ଧାନକିଣା ବେଳେ କଟନୀଛଟନୀ ବିବାଦ
ବାହାନଗା,୭ା୧(ଡି.ଏନ.ଏ.)-ବିଭିନ୍ନ ମଣ୍ଡିରେ ଧାନକିଣା ବେଳେ କଟନୀଛଟନୀ କରାଯାଉ ଥିବାରୁ ଚାଷୀମାନେ ଏହାକୁ ବିରୋଧ କରୁଛନ୍ତି। ବାଲେଶ୍ୱର ଜିଲା ବାହାନଗା ସେବା ସମବାୟ ସମିତି ପକ୍ଷରୁ ଖୋଲାଯାଇଥିବା ମଣ୍ଡିକୁ ଧାନ ବିକିବାକୁ ଆସୁଥିବା ଚାଷୀ ଏ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।...
ବେଧଡ଼କ ଚାଲିଛି ବେଆଇନ କରତକଳ
ରୂପ୍ସା,୭।୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ସମେତ ବସ୍ତା, ବାଲିଆପାଳ ଓ ଭୋଗରାଇ ଆଦି ଅଞ୍ଚଳରେ ଅବାଧରେ ବେଆଇନ ଭାବେ କରତକଳ ଚାଲୁଥିବା ଅଭିଯୋଗ ହେଉଛି। ସ୍ଥାନୀୟ ଜଙ୍ଗଲରୁ ଗଛକଟା ଯାଇ କରତକଳରେ ଚିରାଯିବାପରେ ଅନ୍ୟତ୍ର ଚାଲାଣ କରାଯାଉଛି। ଏଭଳି...
କନ୍ୟାଶ୍ରମରେ ନିର୍ଯାତନା ଅଭିଯୋଗର ତଦନ୍ତ ଆରମ୍ଭ:ଦୁଇ ସ୍କୁଲରେ ୧୩ ଛାତ୍ରୀଙ୍କ ହେଲା ନାମଲେଖା
ଅନୁଗୋଳ ଅଫିସ, ୭।୧ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଥିବା କ୍ଷୀରୋଦବାସିନୀ କନ୍ୟାଶ୍ରମରେ ଦୁଇ ଅନ୍ତେବାସୀ ଭଉଣୀଙ୍କୁ ନିର୍ଯାତନା ଦିଆଯିବା ଅଭିଯୋଗ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଗୌରୀ ଶଙ୍କର ବେହେରା। ଦୁଇଜଣିଆ...
ଗଁ। ଚଳଣିରୁ ବାସନ୍ଦ ଅଭିଯୋଗ:ଗ୍ରାମ ସଭାପତିଙ୍କ ସମେତ ୫ ଗିରଫ
ବଇଣ୍ଡା,୭।୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ଥାନା ଚୁଡାଖାଇ ଗ୍ରାମର ଏକ ଦଳିତ ପରିବାରକୁ ବାସନ୍ଦ ଅଭିଯୋଗରେ ପୋଲିସ ସୋମବାର ୫ ଜଣଙ୍କୁ କୋର୍ଟଚାଲାଣ କରିଛି। ସେମାନେ ହେଲେ ଗ୍ରାମ ସଭାପତି ଉପେନ୍ଦ୍ର ସାହୁ, ସମ୍ପାଦକ ସୁରେଶ କୁମାର ପ୍ରଧାନ, କୋଷାଧ୍ୟକ୍ଷ...
ଓଏଏସ୍ ପରୀକ୍ଷା: ଶାରଦାପ୍ରସନ୍ନଙ୍କୁ ୧୫ ର଼୍ୟାଙ୍କ
ଓଡ଼ାପଡ଼ା,୭।୧(ଡି.ଏନ.ଏ.) ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ପରୀକ୍ଷାରେ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଅଧୀନ ଓଡ଼ାପଡ଼ା ଗ୍ରାମର ଶାରଦା ପ୍ରସନ୍ନ ପଣ୍ଡା ସମଗ୍ର ରାଜ୍ୟରେ ୧୫ନଂ. ର଼୍ୟାଙ୍କରେ କୃତିତ୍ୱର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ସୋମବାର ପରୀକ୍ଷା ଫଳ ପ୍ରକାଶ ପାଇବାପରେ...
ଢେଙ୍କାନାଳରୁ ବାହୁଡ଼ିଲେ ୧୧୦ ହାତୀ
ଢେଙ୍କାନାଳ ଅଫିସ, ୭।୧ ପଡ଼ୋଶୀ ଜିଲାରୁ ଢେଙ୍କାନାଳକୁ ଚାଲିଆସିଥିବା ହାତୀପଲ ବାହୁଡ଼ିବା ଆରମ୍ଭ କରିଛନ୍ତି। ଗତ ଅଗଷ୍ଟରୁ ଚଳିତ ୫ ତାରିଖ ସୁଦ୍ଧା ୧୧୦ ହାତୀ ଅନ୍ୟ ଜିଲାକୁ ପଳାଇଛନ୍ତି। ପୂର୍ବ ବାସସ୍ଥାନକୁ ହାତୀ ଫେରିବା ପରେ ଜିଲା ବନ...
୪୦ ବର୍ଷରେ ପାଦ ଥାପିଲା ନାଲ୍କୋ:ପ୍ରତିଷ୍ଠା ଦିବସ ପାଳନ ଆଜି
ବଅଁରପାଳ,୭।୧ (ଡି.ଏନ୍.ଏ.) ଅନୁଗୋଳ ଜିଲା ନାଲ୍କୋ ପକ୍ଷରୁ ୪୦ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳନ କରାଯିବ। ଏଥିପାଇଁ ନାଲ୍କୋ କର୍ତ୍ତୃପକ୍ଷଙ୍କ ମଧ୍ୟରେ ବେଶ୍ ତତ୍ପରତା ପ୍ରକାଶ ପାଇଛି। ସନ୍ଧ୍ୟାରେ ମିନା ବଜାର ପଡ଼ିଆ ଠାରେ ଏହି ପ୍ରତିଷ୍ଠା ଦିବସ ଉତ୍ସବର...
ଭରୁନି ତିତ୍ଲି କ୍ଷତ :ଏବେ ବି ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ
ପାରଳାଖେମୁଣ୍ଡି,୭।୧(ସ୍ବ.ପ୍ର.) – ତିତ୍ଲି ବାତ୍ୟା ଯିବାର ବର୍ଷେ ପୁରିଲାଣି। ହେଲେ ଏବେ ବି ଅନେକ କ୍ଷତିଗ୍ରସ୍ତ ପରିବାର ଅସହାୟ ଅବସ୍ଥାରେ ଦିନ କାଟୁଛନ୍ତି। ଭୟଙ୍କର ବାତ୍ୟା ଓ ଏହା ପରବର୍ତ୍ତି ବର୍ଷାରେ ଘର ନଷ୍ଟ ହୋଇଥିବାବେଳେ ବାତ୍ୟା ସହାୟତା କେବଳ...
ଦାଦନ ଶ୍ରମିକ ଚାଲାନ ବେଲେ ଚଢ଼ଉ: ଦୁଇ ଶ୍ରମିକ ଉଧାର, ୧୩ ବ୍ୟାଗ୍ ଜବତ
ଲାଠୋର, ୭ା୧(ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ହରିଶଙ୍କର ରୋଡ଼ ରେଲ ଷ୍ଟେଶନରୁ ସୋମବାର ସଖାଲେ ଜୁନାଗଡ଼-ରାୟପୁର ପାସେଞ୍ଜର ଟ୍ରେନ୍ରେ ଦାଦନ ଶ୍ରମିକ ଚାଲନ ହେଉଥିବାର ଖବର ପାଇ ଖପ୍ରାଖୋଲ ଶ୍ରମ ନିରୀକ୍ଷକ ଚଢ଼ଉ କରିଥିଲେ। ହେଲେ ବିଭାଗୀୟ କରମ୍ଚାରୀ ଅଭାବ...
ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ : ୨ ମାସରେ ଭାଙ୍ଗିଲା ପାନୀୟ ଜଳ ପ୍ରକଳ୍ପ
ଫିରିଙ୍ଗିଆ, ୭ା୧-କନ୍ଧମାଳ ଜିଲା ପିରିଙ୍ଗିଆ ବ୍ଲକରେ ଆରଡବ୍ଲ୍ୟୁଏସ୍ଏସ୍ ବିଭାଗ ଅଧିନରେ ହେଉଥିବା କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଛି। ପ୍ରକଳ୍ପ ତିଆରି ହେବାର ମାସେ ନ ପୁରୁଣୁ ତାହା ଭାଙ୍ଗି ଯାଉଛି। ଲୋକଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ପାଇଁ ସରକାର...
୬ ବାଲ୍ୟବିବାହ ରୋକିଲା ପ୍ରଶାସନ
ଆସିକା,୭ା୧(ଡି.ଏନ୍.ଏ.): ଆସିକା ବ୍ଲକ ଅନ୍ତର୍ଗତ ବଡଖୋଲି ପଞ୍ଚାୟତରେ ୬ଟି ବାଲ୍ୟ ବିବାହ ଲାଗି ପ୍ରସ୍ତୁତି ଚାଲିଥିଲା ବେଳେ ସୋମବାର ପ୍ରଶାସନ ପକ୍ଷରୁ ତାହାଂକୁ ବନ୍ଦ କରାଯାଇଛି। ପଞ୍ଚାୟତର ବଡଖୋଲି ଗ୍ରାମରେ ୪ ଜଣ, ସାନଖୋଲି ଓ କନ୍ଧପଲ୍ଲୀ ଗ୍ରାମରେ ଜଣେ...
କାଳିଆ ଟଙ୍କା ହ୍ରାସ ନିଷ୍ପତ୍ତି ରଦ୍ଦ ଦାବିରେ ଧାରଣା
ଛତ୍ରପୁର,୭ା୧(ଡି.ଏନ.ଏ.)-କାଳିଆ ଯୋଜନାରେ ଟଙ୍କା ହ୍ରାସ ନିଷ୍ପତ୍ତି ରଦ୍ଦ ଦାବିରେ ସୋମବାର ନବନିର୍ମାଣ କୃଷକ ସଙ୍ଗଠନ ଗଞ୍ଜାମ ଜିଲା କମିଟି ପକ୍ଷରୁ ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଥିଲା ା ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା...
Archives


