ରାଜ୍ୟ

ଅକ୍ଟୋବର ୧ରୁ ବିମାନବନ୍ଦର ରନ୍‌ୱେ କାର୍ପେଟିଂ କାମ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଆସନ୍ତା ଅକ୍ଟୋବର ୧ତାରିଖରୁ ରନ୍‌ୱେର କାର୍ପେଟିଂ କାମ ଆରମ୍ଭ ହେବ। ୪ମାସ ଧରି କାର୍ପେଟିଂ କାମ ଚାଲିବ। ପ୍ରତିଦିନ ରାତି ୧୧ଟାରୁ ସକାଳ ୭ଟା ପର୍ଯ୍ୟନ୍ତ କାମ ହେବ। ଏଥିପାଇଁ ଏହି ସମୟରେ ବିମାନ…

ଧରାପଡ଼ିଲା ବାଇକ୍‌, ହାଇଓ୍ବା ଲୁଟେରା ଗ୍ୟାଙ୍ଗ୍‌

ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜଧାନୀରେ ଏକ ବାଇକ ଏବଂ ହାଇଓ୍ବା ଲୁଟେରା ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ୍‌ କରିଛି ସ୍ପେଶାଲ ସ୍କ୍ବାଡ୍‌ ଟିମ୍‌। ଏହି ଗ୍ୟାଙ୍ଗ୍‌ର ୨ଜଣ ଲୁଟେରାଙ୍କ ସମେତ ୨ଜଣ ରିସିଭର୍‌ଙ୍କୁ ଗିରଫ କରାଯାଇଛି। ଗିରଫ ଲୁଟେରା ଦ୍ୱୟ ହେଲେ କଟକ ବାଙ୍କୀର ସୁଶାନ୍ତ ପାତ୍ର…

ଅଣବସ୍ତିରୁ ବାହାରୁଛନ୍ତି ଅଧିକ ଆକ୍ରାନ୍ତ

ଭୁବନେଶ୍ୱର, ୨୬ା୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରୁ ମଙ୍ଗଳବାର ୩୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ବିଏମ୍‌ସି ଅଞ୍ଚଳରେ ଏବେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୯୩୧ରେ ପହଞ୍ଚିଛି। ୩୩୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୩ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିବାବେଳେ ୧୫୯ ଜଣ…

ତୈଳ-ବାଷ୍ପ କ୍ଷେତ୍ରରେ ୮୩୬୩ ପ୍ରକଳ୍ପ

ଭୁବନେଶ୍ୱର,୨୬।୮: ଚଳିତ ବର୍ଷ ବର୍ତ୍ତମାନ ପର୍ଯ୍ୟନ୍ତ ଦେଶର ତୈଳ ଏବଂ ବାଷ୍ପ କ୍ଷେତ୍ରରେ ୮୩୬୩ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏହି ପ୍ରକଳ୍ପଗୁଡିକର ମୋଟ ମୂଲ୍ୟ ୫.୮୮ ଲକ୍ଷ କୋଟି ଟଙ୍କା ରହିଛି। ଏହିସବୁ ପ୍ରକଳ୍ପରୁ ପ୍ରାୟ ୩୩.୮ କୋଟି ଶ୍ରମ ଦିବସ…

ଦଶହରା ପୂଜାକୁ ନେଇ ବଢ଼ିଲା ଦ୍ୱନ୍ଦ୍ୱ

କଟକ ଅଫିସ,୨୬ା୮: କରୋନା କଟକଣା ଯୋଗୁ ଚଳିତବର୍ଷ କଟକ ସହରରେ ପ୍ରସିଦ୍ଧ ଦୁର୍ଗାପୂଜା ହେବ କି ନାହିଁ, ତାହାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଭାଇଚାରାର ସହରରେ ସବୁଠୁ ବଡ଼ ପର୍ବକୁ ନେଇ ସହରବାସୀ ଅନେକ ଆଶା ବାନ୍ଧି ବସିରହିଛନ୍ତି। ଏଭଳି ସ୍ଥିତିରେ…

ଅତିବଡ଼ୀ ଜଗନ୍ନାଥ ଦାସ

ଓଡ଼ିଆ ସାହିତ୍ୟରେ ଜଗନ୍ନାଥ ଦାସ ହେଉଛନ୍ତି ଜଣେ ଅମର ସ୍ରଷ୍ଟା। ଓଡ଼ିଆ ଜାତି ପାଇଁ ଜଗନ୍ନାଥ ଦାସଙ୍କ ଓଡ଼ିଆ ଭାଗବତ ଏକ ଶ୍ରେଷ୍ଠ ଅବଦାନ। ତାଙ୍କ ରଚିତ ଭାଗବତ ଓଡ଼ିଶାର ଘରେ ଘରେ ଆଦୃତ। ଏକାଧାରରେ ସେଥିଲେ ଧର୍ମପ୍ରଚାରକ, ସମାଜସଂସ୍କାରକ, ପରମ…

ତୁଟୁନି ଭାଜପା-ବିଜେଡି ଆବାସ କଳି

ଭୁବନେଶ୍ୱର,୨୬।୮(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସବୁ ଜିଲାରେ ଦୁର୍ନୀତି ହୋଇଥିବା ନେଇ ଭାଜପା ଅଭିଯୋଗ କରିଛି। ଭାଜପାର ଅଭିଯୋଗ ପରେ ବିଜେଡି ମଧ୍ୟ ପଲଟା ଜବାବ ରଖିଛି। ଯଦି ଆବାସ ଯୋଜନରାରେ ଦୁର୍ନୀତି ହେଉଛି, ତେବେ କେଉଁ ଆଧାରରେ ଓଡିଶାକୁ ଏ…

ବଜେଟ୍‌ ପ୍ରକ୍ରିୟାରେ ସ୍ବଚ୍ଛତା: ୩ୟରେ ଓଡ଼ିଶା

ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜ୍ୟର ଆର୍ଥିକ ପ୍ରସଙ୍ଗରେ ୫-ଟି ଫ୍ରେମଓ୍ବାର୍କ କାର୍ଯ୍ୟକାରୀ କରିବା ସହ ଅନ୍ୟ ରାଜ୍ୟଗୁଡିକ ତୁଳନାରେ ବଜେଟ୍‌ ସ୍ବଚ୍ଛତା ରକ୍ଷା କରିବାରେ ଓଡ଼ିଶା ଦେଶରେ ତୃତୀୟ ସ୍ଥାନ ଅଧିକାର କରିଛି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ…

‘ଡିଜିନ୍‌’ ମାଗାଜିନ୍‌ରେ ଓଡ଼ିଶା କୃଷିଭବନ

ଭୁବନେଶ୍ୱର, ୨୬।୮(ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଅନେକ ପ୍ରଶଂସା ସାଉଣ୍ଟିଥିବା ଓଡ଼ିଶାର କଳା ଏବେ ଆଉ ଏକ ମାଇଲଖୁଣ୍ଟ ଛୁଇଁଛି। ବିଶ୍ୱସ୍ତରୀୟ ସ୍ଥାପତ୍ୟ କଳା ମାଗାଜିନ ‘ଡିଜିନ୍‌’ରେ ଓଡ଼ିଶା କୃଷି ଭବନର ସ୍ଥାପତ୍ୟ କଳା ସ୍ଥାନ ପାଇଛି। ଏହି ପତ୍ରିକାରେ କୌଣସି ଭାରତୀୟ…

ପ୍ରବଳ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖାପଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଆହୁରି ଘନୀଭୂତ ହୋଇଛି। ଲଘୁଚାପ ଯୋଗୁ ସୋମବାର ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ଜୀବନଯାତ୍ରା…

ବଢ଼ିଲା ରତ୍ନଅଳଙ୍କାର ଯାଞ୍ଚ ସମ୍ଭାବନା

ପୁରୀ ଅଫିସ,୨୬ା୮:ଖୋଲିବ କି ଭିତର ରତ୍ନଭଣ୍ଡାର? ଯାଞ୍ଚ ହେବ କି ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନଅଳଙ୍କାର? ଦୀର୍ଘଦିନ ଧରି ରତ୍ନଭଣ୍ଡାର ଖୋଲିବା ନେଇ ଯେଉଁ ଆଶା ଆଶଙ୍କା ଲାଗିରହିଛି ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିବାର ସମ୍ଭାବନା ସୃଷ୍ଟି କରିଛି ଆଇନ ବିଭାଗର ଚିଠି। ୨…

ରାଜଧାନୀରେ ବିଗୁଡୁଛି କରୋନା ସ୍ଥିତି: ଆଜି ଚିହ୍ନଟ ହେଲେ ୩୩୨ ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ..

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ସଙ୍ଗୀନ ହେଉଛି କରୋନା ସ୍ଥିତି। ମଙ୍ଗଳବାର ଭୁବନେଶ୍ୱରରୁ ପୁଣି ୩୩୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୭୩ଜଣ କ୍ୱାରାଣ୍ଟାଇନ୍‌ କେସ୍‌ ଥିବା ବେଳେ ୧୫୯ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜଧାନୀରେ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?