ରାଜ୍ୟ

ଜେଲ୍‌ରେ ମୋବାଇଲ୍‌ ଫୋନ୍‌ ଉପରେ ଲାଗିଲା କଟକଣା: ୯୧ ଜେଲରେ ଲାଗିବ ମୋବାଇଲ ଡିଟେକ୍ଟର

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଜେଲ୍‌ ଭିତରକୁ ଯାଉଛି ମୋବାଇଲ୍‌ ଫୋନ୍‌। ଏହି ମୋବାଇଲ୍‌ ଫୋନ୍‌ ମାଧ୍ୟମରେ ଜେଲ୍‌ରେ ରହି ଅପରାଧୀମାନେ ବାହାରେ ଘଟାଉଛନ୍ତି ଅପରାଧ, ବଢ଼ାଉଛନ୍ତି ସେମାନଙ୍କ ନେଟ୍‌ଓ୍ବର୍କ। ନିକଟରେ ଚୌଦ୍ୱାର ଜେଲ୍‌ ଭିତରୁ ଦୁର୍ଦ୍ଦାନ୍ତ ସକିଲଙ୍କର ଏକ ସେଲ୍‌ଫି ସୋସିଆଲ...

ବନ୍ଦରେ ସ୍ବାଭାବିକ ରହିବ ମୋ ବସ୍‌ ଚଳାଚଳ

ଭୁବନେଶ୍ୱର, ୭ା୧ (ବ୍ୟୁରୋ)- ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ଦରଦାମ ବୃଦ୍ଧି ଓ ବେକାରି ପ୍ରଭୃତି ସମସ୍ୟାକୁ ନେଇ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ବାଧୀନ ଫେଡେରେଶନ୍‌ ବୁଧବାର ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି। ଏହାକୁ ଲକ୍ଷ୍ୟ କରି...

ମଧ୍ୟାହ୍ନଭୋଜନ ଡାଲମାରେ ବାହାରିଲା ବିଛା: ବିଇଓଙ୍କୁ ଭେଟିଲେ ଉତ୍ତ୍ୟକ୍ତ ଅଭିଭାବକ

ହିଞ୍ଜିଳିକାଟୁ,୭ା୧(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ସାରୁ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ସ୍କୁଲ ଛାତ୍ରୀଛାତ୍ରଙ୍କୁ ଦିଆଯାଇଥିବା ଖାଦ୍ୟରେ ବିଛା ବାହାରଥିବା ଅଭିଯୋଗ ହୋଇଛି। ସ୍କୁଲର ଜଣେ ୮ମ ଶ୍ରେଣୀ ଛାତ୍ରଙ୍କୁ ଡାଲମା ପରଷା ଯିବାବେଳେ ସେଥିରୁ ବିଛା ବାହାରିଥିଲା। ଫଳରେ...

ବୁଧବାର ପୁରୀ ଡିଭିଜନରେ ପକ୍ଷୀ ଗଣନା: ନିୟୋଜିତ ହେବେ ୨୩ ଟିମ୍‌

ପୁରୀ ଅଫିସ, ୭ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ବୁଧବାର ପକ୍ଷୀ ଗଣନା କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରାଜ୍ୟର ବିଭିନ୍ନ ଡିଭିଜନରେ ଗତ ୩ ତାରିଖରେ ପକ୍ଷୀ ଗଣନା କରାଯାଇଥିଲା। ପୁରୀ ଡିଭିଜନରେ ମଧ୍ୟ ଏହି ଦିନ ଗଣତି...

ଖଇରାର ଗୌରବ ଅବିନାଶ

ଖଇରା, ୭।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରଡାଙ୍ଗ ପଞ୍ଚାୟତ ଅଧୀନ ଅଲିପୁର ଗ୍ରାମର ଅବିନାଶ ଦଳେଇ ଓଡିଶା ପ୍ରଶାସନିକ ସେବା(ଓଏଏସ)ରେ ୧୭୧ନମ୍ବର ସ୍ଥାନରେ ରହି ଖଇରା ପାଇଁ ଗୌରବ ଆଣିଦେଇଛନ୍ତି। ସୋମବାର ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ତାଙ୍କ...

ମୁଖ୍ୟ ଶାସନ ସଚିବ, ନଗର ଉନ୍ନୟନ ସଚିବଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା

କଟକ ଅଫିସ, ୭ା୧- ରାଜ୍ୟ ମୁଖ୍ୟ ଶାସନ ସଚିବ ଓ ନଗର ଉନ୍ନୟନ ସଚିବଙ୍କ ବିରୋଧରେ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରାଯାଇଛି। ଭାରତୀୟ ବିକାଶ ପରିଷଦ ସଭାପତି ସୁରେନ୍ଦ୍ର ନାଥ ପାଣିଗ୍ରାହୀ ଏହି ମାମଲା ଦାଏର କରିଛନ୍ତି।...

୨୪ ଘଣ୍ଟା ପରେ ଧରାପଡ଼ିଲେ ଜେଲରୁ ଚମ୍ପଟ ବଳାତ୍କାର ଅଭିଯୁକ୍ତ

ଛତ୍ରପୁର,୭।୧(ଡି.ଏନ.ଏ)-ଗଞ୍ଜାମ ଜିଲା ଛତ୍ରପୁର ସବ୍‌ଜେଲ ପାଚେରି ଡେଇଁ ସୋମବାର ସନ୍ଧ୍ୟାରେ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତ ୨୪ ଘଣ୍ଟା ପରେ ମଙ୍ଗଳବାର ସନ୍ଧ୍ୟାରେ ଧରାପଡ଼ିଛନ୍ତି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅଧୀନ ସୁନାଥର ଗାଁର କବିରାଜ ବେହେରା। ଜେଲ ନିକଟସ୍ଥ...

ବୁଧବାର ଘରୋଇ ବସ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ବୁଧବାର ଘରୋଇ ବସ୍‌ ଚଳାଚଳ ବନ୍ଦ ରହିବ। ଭାରତ ବନ୍ଦ ଯୋଗୁ ବସ୍‌ ଚଳାଚଳ କରିବ ନାହିଁ। ତେବେ ସୁରକ୍ଷାକୁ ଦୃଷ୍ଟିରେ ରଖି ବସ୍‌ ନ ଚଳାଇବାକୁ ମାଲିକମାନେ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ୧୦ଟି...

ପୁରୀରେ ପୁଣି ଆରମ୍ଭ ହେଲା ଉଚ୍ଛେଦ

ପୁରୀ ଅଫିସ,୭।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ପୁଣି ଉଚ୍ଛେଦ ଆରମ୍ଭ ହୋଇଛି। ଗତମାସ ୨୧ ତାରିଖରେ ଭିତର ସେବାୟତ ନିଯୋଗ କୋଠା ଭଙ୍ଗା ସରିବା ପରେ ଉଚ୍ଛେଦ କାର୍ଯ୍ୟକୁ ପ୍ରଶାସନ ବନ୍ଦ ରଖିଥିଲା। ନୂଆବର୍ଷ ଥିବାରୁ ଭକ୍ତଙ୍କ ସୁବିଧା ଦୃଷ୍ଟିରୁ...

ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ

ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍‌ଏସ୍‌ର ନିଖୋଜ କନିଷ୍ଠ ଯନ୍ତ୍ରୀ ଭେଙ୍କଟେଶ୍ୱର ରାଓଙ୍କ ମୃତଦେହ ଉଦ୍ଧାର କରାଯାଇଛି। ହରଡାଗୁଡା ନିକଟସ୍ଥ ମୂଷା ମାଟି ଜଙ୍ଗଲରୁ ଏସ୍‌ଡିପିଓଙ୍କ ଉପସ୍ଥିତିରେ ବିସିଂହପୁର ପୋଲିସ ରାଓଙ୍କ ମୃତଦେହ ଉଦ୍ଧାର କରିଛି। ମୃତ୍ୟୁର...

୮ରେ ଭାରତ ବନ୍ଦ: ଉତ୍କଳ ବିଶ୍ୱବିଦ୍ୟାଳୟର ପରୀକ୍ଷା ବାତିଲ

ଭୁବନେଶ୍ୱର, ୭।୧(ବ୍ୟୁରୋ): ୧୨ ଦଫା ଦାବି ନେଇ ୧୦ଟି ଟ୍ରେଡ୍‌ ୟୁନିୟନ ପକ୍ଷରୁ ଆସନ୍ତା ୮ ତାରିଖରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଉତ୍କଳ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ପ୍ରଧାନ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନବରଙ୍ଗପୁର,୭।୧(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ବୋରଗାଓ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜିତ କୁମାର ପାଣିଗ୍ରାହୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛିି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri