ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ଅଟକି ରହିଛନ୍ତି ୩୩ଶ୍ରମିକ
ଖପ୍ରାଖୋଲ, ୧ା୪(ଡି.ଏନ.ଏ.): ସାରା ଦେଶରେ କରୋନା ଭୁତାଣୁ ସଂକ୍ରମଣ ରୋକିବାକୁ ଆଠ ଦିନ ହେଲା ଲକ ଡାଉନ। ଏହି ସମୟରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳର ୩୩ ଜଣ ଶ୍ରମିକ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାର ଇଟାଭାଟିରେ କାମ କରୁଛନ୍ତି। ଇଟାଭାଟି…
ଭୀମସାରରେ ପୁଣି ୪ କରୋନା ସନ୍ଦିଗ୍ଧ
ସମ୍ବଲପୁର,୧।୪ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଭିମସାରରେ ବୁଧବାର ପୁଣି ୪ଜଣ କରୋନା ସନ୍ଦିଗ୍ଧ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ବୁର୍ଲା ଥାନା ଓ ହୀରାକୁଦ ଥାନା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୪ ଜଣଙ୍କୁ ଉଦ୍ଧାର କରିଥିଲା।…
କରୋନା ଲକ୍ଡାଉନ୍: ମହିଳା ଶ୍ରମିକଙ୍କ ଦୁର୍ଦ୍ଦଶା ବଢୁଛି
ବଲାଙ୍ଗୀର ଅଫିସ, ୧ା୪: ଲକ୍ଡାଉନ୍ ସମୟରେ ଗରିବଙ୍କ ଆୟପନ୍ଥା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବାରୁ ଏବେ ସେମାନେ ମହା ଅଡୁଆରେ ପଡିଛନ୍ତି। ବିଶେଷକରି ମହିଳା ଶ୍ରମିକମାନେ ଘୋର ଅସୁବିଧାରେ ପଡିଛନ୍ତି। ଯେଉଁ ମହିଳାମାନେ କାମ କରି ପରିବାର ଚଲାଉଥିଲେ ସେମାନଙ୍କ ଜୀବନ ଜୀବିକା…
ଅବ୍ୟବସ୍ଥାରେ କ୍ୱାରାଣ୍ଟାଇନ ସେଣ୍ଟର
ବାଲିଆ, ୧।୪: କରୋନା ମହାମାରୀ ପାଇଁ ପଞ୍ଚାୟତସ୍ତରରେ କ୍ୱାରାଣ୍ଟାଇନ୍ ସେଣ୍ଟର କରିବାକୁ ରାଜ୍ୟ ସରକାରଙ୍କ ତରଫରୁ ପ୍ରତି ପଞ୍ଚାୟତକୁ ୫ ଲକ୍ଷ ଟଙ୍କା ଲେଖାଏଁ ଦିଆଯାଇଛି। ବିରିଡି ବ୍ଲକର ବିଭିନ୍ନ ପଞ୍ଚାୟତକୁ ୫ ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି। ପଞ୍ଚାୟତର ଯେ…
ଲକ୍ଡାଉନ୍: ସମୁଦ୍ରକୁ ଯାଉନାହାନ୍ତି ମତ୍ସ୍ୟଜୀବୀ, ସାମୁଦ୍ରିକ ମାଛ ଦର ଆକାଶଛୁଆଁ
କେନ୍ଦ୍ରାପଡ଼ା ଅଫିସ, ୧।୪: କେନ୍ଦ୍ରାପଡ଼ା ଜିଲାରେ ତାଲା ବନ୍ଦର ପ୍ରଭାବ ସାମୁଦ୍ରିକ ଖାଦ୍ୟ ଉପରେ ପଡିଛି। ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ମହାକାଳପଡ଼ା, ରାଜନଗର ବ୍ଲକଠାରୁ ଆରମ୍ଭ କରି ଜିଲାର ସମସ୍ତ ମାଛ ବ୍ୟବସାୟୀ ଏହି ସମୟରେ ଦର ବଢ଼ାଇ ଚାଲିଛନ୍ତି। ସମୁଦ୍ରରୁ…
ସରକାରଙ୍କ ନିର୍ଦ୍ଦେଶକୁ ମାନୁ ନାହାନ୍ତି ଶିଳ୍ପସଂସ୍ଥା: କାମ ହରାଇ ଦୁର୍ଦ୍ଦିନରେ ଶ୍ରମିକ ପରିବାର
ଯାଜପୁର ଅଫିସ,୧ା୪: କରୋନା ସଂକ୍ରମଣ ରୋକିବା ନିମେନ୍ତ ଦେଶ ଲକ୍ଡାଉନ୍ କରାଯାଇଥିବାରୁ କୌଣସି ଶ୍ରମିକ ଓ କର୍ମଚାରୀଙ୍କୁ କାର୍ଯ୍ୟଚ୍ୟୁତ କିମ୍ବା ମଜୁରିରୁ ବଞ୍ଚିତ ନ କରିବାକୁ ସରକାରୀ ନିର୍ଦ୍ଦେଶ ହୋଇଛି। କିନ୍ତୁ ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳରେ ଥିବା ଏକମାତ୍ର ସରକାରୀ…
ନିଜାମୁଦ୍ଦିନ୍ ଧର୍ମସଭାରେ ଥିଲେ କୋରାପୁଟର୨
ଜୟପୁର,୧ା୪(ନି.ପ୍ର./ଡି.ଏନ୍.ଏ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍ଠାରେ ହୋଇଥିବା ମୁସଲମାନ୍ ଧର୍ମସଭାରେ ଦେଶବିଦେଶରୁ ଲୋକ ଯୋଗଦେଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହି ସଭାରେ ଓଡ଼ିଶାର ୧୫ଜଣ ଯୋଗ ଦେଇଥିବାବେଳେ କୋରାପୁଟ ଜିଲାର ଜୟପୁର ଏବଂ କୋଟପାଡ଼ ଅଞ୍ଚଳର ୨ ବ୍ୟକ୍ତି…
ଯେକୌଣସି ସମୟରେ ଯେକୌଣସି ବ୍ୟକ୍ତି ହୋଇପାରନ୍ତି କରୋନା ସଂକ୍ରମିତ: ବାଗ୍ଚୀ
ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ଏଭଳି ଏକ ରୋଗ ଯାହାକି ଧର୍ମ, ଜାତି, ଧନି, ଗରିବ,ବର୍ଣ୍ଣ ନିର୍ବିଶେଷରେ ଏକ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ଏହା ଯେକୌଣସି ସମୟରେ ଯେକୌଣସି ବ୍ୟକ୍ତିଙ୍କୁ ସଂକ୍ରମିତ କରିପାରେ। କାନାଡ଼ାର ପ୍ରଧାନମନ୍ତ୍ରୀଙ୍କ ସ୍ତ୍ରୀଙ୍କଠାରୁ ଆରମ୍ଭ କରି ପ୍ରିନ୍ସ ଚାଲ୍ସ…
କରୋନା ନେଇ ଗୁଜବ ପ୍ରଚାର କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ
ଭୁବନେଶ୍ୱର,୧।୪(ବ୍ୟୁରୋ): ଦେଶ, ସମାଜ ଏବଂ ରାଜ୍ୟ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି। ଆଗାମୀ ଦିନରେ କରେନା ସହ ଲଢ଼ିବା ପାଇଁ ପ୍ରତିଟି ବୁନ୍ଦା ସାହସ, ଶକ୍ତି ବଜାୟ ରଖିବାକୁ ପଡ଼ିବ। ହେଲେ କିଛି ଦାୟିତ୍ୱହୀନ ବ୍ୟକ୍ତି ଗୁଜବ ସୃଷ୍ଟି…
ଦୁବାଇରୁ ଭାୟା କୋଲକାତା ଦେଇ ଭଦ୍ରକ ଆସିଥିଲେ ୪ର୍ଥ କରୋନା ଆକ୍ରାନ୍ତ: ବାଗ୍ଚୀ
ଭୁବନେଶ୍ୱର,୧।୪(ବ୍ୟୁରୋ): ଓଡ଼ିଶାରେ ଚିହ୍ନଟ ହୋଇଥିବା ୪ର୍ଥ କରୋନା ସଂକ୍ରମିତଙ୍କ ବିଷୟରେ ସବିଶେଷ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍ଚୀ…
ଚତୁର୍ଥ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ୭ଜଣ
ଭୁବନେଶ୍ୱର,୧।୪(ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୪ରେ ପହଞ୍ଚିଛି। ବୁଧବାର ସୁଦ୍ଧା ୬୧୦ ନମୂନା ପରୀକ୍ଷାର ରିପୋର୍ଟ ଆସିଥିବା ବେଳେ ସେଥିରୁ ପଜିଟିଭ୍ ଅଛନ୍ତି ୪ଜଣ। ପ୍ରଥମ ଦୁଇଜଣଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ସଂଖ୍ୟା ୫୫ ଥିବା ବେଳେ ତୃତୀୟ ଆକ୍ରାନ୍ତଙ୍କ…
ଆସନ୍ତା ଦୁଇ ସପ୍ତାହ ଗୁରୁତ୍ୱପୂର୍ଣ୍ଣ, କରୋନାଠାରୁ ୧୫ ଦିନର ମହଲତ ଛଡ଼ାଇ ଆଣିବାକୁ ପଡ଼ିବ: ବାଗ୍ଚୀ
ଭୁବନେଶ୍ୱର,୧।୪(ବ୍ୟୁରୋ): ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର ୨୦୦ ଦେଶରେ କରୋନାର ଚିହ୍ନଟ ହୋଇଥିବା ବେଳେ ବୁଧବାର ଅପରାହ୍ନ ୩ଟା ସୁଦ୍ଧା ଏହା ୨୦୩ଟି ଦେଶ ଏବଂ ୨ ଜାହାଜରେ ପହଞ୍ଚିଲାଣି। ବିଶ୍ୱସ୍ତରରେ ମଙ୍ଗଳବାର…
Archives


