ରାଜ୍ୟ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ପ୍ରଧାନ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନବରଙ୍ଗପୁର,୭।୧(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ବୋରଗାଓ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜିତ କୁମାର ପାଣିଗ୍ରାହୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛିି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି...

ଭିତରକନିକାରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି

ରାଜନଗର,୭।୧(ଡି.ଏନ.ଏ): ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତବର୍ଷ ୧ ଲକ୍ଷ ୧୮,୩୨୬ଟି ପକ୍ଷୀ ଆସିଥିବାବେଳେ ଗତବର୍ଷ ୧ ଲକ୍ଷ ୯୦୫୯ଟି ପକ୍ଷୀ ଆସିଥିଲେ। ସେହିପରି ଗତଥର ୭୪ ପ୍ରକାର ପକ୍ଷୀ...

କନିଷ୍ଠ ଯନ୍ତ୍ରୀ ନିଖୋଜ: ଥାନାରେ ମାମଲା ରୁଜୁ

ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍‌ଏସ୍‌ର ଜଣେ କନିଷ୍ଠ ଯନ୍ତ୍ରୀ ସୋମବାର ନିଖୋଜ ହୋଇଯାଇଛନ୍ତି। ଏହି ଘଟଣାକୁ ନେଇ ଆରଡବ୍ଲୁଏସ୍‌ଏସ ଏସ୍‌ଡିଓ ବିସିଂହପୁର ଥାନାରେ ଏତଲା ଦେଇଛନ୍ତିି। ପୋଲିସ ଏତଲା ପାଇ ଖୋଜାଖୋଜି ଆରମ୍ଭ କରିଛି। ନିଖୋଜ...

ଓଏଏସ୍‌ ପରୀକ୍ଷା ଫଳ ପ୍ରକାଶିତ: ଟପ୍‌ ଟେନ୍‌ରେ ରାୟଗଡ଼ାର ସ୍ମରଣିକା

ରାୟଗଡ଼ା ଅଫିସ,୭।୧: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ର ଚୂଡ଼ାନ୍ତ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ମୋଟ ୨୧୮ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଗତ ଡିସେମ୍ବର ୧୭ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନ୍ତିମ...

ବାଳାଶ୍ରମରୁ ୧୩ ଅନ୍ତେବାସୀ ନିଖୋଜ: ଢିଲା ସୁରକ୍ଷା ବ୍ୟବସ୍ଥା ନେଇ ଚର୍ଚ୍ଚା

ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା...

‘ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥା ଗୌଣ କରିବା କ୍ଷୋଭର ବିଷୟ’

ଭୁବନେଶ୍ୱର,୭।୧(ବ୍ୟୁରୋ):ପଞ୍ଚାୟତ ବ୍ୟବସ୍ଥା ହେଉଛି ଦେଶର ବିକାଶ ପ୍ରକ୍ରିୟାର କେନ୍ଦ୍ରବିନ୍ଦୁ। ପଞ୍ଚାୟତ ବ୍ୟବସ୍ଥା ସୁଦୃଢ଼ ନ ହେଲେ କ୍ଷମତାର ବିକେନ୍ଦ୍ରୀକରଣ ସମ୍ଭବନୁହେଁ। କ୍ଷମତା ବିକେନ୍ଦ୍ରିତ ନ ହେଲେ ବିକାଶ ପ୍ରକ୍ରିୟା ମଧ୍ୟ ବାଧାପ୍ରାପ୍ତ ହୁଏ। ଏହି କଥାକୁ କଂଗ୍ରେସ ସର୍ବଦା ଗୁରୁତ୍ୱ...

ବିନା ହେଲ୍‌ମେଟ୍‌ରେ ବାଇକ୍‌ ରାଲି ଘଟଣା: ନୋଟିସ ପୂର୍ବରୁ ଦେଲେ ଜରିମାନା ୪୦ ବିଜେଡି କର୍ମୀ

ଭୁବନେଶ୍ୱର, ୭।୧(ବ୍ୟୁରୋ):ବିନା ହେଲ୍‌ମେଟ୍‌ରେ ରାଜଧାନୀରେ ବାଇକ୍‌ ରାଲି କରିଥିବା ଆଉ ୪୦ଜଣ ବିଜେଡି କର୍ମୀ ଜରିମାନା ଦେଇଛନ୍ତି। ସୋମବାର ଭୁବନେଶ୍ୱର-ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ସହ ଏହି କର୍ମୀମାନେ ଏଜି ଛକସ୍ଥିତ ଟ୍ରାଫିକ ଥାନାରେ ପହଞ୍ଚତ୍ ଜରିମାନା ଅର୍ଥ...

ସପ୍ତାହରେ ୩୧୬୬ କର୍ମଚାରୀଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୭।୧(ବ୍ୟୁରୋ):ଗୋଟିଏ ସପ୍ତାହରେ ୩୯ ବିଭାଗ ସମେତ ୩୦ ଜିଲାରେ ପ୍ରଥମ ଶ୍ରେଣୀ ଅଧିକାରୀଙ୍କଠାରୁ ଆରମ୍ଭ କରି ଚତୁର୍ଥ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ବର୍ଗର ୩୧୬୬ ଜଣ କର୍ମଚାରୀଙ୍କୁ ପଦୋନ୍ନତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ପରେ ଦୀର୍ଘବର୍ଷ ଧରି...

ମୋତିଆବିନ୍ଦୁ ଲେନ୍‌ସ ର଼୍ୟାକେଟ୍‌ ସକ୍ରିୟ

କଟକ ଅଫିସ, ୭।୧: କଟକରେ ମୋତିଆବିନ୍ଦୁ ଲେନ୍‌ସ ର଼୍ୟାକେଟ୍‌ ସକ୍ରିୟ। ମୋତିଆବିନ୍ଦୁରେ ଆକ୍ରାନ୍ତ ରୋଗୀମାନଙ୍କୁ ସରକାର ମାଗଣାରେ ଏହି ଲେନ୍‌ସ ଯୋଗାଇଦେବା ବ୍ୟବସ୍ଥା କରିଛନ୍ତି। କିନ୍ତୁ ଏସ୍‌ସିବି ମେଡିକାଲରେ ମୋତିଆବିନ୍ଦୁ ଅପରେଶନ କରିଥିବା ମାତ୍ର ୪ ପ୍ରତିଶତ ରୋଗୀଙ୍କୁ ସରକାରୀ...

ସରକାରଙ୍କୁ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ: ଟ୍ରାଫିକ ନିକଟରେ ଅସହାୟଙ୍କୁ ଚିହ୍ନଟ କର

ଭୁବନେଶ୍ୱର,୭।୧(ବ୍ୟୁରୋ): କଟକ, ଭୁବନେଶ୍ୱର ଏବଂ ପୁରୀରେ ଟ୍ରାଫିକ ନିକଟରେ ପିଲାଛୁଆ ଧରି ଭିକ୍ଷାବୃତ୍ତି କରୁଥିବା ଯୁବତୀ ଓ ମହିଳାମାନେ ଏବଂ ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଚିହ୍ନଟ କରିବାକୁ ଓଡ଼ିଶା ମାନବିକ ଅଧିକାର କମିଶନ(ଓଏଚଆରସି) ମୁଖ୍ୟ ଶାସନ ସଚିବ ଏବଂ ଗୃହ...

ରାଜଧାନୀ ଏକ୍ସପ୍ରେସର ସମୟ ପରିବର୍ତ୍ତନ

ଭୁବନେଶ୍ୱର, ୭।୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଯୋଗୁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହେଉଛି। ପୂର୍ବ ଭାରତରେ ବି ଏହାର ପ୍ରଭାବ ପଡ଼ିଛି। ଏଥିପାଇଁ ସୋମବାର ୧୮୪୭୭ ପୁରୀ-ହରିଦ୍ୱାର କଳିଙ୍ଗ ଉତ୍କଳ ଏକ୍ସପ୍ରେସର ସମୟ ପରିବର୍ତ୍ତନ କରାଯାଇଥିଲା। ଏହି ଟ୍ରେନ୍‌...

ଜେଲରେ ଆଇଏଏସ୍‌ ଅଫିସର ବିଜୟ ଅସୁସ୍ଥ

ଭୁବନେଶ୍ୱର, ୭।୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟ ସୋମବାର ସକାଳେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଜେଲ୍‌ ପରିସର ହସ୍ପିଟାଲର ୧...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri