ଯୁବକଂଗ୍ରେସକୁ କ୍ରିୟାଶୀଳ କରିବାକୁ ଉଦ୍ୟମ:୧୨ରେ ମତାମତ ରଖିବେ ଯୁବନେତା
ଭୁବନେଶ୍ୱର,୮।୧(ବ୍ୟୁରୋ):ଯୁବ କଂଗ୍ରେସ ସଙ୍ଗଠନକୁ ପୁନଃଗଠିତ, ଅଧିକ କ୍ରିୟାଶୀଳ ଓ ସଶକ୍ତ କରିବା ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି। ଉକ୍ତ କମିଟିରେ କଂଗ୍ରେସ ରାଜ୍ୟ ସଭା ସଦସ୍ୟ ରଞ୍ଜୀବ ବିଶ୍ୱାଳ ଅଧ୍ୟକ୍ଷ ଥିବାବେଳେ ପ୍ରଦେଶ କଂଗ୍ରେସ କମିଟି(ପିସିସି) କାର୍ଯ୍ୟକାରୀ...
ଭାରତ ବନ୍ଦକୁ ହିନ୍ଦ୍ ମଜଦୁର ସଭାର ସମର୍ଥନ: ଏହି ସମର୍ଥନ ସହ ବିଜେଡିର ସମ୍ପର୍କ ନାହିଁ: ରଣେନ୍ଦ୍ର
ଭୁବନେଶ୍ୱର, ୮।୧(ବ୍ୟୁରୋ):ଦେଶର ବିଭିନ୍ନ ଶ୍ରମିକ ସଂଗଠନ, ବିରୋଧୀ ରାଜନୈତିକ ଦଳ ଦ୍ୱାରା ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ କଂଗ୍ରେସ ପକ୍ଷରୁ ମଧ୍ୟ ସମର୍ଥନ ମିଳିଛି। ବନ୍ଦ ସମ୍ପର୍କରେ ବିଜେଡିର ଶ୍ରମିକ ସଙ୍ଗଠନ ତଥା ଦଳର କ’ଣ...
ସିଏଏ: ଏକ ନୈତିକ ଓ ସାମ୍ବିଧାନିକ ପ୍ରତିଫଳନ
ଉତ୍ତର ଦିଲ୍ଲୀ ଯମୁନା ନଦୀ କୂଳରେ ମଜନୁକା ତିଲାର ଏକ ଶରଣାର୍ଥୀ ଶିବିରରେ ଜନ୍ମ ନିଏ ଏକ କୁନିଝିଅ ‘ନାଗରିକତା’। ପାକିସ୍ତାନରେ ଉପତ୍ୀଡ଼ନ ସହ୍ୟ କରି ନ ପାରି ତା’ ମା’ବାପା ଆସି ପହଞ୍ଚିଥିଲେ ସୀମାପାର ହୋଇ ଆମ ଦେଶରେ।...
ବନ୍ଦ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା
ଭୁବନେଶ୍ୱର, ୮।୧(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ଜନବିରୋଧୀ ତଥା ରାଷ୍ଟ୍ରଦ୍ରୋହୀ ନୀତିର ପ୍ରତିବାଦ କରିବା ସହ ୧୨ ଦଫା ଦାବି ନେଇ ୧୦ ଟ୍ରେଡ୍ ୟୁନିୟନ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି। ବନ୍ଦକୁ ସମର୍ଥନ କରିଛି କଂଗ୍ରେସ ଓ...
ଜେଲରେ ମୋବାଇଲ ଫୋନ୍ ଉପରେ ଲାଗିଲା କଟକଣା: ୯୧ ଜେଲରେ ଲାଗିବ ମୋବାଇଲ ଡିଟେକ୍ଟର
ଭୁବନେଶ୍ୱର, ୮।୧(ବ୍ୟୁରୋ): ଜେଲ୍ ଭିତରକୁ ଯାଉଛି ମୋବାଇଲ୍ ଫୋନ୍। ଏହି ମୋବାଇଲ୍ ଫୋନ୍ ମାଧ୍ୟମରେ ଜେଲ୍ରେ ରହି ଅପରାଧୀମାନେ ବାହାରେ ଘଟାଉଛନ୍ତି ଅପରାଧ, ବଢ଼ାଉଛନ୍ତି ସେମାନଙ୍କ ନେଟ୍ଓ୍ବର୍କ। ନିକଟରେ ଚୌଦ୍ୱାର ଜେଲ୍ ଭିତରୁ ଦୁର୍ଦ୍ଦାନ୍ତ ସକିଲଙ୍କର ଏକ ସେଲ୍ଫି ସୋସିଆଲ...
ଓଡ଼ିଶାରେ ଏନ୍ପିଆର୍ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୮।୧(ବ୍ୟୁରୋ):ସାରା ଦେଶରେ ଜାତୀୟ ଜନସଂଖ୍ୟା ପଞ୍ଜିକା(ଏନ୍ପିଆର)କୁ ନେଇ ବିକ୍ଷୋଭ ଏବଂ ବିତର୍କ ଚାଲିଥିବା ବେଳେ ରାଜ୍ୟ ସରକାର ଓଡିଶାରେ ଏଥିପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହାର ସର୍ଭେ କାର୍ଯ୍ୟ ଆରମ୍ଭ ହୋଇଯାଇଥିବା ଜଣେ ଅଧିକାରୀଙ୍କ ସୂତ୍ରରୁ ସୂଚନା ମିଳିଛି। ପ୍ରାଥମିକଭାବେ...
ଆଇଏଏସ୍ ଅଫିସର, ବ୍ୟାଙ୍କ ଅଧିକାରୀଙ୍କ ସମ୍ପର୍କ ଉପରେ ଭିଜିଲାନ୍ସ ଖୋଳତାଡ଼: ୭ ବର୍ଷରେ ୭୦ ଲକ୍ଷର କାରବାର
କଟକ ଅଫିସ, ୮।୧:ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍ର ଆଇଏଏସ୍ ଅଫିସର ବିଜୟ କେତନ ଉପାଧ୍ୟାୟ ଓ ୟେସ୍ ବ୍ୟାଙ୍କର ଭାଇସ୍ ପ୍ରେସିଡେଣ୍ଟ ସନ୍ତୋଷ କୁମାର ପଟ୍ଟନାୟକଙ୍କ ସମ୍ପର୍କ ଉପରେ ଭିଜିଲାନ୍ସ ଖୋଳତାଡ଼...
ଆଜି ବନ୍ଦ ଡାକରା
ଭୁବନେଶ୍ୱର,୮।୧(ବ୍ୟୁରୋ):ରାସ୍ତାରେ ଗାଡ଼ି ଗଡ଼ିବନି। ଦୋକାନ ବଜାର, ବ୍ୟାଙ୍କ, ଶିକ୍ଷାନୁଷ୍ଠାନ ବନ୍ଦ ହେବ। ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବୁଧବାର ଦେଶବ୍ୟାପୀ ୨୪ ଘଣ୍ଟିଆ ଧର୍ମଘଟ ଡାକରା ଦିଆଯାଇଛି। ଏଆଇଟିୟୁସି, ଏଚଏମ୍ଏସ୍, ସିଆଇଟିୟୁ, ଏଆଇଟିୟୁସି, ସଓ୍ବୋ,...
ଜନସ୍ବାସ୍ଥ୍ୟ ବିଭାଗର ମନମୁଖି କାର୍ଯ୍ୟ: ଦୁଇ ଦିନ ହେଲା ସହରକୁ ଜଳଯୋଗାଣ ବନ୍ଦ
ଫୁଲବାଣୀ ଅଫିସ, ୮ା୧-ଫୁଲବାଣୀ ସହରରେ ଦୁଇ ଦିନ ହେଲା ଜନସ୍ବାସ୍ଥ୍ୟ ଉପବିଭାଗ ପକ୍ଷରୁ ଜଳ ଯୋଗାଣ ହେଉ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ନଦୀରୁ ପାଣି ଉଠିବା ପାଇଁ ପମ୍ପ ହାଉସରେ ଥିବା ଦୁଇଟି...
ଜରାଜୀର୍ଣ୍ଣ ଅବସ୍ଥାରେ ସଙ୍ଗମ କୃଷି ଫାର୍ମ
ହାଟଡିହୀ, ୮ା୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଢେଙ୍କା ପଞ୍ଚାୟତର ସଙ୍ଗମ କୃଷି ଫାର୍ମଟି ଏବେ ଅବ୍ୟବସ୍ଥାରେ ପଡ଼ିଥିବା ଯୋଗୁ ସରକାରଙ୍କର ଉଦ୍ଦେଶ୍ୟ ସଫଳ ହୋଇପାରିନି। ଜରାଜୀର୍ଣ୍ଣ ଅବସ୍ଥାରେ ଗୃହ ଗୁଡ଼ିକ ପଡ଼ିଥିବାବେଳେ ଫାର୍ମର ପରିବେଶଟି ଅସ୍ବାସ୍ଥ୍ୟକର ହୋଇପଡ଼ିଛି। ଅଳିଆ ଆବର୍ଜନା,...
ତନ୍ତ୍ରସାଧକ ଭାଇର ନାରକୀୟ କାଣ୍ଡ ଘଟଣାର ପର୍ଦ୍ଦାଫାଶ : ଭଉଣୀର ତଣ୍ଟି କାଟି ବଳି ଦେଇଥିଲେ
ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି/ବଙ୍ଗୋମୁଣ୍ଡା, ୭ା୧ (ଡି.ଏନ୍.ଏ.): ନିଜ ମାମୁପୁଅ ଭାଇକୁ ଅପହରଣ କରି ତଣ୍ଟି କାଟି ବଳି ଦେବାର ୧୪ ମାସ ପରେ ଅଭିଯୁକ୍ତ ତନ୍ତ୍ରସାଧକ ଜେଲରୁ ଜାମିନରେ ବାହାରି ସମାନ ଢଙ୍ଗରେ ନିଜ ସାନ ଭଉଣୀକୁ ଅପହରଣ କରି ତଣ୍ଟି...
ବନ୍ଦ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ସତର୍କ ରହିବାକୁ ସମସ୍ତ ଏସ୍ପିଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର, ୭ା୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଜନବିରୋଧୀ ତଥା ରାଷ୍ଟ୍ରଦ୍ରୋହୀ ନୀତିର ପ୍ରତିବାଦ କରିବା ସହ ୧୨ ଦଫା ଦାବି ନେଇ ୧୦ ଟ୍ରେଡ୍ ୟୁନିୟନ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି। ବନ୍ଦକୁ ସମର୍ଥନ କରିଛି କଂଗ୍ରେସ...
Archives


