୍କୁ ପୋଲିସ ଭୁବନେଶ୍ବରଠାରୁ...

ଟ୍ରକ୍‌କୁ ପିଟିଲା ବସ୍‌, ୨୦ରୁ ଊର୍ଦ୍ଧ୍ୱ ଆହତ

ଦେବଗଡ଼,୧୦।୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା ବାରକୋଟ ଥାନା ଖୁଲୁଣ୍ଡିପାଣି ଗ୍ରାମ ନିକଟ ୨୩ନଂ ଜାତୀୟ ରାଜପଥରେ ଶୁକ୍ରବାର ବସ୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ବଣାଇ ଓ ବାରକୋଟ...

ଓଏଏସ୍‌ ପରୀକ୍ଷାରେ ତପସ୍ବିନୀଙ୍କ କୃତିତ୍ୱ: ଦୃଢ଼ ଇଚ୍ଛାଶକ୍ତି ସଫଳତା ଦେଇଛି

ବାଲିଆ, ୧୦।୧: ମାତ୍ର ୭ବର୍ଷ ବୟସରେ ଦୃଷ୍ଟିଶକ୍ତି ହରାଇବା ପରେ ବି ନିଜ ସ୍ବପ୍ନ ପୂରଣ କରିବାକୁ ଅନବରତ ଚେଷ୍ଟା ଚଳାଇଥିଲେ ବିରିଡ଼ି ବ୍ଲକ ୨୨ ମୌଜା ଚାଷୀଖଣ୍ଡ ଗ୍ରାମର ଅରୁଣ କୁମାର ଦାସ ଓ କୃଷ୍ଣପ୍ରିୟା ମହାନ୍ତିଙ୍କ ଏକମାତ୍ର...

ଗରିବ ଲୋକଙ୍କ ବିଦ୍ୟୁତ୍‌ କାଟିଲେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ: ସୁର

ଭୁବନେଶ୍ୱର,୧୦।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ବିଦ୍ୟୁତ୍‌ କାଟ୍‌ ନିଷ୍ପତ୍ତିକୁ କଂଗ୍ରେସ ବିରୋଧ କରିଛି। ଗରିବ ଲୋକଙ୍କ ଲାଇନ୍‌ କାଟିଲେ କଂଗ୍ରେସ ଆନ୍ଦୋଳନ କରିବ। କାହାରିକୁ ଗାଁକୁ ପୂରାଇ ଦିଆଯିବ ନାହିଁ। ମୁଣ୍ଡ ଉପରେ ପିଲାଙ୍କ ପରୀକ୍ଷା ଥିବାରୁ ଏହି...

ବଲାଣି ସେଲ୍‌ ଖଣିରେ ଦୁର୍ଘଟଣା: କ୍ରଶରରେ ଚାପି ହୋଇ ଶ୍ରମିକଙ୍କ ୩ ଆଙ୍ଗୁଠି କଟିଲା

ବଡ଼ବିଲ, ୧୦।୧(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଷ୍ଟିଲ ଅଥରିଟି ଅଫ୍‌ ଇଣ୍ଡିଆ ଲିଃ(ସେଲ) ଖଣିରେ ଶୁକ୍ରବାର ସକାଳେ ଦୁର୍ଘଟଣା ଘଟିଛି। କ୍ରଶର ପ୍ଲାଣ୍ଟରେ କାମ କରୁଥିବାବେଳେ ଚାପି ହୋଇ ଜଣେ ଠିକା ଶ୍ରମିକଙ୍କ ହାତର ୩ଟି...

ରାଜଧାନୀରେ ଅସହାୟ ରୋଗୀଙ୍କ ହୀନସ୍ତା: ପରିସ୍ରାନଳୀ ଧରି ୩ ବର୍ଷ ହସ୍ପିଟାଲ ବାହାରେ ବ୍ରଜବନ୍ଧୁ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ‘ମୋ ସରକାର’ରେ ସାମିଲ ହୋଇଛି ସ୍ବାସ୍ଥ୍ୟ ବିଭାଗ। ଚିକିତ୍ସା କ୍ଷେତ୍ରରେ ଅବହେଳା ଅଭିଯୋଗ ଆସିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ସରକାର। ହେଲେ ଅସହାୟ ଓ ଗରିବଙ୍କ ପାଇଁ ଅଭିଯୋଗ କରିବ କିଏ? ଏ ପରିସ୍ଥିତିରେ ଜଣେ ଅସହାୟ ବୃଦ୍ଧ...

ଟ୍ରାଫିକ ଡ୍ୟୁଟିବେଳେ ଫୋନ୍‌ରେ ଗପିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଅନେକ ସମୟରେ ଟ୍ରାଫିକ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀ ମୋବାଇଲ୍‌ ଫୋନ୍‌ରେ ଗପୁଥିବା ନଜିର ରହିଛି। ଏଭଳି ଅବହେଳାକୁ ନେଇ ବାରମ୍ବାର ଅଭିଯୋଗ ମଧ୍ୟ ଉଠିଛି। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏହାକୁ ଗୁରୁତର ସହିତ ଗ୍ରହଣ କରିବା...

ମରାମତି ପାଇଁ ୨ ଟ୍ରେନ ବାତିଲ୍‌

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ପୂର୍ବତଟ ରେଳପଥର ଓ୍ବାଲ୍‌ଟିୟର ଡିଭିଜନ୍‌ରେ ମରାମତି କାର୍ଯ୍ୟ ପାଇଁ ୨ଟି ପାସେଞ୍ଜର ଟ୍ରେନକୁ ବାତିଲ୍‌ କରାଯାଇଛି। ସମ୍ବଲପୁର-କୋରାପୁଟ-ସମ୍ବଲପୁର ୧୦ ଜାନୁୟାରୀରୁ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଉଭୟ ଦିଗରୁ ବାତିଲ୍‌ ରହିବ। ସେହିଭଳି ରାୟପୁର-ବିଶାଖାପାଟଣା-ରାୟପୁର ୧୦ ଜାନୁୟାରୀରୁ ୧ ଏପ୍ରିଲ...

ପାରଳାଖେମୁଣ୍ଡିଠାରେ ହେବ ଗୋପୀନାଥ ଗଜପତିଙ୍କ ଅନ୍ତିମ ସଂସ୍କାର

ଭୁବନେଶ୍ୱର,୧୦।୧(ବ୍ୟୁରୋ): ପାରଳା ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ରାଜକୀୟ ଅନ୍ତିମ ସଂସ୍କାର ଶୁକ୍ରବାର ପାରଳାଖେମୁଣ୍ଡିଠାରେ କରାଯିବ। ଗଜପତିଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇପାରିବେ ନାହିଁ। ତେବେ ତାଙ୍କ ସ୍ଥାନରେ ଭଞ୍ଜନଗର ବିଧାୟକ ତଥା...

ରେବେସା ମଠ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୧୦।୧: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ଶୁକ୍ରବାର ଉତ୍ତର ଦ୍ୱାର ନିକଟରେ ଥିବା ରେବେସା ମଠ ଉଚ୍ଛେଦ କାର୍ଯ୍ୟ ପ୍ରଶାସନ ଆରମ୍ଭ କରିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri