ପୂର୍ବତନ ସରପଞ୍ଚଙ୍କୁ ଜୀବନରୁ ମାରିଦେବାକୁ ଉଦ୍ୟମ: ଜଣାପଡ଼ିଲା ଅସଲ କାରଣ…
ଦାରିଙ୍ଗବାଡ଼ି,୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ତ୍ରିଲୋଚନ ପ୍ରଧାନ ଓରଫ ଟିଟୁଙ୍କୁ ରବିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଜୀବନରୁ ମାରି ଦେବାକୁ ବସିଥିଲେ। ତେବେ ଏବେ ପର୍ଯ୍ୟନ୍ତ କେହି ଥାନାରେ ଲିଖିତ ଅଭିଯୋଗ…
ୟୁରିଆ ସାରର କୃତ୍ରିମ ଅଭାବ, ଚାଷୀଙ୍କ ଭିଡ଼ ପାଇଁ ଅପ୍ରୀତିକର ପରିସ୍ଥିତି
ଅମରପାଲି,୮ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ପିତାମହୁଲ ପ୍ରାଥମିକ କୃଷି ସେବା ସମବାୟ ସମିତିରେ ରବିବାର ୟୁରିଆ ବିକ୍ରି ବେଳେ ଚାଷୀଙ୍କ ମାତ୍ରାଧିକ ଭିଡ ଯୋଗୁ ଅପ୍ରୀତିକର ପରିସ୍ଥିତି ଦେଖାଦେଇଥିଲା। ଫଳରେ ୟୁରିଆ ବିକ୍ରି ହୋଇପାରି ନ ଥିଲା। ପରେ…
ଗୁରୁ ନାଁରେ କଳଙ୍କ: ଯୌନ ନିର୍ଯାତନା ଦେବାରୁ ଆତ୍ମହତ୍ୟା କରିଥିଲେ ଛାତ୍ରୀ, କୋର୍ଟ ଚାଲାଣ ହେଲେ ଶିକ୍ଷକ
ଗୋଲାମୁଣ୍ଡା,୮ା୯(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଦଶପୁର ଫାଣ୍ଡି ଅଧୀନ ବନ୍ଧଗାଁରେ ଗତ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଥିଲା। ସ୍ଥାନୀୟ ଜଣେ ଛାତ୍ରୀ ଯୌନ ନିର୍ଯାତନାର ଶିକାର ହୋଇ ଶେଷରେ ବିଷ ପିଇ ଆତ୍ମହତ୍ୟା କରିଥିଲେ।…
ଆଜିଠୁ ପିତୃପକ୍ଷ ଆରମ୍ଭ, ଜାଣନ୍ତୁ କାହିଁକି କରାଯାଏ…
ପୁରୀ,୮ା୯(ଅଜିତ୍ କୁମାର ମହାନ୍ତି): ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ତିଥି ସୋମବାରଠାରୁ ପିତୃପକ୍ଷ ଆରମ୍ଭ ହେବ। ଏହା ୧୫ ଦିନ ଅର୍ଥାତ୍ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏହି ୧୫ ଦିନରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ କରାଯାଏ। ପିତୃପକ୍ଷ ଅବସରରେ…
ପୁଣି ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ପୂର୍ବରୁ ଅଛନ୍ତି ମନମୋହନ, ହୋଇପାରେ କିଛି ବଡ଼ଧରଣର…
ଭୁବନେଶ୍ୱର,୮ା୯: ସୋମବାର ପୁଣି ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇଥିବାବେଳେ ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତକୁ ନେଇ ଅନେକ ଚର୍ଚ୍ଚା ହେଉଛି। ସେଠାରେ ଦଳୀୟ…
ଦାରିଙ୍ଗବାଡ଼ିରେ ବଢ଼ିଚାଲିଛି ଅପରାଧ କାର୍ଯ୍ୟକଳାପ, ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଅପରାଧୀ ଘଟାଉଛନ୍ତି ଅମାନୁଷିକ କାଣ୍ଡ
ଦାରିଙ୍ଗବାଡ଼ି,୮ା୯(ଅରୁଣ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଦିନକୁ ଦିନ ଅପରାଧ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଗତ ୩ ଦିନ ମଧ୍ୟରେ ଉକ୍ତ ଥାନା ଅଞ୍ଚଳରେ ଏକାଧିକ ଆପରାଧିକ ଘଟଣା ଘଟିବାରେ ଲାଗିଛି। ପ୍ରକାଶ ଯେ, ରବିବାର ବିଳମ୍ବିତ ରାତିରେ କିରିକୁଟି…
ପାହାଡ଼ ଉପରୁ ଖସିଲା ପଥର, ଯାତ୍ରୀ ଭୟଭୀତ
ଭଞ୍ଜନଗର,୮ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ରବିବାର ଅପରାହ୍ନରେ ଏକ ବିରାଟ ପଥର ପାହାଡ଼ ଉପରୁ ଖସି ଜାତୀୟ ରାଜପଥ ଉପରେ ପଡ଼ିଥିଲା। ଫଳରେ ଅଧିକ ପଥର ଖସିବା ଆଶଙ୍କାରେ କିଛି ସମୟ ଉକ୍ତ ରାସ୍ତାରେ ଯାନବାହନ…
ରାଜ୍ୟରେ ପୁଣି ବଢିବ ବର୍ଷା: ଏସବୁ ଜିଲାକୁ ବଜ୍ରପାତ ଭୟ…
ଭୁବନେଶ୍ୱର,୮ା୯: ରାଜ୍ୟରେ ପୁଣି ବଢିବ ବର୍ଷା। ଆଞ୍ଚଳିକ ପାଣିପାଗ ସୂଚନାନୁସାରେ, ସେପ୍ଟେମ୍ବର ୭ରୁ ୧୩ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଟ୍ରପ୍ ବର୍ତ୍ତମାନ ପୂର୍ବ- ଦକ୍ଷିଣପୂର୍ବ ଦିଗରେ…
ସମାଲୋଚନାକୁ ଭୟ କଲେ ପରିବର୍ତ୍ତନ ଅସମ୍ଭବ: ତଥାଗତ
ଘସିପୁରା/ଆନନ୍ଦପୁର,୮ା୯(ନିରଞ୍ଜନ ସାହୁ/ସୁଶାନ୍ତ କୁମାର ସାହୁ): ସମାଲୋଚନାକୁ ଭୟ କରି ପଦକ୍ଷେପ ଗ୍ରହଣ କରା ନ ଗଲେ ପରିବର୍ତ୍ତନ ଅସମ୍ଭବ। ଏହା ସବୁ କ୍ଷେତ୍ରରେ ପ୍ରଯୁଜ୍ୟ। ଜଣେ ଗଛଟିଏ ଲଗାଉଛି, ଅନ୍ୟ ଜଣେ କହୁଛି କାହିଁକି ଲଗାଉଛୁ, ତାହାକୁ ଅଣଦେଖା କରି ଆଗକୁ…
ଚାଷୀଙ୍କ ଦୁଃଖ ବଢ଼ାଇଛି ସାର, ଲାଭବାନ୍ ହେଉଛନ୍ତି ଅସାଧୁ ବ୍ୟବସାୟୀ
ଖୋର୍ଦ୍ଧା,୮ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଜର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାର ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ ହଇରାଣ ହେଉଛନ୍ତି। ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ)ରେ ସାର ନ ଥିବା ବେଳେ ଲାଭବାନ୍ ହେଉଛନ୍ତି କେତେଜଣ…
ଅଭିଜିତ ମଜୁମଦାର ଏବେ ବି କୋମାରେ, ଏମ୍ସ-ଦିଲ୍ଲୀ ଏୟାରଲିଫ୍ଟ ହୋଇପାରନ୍ତି
ଭୁବନେଶ୍ୱର,୭ା୯: ଓଡ଼ିଶାର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ଚିକିତ୍ସା ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଘୋଷଣା କରିଛନ୍ତି। ଅଭିଜିତ ବର୍ତ୍ତମାନ ଏମ୍ସ-ଭୁବନେଶ୍ୱରର ଆଇସିୟୁରେ ଭେଣ୍ଟିଲେଟର ସହାୟତାରେ ଚିକିତ୍ସାଧୀନ ଅଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ ମହାଲିଙ୍ଗ ରବିବାର…
ପୂର୍ବତନ ସରପଞ୍ଚଙ୍କୁ ଆକ୍ରମଣ: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
ଦାରିଙ୍ଗବାଡ଼ି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତ ପୂର୍ବତନ ସରପଞ୍ଚ ଙ୍କୁ କେହି ଜଣେ ଦୁର୍ବୁତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଦାରିଙ୍ଗବାଡି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ପ୍ରକାଶ ଯେ, କିରିକୁଟି…
Archives


