ରାଜ୍ୟ

ଭିଜିଲାନ୍ସ ଜାଲରେ ଏମ୍‌କେସିଜି ମେଡିକାଲ କନିଷ୍ଠ କିରାଣି

ବ୍ରହ୍ମପୁର ଅଫିସ,୭ା୧-ଏମ୍‌କେସିଜି ମେଡିକାଲରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ନାମରେ ଥିବା ଏକ ଏଲଆଇସି କ୍ଲେମ୍‌ ଫାଇଲ ପ୍ରୋସେସିଂ ପାଇଁ ଲାଞ୍ଚ ନେଇ ଏମ୍‌କେସିଜି ସର୍ଜରୀ (ଅସ୍ତ୍ରୋପଚାର) ବିଭାଗ କନିଷ୍ଠ କିରାଣି ସୋମବାର ଗିରଫ ହୋଇଛନ୍ତି। ଅଭିଯୁକ୍ତ...

ଗଣତନ୍ତ୍ରରେ ଭିନ୍ନମତକୁ ଗ୍ରହଣ କରୁନାହିଁ କେନ୍ଦ୍ର ସରକାର: କଂଗ୍ରେସ

ଭୁବନେଶ୍ୱର,୬।୧(ବ୍ୟୁରୋ): ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ରେ ରବିବାରଠାରୁ ଉପୁଜିଥିବା ଛାତ୍ର ହିଂସା ଘଟଣାକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ କଂଗ୍ରେସ। ଉକ୍ତ ଘଟଣାକୁ ନିନ୍ଦା କରିବା ସହ ଦୋଷୀମାନଙ୍କ ବିରୋଧରେ କଠୋର ଦଣ୍ଡବିଧାନ ସହିତ ଜଣେ...

୮ ରେ ଭାରତ ବନ୍ଦ: କଂଗ୍ରେସ ଦେଲା ସମର୍ଥନ

ଭୁବନେଶ୍ୱର,୬।୧(ବ୍ୟୁରୋ): କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଜାନୁୟାରୀ ୮ରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଦରଦାମ ବୃଦ୍ଧି, ବେକାରି ଓ ସିଏଏ ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଛି। ଏହାକୁ ସମର୍ଥନ କରିଛି କଂଗ୍ରେସ। ସୋମବାର ଏ ନେଇ...

ରାସ୍ତାକଡରୁ ମିଳିଲା ଟିଫିନ୍‌ ବୋମା

ନବରଙ୍ଗପୁର,୬।୧(ବି.ପ୍ର): ନବରଙ୍ଗପୁର ଜିଲା ରାଇଘର ଥାନା ସରଗୁଲି ଗ୍ରାମର ରାସ୍ତାକଡରୁ ଦୁଇଟି ଜୀବନ୍ତ ଟିଫିନ ବୋମା ଉଦ୍ଧାର କରାଯାଇଛି। ପୋଲିସ ବୋମା ନିଷ୍କ୍ରିୟକାରୀ ଦଳ ସହ ଘଟଣାସ୍ଥଳରେ ପହଞ୍ଚିଛି। ସେଠାରେ ଏବେ ବୋମା ନିଷ୍କ୍ରିୟ ପାଇଁ ଉଦ୍ୟମ ଜାରି ରହିଛି।...

ଓଡିଶୀ ନୃତ୍ୟଶିଳ୍ପୀ ମିନତି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଓଡିଶୀ ନୃତ୍ୟଶିଳ୍ପୀ ତଥା ଅଭିନେତ୍ରୀ ଡ. ମିନତି ମିଶ୍ରଙ୍କ ସୋମବାର ଭୋରୁ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ସୁଇଜରଲାଣ୍ଡରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ଅନନ୍ୟ...

ଜେଏନ୍‌ୟୁ ଆକ୍ରମଣକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧(ବ୍ୟୁରୋ): ଜବାହରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ରେ ମୁଖାପିନ୍ଧା ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣାକୁ ନେଇ ଏବେ ସାରା ଦେଶରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇଛି। ଶିକ୍ଷାନୁଷ୍ଠାନରେ ଏଭଳି ଦାଦାଗିରିକୁ ନେଇ ସମଗ୍ର ଦେଶରେ ପ୍ରତିକ୍ରିୟା ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି...

ଶ୍ରୀଲିଙ୍ଗରାଜଙ୍କ ଜମିରୁ ଜବରଦଖଲ ଉଚ୍ଛେଦ ନେଇ ମାପଚୁପ

ପୁରୁଣା ଭୁବନେଶ୍ୱର,୬ା୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ପାରିପାର୍ଶ୍ୱିକ ସୌନ୍ଦର୍ଯ୍ୟକରଣ, ବିକାଶ କାମ ଜାରି ରହିଛି। ହେଲେ ଠାକୁରଙ୍କ ବହୁସ୍ଥାନରେ ଥିବା ଜମିକୁ ଜବରଦଖଲକାରୀମାନେ କବ୍‌ଜାରେ ରଖଛନ୍ତି। ଏହି ଭୂସମ୍ପତ୍ତିକୁ ଜବରଦଖଲରୁ ମୁକ୍ତ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ପୁରୁଣା ଭୁବନେଶ୍ୱରସ୍ଥିତ ମୂଳା...

ଓଟିଇଟି ବିଭ୍ରାଟ: ୧୪ରେ ବୋର୍ଡ କାର୍ଯ୍ୟାଳୟ ଘେରାଉ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଟିଇଟି ପ୍ରଶ୍ନ ଓ ଫଳ ପ୍ରକାଶନ ବିଭ୍ରାଟକୁ ନେଇ ଏକ୍ସ କ୍ୟାଡର ଶିକ୍ଷକ ମହାସଂଘ ପକ୍ଷରୁ ପୁଣିଥରେ ରାଜ୍ୟସ୍ତରୀୟ ବୋର୍ଡ଼ କାର୍ଯ୍ୟାଳୟ ଘେରାଉ କରାଯିବ। ବର୍ଷକୁ ଦୁଇଥର ପରୀକ୍ଷା ନ ହେବା, ପ୍ରଶ୍ନପତ୍ର ଭାଇରାଲ ଆଳ ଦେଖାଇ ବୋର୍ଡ଼...

ଖୋଲିଲା ରାଜଭବନ ଉଦ୍ୟାନ: ପ୍ରଥମ ଦିନରେ ବୁଲିଲେ ୪ହଜାର ଦର୍ଶକ

ଭୁବନେଶ୍ୱର,୬ା୧(ବ୍ୟୁରୋ): ସର୍ବସାଧାରଣ ଓ ଛାତ୍ରୀଛାତ୍ରଙ୍କ ପାଇଁ ରବିବାର ରାଜଭବନ ଉଦ୍ୟାନ ଖୋଲାଯାଇଛି। ଗୋଲାପ ଉଦ୍ୟାନଠାରୁ ଆରମ୍ଭ କରି ବିଭିନ୍ନ କିସମର ଗେଣ୍ଡୁ, ସେବତୀ, ଗ୍ଲାଡିଓଲି, ଡାଲିଆ, ଜିନିଆ, କାନୁନ୍‌ଡୋଲା, ସାଲ୍‌ଭିଆ ଭଳି ୩୯ କିସମର ଫୁଲର ସମ୍ଭାର ଦେଖିବାକୁ ମିଳିଥିଲା।...

ପିଆଜ ପରେ ଆଳୁ ଚଡ଼କ: ଦର ଛୁଇଁଲା ୩୦

ଭୁବନେଶ୍ୱର,୬ା୧(ବ୍ୟୁରୋ): ପିଆଜ ପରେ ଏବେ ଆଳୁ ଦର ବଢ଼ିଛି। ୧୮ରୁ ୨୦ ଟଙ୍କା ଦରରେ ମିଳୁଥିବା ଆଳୁ ଏବେ ୩୦ଟଙ୍କା ଛୁଇଁଛି। ରାଜ୍ୟର ନୂଆ ଆଳୁ ଅମଳରେ ବିଳମ୍ବ ସହ ପଶ୍ଚିମବଙ୍ଗରୁ ଆଳୁ ଆମଦାନୀ ହ୍ରାସ ପାଇବାରୁ ଦର ହଠାତ୍‌...

୧୧ରେ ସରକାରୀ ଓକିଲଙ୍କ ବିଶାଳ ସମ୍ମିଳନୀ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଅଲ୍‌ ଓଡିଶା ଲ ଅଫିସର୍ସ ଆସୋସିଏଶନ ପକ୍ଷରୁ ଆସନ୍ତା ୧୧ ତାରିଖରେ ଇଡ୍‌କଲ ଅଡିଟୋରିୟମରେ ସରକାରୀ ଓକିଲଙ୍କ ବିଶାଳ ସମ୍ମିଳନୀ ହେବ। ରାଜ୍ୟର ବିଭିନ୍ନ ଅଦାଲତରେ କାର୍ଯ୍ୟ କରୁଥିବା ସରକାରୀ ଓକିଲ(ଦଓ୍ବୋନୀ ଓ ଫୌଜଦାରୀ)ମାନେ ଯୋଗଦେବେ। ଏହି ସମ୍ମିଳନୀରେ...

ରାଜ୍ୟରେ ଆରମ୍ଭ ହେବ ସ୍ବଚ୍ଛ ସର୍ବେକ୍ଷଣ ଲିଗ୍‌

ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଡ଼ିଶାର ସହରାଞ୍ଚଳଗୁଡିକ କେତେ ସଫାସୁତୁରା ରହିଛି ତାହା ଜାଣିବା ଲାଗି ପ୍ରଥମଥର ସାରା ରାଜ୍ୟରେ ସ୍ବଚ୍ଛ ସର୍ବେକ୍ଷଣ (ଏସ୍‌ଏସ୍‌) ଲିଗ୍‌ ୨୦୨୦ ଆରମ୍ଭ ହେବ। ତରଳ, କଠିନ ଓ ପ୍ଲାଷ୍ଟିକ ବର୍ଜ୍ୟ ପରିଚାଳନା ସହ ସ୍ବଚ୍ଛତା କ୍ଷେତ୍ରରେ ସମସ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri