ରାଜ୍ୟ

ଜେଲରେ ମୋବାଇଲ ଫୋନ୍‌ ଉପରେ ଲାଗିଲା କଟକଣା: ୯୧ ଜେଲରେ ଲାଗିବ ମୋବାଇଲ ଡିଟେକ୍ଟର

ଭୁବନେଶ୍ୱର, ୮।୧(ବ୍ୟୁରୋ): ଜେଲ୍‌ ଭିତରକୁ ଯାଉଛି ମୋବାଇଲ୍‌ ଫୋନ୍‌। ଏହି ମୋବାଇଲ୍‌ ଫୋନ୍‌ ମାଧ୍ୟମରେ ଜେଲ୍‌ରେ ରହି ଅପରାଧୀମାନେ ବାହାରେ ଘଟାଉଛନ୍ତି ଅପରାଧ, ବଢ଼ାଉଛନ୍ତି ସେମାନଙ୍କ ନେଟ୍‌ଓ୍ବର୍କ। ନିକଟରେ ଚୌଦ୍ୱାର ଜେଲ୍‌ ଭିତରୁ ଦୁର୍ଦ୍ଦାନ୍ତ ସକିଲଙ୍କର ଏକ ସେଲ୍‌ଫି ସୋସିଆଲ...

ଓଡ଼ିଶାରେ ଏନ୍‌ପିଆର୍‌ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୧(ବ୍ୟୁରୋ):ସାରା ଦେଶରେ ଜାତୀୟ ଜନସଂଖ୍ୟା ପଞ୍ଜିକା(ଏନ୍‌ପିଆର)କୁ ନେଇ ବିକ୍ଷୋଭ ଏବଂ ବିତର୍କ ଚାଲିଥିବା ବେଳେ ରାଜ୍ୟ ସରକାର ଓଡିଶାରେ ଏଥିପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହାର ସର୍ଭେ କାର୍ଯ୍ୟ ଆରମ୍ଭ ହୋଇଯାଇଥିବା ଜଣେ ଅଧିକାରୀଙ୍କ ସୂତ୍ରରୁ ସୂଚନା ମିଳିଛି। ପ୍ରାଥମିକଭାବେ...

ଆଇଏଏସ୍‌ ଅଫିସର, ବ୍ୟାଙ୍କ ଅଧିକାରୀଙ୍କ ସମ୍ପର୍କ ଉପରେ ଭିଜିଲାନ୍ସ ଖୋଳତାଡ଼: ୭ ବର୍ଷରେ ୭୦ ଲକ୍ଷର କାରବାର

କଟକ ଅଫିସ, ୮।୧:ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟ ଓ ୟେସ୍‌ ବ୍ୟାଙ୍କର ଭାଇସ୍‌ ପ୍ରେସିଡେଣ୍ଟ ସନ୍ତୋଷ କୁମାର ପଟ୍ଟନାୟକଙ୍କ ସମ୍ପର୍କ ଉପରେ ଭିଜିଲାନ୍ସ ଖୋଳତାଡ଼...

ଆଜି ବନ୍ଦ ଡାକରା

ଭୁବନେଶ୍ୱର,୮।୧(ବ୍ୟୁରୋ):ରାସ୍ତାରେ ଗାଡ଼ି ଗଡ଼ିବନି। ଦୋକାନ ବଜାର, ବ୍ୟାଙ୍କ, ଶିକ୍ଷାନୁଷ୍ଠାନ ବନ୍ଦ ହେବ। ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବୁଧବାର ଦେଶବ୍ୟାପୀ ୨୪ ଘଣ୍ଟିଆ ଧର୍ମଘଟ ଡାକରା ଦିଆଯାଇଛି। ଏଆଇଟିୟୁସି, ଏଚଏମ୍‌ଏସ୍‌, ସିଆଇଟିୟୁ, ଏଆଇଟିୟୁସି, ସଓ୍ବୋ,...

ଜନସ୍ବାସ୍ଥ୍ୟ ବିଭାଗର ମନମୁଖି କାର୍ଯ୍ୟ: ଦୁଇ ଦିନ ହେଲା ସହରକୁ ଜଳଯୋଗାଣ ବନ୍ଦ

ଫୁଲବାଣୀ ଅଫିସ, ୮ା୧-ଫୁଲବାଣୀ ସହରରେ ଦୁଇ ଦିନ ହେଲା ଜନସ୍ବାସ୍ଥ୍ୟ ଉପବିଭାଗ ପକ୍ଷରୁ ଜଳ ଯୋଗାଣ ହେଉ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ନଦୀରୁ ପାଣି ଉଠିବା ପାଇଁ ପମ୍ପ ହାଉସରେ ଥିବା ଦୁଇଟି...

ଜରାଜୀର୍ଣ୍ଣ ଅବସ୍ଥାରେ ସଙ୍ଗମ କୃଷି ଫାର୍ମ

ହାଟଡିହୀ, ୮ା୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଢେଙ୍କା ପଞ୍ଚାୟତର ସଙ୍ଗମ କୃଷି ଫାର୍ମଟି ଏବେ ଅବ୍ୟବସ୍ଥାରେ ପଡ଼ିଥିବା ଯୋଗୁ ସରକାରଙ୍କର ଉଦ୍ଦେଶ୍ୟ ସଫଳ ହୋଇପାରିନି। ଜରାଜୀର୍ଣ୍ଣ ଅବସ୍ଥାରେ ଗୃହ ଗୁଡ଼ିକ ପଡ଼ିଥିବାବେଳେ ଫାର୍ମର ପରିବେଶଟି ଅସ୍ବାସ୍ଥ୍ୟକର ହୋଇପଡ଼ିଛି। ଅଳିଆ ଆବର୍ଜନା,...

ତନ୍ତ୍ରସାଧକ ଭାଇର ନାରକୀୟ କାଣ୍ଡ ଘଟଣାର ପର୍ଦ୍ଦାଫାଶ : ଭଉଣୀର ତଣ୍ଟି କାଟି ବଳି ଦେଇଥିଲେ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି/ବଙ୍ଗୋମୁଣ୍ଡା, ୭ା୧ (ଡି.ଏନ୍‌.ଏ.): ନିଜ ମାମୁପୁଅ ଭାଇକୁ ଅପହରଣ କରି ତଣ୍ଟି କାଟି ବଳି ଦେବାର ୧୪ ମାସ ପରେ ଅଭିଯୁକ୍ତ ତନ୍ତ୍ରସାଧକ ଜେଲରୁ ଜାମିନରେ ବାହାରି ସମାନ ଢଙ୍ଗରେ ନିଜ ସାନ ଭଉଣୀକୁ ଅପହରଣ କରି ତଣ୍ଟି...

ବନ୍ଦ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ସତର୍କ ରହିବାକୁ ସମସ୍ତ ଏସ୍‌ପିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୭ା୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଜନବିରୋଧୀ ତଥା ରାଷ୍ଟ୍ରଦ୍ରୋହୀ ନୀତିର ପ୍ରତିବାଦ କରିବା ସହ ୧୨ ଦଫା ଦାବି ନେଇ ୧୦ ଟ୍ରେଡ୍‌ ୟୁନିୟନ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି। ବନ୍ଦକୁ ସମର୍ଥନ କରିଛି କଂଗ୍ରେସ...

ଜେଲ୍‌ରେ ମୋବାଇଲ୍‌ ଫୋନ୍‌ ଉପରେ ଲାଗିଲା କଟକଣା: ୯୧ ଜେଲରେ ଲାଗିବ ମୋବାଇଲ ଡିଟେକ୍ଟର

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଜେଲ୍‌ ଭିତରକୁ ଯାଉଛି ମୋବାଇଲ୍‌ ଫୋନ୍‌। ଏହି ମୋବାଇଲ୍‌ ଫୋନ୍‌ ମାଧ୍ୟମରେ ଜେଲ୍‌ରେ ରହି ଅପରାଧୀମାନେ ବାହାରେ ଘଟାଉଛନ୍ତି ଅପରାଧ, ବଢ଼ାଉଛନ୍ତି ସେମାନଙ୍କ ନେଟ୍‌ଓ୍ବର୍କ। ନିକଟରେ ଚୌଦ୍ୱାର ଜେଲ୍‌ ଭିତରୁ ଦୁର୍ଦ୍ଦାନ୍ତ ସକିଲଙ୍କର ଏକ ସେଲ୍‌ଫି ସୋସିଆଲ...

ବନ୍ଦରେ ସ୍ବାଭାବିକ ରହିବ ମୋ ବସ୍‌ ଚଳାଚଳ

ଭୁବନେଶ୍ୱର, ୭ା୧ (ବ୍ୟୁରୋ)- ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ଦରଦାମ ବୃଦ୍ଧି ଓ ବେକାରି ପ୍ରଭୃତି ସମସ୍ୟାକୁ ନେଇ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ବାଧୀନ ଫେଡେରେଶନ୍‌ ବୁଧବାର ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି। ଏହାକୁ ଲକ୍ଷ୍ୟ କରି...

ମଧ୍ୟାହ୍ନଭୋଜନ ଡାଲମାରେ ବାହାରିଲା ବିଛା: ବିଇଓଙ୍କୁ ଭେଟିଲେ ଉତ୍ତ୍ୟକ୍ତ ଅଭିଭାବକ

ହିଞ୍ଜିଳିକାଟୁ,୭ା୧(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ସାରୁ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ସ୍କୁଲ ଛାତ୍ରୀଛାତ୍ରଙ୍କୁ ଦିଆଯାଇଥିବା ଖାଦ୍ୟରେ ବିଛା ବାହାରଥିବା ଅଭିଯୋଗ ହୋଇଛି। ସ୍କୁଲର ଜଣେ ୮ମ ଶ୍ରେଣୀ ଛାତ୍ରଙ୍କୁ ଡାଲମା ପରଷା ଯିବାବେଳେ ସେଥିରୁ ବିଛା ବାହାରିଥିଲା। ଫଳରେ...

ବୁଧବାର ପୁରୀ ଡିଭିଜନରେ ପକ୍ଷୀ ଗଣନା: ନିୟୋଜିତ ହେବେ ୨୩ ଟିମ୍‌

ପୁରୀ ଅଫିସ, ୭ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ବୁଧବାର ପକ୍ଷୀ ଗଣନା କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରାଜ୍ୟର ବିଭିନ୍ନ ଡିଭିଜନରେ ଗତ ୩ ତାରିଖରେ ପକ୍ଷୀ ଗଣନା କରାଯାଇଥିଲା। ପୁରୀ ଡିଭିଜନରେ ମଧ୍ୟ ଏହି ଦିନ ଗଣତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri